ଦିଲ୍ଲୀରେ ୟେଦୁରପ୍ପା
ନୂଆଦିଲ୍ଲୀ,୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ଏବେ ଦିଲ୍ଲୀ ଗସ୍ତରେ ଅଛନ୍ତି। ମଙ୍ଗଳବାର ୟେଦୁରପ୍ପା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରିଙ୍କୁ ଭେଟିଛନ୍ତି। ଏହି ଅବସରରେ ସେ କର୍ନାଟକର ଜାତୀୟ ରାଜପଥ ପ୍ରୋଜେକ୍ଟ ବିଷୟରେ ଗଡକରିଙ୍କ ସହ କଥା ହୋଇଥିବା…
ପାକିସ୍ତାନକୁ ଆର୍ଏସ୍ଏସ୍ର ଚେତାବନୀ: ଦାଦାଗିରି କଲେ ପିଓକେ ବି ଛଡ଼ାଇ ଅଣାଯିବ
ନୂଆଦିଲ୍ଲୀ,୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ପାକିସ୍ତାନରେ ଉତ୍ତେଜନା ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଆର୍ଏସ୍ଏସ୍ ପକ୍ଷରୁ ପାକିସ୍ତାନକୁ ଚେତାବନୀ ଦିଆଯାଇଛି। ଆର୍ଏସ୍ଏସ୍ ସଦସ୍ୟ ଇନ୍ଦ୍ରେଶ୍ କୁମାର କହିଛନ୍ତି ଯେ, ଭାରତ ସରକାରଙ୍କ ଅନୁଚ୍ଛେଦ ୩୭୦ର ଉଚ୍ଛେଦ ନିଷ୍ପତିକୁ ଜାତିସଂଘ…
ବିଗୁଡୁଛି ଉନ୍ନାଓ ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା
ନୂଆଦିଲ୍ଲୀ,୬।୮: ଉନ୍ନାଓ ବଳାତ୍କାର ପୀଡିତା ଏବେ ଦିଲ୍ଲୀସ୍ଥିତ ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନସେସ୍(ଏମ୍ସ)ର ଟ୍ରମା ସେଣ୍ଟରରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଅବସ୍ଥା ବେଳକୁ ବେଳ ବିଗିଡି ଯାଉଥିବା ଜଣାପଡିଛି। ଏବେ ସେ ଲାଇଫ୍ ସପୋର୍ଟ ସିଷ୍ଟମରେ ରହିଥିବା…
ନିୟନ୍ତ୍ରଣ ରେଖା ମାଛିଲ୍ ସେକ୍ଟରରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ
ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ଠାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ୫-୬ ଆତଙ୍କବାଦୀ ମାଛିଲ୍ ସେକ୍ଟରରେ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିଲେ। ଭାରତୀୟ ଫରଓ୍ବାର୍ଡ ପୋଷ୍ଟପକ୍ଷରୁ ସତର୍କ ସୂଚନା ଜାରି ସହିତ ଗୁଳି ଚାଳନା କରାଯାଇଥିଲା।…
ଅନୁଚ୍ଛେଦ ୩୭୦ ଉପରେ ମୁହଁ ଖୋଲି ସୋସିଆଲ୍ ମିଡ଼ିଆରେ ଟ୍ରୋଲ୍ ହେଲେ ରାହୁଲ
ନୂଆଦିଲ୍ଲୀ,୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ଉପରେ ମୁହଁ ଖୋଲି ରାହୁଲ ଗାନ୍ଧୀ ସମାଲୋଚନାର ଶିକାର ହୋଇଛନ୍ତି। ଏହି ପ୍ରସଙ୍ଗରେ ରାହୁଲ ଗୋଟିଏ ଦିନ ପରେ ମଙ୍ଗଳବାର ନିଜର ମତପୋଷଣ କରିଥିଲେ। ମାତ୍ର ରାହୁଲଙ୍କ ମନ୍ତବ୍ୟ ନିଜ ପାଇଁ ମହଙ୍ଗା ପଡ଼ିଛି। ଏହାଦ୍ୱାରା…
ଅଯୋଧ୍ୟା ବିବାଦ: ମସଜିଦ୍ ପୂର୍ବରୁ ଥିବା ନିର୍ମାଣର ପ୍ରମାଣ ଲୋଡିଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୬।୮: ଅଯୋଧ୍ୟା ବିବାଦର ପ୍ରତିଦିନ ଶୁଣାଣି ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି ମାମଳାରେ ମସଜିଦ୍ ପୂର୍ବରୁଥିବା ନିର୍ମାଣର ପ୍ରମାଣ ସୁପ୍ରିମ୍କୋର୍ଟ ଲୋଡିଛନ୍ତି। ନିର୍ମୋହି ଆଖଡ଼ାର ଆଇଜୀବି କହିଥିଲେ ଯେ, ମୁସଲମାନ୍ ଆଇନ ଅନୁସାରେ କୌଣସି ବ୍ୟକ୍ତି ଆଇନ ସଙ୍ଗତ ଅନୁମତି ବିନା…
ବଦ୍ରିନାଥରୁ ଫେରୁଥିବା ତୀର୍ଥଯାତ୍ରୀଙ୍କ ବସ୍ ଉପରେ ଖସିଲା ପଥର ଖଣ୍ଡ
ଚାମୋଲି,୬।୮: ଉତ୍ତରାଖଣ୍ଡ ଚାମୋଲି ଜିଲାର ଲାମ୍ବାଗଡ଼ରେ ମଙ୍ଗଳବାର ସକାଳେ ଭୂସ୍ଖଳନ ହୋଇଛି। ଫଳରେ ପାହାଡ଼ରୁ ବଡ଼ ବଡ଼ ପଥର ଖଣ୍ଡମାନ ଖସି ରାସ୍ତାରେ ପଡ଼ିଥିଲା। ସେହି ସମୟରେ ଉକ୍ତ ରାସ୍ତା ଦେଇ ଯାଉଥିବା ଏକ ଯାତ୍ରୀବାହୀ ବସ୍ ଉପରେ ବିଶାଳକାୟ ପଥର…
ଅନୁଚ୍ଛେଦ ୩୭୦କୁ ନେଇ ମୁହଁ ଖୋଲିଲେ ମମତା
କୋଲକାତା,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ସେ ସମର୍ଥନ ଜଣାଉ ନାହାଁନ୍ତି। ତାଙ୍କ ଦଳ ଏଥିପାଇଁ ମତ ମଧ୍ୟ ଦେଇ ନାହିଁ। ମମତା ସମସ୍ତ ରାଜନୈତିକ ଦଳ ଓ କଶ୍ମୀରବାସୀଙ୍କୁ କହିଛନ୍ତି ଯଦି ଅନୁଚ୍ଛେଦ ୩୭୦ର…
ପ୍ରଥମଥର ନୂଆବୋହୂ ହାତ ରନ୍ଧା ଖାଇ ଡାକ୍ତରଖାନାରେ ପୂରା ପରିବାର
ଲକ୍ଷ୍ନୌ,୬।୮:ଉତ୍ତର ପ୍ରଦେଶର ମୁରାଦାବାଦ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହ ପରେ ନୂଆବୋହୂର ହାତରନ୍ଧା ପ୍ରଥମଥର ଖାଇ ଡାକ୍ତରଖାନାରେ ପହଞ୍ଚିଛନ୍ତି ପୂରା ପରିବାର। ଖାଦ୍ୟରେ ନିଶା ଔଷଧ ଦେଇ ସମସ୍ତଙ୍କୁ ବେହୋସ୍ କରିବା ପରେ ସବୁ ସୁନାଗହଣା, ଟଙ୍କା ନେଇ ଫେରାର୍…
ଦିଲ୍ଲୀ ଭୟାବହ ଅଗ୍ନିକାଣ୍ଡରେ ୬ମୃତ: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୬।୮: ଦିଲ୍ଲୀ ଜାକିର ନଗର ସ୍ଥିତ ଥିବା ୪ମହଲା ବିଶିଷ୍ଟ ଏକ କୋଠା ଘରେ ସୋମବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ…
ରାହୁଲ ମୁହଁ ଖୋଲିଲେ: ସରକାରଙ୍କ ନିଷ୍ପତ୍ତିି ରାଷ୍ଟ୍ରୀୟ ସୁରକ୍ଷା ପ୍ରତି ସୃଷ୍ଟି କରିଛି ବିପଦ
ନୂଆଦିଲ୍ଲୀ,୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମଙ୍ଗଳବାର ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତି ରାଷ୍ଟ୍ରୀୟ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିଛି। ଏହାଦ୍ୱାରା ସାମ୍ବିଧାନିକ ବ୍ୟବସ୍ଥାର ମଧ୍ୟ ଉଲ୍ଲଂଘନ…
ଧାରା ୩୭୦କୁ ନେଇ ଦ୍ୱନ୍ଦ୍ୱରେ କଂଗ୍ରେସ: ମୋଦି ସରକାରଙ୍କ ପ୍ରଶଂସା କରିବ ନା ସମାଲୋଚନା
ନୂଆଦିଲ୍ଲୀ,୬।୮: ସୋମବାର ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ଏ ଉଚ୍ଛେଦ କରାଯିବା ପରେ ଏହା ମୋଦି ସରକାରଙ୍କ ଏକ ଐତିହାସିକ ପଦକ୍ଷେପ ବୋଲି ଆଲୋଚନା ହୋଇଥିଲା। ରାଜ୍ୟ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀର ପୁନର୍ଗଠନ ବିଲ୍ ଉପସ୍ଥାପନ କରିବା…
Archives


