ଜାତୀୟ

ଚିଦାମ୍ବରମଙ୍କୁ ଘର ଖାଦ୍ୟ ମନା

ନୂଆଦିଲ୍ଲୀ,୧୩-୯(ଆଇଏଏନ୍‌ଏସ୍‌):ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାର ଜେଲ୍‌ରେ ଥିବା ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଘରରନ୍ଧା ଖାଦ୍ୟ ଦେବା ପାଇଁ ଦିଲ୍ଲୀ ହାଇକୋର୍ଟ ଅନୁମତି ଦେଇନାହାନ୍ତି। ଜେଲ୍‌ର ସବୁ ଅନ୍ତେବାସୀଙ୍କ ପାଇଁ ଖାଦ୍ୟ ସମାନ ବୋଲି ଜଷ୍ଟିସ୍‌…

ମାନ୍ଦାବସ୍ଥାକୁ ନେଇ ଭାଜପା ଉପରେ ବର୍ଷିଲେ ସୋନିଆ:ଜନାଦେଶର ଦୁରୁପଯୋଗ ବିପଜ୍ଜନକ

ନୂଆଦିଲ୍ଲୀ,୧୩-୯(ପି.ଟି.):ଦେଶରେ ଗୁରୁତର ଆର୍ଥିକ ମାନ୍ଦାବସ୍ଥାକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜନାଦେଶକୁ ଭାଜପା ସରକାର ବିପଜ୍ଜନକ ଭାବେ ଦୁରୁପଯୋଗ କରୁଥିବା ସେ ଅଭିଯୋଗ କରିଛନ୍ତି। ସରକାରଙ୍କ ଆର୍ଥତ୍କ ନୀତି ବିରୋଧରେ ଅକ୍ଟୋବର ୧୫ରୁ ୨୫ ତାରିଖ…

ଏସ୍‌ସି,ଏସ୍‌ଟି ଆଇନ ନେଇ ରାୟ ଆଜି

ନୂଆଦିଲ୍ଲୀ,୧୩-୯:ଅନୁସୂଚିତ ଜାତି/ଜନଜାତି (ଏସ୍‌ସି/ଏସ୍‌ଟି) ଆଇନ ସମ୍ପର୍କିତ କେନ୍ଦ୍ର ସରକାରଙ୍କ ରିଭ୍ୟୁ ପିଟିଶନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ରାୟ ପ୍ରଦାନ କରିପାରନ୍ତି। ୨୦୧୮ ମାର୍ଚ୍ଚ ୨୦ରେ ସୁପ୍ରିମକୋର୍ଟ ଉକ୍ତ ଆଇନରେ ଗିରଫଦାରି ବ୍ୟବସ୍ଥାକୁ କୋହଳ କରିଥିଲେ। ରାୟର ପୁନର୍ବିଚାର ଲାଗି କେନ୍ଦ୍ର ସରକାର…

ବିକ୍ରମ ଲ୍ୟାଣ୍ଡିଂ ସାଇଟ୍‌ର ଫଟୋ ପଠାଇବ ନାସା

ନୂଆଦିଲ୍ଲୀ/ନ୍ୟୁୟର୍କ,୧୩-୯ :ଚନ୍ଦ୍ରୟାନ-୨କୁ ନେଇ ଇସ୍ରୋ ପକ୍ଷରୁ ଅହରହ ପ୍ରୟାସ ଜାରି ରହିଥିବାବେଳେ ଯୋଗଯୋଗ ଲାଗି ପ୍ରସ୍ତୁତି ଚାଲିଛି। ସମୟ ସରିଆସୁଥିବାବେଳେ ନାସା ଏଥିଲାଗି ସହଯୋଗର ହାତ ବଢ଼ାଇଛି। ଲ୍ୟାଣ୍ଡର ବିକ୍ରମ ଲ୍ୟାଣ୍ଡିଂ କରିବା ପୂର୍ବ ଓ ପରର ସ୍ଥିତି ଅନୁଧ୍ୟାନ କରିବା…

ଲଦାଖରେ ଭାରତ-ଚାଇନା ସେନା ମୁହାଁମୁହିଁ

ନୂଆଦିଲ୍ଲୀ,୧୩-୯(ପି.ଟି.):ଲଦାଖରେ ଭାରତ-ଚାଇନା ସେନା ପୁଣି ମୁହାଁମୁହିଁ ହୋଇଛନ୍ତି। ପାଙ୍ଗୋଙ୍ଗ୍‌ ହ୍ରଦ କୂଳର ଉତ୍ତର ଭାଗରେ ବୁଧବାର ଭାରତୀୟ ଯବାନମାନେ ପାଟ୍ରୋଲିଂ କରୁଥିବାବେଳେ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ସେମାନଙ୍କ ଉପସ୍ଥିତିକୁ ନେଇ ଆପତ୍ତି ଉଠାଇଥିଲା। ଏହାକୁ ନେଇ ଦୁଇ ସେନା…

କୃଷକଙ୍କୁ ମିଳିବ ୩୦୦୦ ପେନ୍‌ସନ

ରାଞ୍ଚତ୍,୧୩-୯(ପି.ଟି.):କୃଷକ, କ୍ଷୁଦ୍ର ବ୍ୟବସାୟୀ ଓ ଆତ୍ମନିଯୁକ୍ତ ବ୍ୟକ୍ତିମାନଙ୍କ ଲାଗି ବହୁପ୍ରତୀକ୍ଷିତ ପେନ୍‌ସନ ଯୋଜନାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚତ୍ଠାରେ ଶୁଭାରମ୍ଭ କରିଛନ୍ତି। ‘ପ୍ରଧାନମନ୍ତ୍ରୀ କିଷାନ ମାନ ଧନ ଯୋଜନା’ରେ କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କୁ ୬୦ ବର୍ଷ…

ଟାଇମ୍ସ ହାୟର ଏଜୁକେଶନ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌:ଶ୍ରେଷ୍ଠ ୩୦୦ରେ ଭାରତର ସ୍ଥାନ ନାହିଁ

ନୂଆଦିଲ୍ଲୀ, ୧୩-୯ (ପି.ଟି.):ଉଚ୍ଚଶିକ୍ଷା କ୍ଷେତ୍ରରେ ଭାରତ କେତେ ଆଗୁଆ ତାହା ସଦ୍ୟ ପ୍ରକାଶିତ ଟାଇମ୍ସ ହାୟର ଏଜୁକେଶନ ୟୁନିଭର୍ସିିଟି ର଼୍ୟାଙ୍କିଙ୍ଗ୍‌ରୁ ସ୍ପଷ୍ଟ ବାରିହୋଇ ପଡ଼ୁଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ରିପୋର୍ଟ ଅନୁଯାୟୀ ଶ୍ରେଷ୍ଠ ୩୦୦ ର଼୍ୟାଙ୍କ ମଧ୍ୟରେ ଭାରତର କୌଣସି…

ଔଦ୍ୟୋଗିକ ଉତ୍ପାଦନ ହ୍ରାସ:ଖୁଚୁରା ମୁଦ୍ରାସ୍ଫୀତି ବୃଦ୍ଧି

ନୂଆଦିଲ୍ଲୀ,୧୩-୯:ଦେଶ ଆର୍ଥିକ ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ ଔଦ୍ୟୋଗିକ ଉତ୍ପାଦନ ଖୁସି ଆଣିନାହିଁ। ଜୁଲାଇରେ ଔଦ୍ୟୋଗିକ ଉତ୍ପାଦନ ସୂଚକାଙ୍କ(ଆଇଆଇପି) ଅଭିବୃଦ୍ଧି ହାର ୪.୩% ରହିଛି। ଗତବର୍ଷ ଏହି ସମୟରେ ଏହା ୬.୫% ରହିଥିଲା। ସରକାରଙ୍କ ପକ୍ଷରୁ ଜାରି ତଥ୍ୟ ଅନୁଯାୟୀ…

ପିଓକେ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ,୧୩-୯(ପି.ଟି./ଆଇଏଏନ୍‌ଏସ୍‌):ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ)କୁ ଭାରତକୁ ଫେରାଇ ଆଣିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି। ଏଥିଲାଗି ଭାରତୀୟ ସେନା ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇରହିଛି। ଏନେଇ କେନ୍ଦ୍ର ସରକାର ନିଷ୍ପତ୍ତି…

ସକାଳୁ ଖାଲି ପେଟରେ ପିଅନ୍ତୁ ପଇଡ଼ ପାଣି..ମିଳିବ ଅନେକ ଫାଇଦା

ଶରୀର ପାଇଁ ବେଶ୍‌ ଲାଭଦାୟକ ପଇଡ଼ ପାଣି। ସକାଳେ ଖାଲି ପେଟରେ ପଇଡ ପାଣି ପିଇଲେ ଅଧିକ ଫଳପ୍ରଦ ହୋଇଥାଏ। ପଇଡ଼ ପାଣିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ-ସି, ଏନ୍‌ଜାଇମ, ବି-କମ୍ପ୍ଲେକ୍ସ ସହିତ ଅନ୍ୟ ଜରୁରୀ ପୋଷକ ତତ୍ତ୍ୱ ରହିଥାଏ। କେବଳ ଖରାଦିନ ନୁହେଁ,…

ଯେଉଁଠି ରାତିରେ କଳା ରଙ୍ଗ ହୋଇଯାଏ ବାଲି

ଗୁଜରାଟର ଦୁମାସ୍‌ ସମୁଦ୍ରତଟ ଆଜି ବି ଲୋକଙ୍କ ମନରେ ଭୟ ସଞ୍ଚାର କରି ରଖିଛି। ଜନଶ୍ରୁତି ଅନୁସାରେ, ଏଠାରେ ପାପ ଶକ୍ତିଙ୍କ ପ୍ରଭାବ ରହିଥିବା ଜଣାଯାଏ। ଅନେକ ଅଦୃଶ୍ୟ ଶକ୍ତିଙ୍କ ଉପତ୍ାତ ଏଠାରେ ଦେଖିବାକୁ ମିଳେ। ବିଶେଷକରି ସୂର୍ଯ୍ୟାସ୍ତ ପରେ ଏମାନଙ୍କ…

ପେନସନ୍‌ ପାଇଁ ଯାଇଥିବା ବରିଷ୍ଠ ନାଗରିକଙ୍କୁ ମିଳିଲା ଡେଥ୍‌ ସାର୍ଟିଫିକେଟ

ଲକ୍ଷ୍ନୌ,୧୨।୯: ଉତ୍ତରପ୍ରଦେଶର ବଦାୟୁ ଜିଲା ଗ୍ରାମପଞ୍ଚାୟତ ସଚିବ ୭ ଜଣ ପେନସନଧାରୀଙ୍କୁ ମୃତ ଘୋଷିତ କରିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଭେରିଫିକେଶନ ସମୟରେ ଏଭଳି ଭୁଲ୍‌ ହୋଇଥିବା ଜଣାପଡିଛି। ତେବେ ଉକ୍ତ ୭ ଜଣ ପେନସନଧାରୀ ଏବେ ଏହାକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri