ଖଣ୍ଡାଧାରରେ ସ୍ବାସ୍ଥ୍ୟସେବା: ୫୪ ପ୍ରତିଶତ କର୍ମଚାରୀଙ୍କର ନାହିଁ ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା
ନୂଆଦିଲ୍ଲୀ, ୩୦।୫: ଦେଶରେ ସ୍ବାସ୍ଥ୍ୟସେବା ଖଣ୍ଡାଧାରରେ ଚାଲିଛି। ଏହି କ୍ଷେତ୍ରରେ କାର୍ଯ୍ୟ କରୁଥିବା ଡାକ୍ତର, ନର୍ସ, ମିଡ୍ଓ୍ବାଇଫ୍ ଏବଂ ପାରାମେଡିକାଲ କର୍ମଚାରୀଙ୍କର ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା ନାହିଁ। ଏହା ଦ୍ୱାରା ରୋଗୀଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ମିଳିପାରୁ ନ ଥିବା ବ୍ରିଟିଶ୍ ମେଡିକାଲ…
ଶଗଡ ଗାଡିରେ ବିବାହ କରିବାକୁ ଗଲେ ବର
ଭୋପାଳ, ୩୦।୫: ବିବାହରେ ଅଯଥା ଖର୍ଚ୍ଚ ରୋକିବା ପାଇଁ ଜଣେ ଯୁବକ ଅଭିନବ ପ୍ରନ୍ଥା ଆପଣାଇଛନ୍ତି। ପୁରୁଣା ପ୍ରଥା ଏବଂ ପରମ୍ପରାକୁ ବଜାୟ ରଖି ଶଗଡ ଗାଡିରେ ବସି ବିବାହ ମଣ୍ଡପକୁ ଯାଇଥିଲେ। ମଧ୍ୟପ୍ରଦେଶର ଛପ୍ରା ଗାଁରେ ରହୁଥିବା ସୋନେବନ ନିଜ…
ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ଲାଗି ଦିଲ୍ଲୀ ପହଞ୍ଚିଲେ ମୃତ ୫୪ ଜଣ ଭାଜପା କର୍ମୀଙ୍କ ପରିବାର ସଦସ୍ୟ
ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନ ପ୍ରଚାର ହେଉ ଅବା ପ୍ରାର୍ଥିପତ୍ର ଦାଖଲ ସମୟରେ ଦେଶର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଥିଲା ରାଜନୈତିକ ହିଂସା। ତେବେ ସବୁଠାରୁ ଅଧିକ ହିଂସା ଉପୁଜିଥିଲା ପଶ୍ଚିମବଙ୍ଗରେ। ଏଠାରେ ପାଖାପାଖି ୫୪ ଜଣ ଭାଜପା କର୍ମୀଙ୍କୁ ରାଜନୈତିକ…
ମୋଦିଙ୍କ ଶପଥ ଗ୍ରହଣ ଲାଗି ଦିଲ୍ଲୀରେ ୧୦ ହଜାର ଯବାନ ମୁତୟନ
ନୂଆଦିଲ୍ଲୀ,୩୦।୫: ସଜେଇ ହୋଇଛି ରାଜଧାନୀ ଦିଲ୍ଲୀ, ମଞ୍ଚ ପ୍ରସ୍ତୁତ, ଅତିଥି ମଧ୍ୟ ପହଞ୍ଚି ସାରିଛନ୍ତି। ଗୁରୁବାର ସନ୍ଧ୍ୟା ୭ଟାରେ ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନରେନ୍ଦ୍ର ଦାମୋଦାର ଦାସ ମୋଦି। ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ଏହି…
ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପୁଲଓ୍ବାମା ଶହିଦ ଯବାନଙ୍କ ପରିବାର
ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପୁଲଓ୍ବାମା ଆକ୍ରମଣରେ ଶହିଦ ହୋଇଥିବା ପରିବାର। କେବଳ ଶହିଦଙ୍କ ମା’ ହିଁ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେଇପାରିବେ। ମେ ୩୦ ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତି ଭବନରେ ଏହି ଶପଥ ଗ୍ରହଣ…
ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଜଗନ ମୋହନ
ହାଇଦ୍ରାବାଦ,୩୦।୫: ଓ୍ବାଏସ୍ଆର୍ କଂଗ୍ରେସର ମୁଖ୍ୟ ଓ୍ବାଇ. ଏସ୍. ଜଗନ ମୋହନ ରେଡ୍ଡି ଗୁରୁବାର ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ଆନ୍ଧ୍ରର ବିଭାଜନ ପରେ ସେ ଦ୍ୱିତୀୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଅପରାହ୍ନ ୧୨ଟା ୨୩ରେ…
ନିଜ ପଦରୁ ଇସ୍ତଫା ଦେଲେ ମଣିପୁରର ୧୨ କଂଗ୍ରେସ ବିଧାୟକ
ଇମ୍ଫାଲ,୩୦।୫: ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସରେ ସଙ୍କଟ ଲାଗି ରହିଛି। ମଣିପୁର ବିଧାନସଭାର ୧୨ ଜଣ ବିଧାୟକ ଗୁରୁବାର ମଣିପୁର ପ୍ରଦେଶ କଂଗ୍ରେସ କମିଟି(ଏମ୍ପିସିସି)ରୁ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇଥିବା ପ୍ରକାଶ କରିଛନ୍ତି। ଏମାନେ ଦଳ ତ୍ୟାଗ କରି…
ଗଗନ ମିଶନରେ ୩ ଭାରତୀୟ କରିବେ ଯାତ୍ରା: ଇସ୍ରୋ ସହିତ ବାୟୁସେନା କଲା ବୁଝାମଣା
ବେଙ୍ଗାଲୁର,୩୦।୫: ଭାରତ ମହାକାଶ ମାନବ ମିଶନରେ କାର୍ଯ୍ୟ ଜାରି ରଖିଛି। ଆସନ୍ତା ୨୦୨୧-୨୨ ସୁଦ୍ଧା ୩ ଭାରତୀୟ ଗଗନ ମିଶନରେ ସାମିଲ୍ ହେବେ। ଏଥିପାଇଁ ଭାରତୀୟ ବାୟୁସେନା ପକ୍ଷରୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ସହିତ ବୁଝାମଣା ହୋଇଛି। ଏ ସମ୍ପର୍କରେ…
ଦ୍ୱିତୀୟ ପାଳିରେ ପ୍ରଥମ ବିଦେଶ ଗସ୍ତରେ ମାଳଦ୍ୱୀପ ଯିବେ ମୋଦି
ନୂଆଦିଲ୍ଲୀ, ୩୦।୫: ଲଗାତର ଦ୍ୱିତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ମୋଦି ମାଳଦ୍ୱୀପ ଗସ୍ତରେ ଯିବେ। ଦ୍ୱିତୀୟ ପାଳିରେ ଏହା ତାଙ୍କର ପ୍ରଥମ ବିଦେଶ ଗସ୍ତ ହେବ ବୋଲି ଜଣାପଡିଛି। ଜୁନ୍ ୭-୮ ତାରିରିଖରେ ସେଠାକୁ ଯିବାର…
ଉଜୁଡ଼ା କ୍ଷେତକୁ ସଜଡ଼ା ଯୋଜନା: ଟିଭି ତର୍କ-ବିତର୍କରେ ମାସେ ଯାଏଁ ଯୋଗ ଦେବେନି କଂଗ୍ରେସ ପ୍ରବକ୍ତା
ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନରେ ବିପର୍ଯ୍ୟୟ ପରେ କଂଗ୍ରେସ ପକ୍ଷରୁ ଏହାର ପ୍ରବକ୍ତାଙ୍କ ଉଦ୍ଦେଶ୍ୟରେ ଜାରି ହୋଇଛି ନୂଆ ନିର୍ଦ୍ଦେଶ। ଏକ ମାସ ପର୍ଯ୍ୟନ୍ତ ସମସ୍ତ ପ୍ରବକ୍ତାଙ୍କୁ ଟିଭି ତର୍କ-ବିତର୍କରେ ଯୋଗ ଦେବାକୁ ମନା କରାଯାଇଛି। ଏତେ ଶୀଘ୍ର ମୋଦି ସରକାର…
ଶପଥ ଗ୍ରହଣ ପୂର୍ବରୁ ମହାତ୍ମା-ଅଟଳ-ଶହୀଦ୍ଙ୍କୁ ମୋଦି ଦେଲେ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ, ୩୦।୫: ଦେଶର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପୂର୍ବରୁ ନରେନ୍ଦ୍ର ମୋଦି ଗୁରୁବାର ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ରାଜଘାଟରେ ପହଞ୍ଚି ସକାଳ ୭ଟାରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହାପରେ…
ପୂର୍ବତନ ସେନା ଅଧିକାରୀ ବିଦେଶୀ ଘୋଷିତ
ଗୁଆହାଟୀ, ୩୦ା୫: ରାଷ୍ଟ୍ରପତି ମେଡାଲ୍ ପାଇଥିବା ଆସାମର ଜଣେ ପୂର୍ବତନ ସେନା ଅଧିକାରୀଙ୍କୁ ବୁଧବାର ଗିରଫ କରାଯାଇଛି। କାମରୂପସ୍ଥିତ ବୈଦେଶିକ ନ୍ୟାୟାଳୟରେ ତାଙ୍କୁ ଜଣେ ବିଦେଶୀ ବୋଲି ଘୋଷଣା କରାଯାଇଥିବା ପୋଲିସ କହିଛି। କାମରୂପ ଜିଲାର ବୋକୋ ପୋଲିସ ଷ୍ଟେଶନ ଅଧିନ…
Archives


