ପ୍ରଦୂଷଣ ରୋକୁଛନ୍ତି ଏହି ଗଣେଶ
ଅକୋଲା: ଗଣେଶ ବିସର୍ଜନ ଏବେ ଦେଶରେ ଧୁମଧାମରେ ଚାଲିଛି। ମୃଣ୍ମୟ ମୂର୍ତ୍ତିକୁ ବିସର୍ଜନ କରିବା ପରେ ଜଳ ପ୍ରଦୂଷଣ ବୃଦ୍ଧି ହେଉଥିବାରୁ ଏଥିପାଇଁ ସବୁ ସ୍ତରରେ ଚିନ୍ତାପ୍ରକଟ କରାଯାଉଛି। କିନ୍ତୁ ଏହି ସମସ୍ୟା ସମାଧାନ କରିବାର ବାଟ ଦେଖାଇଛନ୍ତି ମହାରାଷ୍ଟ୍ର ଅକୋଲର…
ଅଜବ ବିଶ୍ୱାସ: ବାଘ ଏମାନଙ୍କ ପାଇଁ ଭାଇ
ଭୋପାଳ: କାହ୍ନା ଅଭୟାରଣ୍ୟ ବାହାରେ ରହିଥିବା ବଇଗା ସମ୍ପ୍ରଦାୟ ଆଦିବାସୀଙ୍କର ବାଘ ଓ ମଣିଷ ଏକାଠି ରହିବାର ଏକ ଅଜବ ବିଶ୍ୱାସ ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ । ଆମେ ବାଘ ମାମୁ ବୋଲି ସମ୍ବୋଧନ କରୁ , କିନ୍ତୁ ଏହି…
ଜରିମାନା ଜାଲରେ ପୋଲିସ
ପାଟନା: ମୋଟର ଯାନ ଆଇନ ସେପ୍ଟେମ୍ବର ୧ରୁ ସାରା ଦେଶରେ ଲାଗୁ ହେବା ପରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଯେଭଳି ଜରିମାନା କରାଯାଉଛି ତାହା ଭାବିହେଉନି। ଅତ୍ୟଧିକ ଜରିମାନାକୁ ନେଇ କେତେକ ରାଜ୍ୟ ଏହାକୁ ଲାଗୁ କରିବା ନିର୍ଦ୍ଦେଶକୁ ଫେରାଇନେବା…
ଜାତୀୟ ସ୍ବର୍ଣ୍ଣବିଜେତା ଏବେ ଦୀନ ମଜୁରିଆ
କାନପୁର: ନିୟତିର ଗତି ବଡ଼ ବିଚିତ୍ର। ପରିସ୍ଥିତି କେତେବେଳେ ବଦଳିଯାଏ ତାହା କହିହେବନି। ସଫଳତାର ପାହାଚ ଚଢ଼ି ଉପରକୁ ଯାଇଥିବା ଜଣେ ଖେଳାଳି ଏକ ସୁନ୍ଦର ଭବିଷ୍ୟତ ଆଶା କରୁଥିବାବେଳେ ଦୀନ ମଜୁରିଆ ହେବା ଯେ କେତେ ପୀଡ଼ାଦାୟକ ତାହା ଅନୁଭବୀ…
ମନ୍ଦିରରେ ଠାକୁରଙ୍କୁ ମୁଣ୍ଡିଆ ନ ମାରି ଦିଆଯାଏ ତୋପ ସଲାମୀ…
ମନ୍ଦିରରେ ଠାକୁରଙ୍କୁ ମୁଣ୍ଡିଆ ମାରିବା ସହିତ ପୂଜାର୍ଚ୍ଚନା କରାଯାଇଥାଏ। ତେବେ ଏମିତି ଏକ ମନ୍ଦିର ରହିଛି ଯେଉଁଠି ଠାକୁରଙ୍କୁ ମୁଣ୍ଡିଆ ନ ମାରି ତୋପ ସଲାମୀ ଦିଆଯାଇଥାଏ। ମଧ୍ୟପ୍ରଦେଶ ଓର୍ଛାରେ ଥିବା ଶ୍ରୀରାମଙ୍କ ମନ୍ଦିରରେ ଏଭଳି ପରମ୍ପରା ରହିଛି। ଏଠାରେ ରାମଙ୍କୁ…
ରାଜସ୍ଥାନର ନିଆରା ପରିବାର: ମାଟିରେ ତିଆରି କରୁଛନ୍ତି ସୁନା ଭଳି ସୁନ୍ଦର ଅଳଙ୍କାର
ଏପରି ଏକ ସହର ରହିଛି ଯେଉଁଠାରେ ସୁନା ଭଳି ସୁନ୍ଦର ଅଳଙ୍କାରମାନ ମାଟିରେ ତିଆରି କରାଯାଉଛି। କଥାଟି ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିବ, ହେଲେ ସତ। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାଜସ୍ଥାନର ବିକାନେର ଜିଲାର ବିଶାଲା ଗାଁରେ। ଉକ୍ତ ଗଁାରେ…
ସଫଳତା ପରେ ଏତେ ବଦଳିଗଲେଣି ହିମେଶ
ମୁମ୍ବାଇ: ‘ଆଶିକ୍ ବନାୟା’, ‘ଆପ୍କା ସୁରୁର’, ‘ଅକ୍ସର’ ପରି ହିଟ୍ ଗୀତ ଦେଇ ରାତାରାତି ସିଙ୍ଗିଙ୍ଗ୍ ସେନ୍ସେଶନ ପାଲଟିଥିଲେ ହିମେଶ ରେଶମିୟା। ସେ ସର୍ବଦା ନୂତନ ଗାୟକମାନଙ୍କୁ ନିଜ ନିର୍ଦ୍ଦେଶନାରେ ସୁଯୋଗ ଦେଇଥାଆନ୍ତି। ଏବେ ଇଣ୍ଟରନେଟ୍ ସେନ୍ସେଶନ ପାଲଟିଥିବା ରାନୁ ମଣ୍ଡଳଙ୍କୁ…
ଭାଜପାକୁ ଟାର୍ଗେଟ କଲେ ଦିଦି
କୋଲକାତା,୧୨।୯: ପଶ୍ଚମିବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ କେନ୍ଦ୍ରର ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଗୁରୁବାର ମମତା କୋଲକତାରେ ନ୍ୟାଶନାଲ ରେଜିଷ୍ଟର ଅଫ୍ ସିଟିଜେନ୍ସ(ଏନ୍ଆର୍ସି) ବିରୋଧରେ ଏକ ରାଲିରେ ଯୋଗ ଦେଇଥିଲେ। ସେଠାରେ ସେ କହିଥିଲେ ଚଳିତ ବର୍ଷ ଏନ୍ଆର୍ସି ତାଲିକାରୁ…
ରାଶନ ଦୋକାନରେ ଶସ୍ତାରେ ମିଳିବ ପିଆଜ
ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀରେ ପିଆଜ ଦର ଏବେ ଆକାଶ ଛୁଆଁ ହୋଇଛି। ତେବେ କଳାବଜାରିକୁ ରୋକିବା ପାଇଁ କେନ୍ଦ୍ର ସରକାର ଦିଲ୍ଲୀର ରାଶନ ଦୋକାନରେ ଶାସ୍ତା ଦରରେ ପିଆଜ ବିକ୍ରି କରିବାକୁ ଦିଲ୍ଲୀ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏବେ ଦିଲ୍ଲୀରେ ପିଆଜ…
ରାଜସ୍ଥାନରେ ହଜିଗଲେ ୭୮ ପାକ୍ ନାଗରିକ
ନୂଆଦିଲ୍ଲୀ,୧୨।୯: ଦେଶରେ ଏନ୍ଆର୍ଆଇକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ରାଜସ୍ଥାନରେ ରହୁଥିବା ପାକ୍-ବାଂଲାଦେଶୀ ନାଗରିକଙ୍କ ମୁଣ୍ଡବିନ୍ଧା ଆରମ୍ଭ ହୋଇଛି। ରାଜସ୍ଥାନରେ ପ୍ରାୟ ୭୮ ପାକିସ୍ତାନୀ ନାଗରିକ ଆସି ରହୁଥିବା ସୂଚନା ଥିଲା। ହେଲେ ଏବେ ଏମାନଙ୍କର କୌଣସି ସନ୍ଧାନ ମିଳିପାରୁ ନାହିଁ।…
ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ: ୩୫ ମିନିଟ୍ ଅଟକି ରହିଲା ମେଟ୍ରୋ ଟ୍ରେନ୍
କୋଲକତା,୧୨।୯: କୋଲକତା ବେଲ୍ଗାଛିଆ ଷ୍ଟେଶନରେ ଗୁରୁବାର ଜଣେ ଯୁବକ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଛନ୍ତି। ଫଳରେ ଏଠାରେ ୩୫ ମିନିଟ୍ ଧରି ମେଟ୍ରୋ ସେବା ବାଧାପ୍ରାପ୍ତ ହୋଇଛି। ପୂର୍ବାହ୍ନ ୯ଟା ୨୪ରୁ ୧୦ଟା ୧ ପର୍ଯ୍ୟନ୍ତ ଏହି ପଥରେ ଟ୍ରେନ୍ ଚଳାଚଳ…
ଗଣେଶ ଭକ୍ତଙ୍କୁ ଚାଲାଣ ଡର
ଗାନ୍ଧୀନଗର,୧୨।୯: ସମଗ୍ର ଦେଶରେ ସେପ୍ଟେମ୍ବର ପହିଲାରୁ ଲାଗୁ ହୋଇଥିବା ନୂଆ ମୋଟରଯାନ ନିୟମ ଏବେ ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। କାରଣ ନିୟମ ଉଲ୍ଲଂଘନକାରୀଙ୍କୁ ଏବେ ଦେବାକୁ ପଡ଼ୁଛି ମୋଟା ଅଙ୍କର ଜରିମାନା। ଏହି ପରିପ୍ରେକ୍ଷୀରେ ଗୁଜରାଟ ସୁରଟ ସହରର…
Archives


