ଜାତୀୟ

ନାଳ ସଫା କଲେ ଜିଲାପାଳ: ଚଳାଇଲେ ଜେସିବି

ଭୋପାଳ,୨୯।୫: ମଧ୍ୟପ୍ରଦେଶରେ ଜଣେ ଜିଲାପାଳ ନିଜେ ଜେସିବି ମେସିନ୍‌ ଚଳାଇ ଏକ ନାଳ ସଫା କରିଛନ୍ତି। ସ୍ଥାନୀୟ ସିଧି ଅଞ୍ଚଳରେ ଜିଲାପାଳ ଅଭିଷେକ ସିଂ ୨୦ ମିନିଟ୍‌ରୁ ଅଧିକ ସମୟ ପର୍ଯ୍ୟନ୍ତ ଜେସିବି ଚଳାଇ ନାଳ ସଫା କରିଥିଲେ। ଜିଲାପାଳ ନାଳ…

ଗାର୍ଲସ ହଷ୍ଟେଲ ବାଥରୁମ୍‌ରେ ଲୁଚି ଦେଖିବା ଯୁବକଙ୍କୁ ମହଙ୍ଗା ପଡ଼ିଲା

ଭୋପାଳ,୨୯ା୫ : କାହାକୁ ଲୁଚି ଦେଖିବା ବା ଗଳି ଅନାଇବା ଏକ ଖରାପ ଅଭ୍ୟାସ। ଆଉ ଯଦି କାହା ବାଥରୁମ୍‌ରେ ଲୁଚି ଦେଖିଲ ତା’ହେଲେ ତ କଥା ସରିଲା। ଏମିତି ଲୁଚି ଅନାଇବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଏପରି…

‘ଭାଜପା କାର୍ଯ୍ୟକର୍ତ୍ତା ମୋଦି,ମୋଦି ନାରା ଲଗାଉଛନ୍ତି, ଆପଣମାନେ ମୋ ପାଇଁ କେବେ ଏମିତି ନାରା ଲଗାଇଛନ୍ତି କି’

ଜଳନ୍ଧର, ୨୯।୫: ସାଧାରଣ ନିର୍ବାଚନରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱଧୀନ ଭାଜପା ଜବରଦସ୍ତ ସଫଳତା ହାସଲ କରିବା ଏବେ ସାରା ଦେଶରରେ ତାଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମୋଦି ଏବଂ ଅମିତ ଶାହଙ୍କ ଷ୍ଟ୍ରାଟେଜିକୁ ଉଦାହରଣ ଭାବେ ନେବା ପାଇଁ ଅନ୍ୟ…

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ୬ ହଜାର ୫ ଶହ ଅତିଥି

ନୂଆଦିଲ୍ଲୀ,୨୯।୫:  ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟା ୭ଟାରେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନ ପରିସରରେ ହେବାକୁ ଥିବା ଏହି ଉତ୍ସବରେ ୬ ହଜାର ୫ଶହ ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ସହିତ କେତେକ ମନ୍ତ୍ରୀ ମଧ୍ୟ…

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ: ଯୋଗଦେବେ ପଶ୍ଚିମବଙ୍ଗ ରାଜନୈତିକ ହିଂସାରେ ମୃତ୍ୟୁବରଣ କରିଥିବା ଭାଜପା କାର୍ଯ୍ୟକର୍ତ୍ତାଙ୍କ ପରିବାର

ନୂଆଦିଲ୍ଲୀ, ୨୯।୫: ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପଶ୍ଚିମବଙ୍ଗ ରାଜନୈତିକ ହିଂସାରେ ମୃତ୍ୟୁବରଣ କରିଥିବା ଭାଜପା କାର୍ଯ୍ୟକର୍ତ୍ତାଙ୍କ ପରିବାର। ୬ବର୍ଷ ଭିତରେ ରାଜ୍ୟରେ ୫୧ ଜଣ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା କରାଯାଇଛି। ଏଥିମଧ୍ୟରୁ ଅଧିକାଂଶ ପଞ୍ଚାୟତ ଏବଂ ଲୋକ…

ବିବାହ ପାଇଁ ଏଠାରେ ଚୋରି କରୁଛନ୍ତି ଅବିବାହିତ ଯୁବକ

ରାୟପୁର,୨୯।୫: ଛତିଶଗଡ଼ରେ ବିବାହଯୋଗ୍ୟ ଯୁବକ ଚୋରି କରିବାକୁ ବାଧ୍ୟ ହେଉଛନ୍ତି। ସ୍ଥାନୀୟ ଆଦିବାସୀ ବହୁଳ ସରଗୁଜା, ଜଶପୁର ଆଦି ଜିଲାରେ ବାସକରୁଥିବା ନଟ ସମ୍ପ୍ରଦାୟରେ ଅବିବାହିତ ଯୁବକ ଚୋରି କରିବା ପରମ୍ପରା ରହିଛି। ଚୋରି ନ କଲେ ତାଙ୍କର ବିବାହ ଅସମ୍ଭବ।…

ନରମିଲେ ମମତା: ମୋଦିଙ୍କ ଶପଥ ଗ୍ରହଣ ଉତ୍ସବକୁ ଯିବେ

କୋଲକାତା, ୨୯।୫: ନିର୍ବାଚନ ପୂର୍ବରୁ ଭାଜପା ଏବଂ ତୃଣମୂଳ କଂଗ୍ରେସ(ଟିଏମସି) ମଧ୍ୟରେ ଲାଗିଥିବା କନ୍ଦଳରୁ ଫାଇଦା ଉଠାଇଛି ଭାଜପା। ସାଧାରଣ ନିର୍ବାଚନରେ ଭାଜପା ପଶ୍ଚିମବଙ୍ଗରେ ସଫଳତା ପାଇବା ପରେ ଉତ୍ସାହିତ ହୋଇପଡିଛି। ରାଜ୍ୟର ୩ ବିଧାୟକ ଏବଂ ୩ ପୌରସଂସ୍ଥାର ୬୦…

ବଜାରରେ ମୋଦି ଆଇସ୍‌କ୍ରିମ୍‌: ମିଳୁଛି ୫୦ ପ୍ରତିଶତ ରିହାତି

ଅହମ୍ମଦାବାଦ୍‌,୨୯।୫: ନରେନ୍ଦ୍ର ମୋଦି ମେ ୩୦ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଏନେଇ ଗୁଜରାଟ ସୁରଟର ଏକ ଆଇସ୍‌କ୍ରିମ୍‌ ପାର୍ଲରରେ ମୋଦିଙ୍କ ମୁହଁ ଆକୃତିର ଆଇସ୍‌କ୍ରିମ୍‌ ବିକ୍ରି ହେଉଛି। ଏହା ଉପରେ ୫୦ ପ୍ରତିଶତ ରିହାତି ମଧ୍ୟ ପ୍ରଦାନ କରାଯାଉଛି। ସ୍ଥାନୀୟ…

ବିଷାକ୍ତ ମଦ ନେଲାଣି ୧୪ ଜୀବନ: ମୁଖ୍ୟ ଅଭିଯୁକ୍ତ ଗିରଫ

ଲକ୍ଷ୍ନୌ, ୨୮।୫: ଉତ୍ତର ପ୍ରଦେଶର ବାରବାଙ୍ଗୀ ଜିଲାରେ ବିଷାକ୍ତ ମଦ ପିଇ ଏପର୍ଯ୍ୟନ୍ତ ୧୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩୫ଜଣ ଲୋକ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିିତ୍ସିତ ହେଉଛନ୍ତି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପପୁ ଜଶଓ୍ବାଲଙ୍କୁ ପୋଲିସ ଗିରଫ କରିଛି।…

କୁଲଗ୍ରାମ୍‌ରେ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୯।୫: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା। ସ୍ଥାନୀୟ ମହମ୍ମଦପୋରା ଏବଂ ତାଜିପୋରାରେ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ୯ ଆର୍‌ଆର୍‌, ସିଆର୍‌ପିଏଫ୍‌ ୧୮ ବାଟାଲିୟନ୍‌ ଏବଂ…

ଶାହଙ୍କୁ ମିଳିପାରେ ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯ା୫: ମେ’ ୩୦ରେ ପ୍ରଧାନମନ୍ତ୍ରୀଭାବେ ନରେନ୍ଦ୍ର ମୋଦି ଓ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦ ଶପଥଗ୍ରହଣ କରିବେ। ମନ୍ତ୍ରିମଣ୍ଡଳରେ କାହାକୁ ସ୍ଥାନ ମିଳିବ, ସେନେଇ ଅଙ୍କକଷା ଚାଲିଥିବାବେଳେ ପ୍ରଥମ ଥର ଲୋକ ସଭା ନିର୍ବାଚନ ଲଢ଼ି ଗାନ୍ଧିନଗର ଆସନରୁ ୫ ଲକ୍ଷରୁ ଊର୍ଦ୍ଧ୍ୱ…

କର୍ନାଟକ ସରକାର ଟଳମଳ

ନୂଆଦିଲ୍ଲୀ/ବେଙ୍ଗାଲୁରୁ, ୨୯ା୫(ପି.ଟି.): କର୍ନାଟକରେ ଶାସକ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ଏବଂ କଂଗ୍ରେସ ମେଣ୍ଟରେ ଫାଟ ସୃଷ୍ଟି ହୋଇଥିବା ନେଇ ରିପୋର୍ଟ ପ୍ରକାଶ ପାଇବା ପରେ କୁମାରସ୍ବାମୀ ସରକାର ଟଳମଳ ହୋଇଛି। ଏଭଳି ସ୍ଥିତିରେ ଲୋକ ସଭା ନିର୍ବାଚନରେ ମେଣ୍ଟର ନୈରାଶ୍ୟଜନକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri