ରୋଗ ନିରୁପଣ ପାଇଁ ବ୍ୟବହାର କରାଯାଉଛି ଜ୍ୟୋତିଷଶାସ୍ତ୍ର
ଜୟପୁର,୨୮।୫: ରାଜସ୍ଥାନ ଜୟପୁରରେ ଥିବା ‘ୟୁନିକ ସଙ୍ଗିତା ମେମୋରିଆଲ୍ ହସ୍ପିଟାଲ’ରେ ଏବେ ରୋଗର ନିରୁପଣ ପାଇଁ ଚିକିତ୍ସା ବିଜ୍ଞାନ ଓ ଜ୍ୟୋତିଷଶାସ୍ତ୍ରର ସାହାଯ୍ୟ ନିଆଯାଉଥିବା ଜଣାପଡିଛି। ପଣ୍ଡିତ ଏ. ଶର୍ମା କୁହନ୍ତି ସେ ଉକ୍ତ ହସ୍ପିଟାଲରେ ଦିନକୁ ୨୫-୩୦ଟି କୁଣ୍ଡଳୀ ଦେଖୁଛନ୍ତି।…
ରାହୁଲ କରୁଛନ୍ତି ଇସ୍ତଫା ଡ୍ରାମା: ସିପିଆଇ ରାଷ୍ଟ୍ରୀୟ ସଚିବ
ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ବିଫଳତା ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଡ୍ରାମା ଜାରି ରଖିଥିବା କହିଛନ୍ତି ସିପିଆଇ ରାଷ୍ଟ୍ରୀୟ ସଚିବ ଅତୁଲ ଅନଜାନ୍। ରାହୁଲ କଂଗ୍ରେସକୁ ଠିକ୍ ମାର୍ଗରେ ପରିଚାଳିତ କରିପାରି ନାହାଁନ୍ତି। ତେଣୁ…
ମାଓବାଦୀଙ୍କ ଟାର୍ଗେଟ୍ରେ ସୁରକ୍ଷାକର୍ମୀ: ଆଇଇଡି ବିସ୍ପୋରଣରେ ୧୫ କୋବ୍ରା ଯବାନ ଆହତ
ରାଞ୍ଚି, ୨୮।୫: ଝାଡ଼ଖଣ୍ଡରେ ମାଓବାଦୀ କୋବ୍ରା ବାଟାଲିୟନ ଏବଂ ପୋଲିସ କର୍ମଚାରୀଙ୍କୁ ଟାର୍ଗେଟ୍ କରିଛନ୍ତି। ମଙ୍ଗଳବାର ସ୍ଥାନୀୟ ସରାୟକେଲାର କୁଚାଇ ଅଞ୍ଚଳରେ ୨୦୯ କୋବ୍ରା ବାଟାଲିୟନ ଏବଂ ପୋଲିସ କର୍ମଚାରୀଙ୍କ ଏକ ଦଳ ଉପରେ ମାଓବାଦୀ ଆଇଇଡି ବିସ୍ଫୋରଣ କରିଛନ୍ତି। ସ୍ପେଶାଲ…
ଅଧ୍ୟକ୍ଷ ପଦ ଛାଡ଼ିବେ ରାହୁଲ
ନୂଆଦିଲ୍ଲୀ,୨୮ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ଶୋଚନୀୟ ପରାଜୟ ପରେ ଅଧ୍ୟକ୍ଷ ପଦରେ ରହିବାକୁ ଚାହୁଁନାହାନ୍ତି ରାହୁଲ ଗାନ୍ଧୀ। ସେ ଇସ୍ତଫା ଦେବା ଲାଗି କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକରେ ପ୍ରସ୍ତାବ ଦେଇଥିଲେ ହେଁ ଏହାକୁ ଦଳର ବରିଷ୍ଠ ନେତାମାନେ…
ସିକିମ୍ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଗୋଲେ
ଗାଙ୍ଗଟକ୍,୨୮ା୫(ପି.ଟି.): ସିକିମ୍ ମୁଖ୍ୟମନ୍ତ୍ରୀ ଭାବେ ଏସ୍କେଏମ୍ (ସିକିମ୍ କ୍ରାନ୍ତିକାରୀ ମୋର୍ଚ୍ଚା) ଅଧ୍ୟକ୍ଷ ପ୍ରେମ୍ ସିଂ ତମାଙ୍ଗ ଓରଫ ପି.ଏସ୍. ଗୋଲେ ସୋମବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ୧୧ ଏସ୍କେଏମ୍ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ପାଲଜୋର ଷ୍ଟାଡିୟମ୍ରେ…
ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ: ଯୋଗଦେବେ ୮ ରାଷ୍ଟ୍ରର ନେତା
ନୂଆଦିଲ୍ଲୀ,୨୮ା୫: ଆସନ୍ତା ୩୦ ତାରିଖରେ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଥିବାବେଳେ ଏହି ଉତ୍ସବରେ ବାଂଲାଦେଶ, ମ୍ୟାନ୍ମାର, ଶ୍ରୀଲଙ୍କା, ଥାଇଲାଣ୍ଡ, ନେପାଳ ଓ ଭୁଟାନର ନେତାମାନେ ଯୋଗଦେବେ। ଭାରତ ସରକାରଙ୍କ ପକ୍ଷରୁ…
ନବନିର୍ବାଚିତ ବିଏସପି ଏମ୍ପିଙ୍କୁ ସୁରକ୍ଷା ଦେବାକୁ ମନାକଲେ ସୁପ୍ରିମକୋର୍ଟ
ଲକ୍ଷ୍ନୌ,୨୭।୫: ଜଣେ ଛାତ୍ରୀଙ୍କୁ ବଳାତ୍କାର ମାମଲାରେ ବିଏସପିର ନବନିର୍ବାଚିତ ଏମ୍ପି ଅତୁଲ ରାୟଙ୍କୁ ସୁପ୍ରିମକୋର୍ଟରୁ ଝଟ୍କା ଲାଗିଛି। ଗିରଫଦାରୀରୁ ବର୍ତ୍ତିବା ପାଇଁ ହୋଇଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ସୋମବାର ଶୁଣାଣି କରିଛନ୍ତି। ଅତୁଲ ଗିରଫଦାରୀ ଉପରେ ସୁରକ୍ଷା ଦେବାକୁ କୋର୍ଟ…
ଇସ୍ତଫା ଦିଅନ୍ତୁ ତେଜସ୍ବୀ: ବଂଶବାଦକୁ ଦାୟୀ କଲେ ଆରଜେଡି ନେତା
ପାଟନା,୨୭।୫: ଲୋକ ସଭା ନିର୍ବାଚନରେ ଆରଜେଡିର ଶୋଚନୀୟ ପରାଜୟ ପରେ ଦଳ ବିରୋଧୀ ସ୍ବର ଉତ୍ତୋଳନ ହେବାରେ ଲାଗିଛି। ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜସ୍ବୀ ଯାଦବଙ୍କୁ ନିର୍ବାଚନରେ ଲଜ୍ଜାଜନକ ପରାଜୟର ଦାୟିତ୍ୱ…
ସିବିଆଇରେ ହାଜର ହେଲେନି ରାଜୀବ କୁମାର
କୋଲକାତା,୨୭।୫: କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାର ସୋମବାର ସିବିଆଇରେ ହାଜର ହୋଇ ନ ଥିବା ଜଣାପଡ଼ିଛି। ସକାଳ ୧୦ଟାରେ ତାଙ୍କୁ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ହେଲେ ଏହା ପୂର୍ବରୁ କ୍ରାଇମ ଇନଭେଷ୍ଟିଭେସନ୍ ଡିପାର୍ଟମେଣ୍ଟ(ସିଆଇଡି)ଏକ ଚିଠି ଯାଞ୍ଚ ଏଜେନ୍ସିଙ୍କୁ…
ଶାକାହାରୀ ଯାତ୍ରୀଙ୍କୁ ମାଂସାହାରୀ ଖ୍ୟାଦ୍ୟ ପରଷି ଅଡ଼ୁଆରେ ଏୟାର ଏସିଆ ବିମାନ: ଲାଗିଲା ଦେଢ଼ଲକ୍ଷ ଟଙ୍କାର ଜରିମାନା
ଅମୃତଶର,୨୭।୫: ଜଣେ ଶାକାହାରୀ ଯାତ୍ରୀଙ୍କୁ ବିମାନରେ ମାଂସାହାରୀ ଖାଦ୍ୟ ଦେଇ ହଇରାଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ କନଜ୍ୟୁମର କୋର୍ଟରେ ଅଭିଯୋଗ କରାଯାଇଥିବା ବେଳେ ଏବେ ତା’ର ଶୁଣାଣି ହୋଇଛି। କୋର୍ଟ ଏହି ମାମଲାରଳ ଶୁଣାଣି କରି ଏୟାର ଏସିଆ ବିମାନ…
ଭାରତ ଛାଡିବେନି ହଜାର ହଜାର ଗାଈଙ୍କ ‘ମା’
ମଥୁରା, ୨୭।୫: ଭାରତରେ ରହି ଗୋସୁରକ୍ଷା କାର୍ଯ୍ୟ କରୁଥିବା ପଦ୍ମଶ୍ରୀ ଫ୍ରିଡେରିକ ଇରିନା ବୃର୍ନିଂଙ୍କ ଭିସା ଅବଧି ଏକବର୍ଷ ପାଇଁ ବଢାଇ ଦିଆଯାଇଛି। ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ହସ୍ତକ୍ଷେପ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଜର୍ମାନୀର ୬୧ ବର୍ଷ ବୟସ୍କା…
ନିର୍ବାଚନ ଫଳାଫଳ ଆସିବା ପରେ ଖାଇବା ଛାଡିଦେଇଥିଲେ ଲାଲୁ, ଡାକ୍ତର କହିଲେ ଏମିତି
ପାଟନା, ୨୭।୫: ଚାରା ଘୋଟାଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ ଦଣ୍ଡାଦେଶ ଭୋଗୁଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଗତ ୩-୪ ଦିନ ହେବ ଜେଲରେ ମଧ୍ୟାହ୍ନ ଭୋଜନ ଖାଇବା ଛାଡିଦେଇଥିଲେ। ଫଳରେ ତାଙ୍କ…
Archives


