ଜାତୀୟ

ଦିଲ୍ଲୀ କାଳିନ୍ଦୀ କୁଞ୍ଜ ମେଟ୍ରୋ ଷ୍ଟେସନ ନିକଟରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ, ୨୧।୬: ଦିଲ୍ଲୀର କାଳିନ୍ଦୀ କୁଞ୍ଜ ମେଟ୍ରୋ ଷ୍ଟେସନ ନିକଟରେ ଥିବା ଏକ ଫର୍ଣ୍ଣିଚର ମାର୍କେଟରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ସକାଳେ ଉକ୍ତ ମାର୍କେଟରେ ଲାଗିଥିବା ନିଅଁ। ଏତେ ଭୟଙ୍କର ଥିଲା ଯେ ଏହାକୁ ଆୟତ କରିବା କଷ୍ଟକର ହୋଇପଡ଼ିଥିଲା। ଘଟଣାସ୍ଥଳରେ…

କର୍ନାଟକରେ ହୋଇପାରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ: ଦେବଗୌଡା

ବେଙ୍ଗାଲୁରୁ.୨୧।୬: କର୍ନାଟକରେ ଯେକୌଣସି ମୂହୁର୍ତ୍ତରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ଘୋଷଣା ହୋଇପାରେ ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜନତା ଦଳ ସିକ୍ୟୁଲାର୍‌(ଜେଡିଏସ) ନେତା ଏଚଡି.ଦେବଗୌଡା ସୂଚନା ଦେଇଛନ୍ତି। କଂଗ୍ରେସ ଦଳର କାର୍ଯ୍ୟକୁ ଜନତା ଦେଖୁଛନ୍ତି ତେଣୁ ଜେଡିଏସ ସହ ମେଣ୍ଟ କେତେଦିନ ପର୍ଯ୍ୟନ୍ତ…

ବିହାରରେ ଘାତକ ସାଜିଛି ମସ୍ତିଷ୍କ ଜ୍ୱର: ଗଲାଣି ୧୪୦ ନିରୀହ ଶିଶୁଙ୍କ ଜୀବନ

ପାଟଣା, ୨୧।୬: ବିହାରରେ ମସ୍ତିଷ୍କ ଜ୍ୱର ବା ଆକ୍ୟୁଟେ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ ଯୋଗୁ ଏଯାଏ ୧୪୦ ଜଣ ନିରୀହ ଶିଶୁଙ୍କ ମୃତ୍ୟୁ ଘଟିଛି। କେବଳ ମୁଜାଫରପୁରରେ ୧୨୨ଜଣ ଶିଶୁ ମୃତ୍ୟୁବରଣ କରିଛନ୍ତି। ଶିଶୁ ମୃତ୍ୟୁ ସଂଖ୍ୟ ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ…

ହିମାଚଳ ପ୍ରଦେଶ ବସ୍‌ ଦୁର୍ଘଟଣା: ୪୦ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ଶିମଲା, ୨୧।୬:ହିମାଚଳ ପ୍ରଦେଶର କୁଲ୍ଲୁ ଜିଲାରେ ଏକ ଘରୋଇ ବସ୍‌ ୫୦୦ ଫୁଟ ତଳକୁ ଖସିପଡ଼ିଛି। ଏପର୍ଯ୍ୟନ୍ତ ୪୦ଜଣଙ୍କ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟ ୩୫ ଜଣ ଆହତ ହୋଇ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ବସ୍‌ରେ ପାଖାପାଖି…

ଏନ-୩୨ ବିମାନ ଦୁର୍ଘଟଣା: ୧୮ ଦିନ ପରେ ଆଜି ଘରେ ପହଞ୍ଚିବ ଶହୀଦଙ୍କ ମୃତଦେହ

ନୂଆଦିଲ୍ଲୀ, ୨୧।୬: ଭାରତୀୟ ବାୟୁସେନା ପରିବହନ ବିଭାଗର ବିମାନ ଏନ-୩୨ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୧୩ଜଣଙ୍କ ଶହୀଦଙ୍କ ମୃତଦେହ ଶୁକ୍ରବାର ସେମାନଙ୍କ ଘରେ ପହଞ୍ଚିବ ବୋଲି ଜଣାପଡିଛି। ଗୁରୁବାର ଶହୀଦଙ୍କ ମୃତଦେହ ଦିଲ୍ଲୀ ଅଣାଯାଇଛି। ସେଠାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ…

ବିଯୁକ୍ତ ୨୦ ଡିଗ୍ରୀ ସେଲସିୟସରେ ଯୋଗ କଲେ ଯବାନ

ନୂଆଦିଲ୍ଲୀ, ୨୧।୬: ଆଜି ସାରା ବିଶ୍ୱରେ ପଞ୍ଚମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଦେଶର ବହୁ ସେଲିବ୍ରିଟି ଯୋଗ କରୁଥିବାର ନଜର ଆସିଛନ୍ତି। ଜମ୍ମୁ-କଶ୍ମୀରର ଲଦାଖରେ ଆଇଟିବିପି ଯବାନମାନେ ବିଯୁକ୍ତ ୨୦ଡିଗ୍ରୀ…

ଆଦିତ୍ୟନାଥଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟିଂ:ହାର୍ଡ କୌରଙ୍କ ବିରୋଧରେ ଦେଶଦ୍ରୋହ ମାମଲା

ଲକ୍ଷ୍ନୌ,୨୧।୬:ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ବିରୋଧରେ ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ପୋଷ୍ଟ କରିବା ଅଭିଯୋଗରେ ଗାୟକ ତାରଣ କୌର ଧିଲୋନ ଓରଫ ହାର୍ଡ କୌରଙ୍କୁ ମହଙ୍ଗା ପଡିଛି। ଆର୍‌ଏସ୍‌ଏସ୍‌ର ଶଶାଙ୍କ ଶେଖରଙ୍କ ଅଭିଯୋଗ…

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ:ଇଟାଲୀ ପ୍ରଶିକ୍ଷକ, ଜାପାନ ଯୋଗ ନିକେତନ ପୁରସ୍କୃତ ହେବେ

ନୂଆଦିଲ୍ଲୀ,୨୧।୬:ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ଯୋଗର ପ୍ରସାର ଓ ବିକାଶରେ ଉଲ୍ଲେଖନୀୟ ଅବଦାନ ଲାଗି ଇଟାଲୀର ଯୋଗ ପ୍ରଶିକ୍ଷକ ଆଣ୍ଟୋନିଏଟା ରୋଜି, ଗୁଜରାଟ ଲାଇଫ ମିଶନ୍‌ର ସ୍ବାମୀ ରାଜର୍ଷି ମୁନି, ଜାପାନର ଯୋଗ ନିକେତନ ଏବଂ ମୁଙ୍ଗେରସ୍ଥିତ ବିହାର ସ୍କୁଲ…

ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡ଼ରୁ ବାଦ୍‌ ପଡ଼ିଲେ ସାଜିଦ୍‌:ବୋରିସ୍‌ ମୁଖ୍ୟ ଦାବିଦାର

ଲଣ୍ଡନ,୨୧।୬(ପି.ଟି./ଏ.ଏଫ୍‌.ପି.):ବ୍ରିଟେନ ପ୍ରଧାନମନ୍ତ୍ରୀ ଥେରେସା ମେ’ଙ୍କ ଇସ୍ତଫା ପରେ ତାଙ୍କ ପଦରେ କିଏ ଅବସ୍ଥାପିତ ହେବ ତାକୁ ନେଇ କଞ୍ଜର୍ଭେଟିଭ୍‌ ପାର୍ଟିରେ ଜୋର୍‌ଦାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି। ଏହି କ୍ରମରେ ପୂର୍ବତନ ବହିର୍ବ୍ୟାପାର ସଚିବ ବୋରିସ୍‌ ଜନ୍‌ସନ୍‌ଙ୍କୁ ଗୁରୁବାର ସଫଳତା ମିଳିଛି। ବୋରିସ୍‌ ଅନ୍ୟତମ…

ଆଜି ଲୋକ ସଭାରେ ଆଗତ ହେବ ‘ଟ୍ରିପଲ ତଲାକ’ ବିଲ୍‌: ବିରୋଧ କରିବ କଂଗ୍ରେସ

ନୂଆଦିଲ୍ଲୀ, ୨୧।୬: ‘ଟ୍ରିପଲ ତଲାକ’ ଶୁକ୍ରବାର ଲୋକ ସଭାରେ ଆଗତ ହେବ। ଫଳରେ ୧୭ତମ ଲୋକ ସଭା ଗଠନ ହେବା ପରେ ମୋଦି ସରକାର ଦ୍ୱିତୀୟ କାର୍ଯ୍ୟକାଳରେ ଏହା ପ୍ରଥମ ବିଲ୍‌ ହେବ। କେନ୍ଦ୍ର ଆଇନ୍‌ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହି…

୫୦୦ ଫୁଟ ତଳକୁ ଖସିଲା ବସ୍‌:୨୫ ଯାତ୍ରୀ ମୃତ, ୩୫ ଆହତ

ଶିମ୍‌ଲା,୨୧।୬:ହିମାଚଳ ପ୍ରଦେଶର କୁଲ୍ଲୁ ଜିଲାରେ ଏକ ଘରୋଇ ବସ୍‌ ୫୦୦ ଫୁଟ ତଳକୁ ଖସିପଡ଼ିବାରୁ ଏଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨୫ଜଣଙ୍କ ପ୍ରାଣହାନି ଘଟିଛି। ଅନ୍ୟ ୩୫ ଜଣ ଆହତ ହୋଇ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ବସ୍‌ରେ ପାଖାପାଖି…

ଚନ୍ଦ୍ରାବାବୁଙ୍କୁ ଝଟକା:ଭାଜପାରେ ମିଶିଲେ ୪ ଟିଡିପି ଏମ୍‌ପି

ନୂଆଦିଲ୍ଲୀ,୨୧।୬:ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କ ନେତୃତ୍ୱାଧୀନ ତେଲୁଗୁ ଦେଶମ୍‌ ପାର୍ଟି(ଟିଡିପି)ର ୪ ରାଜ୍ୟ ସଭା ସଦସ୍ୟ ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ସେମାନେ ହେଲେ ଓ୍ବାଇ.ଏସ୍‌. ଚୌଧୁରୀ, ସି.ଏମ୍‌. ରମେଶ, ଜି. ପି. ମୋହନ ରାଓ ଏବଂ ଟି. ଜି.…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri