ଜାତୀୟ

ସୋନିଆ-ମନମୋହନଙ୍କୁ ଭେଟିଲେ ହସିନା

ନୂଆଦିଲ୍ଲୀ,୬।୧୦: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ରବିବାର ଭେଟିଛନ୍ତି। ଏହା ସହିତ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ମଧ୍ୟ ସାକ୍ଷାତ୍‌ କରିଛନ୍ତି। ଦୁଇ ନେତାଙ୍କ ସହିତ ହସିନା ଭାରତ-ବାଂଲାଦେଶ ସମ୍ପର୍କ ବିଷୟରେ ବିସ୍ତୃତ ଆଲୋଚନା…

ଦଶହରାରେ ରାଫାଲ୍‌ ସହିତ ଶସ୍ତ୍ର ପୂଜନ କରିବେ ରାଜନାଥ

ନୂଆଦିଲ୍ଲୀ,୬।୧୦: ଅକ୍ଟୋବର ୮ରେ ଦଶହରା ଏବଂ ବାୟୁସେନା ଦିବସ ଗୋଟିଏ ଦିନରେ ପଡୁଛି। ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୋର୍ଡିଅକ୍ସ୍‌ ନିକଟରେ ମେରିନିକ୍‌ଠାରେ ରାଫାଲ ଯୁଦ୍ଧ ବିମାନକୁ ରିସିଭ୍‌ କରି ଶସ୍ତ୍ର ପୂଜନ କରିବେ। ଏହାପରେ ଅକ୍ଟୋବର ୯ରେ…

ବନ୍ୟା ପରେ ଏବେ ଚିନ୍ତାରେ ପକାଇଛି ଡେଙ୍ଗୁ

ପାଟନା,୬।୧୦: ବିହାରରେ ଚଳିତ ବର୍ଷ ବନ୍ୟାରେ ଅଧିକାଂଶ ଅଞ୍ଚଳ ଜଳମଗ୍ନ ହେବା ସହ ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ତେବେ ବନ୍ୟାରେ ଏପର୍ଯ୍ୟନ୍ତ ପାଖାପାଖି ୧୬୦ ଲୋକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। କିନ୍ତୁ ଏହାପରେ ଏବେ…

ନଜରବନ୍ଦୀ ପରେ ପ୍ରଥମ ଥର ଫାରୁକଙ୍କ ସହ ସାକ୍ଷାତ୍‌ କଲେ ୧୫ ଏନ୍‌ସି ନେତା

ଜମ୍ମୁ,୬।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ପରେ ପ୍ରଥମଥର ଲାଗି ନ୍ୟାଶନାଲ କନଫରେନ୍ସ(ଏନ୍‌ସି)ର ୧୫ ଜଣ ନେତା ନଜରବନ୍ଦୀ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଓ ତାଙ୍କ ପତ୍ନୀ ମୌଲି ଅବଦୁଲ୍ଲାଙ୍କୁ ସାକ୍ଷାତ୍‌ କରିଛନ୍ତି। ରବିବାର ଶ୍ରୀନଗରସ୍ଥିତ ଫାରୁକ…

ଯେଉଁଠି ମା’ ଦୁର୍ଗାଙ୍କୁ ଚଢାଯାଏ ମଦ

ଉଜୈନ,୬।୧୦: ଏବେ ସାରା ଦେଶ ନବରାତ୍ର ପାଇଁ ଉତ୍ସବମୁଖର ହୋଇଉଠିଛି। ଏହି ନଅ ଦିନରେ ମଧ୍ୟରେ ମା’ଙ୍କୁ ନଅଟି ଭିନ୍ନ ଭିନ୍ନ ରୂପରେ ପୂଜା କରାଯାଏ। ମଧ୍ୟ ପ୍ରଦେଶର ଉଜୈନରେ ମଧ୍ୟ ନବରାତ୍ର ଖବ୍‌ ଧୂମ୍‌ଧାମ୍‌ରେ ପାଳନ କରାଯାଏ। ଏଠାରେ ଥିବା…

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ବିଏସ୍‌ଏଫ୍‌ ଦେଲା କଡ଼ା ଜବାବ

ଶ୍ରୀନଗର,୬।୧୦: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। କିଛି ଆତଙ୍କବାଦୀ କୁପଓ୍ବାରା ଜିଲାର ନୌଗାମ୍‌ ସେକ୍ଟରରେ ରବିବାର ଅନୁପ୍ରବେଶ କରୁଥିବାବେଳେ ବିଏସ୍‌ଏଫ୍‌ ଯବାନଙ୍କ ପାଲଟା ଜବାବରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ଫେରି ପଳାଇଛନ୍ତି। ପାକିସ୍ତାନ ଲଞ୍ଚ୍‌…

ଆଇଏସ୍‌ ପାଇଁ କାମ କରୁଛନ୍ତି ଭାଜପା, ବଜରଙ୍ଗ ଦଳ କର୍ମୀ: ଦିଗ୍‌ବିଜୟ

ନୁଆଦିଲ୍ଲୀ,୬।୧୦: କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ଭାରତୀୟ ଜନତା ପାର୍ଟି(ଭାଜପା) ଓ ବଜରଙ୍ଗ ଦଳ ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଏମାନେ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌ ପାଇଁ ଗୁଇନ୍ଦାଗିରି କରୁଛନ୍ତି। ଆଉ ଟଙ୍କା ନେଇ ସେମାନେ ଏମିତି କରୁଛନ୍ତି…

ଅଭିନନ୍ଦନଙ୍କ ସ୍କ୍ବାଡ୍ରନ୍‌କୁ ସମ୍ମାନୀତ କରିବ ବାୟୁସେନା

ନୂଆଦିଲ୍ଲୀ,୬।୧୦: ବାଲାକୋଟ ଏୟାର ଷ୍ଟ୍ରାଇକ୍‌ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ୫୧-ସ୍କ୍ବାଡ୍ରନ୍‌କୁ ବାୟୁସେନା ସମ୍ମାନୀତ କରିବ । କମାଣ୍ଡିଙ୍ଗ୍‌ ଅଫିସର ଗ୍ରୁପ୍‌ କ୍ୟାପଟେନ୍‌ ସତୀଶ୍‌ ପଓ୍ବାର ଏହି ସମ୍ମାନ ବାୟୁସେନା ମୁଖ୍ୟ ଏୟାର ମାର୍ଶଲ ଆର୍‌.କେ.ଏସ୍‌.…

କଟା ହେଲା ଗଛ: ଭଙ୍ଗା ବସା ପାଖରେ ୨ଦିନ ବସି ରହିଲା ମା’ ପକ୍ଷୀ; ଭିଡ଼ିଓ ଭାଇରାଲ

ମୁମ୍ବାଇ,୬।୧୦: ମହାରାଷ୍ଟ୍ର ମୁମ୍ବାଇର ଆରେ କଲୋନୀରେ ଗଛ କଟା ଜାରି ରହିଛି। ଏହାଦ୍ୱାରା ଘଛରେ ଥିବା ଶହେରୁ ଅଧିକ ପକ୍ଷୀ ବସା ଭାଙ୍ଗି ଯାଇଛି। ତେବେ ଏକ ମାର୍ମିକ ଫଟୋ ଓ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।…

ଜମ୍ମୁ-କଶ୍ମୀରରେ ଦୁର୍ଗାପୂଜା ପାଳିଲେ ବେଙ୍ଗଲି ସମ୍ପ୍ରଦାୟର ଲୋକେ

ଜମ୍ମୁ,୬।୧୦: ସାରା ଦେଶରେ ନବରାତ୍ରୀ ଅବସରରେ ଦୁର୍ଗା ମା’ଙ୍କ ପୂଜା ଖୁବ୍‌ ଆଡମ୍ବର ସହକାରେ ପାଳନ କରାଯାଉଛି। ହେଲେ ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ଏଠାକାର ପରିବେଶ କିଛି ଠିକ୍‌ ନ ଥିବା କୁହାଯାଉଛି। ଏହାରି ଭିତରେ ବି ସେଠାରେ…

ଦୁର୍ଗାଷ୍ଟମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ସାରା ଦେଶରେ ଏବେ ପାର୍ବଣର ମାହୋଲ। ରବିବାର ଦୁର୍ଗାଷ୍ଟମୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଦୁର୍ଗାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି। ଅସତ୍ୟ ଉପରେ ସତ୍ୟର ଜୟ ସ୍ବରୂପ ଏହି ପୂଜା ପାଳନ କରାଯାଉଥିବା ବେଳେ…

ପିଏମ୍‌ସି ବ୍ୟାଙ୍କ ଦୁର୍ନୀତି: ୨୧ ହଜାରରୁ ଅଧିକ ଭୂତ ଖାତା

ମୁମ୍ବାଇ,୬।୧୦: ପଞ୍ଜାବ ମହାରାଷ୍ଟ୍ର ସମବାୟ ବ୍ୟାଙ୍କ(ପିଏମ୍‌ସି) ବ୍ୟାଙ୍କ ଦୁର୍ନୀତିର ପର୍ଦ୍ଦାଫାଶ୍‌ ହୋଇଛି। ମୁମ୍ବାଇ ପୋଲିସର ଅପରାଧ ଶାଖା ପକ୍ଷରୁ ଏନେଇ ଖୋଳତାଡ଼ ଆରମ୍ଭ ହୋଇଛି। ବ୍ୟାଙ୍କରେ ୨୧ ହଜାର ୪୯ ନକଲି ସଞ୍ଚୟ ଖାତା ରହିଛି। ସେଥିମଧ୍ୟରୁ ଅଧିକାଂଶ ଭୂତ ଖାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?