ସହଯୋଗୀଙ୍କ ମୃତଦେହ କାନ୍ଧେଇଲେ ସ୍ମୃତି ଇରାନୀ
ଲକ୍ଷ୍ନୌ, ୨୬।୫: ଆମେଠିର ନର୍ବନିର୍ବାଚିତ ଭାଜପା ଏମ୍ପି ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ହତ୍ୟା କରାଯାଇଛି। ଏହାକୁ ନେଇ ରାଜନୀତି ଜୋର ଧରିଥିବାବେଳେ ରବିବାର ତାଙ୍କ ପରିବାରକୁ ଭେଟିଛନ୍ତିି ସ୍ମୃତି ଇରାନୀ। ସେ ସୁରେନ୍ଦ୍ରଙ୍କ ମୃତଦେହକୁ କାନ୍ଧେଇ ଗାଁ…
ବରିଷ୍ଠ ନେତାଙ୍କ ଉପରେ ବର୍ଷିଲେ ରାହୁଲ: କହିଲେ, ପୁଅ ମୋହ ଯୋଗୁ ଆଜି ଦଳର ଏଭଳି ଅବସ୍ଥା
ନୂଆଦିଲ୍ଲୀ: କ୍ରମାଗତ ଦୁଇ ଦୁଇଟା ସାଧାରଣ ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ପାର୍ଟି ଶନିବାର ଏକ ମାରାଥନ କାର୍ଯ୍ୟକାରିଣୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ଆତ୍ମଚିନ୍ତନ କରିଛି। ଦେଶବ୍ୟାପୀ କଂଗ୍ରେସର ପ୍ରମୁଖ ନେତାମାନେ ଏହି ବୈଠକରେ ଯୋଗ ଦେଇ ପରାଜୟର କାରଣ…
‘ଆପ୍’ରେ କଳି: କେଜ୍ରିଓ୍ବାଲଙ୍କୁ ହଟାଇବା ଦାବି ଜୋର ଧରିଲା
ନୂଆଦିଲ୍ଲୀ, ୨୬।୫: ଲୋକ ସଭା ନିର୍ବାଚନରେ ଦିଲ୍ଲୀରୁ ଆମ ଆଦମୀ ପାର୍ଟି(ଆପ୍) ଗୋଟିଏ ବି ଆସନ ହାତେଇପାରିନାହିଁ। ଏହାକୁ ନେଇ ଦଳରେ କନ୍ଦଳ ସୃଷ୍ଟି ହୋଇଛି। ଦଳର କିଛି ନେତା ପରାଜୟ ପାଇଁ ସିଧାସଳଖ ଦଳ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଦାୟୀ…
ପଦ୍ମଶ୍ରୀ ସମ୍ମାନ ପ୍ରାପ୍ତ ଜର୍ମାନୀ ସମାଜସେବୀଙ୍କ ଭିଜା ସମୟ ସୀମା ବଢ଼ାଇବା ମନା: ରିପୋର୍ଟ ତଲବ କଲେ ସୁଷମା
ଆଗ୍ରା,୨୬।୫: ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିବା ଜର୍ମାନୀର ୬୧ ବର୍ଷ ବୟସ୍କା ସମାଜସେବୀ ଫ୍ରିଡେରିକ୍ ଇରିନା ବର୍ନିଂଙ୍କ ଭାରତୀୟ ଭିଜା ସମୟ ସୀମା ବଢ଼ାଇବା ପାଇଁ ମନା କରାଯାଇଥିଲା। ଏହାପରେ ଫ୍ରିଡେରିକ୍ ପଦ୍ମଶ୍ରୀ ପୁରସ୍କାର ଫେରାଇ ଦେବାକୁ ଧମକ ଦେଇଛନ୍ତି। ଏନେଇ…
ମରୁଡ଼ିଗ୍ରସ୍ତ ଔରଙ୍ଗାବାଦ୍: ସ୍ବେଚ୍ଛାସେବୀ ଅନୁଷ୍ଠାନ ଚାଷୀଙ୍କୁ ଖାଦ୍ୟ ଓ ଗାଈଗୋରୁଙ୍କୁ ଦେଉଛି ମାଗଣା ଦାନା
ଔରଙ୍ଗାବାଦ୍,୨୬।୫: ମହାରାଷ୍ଟ୍ର ଔରଙ୍ଗାବାଦ୍ରେ ମରୁଡ଼ି ଲାଗି ରହିଛି । ଖାଦ୍ୟ ଓ ପାନୀୟ ଜଳ ଅଭାବ ଉତ୍କଟ ହେବାରେ ଲାଗିଛି। ଏପରିସ୍ଥଳେ ସ୍ଥାନୀୟ ଜୈନ ସଂସ୍ଥାର ମିଳିତ ସହଯୋଗରେ ଆରିତ ସ୍ବେଚ୍ଛାସେବର ସଂଗଠନ ପକ୍ଷରୁ ଚାଷୀଙ୍କୁ ମାଗଣାରେ ଖାଦ୍ୟ ଯୋଗାଇ ଦିଆଯିବା…
ସ୍ମୃତି ଇରାନୀଙ୍କ ଘନିଷ୍ଠ ସହଯୋଗୀଙ୍କୁ ହତ୍ୟା ଘଟଣା: ମୋ ପିତାଙ୍କୁ କଂଗ୍ରେସ କାର୍ଯ୍ୟକର୍ତ୍ତା ମାରିଛନ୍ତି ବୋଲି ଅଭିଯୋଗ କଲେ ପୁଅ
ଲକ୍ଷ୍ନୌ, ୨୬।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ହରାଇ କଂଗ୍ରେସ ଗଡ କୁହାଯାଉଥିବା ଆମେଠି ଲୋକ ସଭା ଆସନ ଜିତିଥିବା ଭାଜପା ନେତ୍ରୀ ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ହତ୍ୟା ଘଟଣାରେ…
୨୫ ରାଜ୍ୟ ସରକାର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଦେବେ ମାସକୁ ଏକ କୋଟି କ୍ଷତିପୂରଣ: ଏନଜିଟି
ନୂଆଦିଲ୍ଲୀ,୨୬।୫: ବର୍ଜ୍ୟ ପ୍ଲାଷ୍ଟିକ୍ ନିଷ୍କାସନ ଯୋଜନା ସମ୍ପର୍କରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ନିକଟରେ ତଥ୍ୟ ଦାଖଲ କରି ନ ଥିବାରୁ ୨୫ ରାଜ୍ୟ ସରକାରଙ୍କୁ ମାସିକ ଏକ କୋଟି ଟଙ୍କାର କ୍ଷତି ପୂରଣ ଦେବାକୁ ପଡ଼ିବ। ଏନେଇ ନ୍ୟାସନାଲ ଗ୍ରୀନ୍…
ରାମଦେବ ପୁଣି ହେଲେ ବିବାଦୀୟ: ତୃତୀୟ ସନ୍ତାନଙ୍କୁ ନ ମିଳୁ ଭୋଟ ଦେବା ଅଧିକାର
ହରିଦ୍ୱାର,୨୬।୫: ବିଭିନ୍ନ ସମୟରେ ମନ୍ତବ୍ୟ ଦେଇ ଚର୍ଚ୍ଚା ପରିସରକୁ ଆସୁଥିବା ବାବା ରାମଦେବ ପୁଣି ଥରେ ବିବାଦୀୟ ହୋଇପଡ଼ିଛନ୍ତି । ହରିଦ୍ୱାରରେ ଏକ ସଭାରେ ଯୋଗଦେଇ ରାମଦେବ କହିଛନ୍ତି ପରିବାରରେ ଜନ୍ମ ହେଉଥିବା ତୃତୀୟ ସନ୍ତାନକୁ ଭୋଟ ଦେବା ଅଧିକାରରୁ ବଞ୍ଚିତ…
ଉପରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି
ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କୁ ତାଙ୍କ ସରକାରୀ ବାସଭବନରେ ରବିବାର ସାକ୍ଷାତ୍ କରିଛନ୍ତି। ଏହି ଅବସରରେ ଦଳର ବିପୁଳ ବିଜୟ ନେଇ ଉପରାଷ୍ଟ୍ରପତି ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦି ଉପରାଷ୍ଟ୍ରପତିଙ୍କ ସ୍ତ୍ରୀ ଏମ୍. ଉଷାଙ୍କ ଦ୍ୱାରା ପ୍ରସ୍ତୁତ…
ଲିଭୁଥିବା ଲଣ୍ଠନ ପାଇଁ ମାନସ ମନ୍ଥନ କରିବେ ରାବ୍ରୀ
ପାଟନା,୨୬।୫: ଲୋକ ସଭା ନିର୍ବାଚନରେ ବିହାରରେ ଲାଲୁ ଯାଦବଙ୍କ ଆରଜେଡି ସମ୍ପୂର୍ଣ୍ଣ ଧରାଶାୟୀ ହୋଇଛି। ରାଜ୍ୟର ୪୦ଟି ଲୋକ ସଭା ଆସନ ମଧ୍ୟରୁ ୩୯ଟି ଏନଡିଏ ଖାତାକୁ ଯାଇଛି। ସେହିଭଳି ଗୋଟିଏ ଆସନ କଂଗ୍ରେସ ହାତେଇଛି। ଏଠାରେ ବ୍ୟାଟିଂ ପୂର୍ବରୁ ଆର୍ଜେଡି…
ମୋଦିଙ୍କୁ ଭେଟିଲେ ଜଗନ୍ ମୋହନ
ନୂଆଦିଲ୍ଲୀ, ୨୬।୫: ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଥିବା ଓ୍ପାଇଏସ୍ଆର୍ କଂଗ୍ରେସ ଅଧ୍ୟକ୍ଷ ଓ୍ବାଇ.ଏସ୍ ଜଗନ୍ ମୋହନ ରେଡ୍ଡୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍ କରିଛନ୍ତି। ଜଗନ୍ ମୋହନଙ୍କ ଦଳ ରାଜ୍ୟର ୧୭୫ ବିଧାନସଭା ଆସନରୁ ୧୫୧ରେ…
ବିଭିନ୍ନ ରାଜ୍ୟରେ ଭୂକମ୍ପ ଅନୁଭୂତ
ନୂଆଦିଲ୍ଲୀ,୨୬ା୫ : ଦେଶର କେତେକ ରାଜ୍ୟରେ ଶନିବାର ଭୂକମ୍ପ ଅନୁଭୂତ ହୋଇଛି। ପ୍ରଥମେ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୪.୫ ଥିଲା। ବିହାର ଏବଂ ଝାଡ଼ଖଣ୍ଡର କେତେକ ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ…
Archives


