ମଞ୍ଚରେ ଦର୍ଶକଙ୍କ ମନ ମୋହିଲେ ଭାଜପା ଏମ୍ପି ହେମା
ମଥୁରା,୩।୮: ଛୁଲଣ ଉତ୍ସବ ଅବସରରେ ବୃନ୍ଦାବନର ଶ୍ରୀ ରାଧା ରମଣ ମନ୍ଦିରରେ ଭାଜପା ଏମ୍ପି ତଥା ବଲିଉଡ ନାୟିକା ହେମାମାଳିନୀଙ୍କ ନୃତ୍ୟରେ ବିଭୋର ହୋଇଛନ୍ତି ଦର୍ଶକେ। ଶୁକ୍ରବାର ସନ୍ଧ୍ୟାରେ ଆୟୋଜିତ ଏହି ଉତ୍ସବରେ ବହୁ ସଂଖ୍ୟାରେ ଦର୍ଶକ ଉପସ୍ଥିତ ଥିଲେ। ଶାସ୍ତ୍ରୀୟ…
ଅପରେଶନ୍ ଅଲ୍ଆଉଟ୍: ବାରପୋରାରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର
ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ସୋପୋରରେ ଅପରେଶନ୍ ଅଲ୍ଆଉଟ୍ ଅନ୍ତର୍ଗତ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀଙ୍କ ଗୁଳିରେ ଜଣେ ଯବାନ ଆହତ ହୋଇଥିବା କୁହାଯାଉଛି। ସ୍ଥାନୀୟ ବାରପୋରାର ମାଲମାପାନ୍ପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ…
୮୩% ଆତଙ୍କବାଦୀ ଟେକାମାଡ଼କାରୀ
ଶ୍ରୀନଗର,୩ା୮: ଜମ୍ମୁ-କଶ୍ମୀରରେ ଅସ୍ତ୍ର ଧରୁଥିବା ୮୩% ଆତଙ୍କବାଦୀ ପୂର୍ବରୁ ଟେକାମାଡ଼କାରୀ ଥିଲେ। ସେମାନେ ଆତଙ୍କବାଦୀ ସାଜିବା ପରେ ଅଧିକ ସମୟ ବଞ୍ଚତ୍ ପାରିବେ ନାହିଁ। ଦିନ ମଧ୍ୟରେ ଅସ୍ତ୍ର ଧରିଥିବା ଆତଙ୍କବାଦୀଙ୍କ ମଧ୍ୟରୁ ୭% ନିହତ ହୋଇସାରିଲେଣି ବୋଲି ଶ୍ରୀନଗରସ୍ଥିତ ୧୫…
ନଦୀବନ୍ଧ ନିରାପତ୍ତା ବିଲ୍ ଲୋକ ସଭାରେ ଗୃହୀତ: ରାଜ୍ୟକୁ କ୍ଷମତା ଦେବା ପାଇଁ ବିଜେଡିର ଦାବି
ନୂଆଦିଲ୍ଲୀ,୩ା୮: ଦେଶର ନଦୀବନ୍ଧଗୁଡିକର ଅନୁଧ୍ୟାନ, ପରିଚାଳନା ଆଦି ପାଇଁ ଆନୁଷ୍ଠାନିକ ବ୍ୟବସ୍ଥା ନିମନ୍ତେ ନଦୀବନ୍ଧ ନିରାପତ୍ତା ବିଲ୍ ଶୁକ୍ରବାର ଲୋକ ସଭାରେ ଗୃହୀତ ହୋଇଛି। ଏହାଦ୍ୱାରା ରାଜ୍ୟଗୁଡିକର କ୍ଷମତା ଦଖଲ କରିବା ଉଦ୍ଦେଶ୍ୟ କେନ୍ଦ୍ରର ନାହିଁ ବୋଲି ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର…
ୟୁଏପିଏ ବିଲ୍ ପାର୍ଲାମେଣ୍ଟରେ ଗୃହୀତ
ନୂଆଦିଲ୍ଲୀ,୩ା୮(ପି.ଟି.): ଆତଙ୍କବାଦ ନିରୋଧୀ ଆଇନ (ୟୁଏପିଏ)ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନକୁ ଶୁକ୍ରବାର ପାର୍ଲାମେଣ୍ଟ ଅନୁମୋଦନ କରିଛି। ଫଳରେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ କେନ୍ଦ୍ର ଓ ରାଜ୍ୟ କର୍ତ୍ତୃପକ୍ଷ ଆତଙ୍କବାଦୀ ଘୋଷଣା କରିବା ସହ ତାଙ୍କ ସମ୍ପତ୍ତିକୁ ଜବତ କରିପାରିବେ। ୧୯୬୭ର ଆଇନରେ ସଂଶୋଧନ ପାଇଁ…
କଶ୍ମୀରରେ ପଶିଛନ୍ତି ପାକିସ୍ତାନୀ ଆତଙ୍କବାଦୀ: ଟାର୍ଗେଟରେ ଅମରନାଥ ଯାତ୍ରୀ
ଶ୍ରୀନଗର,୩ା୮(ପି.ଟି./ ଆଇଏଏନ୍ଏସ୍): ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ରୁ ଜୈଶ୍-ଇ-ମହମ୍ମଦ (ଜେଇଏମ୍) ସମେତ ଆଉ କେତେକ ସଙ୍ଗଠନର ଆତଙ୍କବାଦୀମାନେ ଉପତ୍ୟକାରେ ଅନୁପ୍ରବେଶ କରିଛନ୍ତି। ଜୁଲାଇ ଶେଷ ସପ୍ତାହରେ ୫ ସଶସ୍ତ୍ର ଆତଙ୍କବାଦୀ ନିୟନ୍ତ୍ରଣରେଖା (ଏଲ୍ଓସି) ଅତିକ୍ରମ କରି ଜମ୍ମୁ-କଶ୍ମୀରରେ ବୁଲୁଛନ୍ତି। ପାକିସ୍ତାନରେ ଉଚ୍ଚ…
ଅଗଷ୍ଟ ୧୫ ପୂର୍ବରୁ ହୋଇପାରେ ବଡ଼ ନିଷ୍ପତ୍ତି : ଆଶଙ୍କାରେ କଶ୍ମୀରବାସୀ
ଶ୍ରୀନଗର,୩ା୮(ଆଇଏଏନ୍ଏସ୍): ଜମ୍ମୁ-କଶ୍ମୀରକୁ ସପ୍ତାହକ ମଧ୍ୟରେ ଅତିରିକ୍ତ ୩୮,୦୦୦ ଯବାନଙ୍କୁ ପଠାଯିବା ପରେ ଉପତ୍ୟକାବାସୀ ଆଶଙ୍କାରେ ରହିଛନ୍ତି। କେନ୍ଦ୍ର ସରକାର ଗତ ୨୭ ତାରିଖରେ ୧୦ ହଜାର ଓ ଗୁରୁବାର ୨୮ ହଜାର କେନ୍ଦ୍ରୀୟ ଯବାନଙ୍କୁ କଶ୍ମୀରକୁ ପଠାଇଛନ୍ତି। ଆଭ୍ୟନ୍ତରୀଣ ନିରାପତ୍ତା ଆବଶ୍ୟକତା…
ହାଡ଼ ମଜଭୁତ କରେ କଞ୍ଚା ପନିର
ପନିର ଖାଇଲେ ଶରୀରରେ ଚର୍ବି ଅଂଶ ବୃଦ୍ଧି ପାଇଥାଏ ବୋଲି ଅଧିକାଂଶ ଲୋକଙ୍କ ମନରେ ଧାରଣା ଅଛି। ହେଲେ କଞ୍ଚା ପନିର ଶରୀର ପାଇଁ ଖୁବ୍ ଉପକାରୀ ବୋଲି ଗବେଷକମାନେ କହିଛନ୍ତି। ବିଶେଷ କରି ସକାଳ ଜଳଖିଆରେ ଖଣ୍ଡେ କଞ୍ଚା ପନିର…
ଦିଲ୍ଲୀରେ କଂଗ୍ରେସକୁ ଝଟ୍କା
ନୂଆଦିଲ୍ଲୀ,୨।୮: ଦିନକୁ ଦିନ କଂଗ୍ରେସ ତା’ର ଶକ୍ତି ହରାଉଛି ବୋଲି ଆଲୋଚନା ହେଉଛି। କାରଣ ଲୋକ ସଭା ନିର୍ବାଚନ ପୂର୍ବରୁ ହେଉ ଅବା ପରେ କଂଗ୍ରେସର ନେତାମାନେ ଅନେକ ସମୟରେ ଦଳ ତ୍ୟାଗ କରୁଥିବା ଦେଖିବାକୁ ମିଳୁଛି। ଏପର୍ଯ୍ୟନ୍ତ ଦଳର ଅଧ୍ୟକ୍ଷ…
ତେଲେଙ୍ଗାନାରେ କେସିଆର୍ଙ୍କ ଦ୍ୱାରା ପରିଚାଳିତ ହେଉଛି ଭାଜପା: କଂଗ୍ରେସ
ହାଇଦ୍ରାବାଦ,୨।୮: ତେଲେଙ୍ଗାନା କଂଗ୍ରେସର କାର୍ଯ୍ୟକାରୀ ସଭାପତି ପୁନମ ପ୍ରଭାକର ଗୌଡ ଶୁକ୍ରବାର କହିଛନ୍ତି ତେଲେଙ୍ଗାନାରେ ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଦ୍ୱାରା ପରିଚାଳିତ ହେଉଛି। ସେ କହିଛନ୍ତି ଭାଜପାର ଚାବିକାଠି କେସିଆର୍ଙ୍କ ହାତରେ। ତେଣୁ ଦଳକୁ ମଜଭୁତ…
ଲୁଣ ପାଣିରେ ସ୍ନାନ କଲେ ମିଳିବ ଅନେକ ଫାଇଦା
ଖାଦ୍ୟରେ ଲୁଣ ରହିବା ଜରୁରୀ। ଲୁଣ ବିନା ଖାଦ୍ୟରେ ସ୍ବାଦ ଆସି ନ ଥାଏ। ଜାଣିଛନ୍ତି କେବଳ ଖାଦ୍ୟ ନୁହେଁ ଏହା ଆପଣଙ୍କର ସୌନ୍ଦର୍ଯ୍ୟକୁ ମଧ୍ୟ ବଢ଼ାଇଥାଏ। ଗାଧୋଇବା ବେଳେ ହାଲୁକା ଉଷୁମ ପାଣିରେ ଲୁଣକୁ ମିଶାଇ ଗାଧୋଇବା ଦ୍ୱାରା ଏହା…
କୋମଳମତି ଶିଶୁଙ୍କ ଚିତ୍କାର ଶୁଣି ସାହାଯ୍ୟର ହାତ ବଢ଼ାଇଲେ ଭାଜପା ଏମ୍ପି
ନୂଆଦିଲ୍ଲୀ,୨।୮: ଭୋଜପୁରୀ ସୁପରଷ୍ଟାର ତଥା ଭାଜପା ଏମ୍ପି ରବି କିଶନ ଶୁକ୍ରବାର ଇନ୍ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ପ୍ରବଳ ବର୍ଷାରେ କିଛି ସ୍କୁଲ ପିଲାଙ୍କୁ ସାହାଯ୍ୟ କରୁଥିବା ଦେଖିବାକୁ ମିଳିଛି। ରବି କିଶନ ଫଟୋ ଶେୟାର କରିବା…
Archives


