ଜାତୀୟ

ଗଗନୟାନ ଲାଗି ପ୍ରସ୍ତୁତି ଜୋର୍‌ଦାର

ବେଙ୍ଗାଲୁରୁ, ୭ା୯(ପି.ଟି.) : ଚନ୍ଦ୍ରୟାନ-୨ ପରେ ଗଗନୟାନ ଲାଗି ଭାରତର ପ୍ରସ୍ତୁତି ଜୋର୍‌ ଧରିବାରେ ଲାଗିଛି। ଏଥିଲାଗି ପ୍ରଥମ ପର୍ଯ୍ୟାୟରେ ଭାରତୀୟ ମହାକାଶଚାରୀଙ୍କ ଚୟନ ଶେଷ ହୋଇଥିବା ଭାରତୀୟ ବାୟୁସେନା ପକ୍ଷରୁ କୁହାଯାଇଛି। ମହାକାଶକୁ ପ୍ରଥମ ମଣିଷ ପଠାଯିବା ଲାଗି ଗଗନୟାନର…

ଆଇଏଏସ୍‌ ଅଧିକାରୀଙ୍କ ଇସ୍ତଫା

ମାଙ୍ଗାଲୁରୁ, ୭ା୯(ପି.ଟି.) : କର୍ନାଟକର ଆଇଏଏସ୍‌ ଅଫିସର ତଥା ଦକ୍ଷିଣ କନ୍ନଡ଼ ଜିଲାର ଡେପୁଟି କମିଶନର ଶଶିକାନ୍ତ ସେନ୍ଥିଲ ଶୁକ୍ରବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏହି ନିଷ୍ପତ୍ତି ବ୍ୟକ୍ତିଗତ ବୋଲି ସେ ଦର୍ଶାଇଥିଲେ ହେଁ ସରକାରଙ୍କ ଗଣତାନ୍ତ୍ରିକ କାର୍ଯ୍ୟଧାରା ନେଇ…

ବିକ୍ରମ ସହ ଯୋଗାଯୋଗ ବିଚ୍ଛିନ୍ନ

ନୂଆଦିଲ୍ଲୀ,୭ା୯(ପି.ଟି./ଆଇଏଏନ୍‌ଏସ୍‌): ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଶୁକ୍ରବାର ରାତି ୨ଟା ୧୫ମିନିଟ ସୁଦ୍ଧା ଚନ୍ଦ୍ରପୃଷ୍ଠରେ ପାଦ ଥାପିପାରିନାହିଁ। ଜୁଲାଇ ୨୨ରେ ଲଞ୍ଚ ହୋଇଥିବା ଚନ୍ଦ୍ରୟାନ-୨ ରାତି ୧ଟା ୫୩ରେ ଜହ୍ନର ଦକ୍ଷିଣ ମେରୁକୁ ସ୍ପର୍ଶ କରିବାକୁ ଥିବାବେଳେ…

ଇତିହାସ ରଚିବ ଚନ୍ଦ୍ରୟାନ-୨: ଚନ୍ଦ୍ରରେ ପାଦ ଥାପିବ ବିକ୍ରମ

ନୂଆଦିଲ୍ଲୀ,୬ା୯(ପି.ଟି./ଆଇଏଏନ୍‌ଏସ୍‌): ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଶୁକ୍ରବାର ରାତି ୧ଟା ୪୩ ମିନିଟରେ ଚନ୍ଦ୍ରପୃଷ୍ଠରେ ପାଦ ଥାପିବାକୁ ଯାଉଛି। ଜୁଲାଇ ୨୨ରେ ଲଞ୍ଚ ହୋଇଥିବା ଚନ୍ଦ୍ରୟାନ-୨ ଜହ୍ନର ଦକ୍ଷିଣ ମେରୁକୁ ସ୍ପର୍ଶ କରିବ। ସେଠାରେ ବିକ୍ରମଠାରୁ ରୋଭର…

ଚନ୍ଦ୍ରୟାନ-୨ ଲ୍ୟାଣ୍ଡିଂ ପୂର୍ବରୁ ପ୍ରତିକ୍ରିୟା ରଖିଲେ ଇସ୍ରୋ ଅଧ୍ୟକ୍ଷ

ନୂଆଦିଲ୍ଲୀ,୬।୯: ଭାରତ ପାଇଁ ମହାକାଶ କ୍ଷେତ୍ରରେ ଶୁକ୍ରବାର ବିଳମ୍ବିତ ରାତି ଏକ ଐତିହାସିକ ଦିନ ପାଲଟିବାକୁ ଯାଉଛି। ରାତି ୧ଟା ୩୦ରୁ ୨ଟା ୩୦ ମଧ୍ୟରେ ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରୟାନ-୨ ଲ୍ୟାଣ୍ଡିଂ କରିବ। ସମଗ୍ର ଦେଶକୁ ଏହି ମୁହୂର୍ତ୍ତର ଅପେକ୍ଷା ରହିଛି। ଏହା…

‘ଡଟର ଅଫ ଦ ନେଶନ’ ସମ୍ମାନରେ ସମ୍ମାନିତ ହେବେ ସୁର ସାମ୍ରାଜ୍ଞୀ

ନୂଆଦିଲ୍ଲୀ,୬।୯ : ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଗୀତ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥାଏ। ତାଙ୍କ ସଙ୍ଗୀତର ଚର୍ଚ୍ଚା ସାରା ବିଶ୍ୱରେ ରହିଛି। ଲତାଙ୍କ ସଙ୍ଗୀତରେ ଦେଶକୁ ଗର୍ବ ଅନୁଭବ ହୋଇଥାଏ। ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁ ଭାରତ ସରକାର ଏକ…

ଚନ୍ଦ୍ରଯାନ-୨କୁ ନେଇ ପ୍ରତିକ୍ରିୟା ରଖିଲେ ମମତା

କୋଲକାତା,୬।୯: ଭାରତ ଚନ୍ଦ୍ରପୃଷ୍ଠରେ ଏକ ନୂଆ ମାଇଲଖୁଣ୍ଟ ତିଆରି କରିବାକୁ ଯାଉଛି। ୪୮ ଦିନର ଯାତ୍ରା ପରେ ଶୁକ୍ରବାର ବିଳମ୍ବିତ ରାତିରେ ଚନ୍ଦ୍ରଯାନ-୨ର ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ରପୃଷ୍ଠରେ ଅବତରଣ କରି ଇତିହାସ ରଚିବ। ଏହି ମିଶନର ସଫଳତାକୁ ନେଇ ସାରା ଦେଶ…

କେଜରିଓ୍ବାଲଙ୍କ ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ମହିଳାଙ୍କ ମାଗଣା ଯାତ୍ରାକୁ ନେଇ କେଜରିଓ୍ବାଲ ସରକାରଙ୍କ ପ୍ରସ୍ତାବ ଉପରେ ପ୍ରଶ୍ନ ଉଠାଇଛନ୍ତି ସୁପ୍ରିମକୋର୍ଟ । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କାହିଁକି ମହିଳାଙ୍କୁ ମାଗଣାରେ ମେଟ୍ରୋ ସେବା ଦେବାକୁ ଚାହୁଁଛନ୍ତି। ସରକାର ଲୋକଙ୍କ ଟ୍ୟାକ୍ସ…

ଜେଲ୍‌ରେ ଚିଦାମ୍ବରମଙ୍କୁ ଭେଟିବା ପାଇଁ କଂଗ୍ରେସ ନେତାଙ୍କୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ,୬।୯: କଂଗ୍ରେସ ନେତାଙ୍କ ଏକ ପ୍ରତିନିଧିମଣ୍ଡଳ ଶୁକ୍ରବାର ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରଙ୍କୁ ଭେଟିବାକୁ ତିହାର ଜେଲ୍‌ ଯାଇଥିଲେ। ହେଲେ ସେଠାରେ ସେମାନେ ଚିଦାମ୍ବରମଙ୍କୁ ଭେଟିପାରି ନ ଥିଲେ। କାରଣ ଭେଟିବା ପାଇଁ ନିର୍ଦ୍ଧାରିତ ଥିବା ସମୟ ସୀମା ଶେଷ ହୋଇଯାଇଥିଲା, ତେଣୁ…

ବନ୍ୟାରେ ଫଶିଲା ଜାଗୁଆର କାର: କମ୍ପାନୀକୁ ଟ୍ରଲ କଲେ ଲୋକେ

ମୁମ୍ବାଇ,୬।୯: ବନ୍ୟା ଯୋଗୁ ବେହାଲ ହୋଇପଡ଼ିଛି ମାୟାନଗରୀ। ମୁମ୍ବାଇ ଓ ମହାରାଷ୍ଟ୍ରର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଛି। ବର୍ଷା ଯୋଗୁ ସହର ଏବେ ପାଣି ଘେରରେ ଥିବା ବେଳେ, ଟ୍ରାଫିକ୍‌ ଜାମ୍‌, ରେଲଓ୍ବେ ଲାଇନ୍‌ରେ ପାଣି, ବିମାନ ଉଡାଣରେ ବିଳମ୍ବ, ସ୍କୁଲ…

ସେନଗାର ମୋତେ ମାରିଦେବାକୁ ଚାହୁଁଥିଲେ:ଉନ୍ନାଓ ପୀଡ଼ିତା

ନୂଆଦିଲ୍ଲୀ, ୬।୯:ଉନ୍ନାଓ ବଳାତ୍କାର ପୀଡ଼ିତା ସଡ଼କ ଦୁର୍ଘଟଣା ପାଇଁ ବିଧାୟକ କୁଲଦୀପ ସିଂହ ସେନଗାରଙ୍କୁ ଦାୟୀ କରିଛନ୍ତି। ଦିଲ୍ଲୀର ଏମ୍ସରେ ଚିକିତ୍ସିତ ହେଉଥିବା ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଛି। ଶୁକ୍ରବାର ସିବିଆଇକୁ ଦେଇଥିବା ଏକ ବୟାନରେ ସେ କହିଛନ୍ତି, ଦୁର୍ଘଟଣା ପୂର୍ବରୁ…

ଟ୍ରେନରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ରେଳ ଷ୍ଟେଶନରେ ଏକ ଦୁର୍ଘଟଣା ଘଟିଛି। ଷ୍ଟେଶନରେ ଛିଡା ହୋଇଥିବା ଟ୍ରେନରେ ଲାଗିଯାଇଛି ନିଆଁ। ପ୍ଲାଟଫର୍ମ ନଂ ୮ରେ ଥିବା ଚଣ୍ଡିଗଡ କୋଚବଲି ଏକ୍ସପ୍ରେସର ଏକ ବଗିରେ ହଠାତ୍‌ ନିଆଁ ଲାଗିଯାଇଛି। ଘଟଣାସ୍ଥଳରେ ଦମକଳବାହିନୀର ୪ଟି ଗାଡି ପହଞ୍ଚି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri