ଜାତୀୟ

ପାକିସ୍ତାନକୁ ଉପରାଷ୍ଟ୍ରପତିଙ୍କ କଡା ବାର୍ତ୍ତା: ଭାରତ ଆକ୍ରମଣ କରେନି, କିନ୍ତୁ ନିଜ ସାର୍ବଭୌମତ୍ୱ ସହ ବୁଝାମଣା କରିବ ନାହିଁ

ନୂଆଦିଲ୍ଲୀ,୬।୯:ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ବିଚଳିତ ହୋଇପଡିଛି ପାକିସ୍ତାନ। ଭାରତ ସହ ଯୁଦ୍ଧ କରିବାକୁ ଧମକ ଦେଉଛି। ପାକିସ୍ତାନର ଏଭଳି ମନ୍ତବ୍ୟ ଉପରେ କଡ଼ା ପ୍ରତିକ୍ରିୟା ଦେଇଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ। ଯିଏ ଯେତେ ଉସୁକାଇଲେ ମଧ୍ୟ ଭାରତ ଆଜି…

ଦେଶବାସୀଙ୍କୁ ମୋଦିଙ୍କ ଅପିଲ୍‌: ଚନ୍ଦ୍ରଯାନ-୨ ଅବତରଣ ଦୃଶ୍ୟ ଦେଖି ଫଟୋ ଟୁଇଟ୍‌ କରନ୍ତୁ, ମୁଁ ରିଟୁଇଟ୍‌ କରିବି

ନୂଆଦିଲ୍ଲୀ,୬।୯: ଚନ୍ଦ୍ରଯାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ସମୟ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସୁକତା ବଢିବାରେ ଲାଗିଛି। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହା ଦେଖିବା ପାଇଁ ଅପେକ୍ଷା କରି ରହିଛନ୍ତି। ଅବତରଣ ପୂର୍ବରୁ ସେ…

ଶେହଲା ରଶିଦଙ୍କ ନାଁରେ ଦେଶଦ୍ରୋହ ମାମଲା ରୁଜୁ

ଶ୍ରୀନଗର,୬।୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନୟୁ)ର ପୂର୍ବତନ ଛାତ୍ରୀ ତଥା ଜମ୍ମୁ-କଶ୍ମୀରର ରାଜନେତା ଶେହଲା ରଶିଦଙ୍କ ନାଁରେ ଦେଶଦ୍ରୋହ ମାମଲା ରୁଜୁ କରାଯାଇଛି। ସେନା ବିରୋଧ ଅପପ୍ରଚାର କରିଥିବା ତାଙ୍କ ନାଁରେ ଅଭିଯୋଗ ରହିଛି। ସୂଚନାଯୋଗ୍ୟ,ଅଗଷ୍ଟ ୧୮ ଶେହଲା ଟୁଇଟ କରି କହିଥିଲେ,ଭାରତୀୟ…

ଦେଶଦ୍ରୋହ ମାମଲା: କହ୍ନେୟା କୁମାରଙ୍କୁ କ୍ଲିନଚିଟ୍‌ ଦେଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୬।୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନୟୁ)ରେ ଦେଶଦ୍ରୋହ ସ୍ଲୋଗାନ ଦେଇ ଫଶିଥିବା କହ୍ନେୟା କୁମାର ଏବଂ ୯ ଛାତ୍ରଙ୍କ ନାଁରେ ମକଦ୍ଦମା ଚଲାଇବାକୁ ଦିଲ୍ଲୀ ପୋଲିସକୁ ଅନୁମତି ଦେବ ନାହିଁ ଆପ୍‌ ସରକାର। ଦିଲ୍ଲୀର ଗୃହ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି, କହ୍ନେୟାଙ୍କ…

ଅଜିତ ଯୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର:ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ,୫।୯: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ସ୍ବାସ୍ଥାବସ୍ଥା ଅଚାନକ ବିଗିଡି ଯାଇଛି। ତାଙ୍କୁ ଗୁରୁଗ୍ରାମର ମେନ୍ଦାତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ କହିବା ମୁତାବକ, ତାଙ୍କୁ ଏବେ ଆଇସିୟୁରେ ରଖାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ବିଳମ୍ବିତ ରାତିରେ ଅଜିତ ଯୋଗୀଙ୍କ ଅଚାନକ…

ଆପ୍‌ରୁ ଇସ୍ତଫା ଦେଲେ ଅଳକା ଲାମ୍ବା, କଂଗ୍ରେସରେ ଯୋଗ ଦେଇପାରନ୍ତି

ନୂଆଦିଲ୍ଲୀ: ଦିଲ୍ଲୀରେ କ୍ଷମତାସୀନ ଆମ ଆଦମୀ ପାର୍ଟି (ଆପ୍‌)ର ବିଦ୍ରୋହୀ ବିଧାୟକ ଅଳକା ଲାମ୍ବା ଶେଷରେ ଦଳରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସକାଳୁ ସେ ଟୁଇଟ୍‌ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ଆପ୍‌ରୁ ବିଦାୟ ନେବାର ସମୟ ଆସିଯାଇଛି।…

କଂଗ୍ରେସ ନେତାଙ୍କୁ ସୋନିଆଙ୍କ ନିର୍ଦ୍ଦେଶ:ମତଭେଦ ଭୁଲି ବୟାନ ଦେବାରୁ ବିରତ ରୁହନ୍ତୁ

ନୂଆଦିଲ୍ଲୀ, ୬।୯: ମଧ୍ୟ ପ୍ରଦେଶରେ କଂଗ୍ରେସରେ ଲାଗି ରହିଥିବା ମଦଭେଦକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତିତ ଅଛନ୍ତି। ସମସ୍ତ ମତଭେଦ ଭୁଲି ସାର୍ବଜନୀନ ବୟାନ ଦେବାରୁ ବିରତ ରହିବାକୁ ସେ କଂଗ୍ରେସ ନେତାମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଧ୍ୟପ୍ରଦେଶରେ ଗତ…

ଜେଲ୍‌ ଯିବା ପୂର୍ବରୁ ଚିଦାମ୍ବରମ୍‌ଙ୍କୁ ଘାରିଲା ଭାରତର ଅର୍ଥନୀତି ଚିନ୍ତା

ନୂଆଦିଲ୍ଲୀ,୬।୯: ଆଇଏନଏକ୍ସ ମିଡିଆ ମାମଲାରେ ଗିରଫ ଚିଦାମ୍ବରମଙ୍କୁ ଶେଷରେ କୋର୍ଟ ତିହାର ଜେଲକୁ ପଠାଇ ଦେଇଛନ୍ତି। ସେ ଦୀର୍ଘ ୧୪ ଦିନ କାଳ ଅର୍ଥାତ ସେପ୍ଟେମ୍ବର ୧୯ ଯାଏ ତିହାର ଜେଲରେ ରହିବେ। ତିହାର୍‌ ଜେଲ୍‌ ଯିବା ପୂର୍ବରୁ ଚିଦାମ୍ବରମ୍‌ କେବଳ…

ଝିଅ ବୁଲେଟ ଚଢିବାରୁ ପିତାଙ୍କୁ ଗୁଳିମାଡ

ନୋଏଡା, ୬।୯: ଉତ୍ତର ପ୍ରଦେଶର ନୋଏଡା ଏକ ଅଭାବନୀୟ ଘଟଣା ଘଟିଛି। ଝିଅ ବୁଲେଟ୍‌ ଚଢିବାରୁ କିଛି ଦୁର୍ବୃତ୍ତ ତାଙ୍କ ପିତାଙ୍କୁ ଗୁଳି ମାରିଛନ୍ତି। ପୋଲିସ ଏହି ଘଟଣାରେ ଦୁଇ ଜଣଙ୍କ ନାଁରେ ମାମଲା ରୁଜୁ କରିଛି। ସୂଚନାଯୋଗ୍ୟ, ଗ୍ରେଟର ନୋଏଡାର…

୫୫୦୦ କୋଟିର ଆକାଶ ମିସାଇଲ ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୬-୯:ପାକିସ୍ତାନ ଓ ଚାଇନା ସୀମାରେ ମୁତୟନ ହେବ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆକାଶ ଏୟାର ଡିଫେନ୍ସ ମିସାଇଲ ସିଷ୍ଟମ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ସମ୍ପର୍କିତ କେନ୍ଦ୍ର କ୍ୟାବିନେଟ କମିଟି ନିକଟରେ ବାୟୁସେନା ପାଇଁ ୫୫୦୦ କୋଟି ଟଙ୍କାର ଏହି…

ଜମ୍ମୁ-କଶ୍ମୀର ଆଇଡି ଦେଖାଇଲେ ୩୭୦ ଟଙ୍କା ରିହାତି

ନୂଆଦିଲ୍ଲୀ,୬-୯(ଆଇଏଏନ୍‌ଏସ୍‌):ଦିଲ୍ଲୀର କନ୍ନଟପ୍ଲେସ୍‌ସ୍ଥିତ ଏକ ରେଷ୍ଟୁରାଣ୍ଟରେ ଜମ୍ମୁ-କଶ୍ମୀରର ଲୋକଙ୍କ ପାଇଁ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା କରାଯାଇଛି। ସୁସ୍ବାଦୁ ବ୍ୟଞ୍ଜନ ପାଇଁ ଜଣାଶୁଣା ହୋଟେଲ ଆର୍ଡୋର ୨.୧ କଶ୍ମୀରୀଙ୍କ ପାଇଁ ‘ଆର୍ଟିକିଲ ୩୭୦’ ଥାଳି ବ୍ୟବସ୍ଥା କରିଛି। ଜମ୍ମୁ-କଶ୍ମୀର ପ୍ରଶାସନ ପକ୍ଷରୁ ଜାରି ପରିଚୟପତ୍ର…

ଚାଇନାର ପୂର୍ବତନ ଯବାନଙ୍କୁ ଭାରତ ଆସିବାକୁ ଭିଜା ମିଳିଲା

ଭୋପାଳ,୬-୯(ପି.ଟି.): ଚାଇନାର ଜଣେ ପୂର୍ବତନ ଯବାନ ଓ୍ବାଙ୍ଗ୍‌ ଚାଙ୍ଗ୍‌ କି(୮୦)ଙ୍କୁ ଭାରତ ଫେରିବା ଲାଗି ଭିଜା ମିଳିଛି। ୧୯୭୪ରେ ସେ ମଧ୍ୟପ୍ରଦେଶରେ ବିବାହ କରି ୨୦୧୭ରେ ଚାଇନା ଫେରିଯାଇଥିଲେ। ଭାରତ ଫେରି ନିଜର ସ୍ତ୍ରୀ, ପିଲାଙ୍କୁ ଦେଖିବା ଲାଗି ତାଙ୍କୁ ଭିଜା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri