ରାଫାଲ ଅଫିସରେ ଚୋରି
ପ୍ୟାରିସ୍/ନୂଆଦିଲ୍ଲୀ,୨୩ା୫: ଫ୍ରାନ୍ସ ରାଜଧାନୀ ପ୍ୟାରିସ୍ରେ ରାଫାଲ ଯୁଦ୍ଧବିମାନ ଚୁକ୍ତି ପରିଚାଳନା କରୁଥିବା ଭାରତୀୟ ବାୟୁସେନା (ଆଇଏଏଫ୍)ର ଅଫିସରେ ଚୋରି ହୋଇଛି। ସେଠାରୁ କେତେକ ଦସ୍ତାବିଜ ଓ ଅର୍ଥ ଚୋରି ହୋଇଥିବା ଜଣାପଡ଼ିଛି। ଫ୍ରାନ୍ସର ଯୁଦ୍ଧବିମାନ ନିର୍ମାଣକାରୀ କମ୍ପାନୀ ଦାସଲ୍ଟ ଆଭିଏଶନ୍ର ଏକ…
୬୨ରେ ଭାଜପା ଏବଂ ୩୦ରେ କଂଗ୍ରେସ ଆଗୁଆ
ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ସକାଳ ସାଢ଼େ ୮ ଟା ସୁଦ୍ଧା ଭାଜପା ୬୨ଟି ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୩୦ରେ ଆଗରେ ରହିଛି। ସେହିପରି ଅନ୍ୟ ଦଳ ୫ଟି…
ପଦୋନ୍ନତି ପ୍ରସ୍ତାବକୁ କେନ୍ଦ୍ରର ମୋହର: ସୁପ୍ରିମକୋର୍ଟରେ ନିଯୁକ୍ତି ପାଇବେ ୪ ବିଚାରପତି
ନୂଆଦିଲ୍ଲୀ,୨୩ା୫: ସୁପ୍ରିମକୋର୍ଟ ବିଚାରପତି ନିଯୁକ୍ତି ନେଇ ପୁଣି ୪ ଜଣଙ୍କ ନାମକୁ ସରକାର ବୁଧବାର ମୋହର ମାରିଛନ୍ତି। ଏହି ନିଯୁକ୍ତି ପରେ ସୁପ୍ରିମକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୩୧ରେ ପହଞ୍ଚିବ। ଏବେ ୨୭ ବିଚାରପତି ସର୍ବୋଚ୍ଚ ଅଦାଲତରେ କାର୍ଯ୍ୟରତ ଅଛନ୍ତି। ଯେଉଁ…
କଡ଼ା ସୁରକ୍ଷା ମଧ୍ୟରେ ଭୋଟ ଗଣତି ଆରମ୍ଭ: ପୋଷ୍ଟାଲ ବ୍ୟାଲେଟ୍ ସହିତ ଇଭିଏମ୍
ନୂଆଦିଲ୍ଲୀ, ୨୩।୫: କଡ଼ାସୁରକ୍ଷା ବ୍ୟବସ୍ଥା ମଧ୍ୟରେ ୧୭ତମ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ବ୍ୟାଲେଟ୍ ଗଣତି ଆରମ୍ଭ ହୋଇଛି। ଏହା ସହିତ ଏକାସଙ୍ଗେ ଇଭିଏମ୍ ଗଣତି ମଧ୍ୟ ଆରମ୍ଭ…
ଜନାଦେଶକୁ ଅପେକ୍ଷା
ନୂଆଦିଲ୍ଲୀ,୨୩ା୫(ପି.ଟି./ଆଇଏଏନ୍ଏସ୍) : ଆଉ ମାତ୍ର କେଇଘଣ୍ଟାର ଅପେକ୍ଷା। ଆସିବ ସର୍ବବୃହତ୍ ଗଣତନ୍ତ୍ରର ଭୋଟ ମହାପର୍ବର ବହୁପ୍ରତୀକ୍ଷିତ ପରିଣାମ। ଇଲେକ୍ଟ୍ରୋନିକ୍ ଭୋଟିଂ ମେଶିନ (ଇଭିଏମ୍)ରେ ବନ୍ଦ ଥିବା ଜନାଦେଶ ନିର୍ଦ୍ଧାରଣ କରିବ ଭାରତର ଆଗାମୀ ୫ ବର୍ଷର ଭାଗ୍ୟ। ଦେଶର ୫୪୨ ଲୋକ…
ଆଜି ଭାଗ୍ୟ ନିର୍ଣ୍ଣୟ
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷାର ଘଟିବ ଅନ୍ତ। ମାସାଧିକ କାଳ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ(ଇଭିଏମ୍)ରେ ବନ୍ଦ ହୋଇ ରହିଥିବା ପ୍ରାର୍ଥୀଙ୍କ ଭାଗ୍ୟ ଗୁରୁବାର ଫିଟିବ। ୨୦୧୯ ନିର୍ବାଚନ ମହାସମର ଫଳାଫଳ ପ୍ରକାଶ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସକାଳ ୮ଟାରୁ…
ଜିତେନ୍ଦ୍ରଙ୍କ ନଁ।ରେ ଅସଦାଚରଣ ଅଭିଯୋଗ ଆଣିଥିଲେ ସମ୍ପର୍କୀୟା: ମାମଲା ଖାରଜ କଲେ କୋର୍ଟ
ମୁମ୍ବାଇ,୨୨।୫ : ଗତବର୍ଷ ୯୦ ଦଶକର ଲୋକପ୍ରିୟ ବଲିଉଡ୍ ଅଭିନେତା ଜିତେନ୍ଦ୍ରଙ୍କ ନଁ।ରେ ହୋଇଥିବା ଅସଦାଚରଣ ଅଭିଯୋଗକୁ ହିମାଚଳ ପ୍ରଦେଶ ହାଇକୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ସୂଚନାଯୋଗ୍ୟ, ଜିତେନ୍ଦ୍ରଙ୍କ ଜଣେ ସମ୍ପର୍କୀୟା ‘#ମିଠୁ’ ଅଭିଯାନ ମାଧ୍ୟମରେ ତାଙ୍କ ବିରୁଦ୍ଧରେ ଅସଦାଚରଣ ଅଭିଯୋଗ…
ତୃତୀୟଥର ମାଉଣ୍ଟ ଏଭରେଷ୍ଟ ଆରୋହଣ କଲେ ଏହି ପର୍ବତାରୋହୀ
ହିସାର,୨୨।୫: ଆଧୁନିକ ଯୁଗରେ ଝିଅମାନେ ସବୁକ୍ଷେତ୍ରରେ ନିଜର ପାରିଦର୍ଶିତା ଦେଖାଇଛନ୍ତି। ଏହି କ୍ରମରେ ଯେଉଁଠାରେ ନିଃଶ୍ୱାସ ନେବା କଷ୍ଟକର ହୋଇପଡ଼ିଥାଏ, ସେହି ସ୍ଥାନ ଅର୍ଥାତ୍ ବିଶ୍ୱର ସବୁଠାରୁ ଉଚ୍ଚତମ ଗିରିଶୃଙ୍ଗରେ ପହଞ୍ଚିବାରେ ସଫଳ ହୋଇଛନ୍ତି ଦେଶର ଏହି ସାହସୀ ଝିଅ। ଆମେ…
ଭାରତର ନିର୍ବାଚନ ଫଳାଫଳକୁ ନେଇ ପାକିସ୍ତାନର ବଢୁଛି ଚିନ୍ତା
ନୂଆଦିଲ୍ଲୀ, ୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ମେ ୨୩ ଘୋଷଣା ହେବ। ଏହାକୁ ଦେଶରେ ଯେତିକି ଚର୍ଚ୍ଚା, ପଡୋଶୀ ଦେଶ ପାକିସ୍ତାନରେ ମଧ୍ୟ ଚାଲିଛି ତର୍କ ବିତକର୍କ। କିଏ ହେବ ଭାରତର ପ୍ରଧାନମନ୍ତ୍ରୀ ଏନେଇ ପାକିସ୍ତାନ ଗଣମାଧ୍ୟମରେ ଚାଲିଛି ଆଲୋଚନା।…
ମହଙ୍ଗା ପଡ଼ିଲା କିନ୍ନରଙ୍କ ସହ ବନ୍ଧୁତା: ଯୁବକଙ୍କୁ ହରାଇବାକୁ ପଡ଼ିଲା ନିଜର ଗୁପ୍ତାଙ୍ଗ
ସାହଜାହଁ।ପୁର,୨୨।୫: ଉତ୍ତରପ୍ରଦେଶ ସାହଜହଁ।ପୁରରେ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଲା କିନ୍ନରଙ୍କ ସହ ବନ୍ଧୁତା କରିବା। କିନ୍ନରମାନେ ତାଙ୍କର ଗୁପ୍ତାଙ୍ଗ କାଟି ଦେଇଥିବା ଜଣାପଡ଼ିଛି। ଯୁବକଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଉକ୍ତ ସହରର ୨୦ ବର୍ଷୀୟ ଯୁବକ…
୭ ଗାଈଙ୍କୁ ବଳାତ୍କାର କରି ଜେଲରେ ଅଭିଯୁକ୍ତ
ଅଯୋଧ୍ୟା, ୨୨।୫: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଥିବା ଏକ ଗୋଶାଳାରେ ୭ ଗାଈଙ୍କୁ ବଳାତ୍କାର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଯୁବକ। ସୂଚନାଯୋଗ୍ୟ, କରତାଲିଆ ଗୋଶାଳାରେ ରାଜ କୁମାର ନାମକ ଜଣେ ଯୁବକ…
କଂଗ୍ରେସକର୍ମୀଙ୍କୁ ୨୪ ଘଣ୍ଟା ସତର୍କ ରହିବାକୁ ପରାମର୍ଶ ଦେଲେ ରାହୁଲ
ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନ ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କର୍ମୀଙ୍କୁ ଆଗାମୀ ୨୪ ଘଣ୍ଟା ସତର୍କ ରହିବାକୁ କହିଛନ୍ତି। ଏକ୍ଜିଟ୍ ପୋଲ୍ ଉପରେ ବିଶ୍ୱାସ ନ କରି ନିଜ ଉପରେ ଭରସା…
Archives


