ଜାତୀୟ

ମୋବାଇଲ୍‌ ଚାର୍ଜର ପାଟିରେ ପୁରାଇ ଦେବାରୁ ୨ବର୍ଷର ଶିଶୁର ଜୀବନ ଗଲା

ଲକ୍ଷ୍ନୌ, ୨୧।୫: ଉତ୍ତର ପ୍ରଦେଶର ବୁଲନ୍ଦସହରରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ମୋବାଇଲ ଚାର୍ଜର ପାଟିରେ ପୂରେଇ ଦେବାରୁ ବିଦ୍ୟୁତ ଆଘାତ ଲାଗି ଜଣେ ଦୁଇବର୍ଷ ଶିଶୁର ମୃତ୍ୟୁ ଘଟିଛି। ଦିଲ୍ଲୀର ମୁସ୍ତଫାବାଦରେ ନିଜ ସ୍ବାମୀଙ୍କ ସହ ରହୁଥିବା ରଜିଆ…

ଟିଭି ଦେଖିବାରୁ ୫ବର୍ଷର ଶିଶୁକୁ ପିଟିପିଟି ମାରିଦେଲେ ମା’

ଚେନ୍ନାଇ, ୨୧।୫: ତାମିଲନାଡୁର ତିରୁଚିରାପଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଅଧିକ ସମୟଧରି ଟିଭି ଦେଖିୁଥିବାରୁ ୫ବର୍ଷର ଶିଶୁ ପି.ଲତିକାଙ୍କୁ ପିଟିପିଟି ମାରିଦେଇଛନ୍ତି ତାଙ୍କ ମା’। ମୃତ ଶିଶୁ ଜଣଙ୍କ ମା’ ନିଥିୟା ପାଣ୍ଡିୟାନ ଏବଂ ବାପା ଓ୍ବହ ପାଣ୍ଡିଆନଙ୍କ ଏକମାତ୍ର…

ମେ ୨୩ ପାଇଁ ପ୍ରସ୍ତୁତି: ମୋଦି ମାସ୍କ ପିନ୍ଧି ଲଡୁ ତିଆରି କରୁଛନ୍ତି ମିଠା କାରିଗର

ମୁମ୍ବାଇ, ୨୧।୫: ଲୋକ ସଭା ନିର୍ବାଚନକୁ ନେଇ ଏକଜିଟ୍‌ ପୋଲ୍‌ ଘୋଷଣା ପରେ ଭାଜପା ପକ୍ଷରୁ ବିଜୟ ଉତ୍ସବ ପାଳନ ପାଇଁ ଚାଲିଛି ପୂର୍ବ ପ୍ରସ୍ତୁତି। ମେ ୨୩କୁ ନିର୍ବାଚନ ଫଳ ପ୍ରକାଶ ପାଇବାକୁଥିବାବେଳେ ଭାଜପା ଏଥର ପୁଣି କ୍ଷମତା ଦଖଲ…

କଂଗ୍ରେସର ହାତ ଛାଡ଼ିପାରନ୍ତି ରୋଶନ

ବେଙ୍ଗାଲୁର,୨୧।୫: ଏକ୍‌ଜିଟ୍‌ ପୋଲ୍‌ ଆସିବା ପରେ କର୍ନାଟକ କଂଗ୍ରେସରେ ବିଦ୍ରୋହର ମାହୋଲ ଦେଖାଦେଇଛି। ଏଥିଯୋଗୁ ରାଜ୍ୟ ଜେଡିଏସ୍‌ ଓ କଂଗ୍ରେସର ମେଣ୍ଟ ସରକାର ଉପରେ ସମସ୍ୟା ସୃଷ୍ଟି ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଏକ୍‌ଜିଟ୍‌ ପୋଲ୍‌ର ଫଳାଫଳ ଆସିବା ପରେ କର୍ନାଟକର…

ଶାହଙ୍କ ନୈଶଭୋଜିରେ ଯୋଗ ଦେବାକୁ ଦିଲ୍ଲୀ ପହଞ୍ଚିଲେ ନୀତୀଶ

ନୂଆଦିଲ୍ଲୀ,୨୧।୫: ଭାଜପା ଅଧ୍ୟକ୍ଷ ଅମିତ ଶାହ ମଙ୍ଗଳବାର ନୂଆଦିଲ୍ଲୀରେ ଏକ ନୈଶଭୋଜିର ଆୟୋଜନ କରିଛନ୍ତି। ବିଶେଷ କରି ଏହା ଏନ୍‌ଡିଏ ନେତାଙ୍କ ପାଇଁ ଉଦ୍ଦିଷ୍ଟ ଥିବା ବେଳେ ଏଥିରେ ଯୋଗ ଦେବାକୁ ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡି(ୟୁ) ନେତା ନୀତୀଶ କୁମାର…

ଖୁବ୍‌ଶୀଘ୍ର ବଜାରକୁ ଆସିବ ନୂଆ ୧୦ ଟଙ୍କିଆ ନୋଟ

ନୂଆଦିଲ୍ଲୀ,୨୧।୫: ଖୁବ୍‌ ଶୀଘ୍ର ବଜାରକୁ ଆସିବାକୁ ଯାଉଛି ନୂଆ ୧୦ ଟଙ୍କିଆ ନୋଟ। ମହାତ୍ମା ଗାନ୍ଧୀଙ୍କ ନୂଆ ସିରିଜରେ ଏହି ୧୦ଟଙ୍କିଆ ନୋଟ ଜାରି କରାଯିବ ବୋଲି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆରବିଆଇ) ସୂଚନା ଦେଇଛି। ଏହି ନୂଆ ନୋଟରେ ଆଇବିଆଇ…

ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲା: ମୁଲାୟମ, ଅଖିଳେଶଙ୍କ କ୍ଲିନଚିଟ୍‌

ନୂଆଦିଲ୍ଲୀ, ୨୧।୫: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛନ୍ଦି ହୋଇପଡିଥିବା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଏବଂ ତାଙ୍କ ପୁଅ ଅଖିଳେଶ ଯାଦବଙ୍କ ସିବିଆଇ ପକ୍ଷରୁ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ଉଭୟଙ୍କୁ କ୍ଲିନଚିଟ୍‌ ଦେଇଛି…

ଭବିଷ୍ୟତ ପ୍ରଧାନମନ୍ତ୍ରୀଙ୍କ ନାଁ କହିଲେ ମିଳିବ ବମ୍ପର ରିହାତି

ନୂଆଦିଲ୍ଲୀ,୨୧।୫: ଆସନ୍ତା ୨୩ ତାରିଖରେ ଲୋକ ସଭା ନିର୍ବାଚନର ଫଳାଫଳ ଘୋଷଣା ହେବାକୁ ଥିବା ବେଳେ ଏବେ ସମସ୍ତଙ୍କ ନଜର ଏକ୍‌ଜିଟ୍‌ ପୋଲ୍‌ ଉପରେ। ଏହି ସମୟରେ ଅନ୍‌ଲାଇନ୍‌ ଫୁଡ୍‌ ଡେଲିଭରି ସିଷ୍ଟମ ଜମାଟୋ ତା’ର ଗ୍ରାହକଙ୍କୁ ଆକର୍ଷିତ କରିବାକୁ ୨୨…

କେମିତି ଆରମ୍ଭ ହୋଇଥିଲା ରାଜୀବ-ସୋନିଆଙ୍କ ପ୍ରେମ ସମ୍ପର୍କ

ନୂଆଦିଲ୍ଲୀ, ୨୧।୫: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୨୮ତମ ପୁଣ୍ୟତିଥି ମଙ୍ଗଳବାର ସାରା ଦେଶରେ ପାଳନ କରାଯାଉଛି। ଦିଲ୍ଲୀର ବୀରଭୂମିରେ ଥିବା ତାଙ୍କ ସମାଧିପୀଠରେ ଅନେକ ଗଣମାନ୍ୟ ବ୍ୟକ୍ତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାଜୀବ ଏବଂ ସ୍ତ୍ରୀ ସୋନିଆ ଗାନ୍ଧୀଙ୍କ…

ଗୋଟିଏ ମଣ୍ଡପରେ ସ୍ତ୍ରୀ ଓ ଗର୍ଲଫ୍ରେଣ୍ଡକୁ ବିବାହ କଲେ ଯବାନ

ଜୈସପୁର,୨୧।୫: ଛତିଶଗଡ଼ର ଜୈସପୁର ଜିଲାର ବ।ଘଡୋଲରେ ଏକ ନିଆରା ବିବାହ ଦେଖିବାକୁ ମିଳିଛି। ଉକ୍ତ ଗାଁର ଜଣେ ସିଆରପିଏଫ୍‌ ଯବାନ ୨ଜଣ ମହିଳାଙ୍କ ସହ ଏକା ସାଙ୍ଗରେ ବିବାହ କରିଥିବା ଜଣାପଡ଼ିଛି। ଏକା ସାଙ୍ଗରେ ବିବାହ ମଣ୍ଡପରେ ଜଣେ ତାଙ୍କର ଗର୍ଲଫ୍ରେଣ୍ଡ…

କଂଗ୍ରେସକୁ ଝଟ୍‌କା: ଶରଦ ପାଓ୍ବାରଙ୍କ ଫୋନ୍‌ ଉଠାଇଲେ ନାହିଁ ଜଗନ ମୋହନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ଫଳାଫଳ ପରେ ରାଜନୀତିକ ସମିକରଣକୁ ନେଇ ଓ୍ବାଇଏସ୍‌ଆର୍‌ କଂଗ୍ରେସର ମୁଖ୍ୟ ଓ୍ବାଇ.ଏସ୍‌. ଜଗନ ମୋହନ ରେଡ୍ଡି ସବୁ ବିକଳ୍ପ ଖୋଲା ରଖିଛନ୍ତି। ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ମଙ୍ଗଳବାର ୟୁପିଏ ତରଫରୁ ଜଗନ ମୋହନଙ୍କ ସହ…

ଭାରତର ସବୁଠୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ

ନୂଆଦିଲ୍ଲୀ, ୨୧।୫: ଟିଆରଏ ରିସର୍ଚ୍ଚ ପକ୍ଷରୁ ଭାରତର ସବୁଠାରୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ ପାଇଛି। ଖେଳ, ସିନେମା ଏବଂ ବିଜନେସ୍‌ର ୩୯ଜଣ ସେଲିବ୍ରିଟି ଏହି ତାଲିକାରେ ସ୍ଥାନ ପାଇଛନ୍ତି। ସିନେମାରେ ଭାରତର ସବୁଠୁ ଭରସାଯୋଗ୍ୟ ସେଲିବ୍ରିଟି ତାଲିକାର ସର୍ବାଗ୍ରେ ଅଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri