ଜାତୀୟ

କଙ୍ଗାରୁ କୋର୍ଟର ବିଚିତ୍ର ନିଷ୍ପତ୍ତି: ପୀଡ଼ିତାଙ୍କ ପବିତ୍ରତା ଲାଗି ଆମିଷ ଭୋଜି ଦାବି

ଭୋପାଳ,୧୬ା୬ : କଙ୍ଗାରୁ କୋର୍ଟ ବା ଖାପ୍‌ ପଞ୍ଚାୟତର କୌଣସି ଆଇନଗତ ବୈଧତା ନାହିଁ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଏହାସତ୍ତ୍ୱେ କଙ୍ଗାରୁ କୋର୍ଟର ବର୍ବରତା ଓ ଏକତରଫା ନିଷ୍ପତ୍ତି ଲୋକଙ୍କୁ ଅଡ଼ୁଆରେ ପକାଉଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି…

ଲେଉଟି ଆସିଲା ସାମୁଦ୍ରିକ ଝଡ଼ ‘ବାୟୁ’: ୪୮ ଘଣ୍ଟାରେ ଗୁଜରାଟ ଉପକୂଳ ଛୁଇଁବ

ନୂଆଦିଲ୍ଲୀ,୧୬ା୬ : ସାମୁଦ୍ରିକ ବାତ୍ୟା ‘ବାୟୁ’ ଲୁଚକାଳି ଖେଳୁଛି। ଗତ ଗୁରୁବାର ଏହା ଗୁଜରାଟ ଉପକୂଳରେ ମାଡ଼ ହେବାର ଆଶଙ୍କା ଥିବାବେଳେ ବୁଧବାର ରାତିରେ ଏହାର ଗତିପଥ ବଦଳି ଯାଇଥିଲା। ଫଳରେ ରାଜ୍ୟ ସରକାର ସ୍ଥାନାନ୍ତର ହୋଇଥିବା ପ୍ରାୟ ୩ ଲକ୍ଷ…

ମୁଣ୍ଡ ନୁଆଁଇଲେ ମମତା

ନୂଆଦିଲ୍ଲୀ,୧୬ା୬(ପି.ଟି.): ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ଶନିବାର ପଞ୍ଚମ ଦିନରେ ପହଞ୍ଚତ୍ଛି। ଏହାକୁ ନେଇ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେମାନଙ୍କୁ ଆଲୋଚନା ନିମନ୍ତେ ଡାକିଥିଲେ ହେଁ ଡାକ୍ତରମାନେ ତାହାକୁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଅନ୍ୟପକ୍ଷରେ ଡାକ୍ତରଙ୍କ ସମସ୍ତ…

ବର୍ଷାଜଳ ସଂରକ୍ଷଣ ପାଇଁ ପ୍ରତି ଗାଁ ମୁଖିଆଙ୍କୁ ଚିିଠି ଲେଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତି ଗାଁ ମୁଖିଆଙ୍କୁ ଏକ ବ୍ୟକ୍ତିଗତ ପତ୍ର ଲେଖିଛନ୍ତି। ଗ୍ରାମାଞ୍ଚଳରେ ଜଳ ସଂକଟକୁ ଦୃଷ୍ଟିରେ ରଖି ଏମିତି ଚିଠି ଲେଖିଛନ୍ତି। ଏଥିରେ ସେ ଲେଖିଛନ୍ତି, ମୌସୁମୀ ଆସିବା ପୂର୍ବରୁ ବହୁ ପରିମାଣର ବର୍ଷାଜଳ ସଂରକ୍ଷଣ କରିବାକୁ।…

ନ୍ୟୁ ଇଣ୍ଡିଆ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ: ଅର୍ଥବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲକ୍ଷ୍ୟ ଧାର୍ଯ୍ୟ

ନୂଆଦିଲ୍ଲୀ,୧୫।୬: ନୀତି ଆୟୋଗ ବୈଠକରେ ନ୍ୟୁ ଇଣ୍ଡିଆ ପାଇଁ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ ହୋଇଛି। ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ୨୦୨୪…

ଡାକ୍ତରଙ୍କ ଧର୍ମଘଟ: ମମତାଙ୍କୁ ରିପୋର୍ଟ ତଲବ୍‌ କଲେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୫।୬: ପଶ୍ଚିମବଙ୍ଗରେ ଗୋଟିଏ ପରେ ଗୋଟିଏ ସମସ୍ୟା ମୁଣ୍ଡ ଟେକୁଛି। ଏହା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ହରଡ଼ଘଣାରେ ପକାଇବାରେ ଲାଗିଛି। ରାଜ୍ୟରେ ରାଜନୈତିକ ହିଂସା ଉଗ୍ର ରୂପ ନେଇଥିବାବେଳେ ଏବେ ଡାକ୍ତରଙ୍କ ଧର୍ମଘଟ ସ୍ବାସ୍ଥ୍ୟ ସେବାରେ ପ୍ରଶ୍ନଚିହ୍ନ ଲଗାଇଛି। ପଶ୍ଚିମବଙ୍ଗ…

ଜୀବନ ସାୟାହ୍ନରେ ଅବହେଳିତ: ଦେଶର ୮୯ ପ୍ରତିଶତ ଲୋକ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର କରନ୍ତି

ନୂଆଦିଲ୍ଲୀ,୧୫।୬: ପ୍ରତିବର୍ଷ ଜୁନ୍‌ ୧୫ରେ ବିଶ୍ୱସ୍ତରରେ ବୟସ୍କଙ୍କ ପ୍ରତି ଖରାପ ବ୍ୟବହାର ସଚେତନତା ଦିବସ( ଓ୍ବାଲ୍ଡ ଏଲଡର ଆବ୍ୟୁଜ୍‌ ଆଓ୍ବାରନେସ୍‌ ଡେ) ପାଳନ କରାଯାଇଥାଏ। ୨୦୧୨ରେ ଜାତିସଂଘରେ ଏନେଇ ଏକ ପ୍ରସ୍ତାବ ଆସିଥିଲା। ଏହା ସପକ୍ଷରେ ଉପସ୍ଥିତ ୧୨୭ ସଦସ୍ୟଙ୍କ ମଧ୍ୟରୁ…

ସାବଧାନ,ନଜର ରଖୁଛି ସିସିଟିଭି: ରାସ୍ତାରେ ଛେପ ପକାଇଲେ ଦେବାକୁ ହେବ ଜରିମାନା

ବଡ଼ଦୋରା,୧୫।୬: ଗୁଜରାଟର ଅହମ୍ମଦାବାଦ୍‌ ଓ ରାଜକୋଟ ପରେ ଏବେ ବଡ଼ଦୋରାରେ ରାସ୍ତାରେ ଛେପ ପକାଉଥିବା ଏବଂ ପରିସ୍ରା କରୁଥିବା ବ୍ୟକ୍ତି ବିଶେଷଙ୍କ ଉପରେ ଜରିମାନା ଲାଗୁ ହୋଇଛି। ଏଭଳି କରୁଥିବା ଲୋକଙ୍କ ଫଟୋ ସିିସିଟିଭିରୁ ସଂଗ୍ରହ କରାଯାଇ ସେମାନଙ୍କ ପ୍ରତି ଦଣ୍ଡବିଧାନ…

ବଜେଟ ଅଧିବେଶନରେ ରହିବେନି କେହି ପୂର୍ବତନ ପ୍ରଧାନମନ୍ତ୍ରୀ: ମନମୋହନଙ୍କ ୨୮ ବର୍ଷର ରାଜ୍ୟ ସଭା କାର୍ଯ୍ୟକାଳ ଶେଷ

ନୂଆଦିଲ୍ଲୀ,୧୫।୬: ଜୁନ୍‌ ୧୭ରୁ ଆରମ୍ଭ ହେବାକୁ ଥିବା ସଂସଦର ବଜେଟ୍‌ ଅଧିବେଶନରେ ଚଳିତଥର କୌଣସି ପୂର୍ବତନ ପ୍ରଧାନମନ୍ତ୍ରୀ ରହିବେ ନାହିଁ। ଦେଶରେ ଦୁଇଜଣ ପୂର୍ବତନ ପ୍ରଧାନମନ୍ତ୍ରୀ ଅଛନ୍ତି। ସେମାନେ ହେଉଛନ୍ତି ମନମୋହନ ସିଂ ଏବଂ ଦେବଗୌଡ଼ା। ଦେବଗୌଡ଼ା ଲୋକ ସଭା ନିର୍ବାଚନରେ…

ମୋଦି ଏବଂ ଯୋଗୀଙ୍କ ନେତୃତ୍ୱରେ ହେବ ରାମ ମନ୍ଦିର ନିର୍ମାଣ: ସଞ୍ଜୟ ରାଓ୍ବତ

ମୁମ୍ବାଇ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ହେବ। ଏନେଇ ଶିବସେନା ଏମ୍‌ପି ସଞ୍ଜୟ ରାଓ୍ବତ ମତପୋଷଣ କରିଛନ୍ତି। ଶିବସେନା ପ୍ରମୁଖ ଉଦ୍ଧବ ଠାକରେଙ୍କ ସହିତ ଦଳର ନବନିର୍ବାଚିତ…

ସମୁଦ୍ର କୂଳରେ ବସି ଭିଡିଓ କରୁଥିଲା ପରିବାର: ଅଚାନକ୍‌ ଆସିଲା ଢ଼େଉ…

ଗାନ୍ଧୀନଗର,୧୫।୬: ସମୁଦ୍ର କୂଳରେ ଥିବା ଏକ ମନ୍ଦିର ନିକଟରେ ଗୋଟିଏ ପରିବାର ବସି ମଜାମସ୍ତି କରୁଥିଲେ। ସେହି ସମୟରେ ହଠାତ୍‌ ଏକ ଉଚ୍ଚ ଢ଼େଉ ଆସି ତାଙ୍କୁ ପାଣି ଭିତରକୁ ଟାଣିନେଇଥିଲା। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଗୁଜରାଟର ପର୍ଯ୍ୟଟନସ୍ଥଳ କେନ୍ଦ୍ର…

ଅଧିକ ଟଙ୍କା ରୋଜଗାର ଆଶାରେ କୁଏତ୍‌ ଯାଇ ହଟହଟା: ଖାଇବାକୁ ମିଳୁନି ଦୁଇବେଳା; ଭିଡ଼ିଓ ଭାଇରାଲ

ଚଣ୍ଡିଗଡ଼,୧୫।୬: ଅଧିକ ଟଙ୍କା ରୋଜଗାର ଆଶାରେ କେତେକ ଭାରତୀୟ ଯୁବକ ବିଦେଶରେ ଚାକିରି କରିବାକୁ ଯାଉଛନ୍ତି। ତେବେ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଥିବା ଏକ ଭିଡ଼ିଓ ଏଭଳି ଯୁବକଙ୍କ ବିଦେଶରେ ଚାକିରି କରିବା ନିଶାରେ ସୃଷ୍ଟି କରିଛି ବାଧା। ପଞ୍ଜାବରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri