କ୍ଷମା ମାଗିଲେ ସ୍ବାଧୀ ପ୍ରଜ୍ଞା: ମଉନ ବ୍ରତ ରଖି ତ୍ରୁଟି ସୁଧାରିବେ
ଭୋପାଳ, ୨୦।୫: ଲୋକସଭା ନିର୍ବାଚନବେଳେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାର ପରିସରକୁ ଆସିଥିବା ଭାଜପା ପାର୍ଥୀ ସ୍ବାଧୀ ପ୍ରଜ୍ଞା ଠାକୁର ନିଜ ଭୁଲ ପାଇଁ କ୍ଷମା ମାଗିଛନ୍ତି। ଆଗକୁ କିଛିଦିନ ମଉନ ବ୍ରତ ରଖି ନିଜ ତ୍ରୁଟି ସୁଧାରିବାକୁ ଚେଷ୍ଟା କରିବେ…
୧୧ବର୍ଷର ଝିଅକୁ ୩୩ବର୍ଷୀୟ ଯୁବକଙ୍କୁ ବିକିଦେଲେ ପିତା: ୩ ଦିନ ବଳାତ୍କାର କରି ଛାଡ଼ିଦେଲେ ଯୁବକ
ଭୋପାଳ, ୨୦।୫: ମଧ୍ୟ ପ୍ରଦେଶର ଛତରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମଦୁଆ ନିଜ ୧୧ବର୍ଷ ଝିଅଙ୍କୁ ୫୦ ହଜାର ଟଙ୍କାରେ ୩୩ବର୍ଷୀୟ ଯୁବକଙ୍କୁ ବିକି ଦେଇଛନ୍ତିି। ଉକ୍ତ ଯୁବକ ଜଣଙ୍କ ଝିଅଟିକୁ ୩ ଦିନ ପର୍ଯ୍ୟନ୍ତ…
ଏଠି ପାଣି ନଷ୍ଟ କଲେ ଦେବାକୁ ପଡିବ ୫ଶହ ଟଙ୍କା ଜରିମାନା
ଗାନ୍ଧିଗନର,୨୦।୫: ଗୁଜରାଟର ଦାହୋଦରେ ଏବେ ପାଣି ନଷ୍ଟ କଲେ ଦେବାକୁ ପଡିବ ୨୫୦ରୁ ୫ ଶହ ଟଙ୍କା ଜରିମାନା। ଏଠାରେ ଅନେକ ସ୍ଥାନରେ ଜଳାଭାବ ଦେଖା ଦେଇଥିବାରୁ ଏମିତି ଏକ ନିୟମ ଲାଗୁ କରାଯାଇଛି। କେବଳ ସେତିକି ନୁହେଁ ପାଣି ନଷ୍ଟ…
ମହିଳାଙ୍କ ଗହଣା ଲୁଟନ୍ତି ନାହିଁ ଏହି ଲୁଟେରା ଗ୍ୟାଙ୍ଗ୍: ଜାଣନ୍ତୁ କାହିଁକି
ଗ୍ରେଟର ନୋଏଡା, ୨୦।୫: ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ପୋଲିସ ଏକ ଲୁଟେରା ଗ୍ୟାଙ୍ଗ୍କୁ ଗିରଫ କରିଛି। କାର୍ ଏବଂ ଗହଣା ଚୋରି କରୁଥିବା ଏହି ଗ୍ୟାଙ୍ଗ୍ ନାଁରେ ରହିଛି ୩୦ଟି ମାମଲା। ୨୦୧୫ରୁ ଏହି ଗ୍ୟାଙ୍ଗ୍ ବିଭିନ୍ନ ଚୋରି ଘଟଣାରେ…
ଏଥର ଦଳକୁ ନେଇ ନୁହେଁ ଯେମିତି ବ୍ୟକ୍ତି କୈନ୍ଦ୍ରିକ ହେଲା ନିର୍ବାଚନ
ନୂଆଦିଲ୍ଲୀ,୨୦।୫: ସରିଛି ଲୋକ ସଭା ନିର୍ବାଚନ। ହେଲେ ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। ଆଉ ୨ ଦିନ ପରେ ସ୍ପଷ୍ଟ ହେବ ଯେ ଇତିହାସର ସବୁଠାରୁ ଅଧିକ ସମୟ ଧରି ଚାଲିଥିବା ନିର୍ବାଚନରେ କିଏ ବିଜୟୀ ହେଲା। ପୂର୍ବ ନିର୍ବାଚନକୁ…
ବିଶ୍ୱର ସବୁଠାରୁ ଉଚ୍ଚ ପୋଲିଂ ବୁଥ୍ରେ ହୋଇଛି ୧୪୩ ପ୍ରତିଶତ ମତଦାନ
ଶିମ୍ଲା,୨୦।୫: ଅବିଶ୍ୱାସ ଲାଗୁଥିଲେ ବି ସତ। ବିଶ୍ୱର ସବୁଠାରୁ ଉଚ୍ଚରେ ଥିବା ହିମାଚଳ ପ୍ରଦେଶର ତାସିଗାଙ୍ଗ ଗାଁରେ ରବିବାର ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟରେ ୧୪୩ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏହାସହ ସମସ୍ତ ମତ ଠିକ୍ ବୋଲି…
ଏନ୍ଡିଏ ନେତାଙ୍କ ପାଇଁ ରାତ୍ରଭୋଜିର ଆୟୋଜନ କଲେ ଶାହ
ନୂଆଦିଲ୍ଲୀ,୨୦।୫: ଭାଜପା ଅଧ୍ୟକ୍ଷ ଅମିତ ଶାହ ମଙ୍ଗଳବାର ଏନ୍ଡିଏ ନେତାଙ୍କ ପାଇଁ ମଙ୍ଗଳବାର ଏକ ରାତ୍ରଭୋଜିର ଆୟୋଜନ କରିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଶାହ ଲୋକ ସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ଗୋଟିଏ ଦିନ ଆଗରୁ ନ୍ୟାଶନାଲ…
ଯୌତୁକରେ ମୋଟରସାଇକେଲ ନ ମିଳିବାରୁ ବିବାହ ମଣ୍ଡପରୁ ଫେରିଲେ ବର
ଜୟପୁର, ୨୦।୫: ଯୌତୁକ ନ ମିଳିବାରୁ ବିବାହ ମଣ୍ଡପରୁ ଫେରି ଯାଇଛନ୍ତି ବର। ରାଜସ୍ଥାନର ବାରନ ଜିଲାରେ ଏଭଳି ଘଟଣା ଘଟିଛି। ଏନେଇ ଥାନାରେ ଏତଲା ଦେଇଛନ୍ତି କନ୍ୟା। ସୂଚନାଯୋଗ୍ୟ, ଝାଲାବାଡ ଜିଲାର ମେଘରାଜ ଲୋଧା ନିଜ ବିବାହ ପୂର୍ବରୁ ମୋଟ…
ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ
ମୁଜଫରନଗର, ୨୦।୫: ଉତ୍ତର ପ୍ରଦେଶର ମୁଜାଫରନଗରରେ ଏକ ଚାଞ୍ଜଲ୍ୟକର ଘଟଣା ଘଟିଛି। ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ପିଟପିଟି ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟାର ୧୫ ଦିନ ପରେ ଏକ ନାଳରୁ ପୋଲିସ ହରିଶ୍(୩୧)ଙ୍କ ମୃତଦେହ ଉଦ୍ଧାର କରିଛି। ଏହି ଘଟଣାରେ…
ଲଞ୍ଚ ହେଲା ପିଏମ୍ଙ୍କ ବାୟୋପିକ୍ର ପୋଷ୍ଟର: ଲେଖାଅଛି ‘ପୁଣିଥରେ ମୋଦି ଏବେ କେହି ଅଟକାଇ ପାରିବେ ନାହିଁ’
ମୁମ୍ବାଇ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍ର ପୋଷ୍ଟର ସୋମବାର ଲଞ୍ଚ କରାଯାଇଛି। କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ ଓ ଅଭିନେତା ବିବେକ ଓବରଏ ମହାରାଷ୍ଟ୍ରର ନାଗପୁରରେ ଏହି ପୋଷ୍ଟର ଲଞ୍ଚ କରିଛନ୍ତି। ଏହି ପୋଷ୍ଟରରେ ଲେଖାଅଛି, ‘ପୁଣିଥରେ ଆସୁଛନ୍ତି ପିଏମ୍ ନରେନ୍ଦ୍ର ମୋଦି,…
କମଲ ହାସନଙ୍କୁ ମିଳିଲା ଆଗୁଆ ଜାମିନ
ଚେନ୍ନାଇ,୨୦।୫: ଅଭିନେତାରୁ ରାଜନେତା ହୋଇଥିବା କମଲ ହାସନ କିଛିଦିନ ହେବ ବିବାଦ ଘେରରେ ରହିଛନ୍ତି। ମାହତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ପ୍ରଥମ ହିନ୍ଦୁ ଆତଙ୍କବାଦୀ କହିବାରୁ ତାଙ୍କ ନାଁରେ କୋର୍ଟରେ ମାମଲା ଦାୟର କରାଯାଇଥିଲା। ଏହି ମାମଲରେ ସୋମବାର ତାଙ୍କୁ…
ପୋଲିସ ସବ୍-ଇନ୍ସପେକ୍ଟରଙ୍କୁ ପିଟିପିଟି ହତ୍ୟା
ନୂଆଦିଲ୍ଲୀ, ୨୦।୫: ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ପୋଲିସ ସବ୍-ଇନ୍ସପେକ୍ଟରଙ୍କୁ ପିଟିପିଟି ହତ୍ୟା କରାଯାଇଛି। ପୂର୍ବ ଦିଲ୍ଲୀର ବିବେକ ବିାହର ଥାନାରେ କାର୍ଯ୍ୟରତ ଥିବା ରାଜକୁମାର ଅବୈଧ ଗଞ୍ଜେଇ ଏବଂ ମଦ ବେପାର ରୋକିବା ପାଇଁ ବିଭିନ୍ନ…
Archives


