ଜାତୀୟ

ବାଲାକୋଟ ଏୟାରଷ୍ଟ୍ରାଇକ୍‌ ସଫଳ ହେଲେ ଫୋନ୍‌ରେ ‘ବନ୍ଦର’ କହି ସୂଚନା ଦେବାକୁ ନିର୍ଦ୍ଦେଶ ଦେଇଥିଲେ ଧନଓ୍ବା

ନୂଆଦିଲ୍ଲୀ,୪।୯: ବାଲାକୋଟ୍‌ ଏୟାରଷ୍ଟ୍ରାଇକ୍‌ ନେଇ ଅପରେଶନ୍‌ ପ୍ରମୁଖ ଏୟାର ମାର୍ଶଲ ସି.ହରି କୁମାର କେତେକ ଗୁପ୍ତ ସୂଚନା ଦେଇଛନ୍ତି। ସେ ଦିନ ହରିଙ୍କର ଜନ୍ମ ଦିନ ଥିଲା। ତେବେ ରାତ୍ର ୧୨ଟାରେ ସେ ସ୍ବାଭାବିକ ଭାବେ ସାଙ୍ଗମାନଙ୍କ ସହିତ ଇଣ୍ଡିଆ ଗେଟ୍‌…

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଅପରେଶନ୍‌ ପାଇଁ ହସ୍ପିଟାଲରେ ଭର୍ତ୍ତି

ଅହମ୍ମଦାବାଦ୍‌,୪।୯: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଅଚାନକ ଅହମ୍ମଦାବାଦ୍‌ରେ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏକ ଛୋଟ ଅପରେଶନ ଲାଗି ଏପରି କରାଯାଇଥିବା କୁହାଯାଉଛି। ତେବେ ସନ୍ଧ୍ୟା ମଧ୍ୟରେ ତାଙ୍କୁ ଡିସଚାର୍ଜ କରାଯିବ…

ଅଯୋଧ୍ୟା ମାମଲା: ନିର୍ମୋହି ଆଖଡ଼ାକୁ ପୂଜା କରିବା ଅନୁମତି ଥିଲା; ନ ଥିଲା ଜମିର ଅଧିକାର କହିଲେ ମୁସଲମାନ୍‌ ପକ୍ଷ ଆଇନଜୀବୀ

ନୂଆଦିଲ୍ଲୀ,୪।୯: ଅଯୋଧ୍ୟା ମାମଲାର ୧୯ତମ ଦିନର ଶୁଣାଣି ବୁଧବାର ହୋଇଛି। ଏଥିରେ ମୁସଲମାନ୍‌ ପକ୍ଷ ଆଇନଜୀବୀ ରାଜୀବ ଧାଓ୍ବନ ଖଣ୍ଡପୀଠଙ୍କ ସମ୍ମୁଖରେ କହିଛନ୍ତି ଯେ, ୧୮୮୫ ପରଠାରୁ ନିର୍ମୋହି ଆଖଡ଼ା ପାଖରେ ବିବାଦୀୟ ଜମିରେ ପୂଜା କରିବାକୁ ଅନୁମତି ଥିଲା। ତେବେ…

ଗୁରୁଦିବସ ଅବସରରେ ସମ୍ମାନିତ ହେବେ ୪୬ ଶିକ୍ଷକ

ନୂଆଦିଲ୍ଲୀ,୪।୯: ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିନ ସେପ୍ଟେମ୍ବର ୫ରେ ପଡ଼ୁଥିବା ବେଳେ ସମଗ୍ର ଦେଶରେ ଏହି ଦିନକୁ ଗୁରୁ ଦିବସ ଭାବେ ପାଳନ କରାଯାଏ। ଏହି ଦିନ ଛାତ୍ରୀଛାତ୍ରମାନେ ଗୁରୁଙ୍କୁ ପୂଜାର୍ଚ୍ଚନା କରିଥାନ୍ତି। ଚଳିତ ଗୁରୁଦିବସ ଅବସରରେ ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ବିିହାରରେ ଏନ୍‌ଆର୍‌ସି ଲାଗୁ ନେଇ ଭାଜପା-ଜେଡ଼ିୟୁ ମୁହାଁମୁହିଁ

ପାଟନା,୪।୯: ବିହାରରେ ଏନ୍‌ଆର୍‌ସି ଲାଗୁ ନେଇ ଭାଜପା ଏବଂ ଶାସକ ଜେଡ଼ିୟୁ ମୁହାଁମୁହିଁ ହୋଇଛନ୍ତି। ଭାଜପା ରାଜ୍ୟସଭା ଏମ୍‌ପି ରାକେଶ ସିହ୍ନା ବିହାରର କଟିହାର, ପୂର୍ନିୟା, କିଶନଗଞ୍ଜ୍‌ ଆଦି ଅଞ୍ଚଳରେ ବୃଦ୍ଧି ପାଉଥିବା ଜନସଂଖ୍ୟା ନେଇ ଏନ୍‌ଆର୍‌ସି ଲାଗୁ ଉପରେ ଜୋର୍‌…

ଚାଇନା ବୈଦେଶିକ ମନ୍ତ୍ରୀଙ୍କ ଗସ୍ତକୁ ବାତିଲ କଲା ଭାରତ

ନୂଆଦିଲ୍ଲୀ, ୪।୯: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍‌ ୟି ସେପ୍ଟେମ୍ବର ୯ରେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ଏହି ଗସ୍ତକୁ ସ୍ଥଗିତ କରିବାକୁୁ ପରାମର୍ଶ ଦେଇଛି ଭାରତ। ଏହି ଗସ୍ତ କାଳରେ ଓ୍ବାଙ୍ଗ୍‌ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ଝଟକା: ମିଳିବନି ଆଉ ଆଜୀବନ ସରକାରୀ ସୁବିଧା ସୁଯୋଗ

ଜୟପୁର,୪।୯: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ନିଷ୍ପତ୍ତି ଯୋଗୁ ଏକ ବଡ଼ ଝଟକା ଲାଗିଛି। ଏଣିକି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଆଉ ଆଜୀବନ ବିଭିନ୍ନ ସରକାରୀ ସୁବିଧା ସୁଯୋଗ ମିଳିବନି। ହାଇକୋର୍ଟ ରାଜସ୍ଥାନ ମନ୍ତ୍ରୀ ବେତନ ସଂଶୋଧନ ଅଧିନିୟମ ୨୦୧୭କୁ ଅବୈଧ ଘୋଷିତ…

ଲଗାଣ ବର୍ଷାରେ ବେହାଲ ମାୟାନଗରୀ: ସହରରେ ଆଲର୍ଟ, ସ୍କୁଲ, କଲେଜ ବନ୍ଦ

ମୁମ୍ବାଇ,୪।୯: ମୁମ୍ବାଇ ଓ ଆଖପାଖ ଜିଲାରେ ମଙ୍ଗଳବାର ଲଗାତାର ବର୍ଷା ଯୋଗୁ ସହରର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଯାଇଛି। ମୁମ୍ବାଇର କିଙ୍ଗ୍‌ ସର୍କିଲ ଓ ଗାନ୍ଧୀ ମାର୍କେଟ ଅଞ୍ଚଳରେ ରାସ୍ତା ଉପରେ ପାଣି ଭର୍ତ୍ତି ହୋଇଯାଇଛି। ଫଳରେ ଲୋକମାନଙ୍କୁ ଘରୁ ବାହାରିବା…

ପିଓକେରେ ଆତଙ୍କବାଦୀଙ୍କୁ ତାଲିମ୍‌ ଦେଉଛି ପାକିସ୍ତାନ ସୈନ୍ୟ ବିଭାଗ: ରେଶିୟନ୍‌-କଦଲନ ଗଲି ମଧ୍ୟ ଦେଇ ଭାରତରେ ଅନୁପ୍ରବେଶ ଷଡ଼ଯନ୍ତ୍ର

ଶ୍ରୀନଗର,୪।୯: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଷଡ଼ଯନ୍ତ୍ର ରଚାଯାଉଛି। ଏଠାରେ ପାକିସ୍ତାନ ସୈନ୍ୟ ବିଭାଗର ୫୦ ଜଣ କମାଣ୍ଡୋ ଆତଙ୍କବାଦୀଙ୍କୁ ଆବଶ୍ୟକ ତାଲିମ୍‌ ଦେଉଛନ୍ତି। ସେମାନଙ୍କୁ କଶ୍ମୀରର ରେଶିୟନ୍‌ ଓ କଦଲନ ଗଲି ମଧ୍ୟ ଦେଇ ଭାରତରେ…

ନୂଆ ନିୟମ: ଗାଡ଼ିଠାରୁ ମହଙ୍ଗା ହେଲା ଜରିମାନା

ଗୁରୁଗ୍ରାମ,୪।୯: ସେପ୍ଟେମ୍ବର ୧ରୁ ଦେଶରେ ନୂଆ ମୋଟର ଯାନ ସଂଶୋଧନ ଆଇନ ଲାଗୁ ହୋଇଛି। ଫଳରେ ଟ୍ରାଫିକ୍‌ ଉଲଂଘନ କରୁଥିବା ବ୍ୟକ୍ତିଙ୍କୁ ପୂର୍ବ ତୁଳନାରେ ୧୦ ଗୁଣା ଅଧିକ ଜରିମାନା ଦେବାକୁ ପଡୁଛି। ଏହି ନିୟମ ଅନୁସାରେ, ଗୁରୁଗ୍ରାମର ଜଣେ ସ୍କୁଟର…

ଶିବ କୁମାରଙ୍କ ଗିରଫ ନେଇ କର୍ନାଟକରେ ହିଂସାକାଣ୍ଡ: ଜଳିଲା ୨ ବସ୍‌, ସ୍କୁଲ-କଲେଜ ବନ୍ଦ

ବେଙ୍ଗାଲୁରୁ,୪।୯: କର୍ନାଟକ କଂଗ୍ରେସର ବରିଷ୍ଠ ନେତା ଡି.କେ.ଶିବକୁମାରଙ୍କ ଗିରଫ ପରେ ସ୍ଥିତି ଅଣାୟତ୍ତ ହୋଇଛି। ଏଠାରେ କଂଗ୍ରେସ ସମର୍ଥକଙ୍କ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି। ରାମନଗରରେ ୨ ବସ୍‌କୁ ପ୍ରଦର୍ଶନକାରୀ ଜଳାଇ ଦେଇଛନ୍ତି। ସେହିପରି ୧୦ରୁ ଅଧିକ ବସ ଉପରେ ପଥରମାଡ଼…

ପୁଲଓ୍ବାମା ଆକ୍ରମଣ: ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କଲା ସିଆର୍‌ପିଏଫ୍‌ ରିପୋର୍ଟ

ନୂଆଦିଲ୍ଲୀ,୪।୯: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ରିପୋର୍ଟର ତଥ୍ୟ ପ୍ରକାଶ ପାଇଛି। ସିଆର୍‌ପିଏଫ୍‌ ପକ୍ଷରୁ ପ୍ରକାଶିତ ଏହି ରିପୋର୍ଟରେ ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କରାଯାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଫେବୃୟାରୀ ୧୪ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଭାରତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri