ରୁଷିଆ ଗସ୍ତରେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୪ା୯(ପି.ଟି.): ଭ୍ଲାଡିଭୋଷ୍ଟକରେ ବୁଧବାରଠାରୁ ଅନୁଷ୍ଠିତ ହେବାକୁ ଥିବା ପୂର୍ବାଞ୍ଚଳ ଅର୍ଥନୈତିକ ଫୋରମ୍ (ଇଇଏଫ୍)ରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରୁଷିଆ ଗସ୍ତ କରିଛନ୍ତି। ତାଙ୍କର ଏହି ଗସ୍ତ କାଳରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହ ବିଭିନ୍ନ ଆଞ୍ଚଳିକ…
ଓଏନ୍ଜିସି ପ୍ଲାଣ୍ଟରେ ଅଗ୍ନିକାଣ୍ଡ: ୪ ମୃତ
ମୁମ୍ବାଇ, ୪ା୯: ମୁମ୍ବାଇଠାରୁ ୪୫ କି.ମି. ଦୂର ଉରାନ୍ସ୍ଥିତ ରାଷ୍ଟ୍ରାୟତ୍ତ ତୈଳ ଓ ଗ୍ୟାସ୍ ପ୍ରୋସେସିଂ ପ୍ଲାଣ୍ଟ ଓଏନ୍ଜିସିରେ ମଙ୍ଗଳବାର ସକାଳେ ହଠାତ୍ ଅଗ୍ନିକାଣ୍ଡ ଘଟିବାରୁ ୩ ସିଆଇଏସ୍ଏଫ୍ (କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀ)ର ଯବାନଙ୍କ ସମେତ ୪ ଜଣଙ୍କ ମୃତ୍ୟୁ…
ସ୍କୁଟିଚାଳକଙ୍କୁ ୨୩ ହଜାର ଜରିମାନା
ନୂଆଦିଲ୍ଲୀ, ୪ା୯: ସେପ୍ଟେମ୍ବର ପହିଲାରୁ ମୋଟର ଯାନ ସଂଶୋଧନ ଆଇନ ଲାଗୁହେବା ପରେ ଦିଲ୍ଲୀର ଗୁରୁଗ୍ରାମଠାରେ ଜଣେ ସ୍କୁଟି ଚାଳକଙ୍କ ଉପରେ ଟ୍ରାଫିକ ପୋଲିସ ୨୩ ହଜାର ଟଙ୍କାର ଜରିମାନା ଲଗାଇଛି। ସ୍କୁଟି ଚାଳକ ହେଲ୍ମେଟ ପିନ୍ଧି ନ ଥିବାବେଳେ ତାଙ୍କ…
ଅଜିତ ଯୋଗୀଙ୍କ ପୁଅ ଗିରଫ
ବିଳାସପୁର,୪ା୯(ପି.ଟି.): ନିର୍ବାଚନ ସତ୍ୟପାଠରେ ଜାଲିଆତି ଅଭିଯୋଗରେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପୁଅ ଅମିତ୍ଙ୍କୁ ମଙ୍ଗଳବାର ବିଳାସପୁର ଜିଲାରୁ ଗିରଫ କରାଯାଇଛି। ୨୦୧୩ ଛତିଶଗଡ଼ ବିଧାନସଭା ନିର୍ବାଚନ ବେଳେ ସେ ଦାଖଲ କରିଥିବା ସତ୍ୟପାଠରେ ଜାଲିଆତି କରିଥିବା ପୋଲିସ କହିଛି।…
ମନି ଲଣ୍ଡରିଂ ମାମଲା: କଂଗ୍ରେସ ନେତା ଶିବକୁମାର ଗିରଫ
ନୂଆଦିଲ୍ଲୀ, ୪ା୯: କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମନି ଲଣ୍ଡରିଂ ମାମଲାରେ ମଙ୍ଗଳବାର ଗିରଫ କରିଛି। କର୍ନାଟକର ଏହି ପୂର୍ବତନ ମନ୍ତ୍ରୀ ତଥା କନକପୁରା ବିଧାୟକଙ୍କୁ କେନ୍ଦ୍ରୀୟ ଏଜେନ୍ସି ଦ୍ୱାରା କ୍ରମାଗତ ଭାବେ ଜେରା କରାଯାଇଥିଲା। ଏବେ…
୩୦ ଦିନ ପୂରିଲା : ସ୍ବାଭାବିକ ହୋଇନି ଉପତ୍ୟକା
ଶ୍ରୀନଗର,୪ା୯(ପି.ଟି.): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ୩୦ ଦିନ ପୂରିଥିବାବେଳେ ଏବେ ବି ଉପତ୍ୟକାରେ ସ୍ବାଭାବିକ ଅବସ୍ଥା ଫେରିନାହିଁ। କଶ୍ମୀରର ଅଧିକାଂଶ ସ୍ଥାନରେ ଦିନବେଳା କଟକଣା କୋହଳ ହୋଇଥିବାବେଳେ ବଜାର ଓ…
ଲ୍ୟାଣ୍ଡର୍ ବିକ୍ରମର ପ୍ରଥମ ଡି-ଅର୍ବିଟାଲ ଅପରେଶନ୍ ଶେଷ
ଚେନ୍ନାଇ: ସେପ୍ଟେମ୍ବର ୨ ତାରିଖ ୧ଟା ୧୫ ମିନିଟ୍ରେ ଅର୍ବିଟର୍ରୁ ଭାରତର ପ୍ରଥମ ମୁନ୍ ଲ୍ୟାଣ୍ଡର ବିକ୍ରମ ଅଲଗା ହୋଇ ଚନ୍ଦ୍ରର ନିକଟତର ହେବାରେ ଲାଗିଛି। ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ କେନ୍ଦ୍ର (ଇସ୍ରୋ) ଲ୍ୟାଣ୍ଡର୍ର ପ୍ରଥମ ଡି-ଅର୍ବିଟାଲ ଅପରେଶନ(ଅଧିକ ଉଚ୍ଚତାରେ ଥିବା…
ସୁନିଲ ଆରୋରା ବିଶ୍ୱ ନିର୍ବାଚନ ସଂସ୍ଥା ସଂଘର ଅଧ୍ୟକ୍ଷ
ନୂଆଦିଲ୍ଲୀ, ୪-୯: ମୁଖ୍ୟ ନିର୍ବାଚନ କମିଶନର ସୁନିଲ ଆରୋରା ମଙ୍ଗଳବାର ବିଶ୍ୱ ନିର୍ବାଚନ ସଂସ୍ଥା ସଂଘର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ୨୦୨୧ ପର୍ଯ୍ୟନ୍ତ ଏହି ଦାୟିତ୍ୱରେ ରହିବେ। ନୂଆଦିଲ୍ଲୀରେ ଥିବା ଭାରତୀୟ ଅନ୍ତର୍ଜାତୀୟ ଗଣତନ୍ତ୍ର ଓ ନିର୍ବାଚନ…
ଭର୍ତ୍ତୃହରିଙ୍କ ବାଗ୍ଦାଦ୍ ଯାତ୍ରା:ଏସିଆନ୍ ପାର୍ଲାମେଣ୍ଟାରୀ ଆସେମ୍ବ୍ଲିରେ ଯୋଗଦେବେ
ନୂଆଦିଲ୍ଲୀ: ଇରାକର ରାଜଧାନୀ ବାଗ୍ଦାଦ୍ରେ ଅନୁଷ୍ଠିତ ହେବାକୁ ଥିବା ଏସିଆନ୍ ପାର୍ଲାମେଣ୍ଟାରୀ ଆସେମ୍ବ୍ଲିରେ ଯୋଗଦେବା ଲାଗି ଭାରତ ପକ୍ଷରୁ କଟକ ଏମ୍ପି ଭର୍ତ୍ତୃହରି ମହତାବ ମଙ୍ଗଳବାର ସେଠାକୁ ଯାତ୍ରା କରିଛନ୍ତି। ଉକ୍ତ ୩ଦିନିଆ ସମ୍ମିଳନୀରେ ଭର୍ତ୍ତୃହରି ଭାରତର ଦୃଷ୍ଟିକୋଣ ସମ୍ପର୍କରେ ବକ୍ତବ୍ୟ…
କଶ୍ମୀର ସ୍ଥିତି ସ୍ବାଭାବିକ ନାହିଁ:ଶ୍ରୀନଗର ମେୟର
ଶ୍ରୀନଗର, ୩।୯: ଜମ୍ମୁ-କଶ୍ମୀର ସଡ଼କରେ କୌଣସି ହିଂସା କିମ୍ବା ମୃତଦେହ ପଡୁ ନ ଥିବାର ଅର୍ଥ ସେଠାରେ ସବୁକିଛି ସ୍ବଭାବିକ ଅଛି ଭାବିବା ଭୁଲ୍ ବୋଲି ଶ୍ରୀନଗର ମେୟର ଜୁନେଦ ଅଜିମ ମଟ୍ଟୁ କହିଛନ୍ତି। ଜେକେପିସି ନେତା ମଟ୍ଟୁ କହିଛନ୍ତି, ତାଙ୍କ…
ବିଚାର ବିଭାଗୀୟ ହାଜତରେ କମଲନାଥଙ୍କ ଭଣଜା
ନୂଆଦିଲ୍ଲୀ,୩।୯: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ତଥା ବ୍ୟବସାୟୀ ରତୁଲ ପୁରୀଙ୍କୁ ଦିଲ୍ଲୀର ଏକ କୋର୍ଟ ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇଦେଇଛନ୍ତି। ବ୍ୟାଙ୍କ ଋଣ ଜାଲିଆତିରେ ସଂପୃକ୍ତ ଓ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତାଙ୍କ…
ଭାରତ ଆସିବେନି ଇସ୍ରାଏଲ ପ୍ରଧାନମନ୍ତ୍ରୀ: ୫ ଦିନ ପୂର୍ବରୁ ବାତିଲ କଲେ ଯାତ୍ରା
ନୂଆଦିଲ୍ଲୀ,୩।୯: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେନ୍ୟାମିନ୍ ନୋତାନେହୁଙ୍କ ଭାରତ ଗସ୍ତ ବାତିଲ ହୋଇଛି। ଯାତ୍ରାର ୫ ଦିନ ପୂର୍ବରୁ ଏହାକୁ ବାତିଲ କରାଯାଇଥିବା ନେଇ ଜଣାପଡ଼ିଛି। ମଙ୍ଗଳବାର ନୋତାନେହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନରେ କଥା ହୋଇଥିଲେ। ଇସ୍ରାଏଲରେ ନିର୍ବାଚନ…
Archives


