ଜାତୀୟ

ଅସୁସ୍ଥ ଆନ୍ନା ହଜାରେ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୩।୯: ସାମାଜିକ କର୍ମୀ ଆନ୍ନା ହଜାରେଙ୍କୁ ମଙ୍ଗଳବାର ମହାରାଷ୍ଟ୍ରର ପୁନେର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଥଣ୍ଡା, କାଶରେ ପୀଡ଼ିତ ଥିବା ବେଳେ ଛାତିରେ ସଂକ୍ରମଣ ହେବା ଯୋଗୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ଆନ୍ନାଙ୍କ ଏକ ସହଯୋଗୀ କହିଛନ୍ତି।…

ଯେଉଁଠି ଦେବୀଦେବତାଙ୍କୁ ମିଳେ ଦଣ୍ଡ

ଅଦାଲତରେ ସାଧାରଣତଃ ମଣିଷମାନଙ୍କୁ ଦଣ୍ଡ ବିଧାନର ବ୍ୟବସ୍ଥା ରହିଛି। ସେମିତି ଗାଁ ଗଣ୍ଡାରେ ଦେବୀଦେବତାଙ୍କୁ ସାକ୍ଷୀ ରଖି ବିଭିନ୍ନ ପ୍ରକାର ମାମଲାର ସମାଧାନ କରାଯାଇଥିବା ମଧ୍ୟ ଦେଖିବାକୁ ମିଳେ। ହେଲେ ଛତିଶଗଡ଼ ବସ୍ତର ଅଞ୍ଚରେ ଥିବା ଆଦିବାସୀମାନଙ୍କ ଅଦାଲତରେ ଦେବୀ ଦେବତାଙ୍କୁ…

ଅଧରାତିରେ ଆଇପିଏସ୍‌ ସ୍ତରରେ ଅଦଳବଦଳ କଲେ ଯୋଗୀ ସରକାର

ଲକ୍ଷ୍ନୌ,୩।୯: ଯୋଗୀ ସରକାରଙ୍କ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ପରେ ପ୍ରଥମ ଥର ପ୍ରଶାସନିକ ବିଭାଗରେ ଅଦଳବଦଳ କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୨୦ ଆଇଏସ୍‌ ଓ ୪ ପିସିଏସ୍‌ ସମେତ ନିଜର କାର୍ଯ୍ୟାଳୟରେ ଖାଲିପଡ଼ିଥିବା ସଚିବ ପଦ…

ଆଉ ଦୁଇ ଦିନ ରିମାଣ୍ଡରେ ରହିବେ ଚିଦାମ୍ବରମ

ନୂଆଦିଲ୍ଲୀ,୩।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କୁ ପୁଣିଥରେ ସିବିଆଇ କଷ୍ଟୋଡିରେ ରଖାଯିବ। ମଙ୍ଗଳବାର ଆଇଏନ୍‌ଏକ୍ସ ମିଡିଆ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଆସନ୍ତା ୫ ତାରିଖ ଅର୍ଥାତ୍‌ ଗୁରୁବାର ପର୍ଯ୍ୟନ୍ତ ଚିଦାମ୍ବରମଙ୍କ ରିମାଣ୍ଡ ଅବଧିକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ, ସୋମବାର ଚିଦାମ୍ବରମଙ୍କ…

ଭିକ ମାଗି ଜୌହର ବିଶ୍ୱବିଦ୍ୟାଳୟ ଗଢ଼ିଛନ୍ତି ଆଜମ ଖାନ: ମୁଲାୟମ ସିଂ ଯାଦବ

ଲକ୍ଷ୍ନୌ,୩।୯: ବହୁତ ଦିନର ନୀରବତା ପରେ ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବ ଗଣମାଧ୍ୟମ ସାମ୍ନାକୁ ଆସିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ ରାମପୁର ଏମ୍‌ପି ଆଜମ୍‌ ଖାନଙ୍କୁ ପ୍ରଶଂସା କରିଛନ୍ତି। ଭିକ ମାଗି, ଦେଶ-ବିଦେଶରୁ ଚାନ୍ଦା ସଂଗ୍ରହ କରି…

ସେନାରେ ଯୋଗ ଦେବାକୁ ଆଗ୍ରହ ପ୍ରକାଶ କରୁଛନ୍ତି ଜମ୍ମୁ-କଶ୍ମୀର ଯୁବକ

ଶ୍ରୀନଗର,୩।୯: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଓ ୩୫(ଏ) ହଟାଇ ଦିଆଯିବା ପରେ ସେଠାରେ ଏବେ ଭିନ୍ନ ବାତାବରଣ ଦେଖିବାକୁ ମିଳିଛି। ଗୋଟିଏ ଦିନ ପୂର୍ବରୁ ଏଠାକାର ଶହ ଶହ ଯୁବକ ସେନାରେ ଭର୍ତ୍ତି ହୋଇଥିବା ବେଳେ ମଙ୍ଗଳବାର ପୁଣି ଏମିତି କିଛି…

କଶ୍ମୀରର ୧୦୦ ଜଣିଆ ପ୍ରତିନିଧିଙ୍କୁ ଭେଟିଲେ ଶାହ

ନୂଆଦିଲ୍ଲୀ,୩।୯: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଙ୍ଗଳବାର କଶ୍ମୀରର ୧୦୦ ଜଣିଆ ଏକ ପ୍ରତିନିଧି ଦଳଙ୍କୁ ନିଜ କାର୍ଯ୍ୟାଳୟରେ ଭେଟିଛନ୍ତି। ଏହି ପ୍ରତିନିଧି ଦଳରେ କଶ୍ମୀରର ୨୨ ଜଣ ସରପଞ୍ଚ ସାଙ୍ଗକୁ ଅନେକ ସରକାରୀ ଅଧିକାରୀ ରହିଛନ୍ତି। ଧାରା ୩୭୦ ଉଚ୍ଛେଦ…

୫୨ ବର୍ଷୀୟ ରିକ୍ସାବାଲାଙ୍କ ପ୍ରେମରେ ପଡିଥିଲେ ୩ ହଜାର ଯୁବତୀ

ବରେଲି,୩।୯: ଉତ୍ତର ପ୍ରଦେଶ ବରେଲିର ଇଜ୍ଜତ ନଗର ଥାନା ଅଞ୍ଚଳରୁ ଏମିତି ଏକ ଖବର ଆସିଛି ଯାହା ସମସ୍ତଙ୍କୁ ଚକିତ କରିଛି। ବରେଲିର ନୁରୁଲ ହାସନ ନାମକ ଜଣେ ରିକ୍ସା ଚାଳକ ଫେସ୍‌ବୁକ୍‌ରେ ନିଜକୁ ଆଇପିଏସ୍‌ ଅଧିକାରୀ ବୋଲି ପରିଚୟ ଦେଇଥିଲେ।…

ଡାକ୍ତରଙ୍କ ଉପରକୁ ହାତ ଉଠାଇଲେ ୧୦ ବର୍ଷ ଜେଲ, ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା

ନୂଆଦିଲ୍ଲୀ,୩।୯: ଏଣିକି କାର୍ଯ୍ୟରତ ଡାକ୍ତରଙ୍କ ଉପରକୁ ହାତ ଉଠାଇଲେ ୧୦ ବର୍ଷ ଜେଲ ସହ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡିବ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଡାକ୍ତରଙ୍କ ପାଇଁ ଏକ ବିଲ୍‌ ଆଣିଛନ୍ତି। ଏହି ବିଲ୍‌ ମୁତାବକ, ଡାକ୍ତରଙ୍କୁ ଆକ୍ରମଣ…

ସୋନିଆଙ୍କୁ ଭେଟିଲେ ଏଏପି ବିଧାୟିକା ଅଳକା

ନୂଆଦିଲ୍ଲୀ,୩।୯: ଏଏପିର ବିଦ୍ରୋହୀ ବିଧାୟିକା ଅଳକା ଲମ୍ବା ମଙ୍ଗଳବାର କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି। ୧୦ ଜନପଥରେ ଥିବା ସୋନିଆଙ୍କ ଘରେ ସେ ତାଙ୍କୁ ଭେଟିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, କିଛିଦିନ ହେବ ଏଏପିର ଏହି ଅସନ୍ତୁଷ୍ଟ ବିଧାୟିକା…

ଚନ୍ଦ୍ରଯାନ-୨: ଲ୍ୟାଣ୍ଡର ବିକ୍ରମର ସଫଳତା

ନୂଆଦିଲ୍ଲୀ,୩।୯: ଚନ୍ଦ୍ରଯାନ-୨ର ଅର୍ବିଟରରୁ ଲ୍ୟାଣ୍ଡର ବିକ୍ରମ ସୋମବାର ଅଲଗା ହୋଇଥିଲା ବୋଲି ସୂଚନା ଦେଇଥିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)। ଏହାପରେ ମଙ୍ଗଳବାର ଲ୍ୟାଣ୍ଡର ବିକ୍ରମ ଆଉ ଏକ ସଫଳତା ପାଇଛି ବୋଲି ଇସ୍ରୋର ବୈଜ୍ଞାନିକମାନେ ସୂଚନା ଦେଇଛନ୍ତି। ଇସ୍ରୋର ସୂଚନା…

କୁପୋଷଣ ଦୂର କରିବାକୁ ବିଦ୍ୟାଳୟରେ ପରିବା ଚାଷ କରୁଛନ୍ତି ଛାତ୍ର

ବିଳାସପୁର,୩।୯: ଛତିଶଗଡ଼ର ବିଳାସପୁର ଜିଲା ମସ୍ତୁରି ବ୍ଲକରେ ରହିଛି ଶାସକୀୟ ବାଳକ ପୂର୍ବ ମାଧ୍ୟମିକ ବିଦ୍ୟାଳୟ। ଏଠାରେ ଶିକ୍ଷକତା କରୁଥିବା ବାବୁଲାଲ କର୍ଷ ପ୍ରାୟ ୩ ବର୍ଷ ହେବ ଛାତ୍ରମାନଙ୍କ ସହାୟତାରେ ବିଦ୍ୟାଳୟ ପରିସର ମଧ୍ୟରେ ବିଭିନ୍ନ ପ୍ରକାର ଫସଲ ଚାଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri