ବୁଦ୍ଧ ପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୮।୫: ଗୌତମ ବୁଦ୍ଧଙ୍କ ଜନ୍ମଦିନ ଅବସରରେ ଶନିବାର ସାରା ଦେଶରେ ବୁଦ୍ଧ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭଗବାନ ବୁଦ୍ଧଙ୍କ ବାଣୀର ମହତ୍ୱ ପ୍ରତିପାଦନ…
ନିକୋବର ଏବଂ ଉତ୍ତରାଖଣ୍ଡରେ ଭୂକମ୍ପ
ପୋର୍ଟବ୍ଲେୟାର,୧୮।୫: ନିକୋବର ଏବଂ ଉତ୍ତରାଖଣ୍ଡରେ ଭୂକମ୍ପ ଅନୁଭୁତ ହୋଇଛି। ନିକୋବରରେ ଶୁକ୍ରବାର ବିଳମ୍ବିତ ରାତି ୧୧ଟା ୫୯ରେ ପ୍ରଥମେ ଭୂକମ୍ପ ହାଇଥିବାବେଳେ ଏହାପରେ ପୁଣି ୧୨ଟା ୩୫ରେ ହୋଇଥିଲା। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ଥିବାବେଳେ ଦ୍ୱିତୀୟ ଥର…
ଆମେ କଂଗ୍ରେସ ସହ ଅଛୁ: ଦେବଗୌଡା
ନୂଆଦିଲ୍ଲୀ,୧୮।୫: ଜେଡି(ଏସ୍) ମୁଖ୍ୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍ ଡି ଦେବଗୌଡା କହିଛନ୍ତି ଆମେ କଂଗ୍ରେସ ସହ ଅଛୁ। ହେଲେ ଏ ସମ୍ପର୍କରେ ଏବେ ସେ କିଛି କହିବାକୁ ସଫା ସଫା ମନା କରି ଦେଇଛନ୍ତି। ଆସନ୍ତା ୨୩ରେ ଲୋକ ସଭା…
ଲୋକ ସଭା ନିର୍ବାଚନ ପ୍ରଚାର ସାରି କେଦାରନାଥ ଦର୍ଶନ କଲେ ମୋଦି
ଡେରାଡୁନ,୧୮।୫: ଆସନ୍ତା ୧୯ରେ ହେବାକୁ ଥିବା ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ପ୍ରଚାର ଚାଲିଛି। ପ୍ରାୟ ସବୁ ହେଭିଓ୍ବେଟ୍ ରାଜନେତାମାନେ ପ୍ରଚାର କାର୍ଯ୍ୟ ସାରି ଏବେ ଅପେକ୍ଷା ରଖିଛନ୍ତି ଶେଷ ପର୍ଯ୍ୟାୟ ନିର୍ବାଚନକୁ। ଶୁକ୍ରବାର ପ୍ରଚାର ସରିବା ପରେ ପ୍ରଧାନମନ୍ତ୍ରୀ…
୪୫ ବର୍ଷ ତଳେ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ର ହୋଇଥିଲା ଭାରତ
ନୂଆଦିଲ୍ଲୀ,୧୮ା୫: ଭାରତ ୪୫ ବର୍ଷ ତଳେ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ରର ମାନ୍ୟତା ଳାଭ କରିଥିଲା। ୧୯୭୪ ମେ ୧୮ରେ ରାଜସ୍ଥାନ ପୋଖରାନରେ ଏନେଇ ସଫଳ ପରୀକ୍ଷା ହୋଇଥିଲା। ଭାରତ ଶାନ୍ତି ପ୍ରୟାସରେ ଏହାର ଉପଯୋଗ କରିବ ବୋଲି ପ୍ରତିଶ୍ରୁତି ଦେଇଥିଲା।…
ପୁଲଓ୍ବାମାରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର: ୨ ଆତଙ୍କବାଦୀ ନିହତ
ଶ୍ରୀନଗର, ୧୮।୫: ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାରେ ଶନିବାର ଭୋର୍ ସମୟରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିଗୋଳା ବିନିମୟ ଘଟିଛି। ଏଥିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଅବନ୍ତିପୋରା ଅଞ୍ଚଳର ପଞ୍ଚ୍ଗାଓ୍ବଁରେ କିଛି ଆତଙ୍କବାଦୀ ଲୁଚିଥିବା…
ନୌସେନାର କ୍ଷେପଣାସ୍ତ୍ର ପରୀକ୍ଷା ସଫଳ
ନୂଆଦିଲ୍ଲୀ,୧୮ା୫: ଭାରତୀୟ ନୌସେନା ପକ୍ଷରୁ ଶୁକ୍ରବାର ଭୂପୃଷ୍ଠରୁ ଆକାଶ ମାର୍ଗକୁ ନିକ୍ଷେପ କରାଯାଇ ପାରୁଥିବା ମଧ୍ୟମ ଧରଣ କ୍ଷେପଣାସ୍ତ୍ର (ଏମ୍ଆର୍ଏସ୍ଏମ୍)ର ସଫଳ ପରୀକ୍ଷଣ କରାଯାଇଛି। ଏ ନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ପରୀକ୍ଷଣ ପରେ ଶତ୍ରୁ ସହ…
‘ଗାନ୍ଧିଜୀ ପାକିସ୍ତାନର ଜନକ’
ଭୋପାଳ,୧୮ା୫: ମହାତ୍ମା ଗାନ୍ଧୀଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ ଦେଇ ବିବାଦ ଘେରକୁ ଆସିଥିବା ମଧ୍ୟପ୍ରଦେଶର ଭାଜପା ମିଡିଆ ସେଲ୍ ମୁଖ୍ୟ ଅନିଲ ସୌମିତ୍ରଙ୍କୁ ଶୁକ୍ରବାର ଦଳ ନିଲମ୍ବନ କରିଛି। ଅନିଲ ଫେସ୍ବୁକ୍ରେ ଏକ ପୋଷ୍ଟ କରିଥିଲେ। ସେଥିରେ ସେ ଉଲ୍ଲେଖ କରିଥିଲେ…
ସାରଦା ଚିଟ୍ଫଣ୍ଡ ମାମଲା: ରାଜୀବଙ୍କ ମୁଣ୍ଡରେ ଖଣ୍ଡା
ନୂଆଦିଲ୍ଲୀ,୧୮ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ କୁହାଯାଉଥିବା କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ସାରଦା ଚିଟ୍ଫଣ୍ଡ ମାମଲାରେ ଫସିଥିବା ରାଜୀବଙ୍କୁ ଫେବୃୟାରୀ ୫ରେ ସୁରକ୍ଷା ଦେବା ସହ ଗିରଫ ନ କରିବା ଲାଗି…
୫୯ ଆସନରେ ସପ୍ତମ ପର୍ଯ୍ୟାୟ ନିର୍ବାଚନ: ଗାନ୍ଧୀ, ଗଡ୍ସେରେ ପ୍ରଚାର ଶେଷ
ନୂଆଦିଲ୍ଲୀ,୧୮ା୫(ପି.ଟି.): ସପ୍ତମ ତଥା ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନକୁ ଆଉ ମାତ୍ର ଦୁଇଦିନ ବାକି । ପଶ୍ଚିମବଙ୍ଗରେ ହିଂସା ଯୋଗୁ ୯ ଆସନରେ ଗୁରୁବାର ରାତି ୧୦ଟାରେ ଓ ଅବଶିଷ୍ଟ ୭ ରାଜ୍ୟର ୫୦ ଆସନରେ ଶୁକ୍ରବାର ସନ୍ଧ୍ୟାରେ ସବୁ…
୫ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଖବରଦାତା ସମ୍ମିଳନୀ: କ୍ଷମତାକୁ ଫେରିବାର ଦମ୍ଭୋକ୍ତି
ନୂଆଦିଲ୍ଲୀ,୧୮ା୫(ପି.ଟି./ଆଇଏଏନ୍ଏସ୍): ଚଳିତ ସାଧାରଣ ନିର୍ବାଚନରେ ଭାଜପା ପୁଣିଥରେ ପୂର୍ଣ୍ଣସଂଖ୍ୟାଗରିଷ୍ଠତା ସହ କ୍ଷମତାକୁ ଫେରିବ। ପୂରା ୫ ବର୍ଷ ଶାସନ କରିବା ପରେ ପ୍ରଥମଥର ପାଇଁ ବହୁମତ ସହ ଏକ ଦଳ କେନ୍ଦ୍ରରେ ସରକାର ଗଢ଼ିବାକୁ ଯାଉଛି ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
୫ ବର୍ଷରେ ମୋଦିଙ୍କ ପ୍ରଥମ ଖବରଦାତା ସମ୍ମିଳନୀ: ପୂର୍ଣ୍ଣ ବହୁମତ ସହ ଫେରିବ ଭାଜପା
ନୂଆଦିଲ୍ଲୀ,୧୭।୫:୨୦୧୯ ସାଧାରଣ ନିର୍ବାଚନର ସପ୍ତମ ତଥା ଚୂଡାନ୍ତ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାର ଶେଷ ହୋଇଛି। ଆସନ୍ତା ରବିବାର ୧୯ରେ ସପ୍ତମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ। ଲୋକ ସଭା ନିର୍ବାଚନ ପ୍ରଚାରର ଶେଷଦିନରେ ଭାଜପା କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
Archives


