୩ ଜୈଶ୍ ଆତଙ୍କବାଦୀ ନିପାତ
ଶ୍ରୀନଗର,୧୭।୫(ପି.ଟି.):ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗୁରୁବାର ସୁରକ୍ଷା ବଳର ଏନ୍କାଉଣ୍ଟରରେ ଜୈଶ୍-ଇ-ମହମ୍ମଦ(ଜେଇଏମ୍)ର ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଗୁଳି ବିନିମୟ ବେଳେ ଜଣେ ଯବାନ ଶହୀଦ ହୋଇଥିବାବେଳେ ଜଣେ ସାଧାରଣ ନାଗରିକ ଟଳିପଡ଼ିଛନ୍ତି। ପୁଲଓ୍ବାମାର ଦେଲିପୋରା ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ସୁରକ୍ଷା…
ପଶ୍ଚିମବଙ୍ଗରେ ପ୍ରଚାର ଶେଷ:ବଳ କଷିଲେ ମୋଦି, ଦିଦି
କୋଲ୍କାତା/ମଉ,୧୭।୫:ପଶ୍ଚିମବଙ୍ଗରେ ୭ଟି ଯାକ ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ହେଉଛି। ରାଜ୍ୟର ୪୨ ଆସନ ମଧ୍ୟରୁ ୩୩ଟିରେ ମତଦାନ ଶେଷ ହୋଇଥିବାବେଳେ ରବିବାର ଶେଷ ପର୍ଯ୍ୟାୟରେ ଅବଶିଷ୍ଟ ୯ ଆସନ ଲାଗି ଭୋଟଗ୍ରହଣ କରାଯିବ। ଏଥିସକାଶେ ଗୁରୁବାର ରାତି ୧୦ଟାରେ ପ୍ରଚାର…
ଲୋକ ସଭା ନିର୍ବାଚନ:ମଇଦାନରେ ୧୬୩ ନିରକ୍ଷର
ନୂଆଦିଲ୍ଲୀ,୧୭।୫(ଆଇଏଏନ୍ଏସ୍):୨୦୧୯ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପ୍ରାର୍ଥୀଙ୍କ ମଧ୍ୟରୁ ମାତ୍ର ୪୮% ସ୍ନାତକ ହୋଇଥିବାବେଳେ ୧୬୩ ଜଣ ନିରକ୍ଷର। ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ନ୍ୟାଶନାଲ ଇଲେକ୍ସନ ଓ୍ବାଚ୍ ଏବଂ ଆସୋସିଏଶନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର୍) ପକ୍ଷରୁ ପ୍ରାର୍ଥୀମାନଙ୍କ…
ସିଟିଇଟିରେ ଆର୍ଥିକ ଦୁର୍ବଳଙ୍କ ଲାଗି ୧୦% ସଂରକ୍ଷଣ ଆବେଦନ:କେନ୍ଦ୍ର, ସିବିଏସ୍ଇ, ଏନ୍ସିଟିଇକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୭।୫(ପି.ଟି.):କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସିଟିଇଟି), ୨୦୧୯ରେ ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ୍)ଙ୍କ ନିମନ୍ତେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ଲାଗି ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର ସରକାର, ସିବିଏସ୍ଇ(କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ)କୁ ଜବାବ ମାଗିଛନ୍ତି। ଏହାବ୍ୟତୀତ…
ଆଜିକୁ ପୁରିଲା ମୋଦି ସରକାରଙ୍କ ୫ ବର୍ଷ: ବିଜୁଳି, ସ୍ବଚ୍ଛ ଭାରତ ଯୋଜନା ଆଣି ଦେଇଛି ସଫଳତା; କଳାଧନ, ବିମୁଦ୍ରିକରଣକୁ ନେଇ ବିରୋଧୀ ଉଠାଇଛନ୍ତି ପ୍ରଶ୍ନ
ନୂଆଦିଲ୍ଲୀ,୧୬।୫: ୨୦୧୪ ମସିହା ଆଜିର ଦିନରେ ପ୍ରକାଶ ପାଇଥିଲା ଲୋକ ସଭା ନିର୍ବାଚନର ଫଳାଫଳ। ଏଥିରେ ଭାଜପା ବହୁମତ ସାବ୍ୟସ୍ତ କରିବା ସହ କେନ୍ଦ୍ରରେ ସରକାର ଗଢ଼ିଥିଲା। ଗୁରୁବାର ଏହାକୁ ୫ ବର୍ଷ ପୂରିଛି। ଇତିମଧ୍ୟରେ କେନ୍ଦ୍ର ସରକାର ଅନେକ ଉପଲବ୍ଧି…
ଆଜିର ଦିନରେ ଦେଶରେ ଆରମ୍ଭ ହୋଇଥିଲା ମୋଦି ଲହର
ନୂଆଦିଲ୍ଲୀ, ୧୬।୫: ଆଜକୁ ପ୍ରାୟ ଠିକ୍ ପାଞ୍ଚ ବର୍ଷ ପୂର୍ବେ ଅର୍ଥାତ୍ ୨୦୧୪ ମେ ୧୬ ଦିନ ବିରୋଧୀଙ୍କୁ ଚିତ୍ କରି ଭାଜପା ଏକତରଫା ବିଜୟ ହାସଲ କରିଥିଲା। ଏହି ଦିନ କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସରକାର ଗଠନ ହେବ…
ଆଧାର ଭଳି ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ମିଳିବ ବ୍ୟକ୍ତିଗତ ପରିଚୟ ନମ୍ବର: ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ବ୍ଲୁପ୍ରିଣ୍ଟ୍ ଦାଖଲ
ନୂଆଦିଲ୍ଲୀ,୧୬।୫: ଦେଶର ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଆଧାର ଭଳି ବ୍ୟକ୍ତିଗତ ପରିଚୟ ନମ୍ବର ପ୍ରଦାନ ପାଇଁ ସରକାର ଯୋଜନା କରିଛନ୍ତି। ଏ ସମ୍ପର୍କିତ ବ୍ଲୁପ୍ରିଣ୍ଟ୍ ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ଦାଖଲ କରାଯାଇଛି। ଏହି ପର୍ସନାଲ ହେଲଥ୍ ଆଇଡେଣ୍ଟିଫାୟାର…
କୁମାରୀତ୍ୱ ପରୀକ୍ଷା ବିରୋଧରେ ସ୍ବର ଉତ୍ତୋଳନ କରୁଥିବା ପରିବାରକୁ ବାସନ୍ଦ: ୪ ଗିରଫ
ମୁମ୍ବାଇ,୧୬।୫: ମହାରାଷ୍ଟ୍ର ଥାଣେ ଜିଲାରେ ବିବାହ ପୂର୍ବରୁ କନ୍ୟାଙ୍କ କୁମାରୀତ୍ୱ ପରୀକ୍ଷା ବିରୋଧରେ ସ୍ବର ଉତ୍ତୋଳନ କରିଥିବା ଏକ ପରିବାରକୁ ସାମାଜିକ ବାସନ୍ଦ କରାଯାଇଛି। ଏହି ମାମଲାରେ ଅଭିଯୋଗ ଆଧାରରେ ୪ ଜଣଙ୍କୁ ଗିରଫ କରାଯାଇଛି। ଏଠାରେ ବାସ କରୁଥିବା ବବେକ…
ଘୋଡ଼ା ଚଢ଼ି ବିବାହ ମଣ୍ଡପରେ ପହଞ୍ଚିଲେ କନିଆ
ଭୋପାଳ,୧୬।୫: ଦେଶରେ ନାରୀ ନିର୍ଯାତନା ବଢ଼ିବାରେ ଲାଗିଛି। ତେବେ ମହିଳାମାନଙ୍କୁ ସଶକ୍ତ ହେବାର ବାର୍ତ୍ତା ଦେଇଛନ୍ତି ଜଣେ କନିଆ। ସେ ଘୋଡ଼ା ଚଢ଼ି ବିବାହ ମଣ୍ଡପରେ ପହଞ୍ଚିଛନ୍ତି। ମଧ୍ୟପ୍ରଦେଶ ଭୋପାଳରେ ଘଟିଛି ଏପରି। ସ୍ଥାନୀୟ ବାପୁ କଲୋନୀ ଜାହାଙ୍ଗୀରବାଦ୍ରେ ବାସ କରୁଥିବା…
ନେହେରୁ ଏବଂ ଦେବଗୌଡ଼ା ପରି ମୋଦି ମଧ୍ୟ କରୁଛନ୍ତି ଶୀର୍ଷାସନ
ନୂଆଦିଲ୍ଲୀ,୧୬।୫: ଦେଶର ୩ ଜଣ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ କେତେକ ସମାନତା ରହିଛି। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବ ପ୍ରଧାନମନ୍ତ୍ରୀ ଜବାହରଲାଲ୍ ନେହେରୁ ଏବଂ ଏଚ.ଡି. ଦେବଗୌଡ଼ାଙ୍କ କେତେକ ବ୍ୟକ୍ତି ଗତ ଚଳଣିରେ ସାମ୍ୟତା ରହିଛି। ନେହେରୁ ଶୀର୍ଷାସନ କରିବାକୁ ଭଲ…
ମମତାଙ୍କୁ ମୋଦିଙ୍କ ଚ୍ୟାଲେଞ୍ଜ୍: ଆଜି ପଶ୍ଚିମବଙ୍ଗ ଯିବି, ଦେଖିବା କ’ଣ ହେଉଛି
ଲକ୍ଷ୍ନୌ, ୧୬।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ କୋଲକାତାରେ ସୃଷ୍ଟି ହୋଇଥିବା ବ୍ୟାପକ ହିଂସାକାଣ୍ଡକୁ ନେଇ ଏବେ ସମଗ୍ର ଦେଶରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। କୋଲକାତାରେ ମଙ୍ଗଳବାର ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ରୋଡ ଶୋ’ ବେଳେ ସୃଷ୍ଟି…
ମେ ୨୩ ପୂର୍ବରୁ ଭାଙ୍ଗିବ ଏସପି-ବିଏସପି ମେଣ୍ଟ: ଯୋଗୀ
ଲକ୍ଷ୍ନୌ, ୧୬।୫: ସମାଜବାଦୀ ପାର୍ଟି ଏବଂ ବହୁଜନ ସମାଜବାଦୀ ମଧ୍ୟରେ ମେଣ୍ଟ ହେବା ପରେ ଉତ୍ତର ପ୍ରଦେଶରେ ରାଜନୈତିକ ସମୀକରଣ ବଦଳିବାର ଅନୁମାନ କରାଯାଉଛି। ଏନେଇ ଜବାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସେ କହିଛନ୍ତି, ମେ ୨୩ରେ ନିର୍ବାଚନ ଫଳାଫଳ…
Archives


