ଜାତୀୟ

ପାକିସ୍ତାନରୁ ଆସିଥିଲା ଜର୍ଜିଆ ବିମାନ: ଗୋଡ଼ାଇ ଧରିଲା ସୁଖୋଇ

ନୂଆଦିଲ୍ଲୀ/ଜୟପୁର,୧୧ା୫(ପି.ଟି.): ବାୟୁସୀମା ଲଙ୍ଘି ପାକିସ୍ତାନରୁ ଭାରତ ପଟକୁ ଚାଲିଆସିଥିବା ଜର୍ଜିଆର ଏକ ବିମାନକୁ ଶୁକ୍ରବାର ଭାରତୀୟ ବାୟୁସେନା (ଆଇଏଏଫ୍‌)ର ସୁଖୋଇ ଯୁଦ୍ଧବିମାନ ଗୋଡ଼େଇ ଧରିଛି। ରାଜସ୍ଥାନର ଜୟପୁର ବିମାନବନ୍ଦରରେ ଏହାର ଜବରଦସ୍ତ ଅବତରଣ କରାଯାଇଛି। ଆଇଏଏଫ୍‌ ପକ୍ଷରୁ ମିଳିଥିବା ସୂଚନାନୁସାରେ ଜର୍ଜିଆ…

ଭାରତର ମୁଖ୍ୟ ବିଭାଜନକାରୀ: ମୋଦିଙ୍କୁ ନେଇ ଟାଇମ୍‌ ପତ୍ରିକାର ବିବାଦୀୟ ଶୀର୍ଷକ

ଓ୍ବାଶିଂଟନ,୧୧ା୫(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଆମେରିକାର ଲୋକପ୍ରିୟ ପତ୍ରିକା ‘ଟାଇମ୍‌’ ପକ୍ଷରୁ କଭର ଷ୍ଟୋରି କରାଯାଇଛି, ଯାହାର ଶୀର୍ଷକ ରଖାଯାଇଛି ‘ଭାରତର ମୁଖ୍ୟ ବିଭାଜନକାରୀ’। ୨୦୧୯ ଲୋକ ସଭା ନିର୍ବାଚନର ଶେଷ ଦୁଇଟି ପର୍ଯ୍ୟାୟ ଭୋଟଗ୍ରହଣ ବାକି ଥିବାବେଳେ ଏହି…

ପ୍ରଚାର ସମୟରେ ସାପ ସହ ଖେଳିଲେ ପ୍ରିୟଙ୍କା: ଭିଡିଓ ଭାଇରାଲ

ରାୟବରେଲୀ,୨।୫: ନିର୍ବାଚନୀ ପ୍ରଚାର ସମୟରେ ନେତାଙ୍କ ବହୁ ରଙ୍ଗ ଦେଖିବାକୁ ମିଳିଥାଏ। କେତେବେଳେ ନିର୍ବାଚନ ଭାଷଣ ତ କେତେବେଳେ ଭୋଟରଙ୍କ ସହ ସାକ୍ଷାତକାର। କିନ୍ତୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ନୂଆ ଅବତାର ଦେଖିବାକୁ ମିଳିଛି। ଯେଉଁଠାରେ ସେ ସାପ…

ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହୋଇ ପାରିବେ ନାହିଁ: ସୁବ୍ରମଣ୍ୟମ ସ୍ବାମୀ

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନକୁ ନେଇ ଭାଜପା ଖୁବ୍‌ ଆଶାବାଦୀ ଥିବା ବେଳେ ବରିଷ୍ଠ ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ ଏହି ମସୟରେ ଏକ ଚମକାଇବା ଭଳି ମନ୍ତବ୍ୟ ଦେଇଛନ୍ତି। ଯାହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ସେ କହିଛନ୍ତି ଭାଜପା…

ଲାଲ୍‌ ଆତଙ୍କ: ୧୦ ବର୍ଷରେ ମାଓବାଦୀଙ୍କ ଆକ୍ରମଣରେ ୧୧ଶହ ୫୦ ଯବାନ ହେଲେଣି ଶହୀଦ୍‌

ନୂଆଦିଲ୍ଲୀ,୨।୫: ଦେଶର ୧୧ଟି ରାଜ୍ୟର ୯୦ ଜିଲାରେ ଲାଲ୍‌ ଆତଙ୍କ ଜାରି ରହିଛି। ୨୦୦୯ଠାରୁ ଗତ ୧୦ ବର୍ଷ ମଧ୍ୟରେ ମାଓବାଦୀଙ୍କ ଆକ୍ରମଣରେ ୧୧ଶହ ୫୦ ଜଣ ଯବାନ ଶହୀଦ୍‌ ହୋଇଛନ୍ତି। ସେହିପରି ୧୩ଶହରୁ ଅଧିକ ଆହତ ହୋଇଥିବା ଏକ ରିପୋର୍ଟରେ…

ଛାଡ଼ପତ୍ର ନ ଦେବାରୁ ପ୍ରେମୀକଙ୍କୁ ସୁପାରୀ ଦେଇ ସ୍ବାମୀଙ୍କ ହତ୍ୟା କରାଇଲେ ସ୍ତ୍ରୀ

ନୂଆଦିଲ୍ଲୀ,୨।୫: ଦିଲ୍ଲୀର ଗ୍ରେଟର ନୋଏଡା ସ୍ଥିତ ଗୌର ସିଟି-୨ ଗେଲେକ୍ସି ନର୍ଥ ଏଭେନ୍ୟୁରେ ରହୁଥିବା ସେଲ୍ସ ମ୍ୟାନେଜର ରୁପେନ୍ଦ୍ର ଚନ୍ଦେଲଙ୍କ ହତ୍ୟା ଅଭିଯୋଗ ତାଙ୍କ ପତ୍ନୀଙ୍କ ଉପରେ ଥିବା ଜଣାପଡ଼ିଛି। ଛାଡ଼ପତ୍ର ନ ଦେବାରୁ ପତ୍ନୀ ନିଜ ପ୍ରେମୀକଙ୍କୁ ୩ଲକ୍ଷ ଟଙ୍କାର…

ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ

ନୂଆଦିଲ୍ଲୀ,୨।୫: ପ୍ରକାଶ ପାଇଛି ସିବିଏସ୍‌ଇ ପରିଚାଳିତ ଦ୍ୱାଦଶ ପରୀକ୍ଷା ଫଳ। ଏଥିରେ ହଂସିକା ଶୁକ୍ଳା ଓ କରିସ୍ମା ଆରୋରା ଯୁଗ୍ମ ଭାବେ ସର୍ବାଧିକ ୪୯୯ ନମ୍ବର ରଖି ପ୍ରଥମ ସ୍ଥାନରେ ରହିଛନ୍ତି। ଥ୍ରିଭେନ୍ଦ୍ରମରେ ପାସ୍‌ ହାର ସର୍ବାଧିକ ୯୮.୨ ପ୍ରତିଶତ ଥିବା…

ଖୁବ୍‌ଶୀଘ୍ର ଐଶ୍ୱର୍ଯ୍ୟାଙ୍କୁ ଘରକୁ ଆଣି ପାରନ୍ତି ତେଜ ପ୍ରତାପ

ପାଟନା,୨।୫: ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ଜେତ ପ୍ରତାପ ଯାଦବ ତାଙ୍କ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କୁ ଘରକୁ ଫେରାଇ ଆଣିବେ ବୋଲି ସୂଚନା ମିଳିଛି। ଏକଥା ଆଉ କେହି ନୁହେଁ ବରଂ ଐଶ୍ୱର୍ଯ୍ୟାଙ୍କ ପିତା ତଥା ତେଜ ପ୍ରତାପଙ୍କ ଶ୍ୱଶୁର…

ଫିଲ୍ମୀ ଷ୍ଟାଇଲ୍‌ରେ ହାତୀକୁ ଚୁମ୍ବନ କରିବାକୁ ଉଦ୍ୟମ: ହସ୍ପିଟାଲରେ ପହଞ୍ଚିଲେ ଯୁବକ

କୋଲାର,୨।୫: ନିଶାରେ ମାତାଲ ଥିବା ୨୪ ବର୍ଷୀୟ ଯୁବକଙ୍କୁ ମହଙ୍ଗା ପଡ଼ିଲା ହାତୀକୁ ଚୁମ୍ବନ ଦେବା ଉଦ୍ୟମ। ଚୁମ୍ବନ ଦେବାକୁ ହାତୀ ନିକଟରେ ପହଞ୍ଚିବା ତାର ପରିଣାମ ତାଙ୍କୁ ହସ୍ପିଟାଲରେ ପହଞ୍ଚାଇ ଦେଇଛି। ଏହି ଘଟଣା କର୍ନାଟକର ବେଙ୍ଗାଲୁରରୁ ପ୍ରାୟ ୫୦…

ଅନୁପ୍ରବେଶକାରୀଙ୍କୁ ରୋକିବ ରୋବ: ସୀମାରେ ହେବ ମୁତୟନ

ବେଙ୍ଗାଲୁର୍‌,୨।୫: ସୀମାରେ ଅନୁପ୍ରବେଶକାରୀଙ୍କୁ ରୋକିବା ପାଇଁ ମୁତୟନ କରାଯିବ ରୋବ। ଏନେଇ ଭାରତୀୟ ବୈଜ୍ଞାନିକମାନେ ୨୦୧୮ ଡିସେମ୍ବରରୁ ଉଦ୍ୟମ ଜାରି ରଖିଛନ୍ତି। ପରୀକ୍ଷାମୂଳକ ଭାବେ ୨୦୧୯ ଡିସେମ୍ବରରେ ଏହାର ପ୍ରଯୋଗ କରାଯିବ। ଭାରତ ଇଲୋକ୍ଟ୍ରନିକ୍ସ ଲିମିଟେଡ୍‌ ପକ୍ଷରୁ ଏହାର ନିର୍ମାଣ କରାଯାଉଛି।…

ଗୁଜରାଟ ସୀମାରୁ ପାକିସ୍ତାନ ନାଗରିକ ଗିରଫ

କଚ୍ଛ,୨।୫: ଗୁଜରାଟର କଚ୍ଛରେ ଥିବା ଅନ୍ତରାଷ୍ଟ୍ରୀୟ ସୀମା ନିକଟରୁ ଗୁରୁବାର ଜଣେ ପାକିସ୍ତାନୀ ନାଗରିକଙ୍କୁ ବିଏସ୍‌ଏଫ୍‌ ଯବାନ ଗିରଫ କରିଛନ୍ତି। ୭୯ ବାଟାଲିୟନର ୧୧୨୩ ନମ୍ବର ପୋଷ୍ଟ ନିକଟରୁ ୩୫-୪୦ ବର୍ଷୀୟ ଉକ୍ତ ପାକିସ୍ତାନୀ ନାଗରିକଙ୍କୁ ଗିରଫ କରିବା ପରେ ତାଙ୍କୁ…

ନାଗରିକତା ବିବାଦ: ରାହୁଲଙ୍କ ନିର୍ବାଚନ ଲଢ଼ିବା ଉପରେ ଲାଗିପାରେ ରୋକ !

ନୂଆଦିଲ୍ଲୀ,୨।୫: କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଏବେ ନାଗରିକତା ବିବାଦ ଯୋଗୁ ରାହୁଲଙ୍କ ନିର୍ବାଚନ ଲଢ଼ିବା ଉପରେ ରୋକ ଲଗାଯିବାର ଆଶଙ୍କା ସୃଷ୍ଟି ହୋଇଛି। ଏହାର ଣୁଣାଣି ଆସନ୍ତା ସପ୍ତାହରେ ହେବ ବୋଲି କୁହାଯାଉଛି। ୟୁନାଇଟେଡ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri