ସରକାରଙ୍କ ବଡ଼ ନିଷ୍ପତ୍ତି; ସେପ୍ଟେମ୍ବର ୧୧ରେ ସରକାରୀ ଛୁଟି, କଣ ଖୋଲା କଣ ବନ୍ଦ ଜାଣନ୍ତୁ
ନୂଆଦିଲ୍ଲୀ,୩ା୯: ରାଜଧାନୀ ଦିଲ୍ଲୀରେ ଆସନ୍ତା ସେପ୍ଟେମ୍ବର ୧୧ ତାରିଖରେ ସରକାରୀ ଛୁଟି ଘୋଷଣା କରାଯାଇଛି । ଦିଲ୍ଲୀରେ ହେବାକୁ ଥିବା BRICS ସମ୍ମିଳନୀକୁ ଦୃଷ୍ଟିରେ ରଖି ସୁରକ୍ଷା, ଟ୍ରାଫିକ୍ ପରିଚାଳନା ଏବଂ ଆଇନଶୃଙ୍ଖଳାକୁ ସୁବ୍ୟବସ୍ଥିତ ରଖିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି।…
ମନ୍ତ୍ରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ! ଝିଅ ଅଭିଯୋଗ କରିବାରୁ…
ହାଇଦ୍ରାବାଦ,୩।୯: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମନ୍ତ୍ରୀ କୋଣ୍ଡା ସୁରେଖାଙ୍କୁ ତୁରନ୍ତ କ୍ୟାବିନେଟରୁ ବହିଷ୍କାର କରିଛନ୍ତି; ଏଥିପାଇଁ ରାଜ୍ୟପାଳଙ୍କ ନିକଟକୁ ଏକ ସୁପାରିଶ ପଠାଯାଇଥିଲା। ତେଲଙ୍ଗାନା ବନମନ୍ତ୍ରୀ କୋଣ୍ଡା ସୁରେଖାଙ୍କ ଝିଅ କୋଣ୍ଡା ସୁସ୍ମିତା ପଟେଲ ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବଂ…
CJPକୁ କାହିଁକି ସମର୍ଥନ କରିଥିଲେ? ସୋନମ ୱାଙ୍ଗଚୁକ୍ କଲେ ବଡ଼ ଖୁଲାସା, କହିଲେ ପାକିସ୍ତାନ….
ନୂଆଦିଲ୍ଲୀ,୩ା୯: CJP ଆନ୍ଦୋଳନ ସହ ନିଜର ସମ୍ପର୍କ ଏବଂ ଦଳର ବିଦେଶୀ ସମ୍ପର୍କକୁ ନେଇ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ସୋନମ ୱାଙ୍ଗଚୁକ୍। ସେ କହିଛନ୍ତି ଯେ ଗ୍ରାଉଣ୍ଡ ରିପୋର୍ଟ, ଉପଲବ୍ଧ ତଥ୍ୟ ଏବଂ ଆନ୍ଦୋଳନରେ ସାମିଲ ଯୁବକମାନଙ୍କ ସହ…
ବଡ଼ ନିଷ୍ପତ୍ତି ନେଲେ ସରକାର; ଅଫିସ୍ରେ ବଦଳିବ ମେନ୍ୟୁ! ହଟିବ ଜଙ୍କ ଫୁଡ୍
ମୁମ୍ବାଇ,୩ା୯: ଆଧୁନିକ ଜୀବନଶୈଳୀରେ ଜଙ୍କ ଫୁଡ୍ର ବଢ଼ୁଥିବା ଚାହିଦା ମଧ୍ୟରେ ମହାରାଷ୍ଟ୍ର ସରକାର ଏବେ ଏହାକୁ ନେଇ କଡ଼ା ପଦକ୍ଷେପ ନେଇଛନ୍ତି । ସରକାରୀ କାର୍ଯ୍ୟାଳୟର କ୍ୟାଣ୍ଟିନ୍ରେ ଅସ୍ୱାସ୍ଥ୍ୟକର ଜଙ୍କ ଫୁଡ୍ ବଦଳରେ ପୌଷ୍ଟିକ ଖାଦ୍ୟ ପରିବେଷଣ କରିବାକୁ ନିର୍ଦ୍ଦେଶ ଜାରି…
ଦିଲ୍ଲୀ ଜଳ ବୋର୍ଡ ଦୁର୍ନୀତି, ସତ୍ୟେନ୍ଦ୍ର ଜୈନ୍ଙ୍କୁ ମିଳିଲା ବେଲ୍, ୨ ଲକ୍ଷ…
ନୂଆଦିଲ୍ଲୀ,୩ା୯: ଦିଲ୍ଲୀ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (AAP) ନେତା ସତ୍ୟେନ୍ଦ୍ର ଜୈନ୍ଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି । ଦିଲ୍ଲୀ ଜଳ ବୋର୍ଡର STP ଘୋଟାଲା ସହ ଜଡ଼ିତ ମାମଲାରେ କୋର୍ଟ ତାଙ୍କୁ…
ଭାରତକୁ ମାଡି ଆସୁଛି ଭୟଙ୍କର ବିପଦ! ବଡ଼ ଚେତାବନୀ ଦେଲା UN
ନୂଆଦିଲ୍ଲୀ,୩।୯: ବିଶ୍ୱ ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନକୁ ନେଇ ପୁଣିଥରେ ଚେତାବନୀ ଦେଇଛି ମିଳିତ ଜାତିସଂଘ। ବିଶ୍ୱ ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ ବୃଦ୍ଧି ସୀମାକୁ ଅତିକ୍ରମ କଲେ ଆଗାମୀ ଦିନରେ ଗୁରୁତର ପରିଣାମ ଭୋଗିବାକୁ ପଡ଼ିପାରେ। ବିଶେଷକରି ଭାରତ…
‘ଅଭିଜିତ ଦୀପକେଙ୍କ ସହ ଡିଲ୍ କରିଛନ୍ତି କେଜ୍ରିୱାଲ୍’, ବଡ଼ ଅଭିଯୋଗ ଆଣିଲେ ମନୀଷ
ନୂଆଦିଲ୍ଲୀ,୩।୯: କକରୋଚ୍ ଜନତା ପାର୍ଟି (CJP) ପରେ ଏବେ ‘କକରୋଚ୍ ଜନତା ପାର୍ଟି ଡେମୋକ୍ରାଟିକ’ (CJPD) ଘୋଷଣା ହୋଇଛି । ମନୀଷ ବ୍ରହ୍ମଭଟ୍ଟ ଗୁରୁବାର ଏହି ଘୋଷଣା କରିବା ସହ CJP ଏବେ ସମ୍ପୂର୍ଣ୍ଣ ଭାବେ ଅରବିନ୍ଦ କେଜ୍ରିୱାଲ୍ଙ୍କ ଦଳରେ ପରିଣତ…
ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…
ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି ଫାରୁଖାବାଦକୁ ପ୍ରଣାମ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି, ସେ ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକର…
ମଝି ଆକାଶରେ ହଠାତ୍ ଅସୁସ୍ଥ ହୋଇପଡ଼ିଲେ ପାଇଲଟ: ଆଉ ତା’ପରେ ଘଟିଲା…
ନୂଆଦିଲ୍ଲୀ,୩।୯: ଦୋହାରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ବିମାନ 6E 1302 ଗୁରୁବାର ମସ୍କଟରେ ସୁରକ୍ଷିତ ଜରୁରୀକାଳୀନ ଅବତରଣ କରିଛି। ଯାତ୍ରା ସମୟରେ ପାଇଲଟ ହଠାତ୍ ଅସୁସ୍ଥ ହୋଇପଡ଼ିବା ପରେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବିମାନକୁ ମସ୍କଟକୁ ସ୍ଥାନାନ୍ତର କରାଯାଇଥିଲା। ବିମାନଟି ମସ୍କଟ…
ଶିକ୍ଷା ବିଭାଗରେ ହଇଚଇ! ୧୨ ଛାତ୍ରୀଙ୍କୁ ବଳାତ୍କାର କଲେ ଶିକ୍ଷକ, ଭିଡିଓ ଭାଇରାଲ୍ ପରେ…
ପାଟନା,୩।୯: ବିହାରର ବକ୍ସର ଜିଲାରୁ ସାମ୍ନାକୁ ଆସିଛି ଏକ ସାଂଘାତିକ ଘଟଣା। ଡୁମରାଓ ପ୍ରଖଣ୍ଡର ଦୁଇଜଣ ଶିକ୍ଷକ ପ୍ରାୟ ୧୨ ଜଣ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ସହ ସେମାନଙ୍କ ଭିଡିଓ ଭାଇରାଲ୍ କରିବା ନେଇ ଅଭିଯୋଗ ହୋଇଛି। ଘଟଣାର ଭିଡିଓ ସୋସିଆଲ୍…
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ପାଟନା,୩।୯: ବିହାରର ଔରଙ୍ଗାବାଦ ଜିଲା କୁଟୁମ୍ବା ଥାନା ଅଞ୍ଚଳରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ପୀଡ଼ିତା ଜଣକ…
ଚାକିରି ଛାଡ଼ିଲେ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ: ଏବେ କରୁଛନ୍ତି…
ନୂଆଦିଲ୍ଲୀ,୩।୯: ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ ବର୍ଦ୍ଧମାନଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଅଭିନନ୍ଦନ ବାୟୁସେନାରୁ ତାଙ୍କ ସେବା ଛାଡି ବର୍ତ୍ତମାନ ଆଞ୍ଚଳିକ ବିମାନ କମ୍ପାନୀ Fly91ରେ ପାଇଲଟ ଭାବରେ ଯୋଗ ଦେଇଛନ୍ତି। ଏହା…

