ଜାତୀୟ

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲା: ଅଭିଯୁକ୍ତ ବିଜୟଙ୍କୁ ସୁପ୍ରିମକୋର୍ଟରୁ ଜାମିନ

ନୂଆଦିଲ୍ଲୀ,୨୪ା୭(ପି.ଟି.): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ବିଜୟ କୁମାର ସନସେଠ୍‌ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ସର୍ବୋଚ୍ଚ ଅଦାଲତର ବିଚାରପତି ଏ.ଏମ୍‌. ଖନ୍‌ଓ୍ବିଲ୍‌କର ଓ ବିଚାରପତି ଦୀନେଶ ମାହେଶ୍ୱରୀଙ୍କୁ ନେଇ…

ପାର୍ଲାମେଣ୍ଟରେ କଶ୍ମୀର ଝଡ଼

ନୂଆଦିଲ୍ଲୀ,୨୪ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ଲାଗି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋତେ ଅନୁରୋଧ କରିଥିଲେ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ସହ ସୋମବାର ଆଲୋଚନା ବେଳେ କହିବା ଘଟଣାକୁ ନେଇ ଅପ୍ରୀତିକର…

ମୋଟର ଭେହିକିଲ୍ସ ସଂଶୋଧନ ବିଲ୍‌କୁ ବିଜେଡିର ସମର୍ଥନ

ନୂଆଦିଲ୍ଲୀ,୨୪ା୭(ପି.ଟି.): ମୋଟର ଭେହିକିଲ୍ସ ସଂଶୋଧନ ବିଲ୍‌ ମଙ୍ଗଳବାର ପାର୍ଲାମେଣ୍ଟରେ ପାସ୍‌ ହୋଇଥିବାବେଳେ ବିଜେଡି ଏହାକୁ ସମର୍ଥନ କରିଛି। କେନ୍ଦୁଝରର ବିଜେଡି ସାଂସଦ ଚନ୍ଦ୍ରାଣୀ ମୁର୍ମୁ ଏନେଇ କେନ୍ଦ୍ର ସରକାରଙ୍କୁ ପ୍ରଶଂସା କରିବା ସହ ଦୁର୍ଘଟଣା ମୃତ୍ୟୁରେ କ୍ଷତିପୂରଣ ରାଶି ବୃଦ୍ଧି କରିବା…

କର୍ନାଟକ ଭାଜପା ନେତାଙ୍କୁ ଶାହଙ୍କ ମନ୍ତ୍ରଣା

ନୂଆଦିଲ୍ଲୀ,୨୪ା୭(ପି.ଟି.): କୁମାରସ୍ବାମୀ ସରକାର ଆସ୍ଥାଭୋଟରେ ପରାଜିତ ହେବା ପରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ କର୍ନାଟକର ଦଳୀୟ ନେତାଙ୍କୁ ମନ୍ତ୍ରଣା ଦେଇଛନ୍ତି। କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରଙ୍କ ପତନର ନେତୃତ୍ୱ ନେଇଥିବା ଭାଜପା ବିଧାୟକ ଦଳ ନେତା ବି.ଏସ୍‌. ୟେଦୁରପ୍ପା ପୁନର୍ବାର…

କର୍ନାଟକରେ ୩ ପୂର୍ଣ୍ଣକାଳୀନ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୪ା୭(ପି.ଟି.): ୧୯୫୬ରେ କର୍ନାଟକ ଗଠନ ହେବା ପରଠୁ ଅଦ୍ୟାବଧି ୨୫ ଜଣ ମୁଖ୍ୟମନ୍ତ୍ରୀ ହେଲେଣି। ହେଲେ ରାଜ୍ୟର ରାଜନୈତିକ ଇତିହାସରେ କଂଗ୍ରେସର କେବଳ ୩ ନେତା ପୂର୍ଣ୍ଣକାଳୀନ ମୁଖ୍ୟମନ୍ତ୍ରୀ ଭାବେ ଶାସନ କରିବାରେ ସକ୍ଷମ ହୋଇଛନ୍ତି। ଜେଡିଏସ୍‌ ଏବଂ ଭାଜପାରୁ ଅନ୍ୟ…

ପାଗ ଭିଡ଼ୁଛନ୍ତି ୟେଦୁରପ୍ପା

ବେଙ୍ଗାଲୁରୁ,୨୪ା୭: କର୍ନାଟକ ବିଧାନସଭାରେ ୧୪ ମାସର କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାର ଆସ୍ଥାଭୋଟରେ ପରାଜୟବରଣ କରିବା ପରେ ଭାଜପା ରାଜ୍ୟରେ ସରକାର ଗଠନ କରିବା ଲାଗି ଆଗେଇ ଆସିଛି। ୪ ଦିନ ଧରି ଆସ୍ଥାଭୋଟ ଲାଗି ଚାଲିଥିବା ନାଟକକୁ ନିରୀକ୍ଷଣ କରି ନୀରବରେ…

କର୍ନାଟକ ଆସ୍ଥାଭୋଟ ନାଟକରେ ଯବନିକା: କୁମାରସ୍ବାମୀ ସରକାରର ପତନ, ୧୦୫ ଭୋଟରେ ଜିତିଲା ଭାଜପା

ବେଙ୍ଗାଲୁରୁ,୨୩।୭: କର୍ନାଟକରେ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରର ପତନ ଘଟିଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ ଆଣିଥିବା ଆସ୍ଥାଭୋଟ ଜିତିବାରେ ବିଫଳ ହେବା ପରେ ଆସ୍ଥାଭୋଟ ନାଟକରେ ଯବନିକା ପଡ଼ିଛି। ପ୍ରଥମେ ୧୬ଜଣ ବିଧାୟକ ଇସ୍ତଫା ଦେବା ପରେ ଏବେ ଆସ୍ଥା ଭୋଟରେ…

ପୁଅ ପାଇଁ ନ୍ୟାୟ ଭିକ୍ଷା କରି ୩୫୦ କିଲୋମିଟର ଚାଲିଲେ ୮୧ ବର୍ଷୀୟ ପିତା

ଜୟପୁର,୨୩।୭: ରାଜସ୍ଥାନ ହନୁମାନଗଡ଼ ଜିଲାରେ ହୋଇଥିବା ହତ୍ୟାକାଣ୍ଡକୁ ନେଇ ମୃତକଙ୍କ ପିତା ନ୍ୟାୟ ଭିକ୍ଷା ପାଇଁ ବିଧାନସଭା ଘେରାଉ କରିଛନ୍ତି। ମୃତକ ହେଉଛନ୍ତି ରାମସ୍ବରୂପଙ୍କ ପୁଅ ପବନ ବ୍ୟାସ। ହନୁମାନଗଡ଼ରୁ ଜୟପୁର ବିଧାନସଭା ପର୍ଯ୍ୟନ୍ତ ପ୍ରାୟ ୩୫୦ କିଲୋମିଟର ଚାଲି ଚାଲି…

ଟ୍ରେନରେ ଲାଗିବ ବାୟୋମେଟ୍ରିକ୍‌

ନୂଆଦିଲ୍ଲୀ,୨୩୧୭: ପୁଷ୍ପକ ଏକ୍ସପ୍ରେସ ପରେ ଏବେ ଅନ୍ୟ ଟ୍ରେନର ଜେନେରାଲ ବଗିରେ ଯାତ୍ରା କରିବା ପାଇଁ ଠେଲାପେଲା ଆଉ ହେବାକୁ ପଡ଼ିବ ନାହିଁ। ଯିଏ ପ୍ରଥମ ଆସିବ ତାଙ୍କୁ ପ୍ରଥମେ ସିଟ୍‌ ମିଳିବ। ଏହି ସମସ୍ୟାର ସମାଧାନ ପାଇଁ ରେଲଓ୍ବେର ଆରପିଏଫ୍‌…

ଲାଲୁ ଯାଦବଙ୍କ ସମେତ କିଛି ନେତାଙ୍କର କମିଲା ସୁରକ୍ଷା

ପାଟନା,୨୩।୭: ଗୃହ ମନ୍ତ୍ରଣାଳୟ ପକ୍ଷରୁ ବଡ଼ ବଡ଼ ନେତାଙ୍କୁ ଦିଆଯାଉଥିବା ସୁରକ୍ଷା ବ୍ୟବସ୍ଥା ଉପରେ ସଂଶୋଧନ କରାଯାଇଛି। ଏନେଇ ଏକ ନୋଟିସ ଜାରି କରାଯାଇଛି। ଏଥିରେ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ, ବିଏସ୍‌ପି ଏମ୍‌ପି ଶତୀଷ ଚନ୍ଦ୍ର ମିଶ୍ର, ଉତ୍ତରପ୍ରଦେଶର…

ଛୁଆ ରୋଗୀଣା ଥିବାରୁ ୪ ମହଲା କୋଠାରୁ ଫୋପାଡି ମାରିଦେଲେ ମା’

ଲକ୍ଷ୍ନୌ,୨୩।୭: ଦୁନିଆ କ’ଣ ଜାଣିବା ପୂର୍ବରୁ ନିଜ ମା’ ପାଇଁ ମୃତ୍ୟୁକୁ ଅପଣାଇ ନେଇଛି ଜଣେ ୩ ମାସର ଶିଶୁ। ନିଜ ୩ ମାସ ଶିଶୁ ପୁତ୍ରର ଯକୃତ ଜନିତ ସମସ୍ୟା ଓ କାମଳ ରୋଗ ଥିବାରୁ ଏହାକୁ କିଛିଦିନ ଚିକିତ୍ସା…

ମହାଦେବଙ୍କ ରୂପରେ ନଜର ଆସିଲେ ତେଜପ୍ରତାପ

ପାଟନା,୨୩।୭: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜ ପ୍ରତାପ ଯାଦବଙ୍କୁ ନିଆରା ରୂପରେ ଦେଖିବାକୁ ମିଳିଛି। ଶ୍ରାବଣ ମାସର ପ୍ରଥମ ସୋମବାରରେ ସେ ଶିବଙ୍କ ଭକ୍ତିରେ ଲୀନ ହୋଇ ମହାଦେବଙ୍କ ରୂପ ଧାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri