ଜାତୀୟ

କଶ୍ମୀର ଘାଟି ପୁଣି ଅଶାନ୍ତ, ଜଣେ ଦୋକାନୀଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୩୦।୮: ଜମ୍ମୁ-କଶ୍ମୀରକୁ ପୁଣି ଅଶାନ୍ତ କରିବାକୁ ଚେଷ୍ଟା କରିଛନ୍ତି ଆତଙ୍କବାଦୀ। ଶ୍ରୀନଗରରେ ଜଣେ ବ୍ୟକ୍ତି ଦୋକାନ ଖୋଲିବାରୁ ତାଙ୍କୁ ଆତଙ୍କବାଦୀମାନେ ଗୁଳି ମାରି ହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ଗୁଲାମ ମହମ୍ମଦ(୬୫ବର୍ଷ)। ପରିମ ପୋରାରେ ଥିବା ଦୋକାନ ସେ ଗୁରୁବାର…

୩୭୦ ଉଠିବା ପରେ ଆଜି ପ୍ରଥମଥର ଜମ୍ମୁ-କଶ୍ମୀର ଯିବେ ସେନା ମୁଖ୍ୟ

ଶ୍ରୀନଗର,୨୯।୮: ୩୭୦ ଉଠିବା ପରେ ଆଜି ପ୍ରଥମଥର ଜମ୍ମୁ-କଶ୍ମୀର ଯିବେ ସେନା ମୁଖ୍ୟ ବିପିନ୍‌ ରାଓ୍ବତ୍‌। ଶ୍ରୀନଗରରେ ସୁରକ୍ଷା ପରିସ୍ଥିତି ଏବଂ କଶ୍ମୀର ଘାଟିରେ ସ୍ଥିତି ପରଖି ଏନେଇ ସୁରକ୍ଷା ବଳଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଅଗଷ୍ଟ…

ସ୍ତ୍ରୀଙ୍କ ଇଚ୍ଛାକୁ କରିବେ ପୂରଣ, ଚାକିରିରୁ ଅବସର ନେବା ଦିନ ହେଲିକପ୍ଟରରେ ଗାଁକୁ ଆସିବେ ଏହି ବ୍ୟକ୍ତି

ଗାଜିଆବାଦ୍‌,୩୦।୮: ସ୍ତ୍ରୀଙ୍କ ଇଚ୍ଛାକୁ ପୂରଣ କରିବାକୁ ଯାଇ ଚାକିରିରୁ ଅବସର ନେବା ଦିନ ହେଲିକପ୍ଟରରେ ଗାଁକୁ ଆସିବେ ଗାଜିଆବାଦ୍‌ର ଜଣେ ବ୍ୟକ୍ତି। ଏଥିପାଇଁ ଆଗୁଆ ୪ଲକ୍ଷ ଟଙ୍କା ଦେଇ ହେଲିକପ୍ଟର ବୁକ୍‌ କରିଛନ୍ତି। ନରେନ୍ଦ୍ର କୁମାର ନାମକ ଏହି ବ୍ୟକ୍ତି ଜଣଙ୍କ…

ସିଂହ ଖାଉଛି ଘାସ

ନୂଆଦିଲ୍ଲୀ: ସିଂହ ଘାସ ଖାଇବା କେବେ ଦେଖିଛନ୍ତି କି? ଗୁଜରାଟର ଅମ୍‌ରେଲି ଜିଲାର ଖାମ୍ବା ଜଙ୍ଗଲରେ ଗୋଟିଏ ସିଂହ ଘାସ ଖାଉଥିବାର ଭିଡିଓ ଭାଇରାଲ ହୋଇଛି। ଏଥିରେ ସିଂହଟି ଘାସକୁ ଚୋବାଇ ଖାଉଥିବାର ଦୃଶ୍ୟ ଦେଖାଯାଉଛି। ସିଂହ ଏକ ମାଂସାଶୀ ପ୍ରାଣୀ…

୪ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ପଦୋନ୍ନତି

ନୂଆଦିଲ୍ଲୀ, ୩୦-୮(ପି.ଟି.): ବିଭିନ୍ନ ହାଇକୋର୍ଟର ୪ ମୁଖ୍ୟ ବିଚାରପତିଙ୍କ ସୁପ୍ରିମକୋର୍ଟକୁ ପଦୋନ୍ନତି ନେଇ କେନ୍ଦ୍ର ନିଷ୍ପତ୍ତି ଗ୍ରହଣ କରିଥିବାବେଳେ ସୁପ୍ରିମକୋର୍ଟର କଲେଜିୟମ ଏହାକୁ ଗୁରୁବାର ସ୍ବୀକୃତି ପ୍ରଦାନ କରିଛନ୍ତି। ହିମାଚଳ ପ୍ରଦେଶର ମୁଖ୍ୟ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟନ୍‌, ପଞ୍ଜାବ ଓ…

ସୁସ୍ଥ ଭବିଷ୍ୟତ ଆଡ଼କୁ ଭାରତ

ନୂଆଦିଲ୍ଲୀ,୩୦-୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ ରଙ୍ଗାରଙ୍ଗ ଉତ୍ସବରେ ‘ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ’ର ଶୁଭାରମ୍ଭ କରିଛନ୍ତି। ଭାରତକୁ ସୁସ୍ଥ ଭବିଷ୍ୟତ ଆଡ଼କୁ ଆଗେଇନେବାରେ ଏହା ସମୟର ଆବଶ୍ୟକତା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଯୁକ୍ତିର ବିକାଶ ଯୋଗୁ ଜୀବନଶୈଳୀ ଶାରୀରିକ ଶ୍ରମହୀନ ହୋଇପଡିଛି।…

‘ଆତଙ୍କବାଦୀଙ୍କୁ ପଠାଅନି, ପଡ଼ୋଶୀ ଭଳି ରୁହ’

ନୂଆଦିଲ୍ଲୀ,୩୦-୮(ପି.ଟି.): ପାକିସ୍ତାନ ଭାରତକୁ ଆତଙ୍କବାଦୀଙ୍କୁ ପଠାଇବା ବନ୍ଦ କରି ସ୍ବାଭାବିକ ପଡ଼ୋଶୀ ଭଳି ରହୁ ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଜମ୍ମୁ-କଶ୍ମୀରକୁ ନେଇ ପାକିସ୍ତାନ ଦେଉଥିବା ଅତ୍ୟନ୍ତ ଦାୟିତ୍ୱହୀନ ମନ୍ତବ୍ୟକୁ ନିନ୍ଦା କରାଯାଇଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରବୀଶ…

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’:ଉପତ୍ୟକାରେ ସ୍ବାସ୍ଥ୍ୟସେବା ସଙ୍କଟ,ଭାରତର କଶ୍ମୀର ଦମନ ହସ୍ପିଟାଲଗୁଡ଼ିକୁ ଶ୍ମଶାନରେ ପରିଣତ କରିଦେଇଛି

ରୋଗୀଙ୍କ ପାଇଁ ହସ୍ପିଟାଲଗୁଡ଼ିକରେ ଔଷଧ ନାହିଁ। କର୍ଫ୍ୟୁ ବଳବତ୍ତର ରହିଥିବାରୁ ଚିକିତ୍ସା ଲାଗି ସେମାନଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ନେବା ଲାଗି ଆମ୍ବୁଲାନ୍ସ ନାହିଁ। ଏଟିଏମ୍‌ଗୁଡ଼ିକ ବନ୍ଦ ଥିବାରୁ ଲୋକେ ଔଷଧ କିଣିବା ପାଇଁ ଟଙ୍କା ଉଠାଇପାରୁ ନାହାନ୍ତି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ…

ସୁରଟ ହୀରା କାରବାରରେ ମାନ୍ଦାବସ୍ଥା ମାଡ଼:୬୦ ହଜାର କର୍ମଚାରୀ ବେକାର

ନୂଆଦିଲ୍ଲୀ,୩୦-୮:ଦେଶର ହୀରା କାରବାର ଗଡ଼ ଭାବେ ପରିଚିତ ଗୁଜରାଟର ସୁରଟରେ ଏବେ ମାନ୍ଦାବସ୍ଥା ଛାଇଗଲାଣି। ଗତ କିଛି ମାସ ମଧ୍ୟରେ ଏଠାରେ ୬୦ ହଜାର କର୍ମଚାରୀ ନିଯୁକ୍ତି ହରାଇ ଏବେ ଦୁଃଖରେ କାଳାତିପାତ କରୁଛନ୍ତି। ପରିସ୍ଥିତି ଏପରି ହେଲାଣି ଯେ, ୪୦…

ବ୍ୟାଙ୍କ ଠକେଇ ୭୧,୫୪୩ କୋଟିରେ ପହଞ୍ଚିଲା

ମୁମ୍ବାଇ,୨୯-୮: ରିଜର୍ଭ ବ୍ୟାଙ୍କ ବାର୍ଷିକ ରିପୋର୍ଟରେ ୨୦୧୮-୧୯ ଆର୍ଥିକ ବର୍ଷରେ ବ୍ୟାଙ୍କ ଠକେଇ ବଢ଼ିଥିବା ସ୍ବୀକାର କରାଯାଇଛି। ଆଲୋଚ୍ୟ ବର୍ଷରେ ଠକେଇ ଅର୍ଥ ପରିମାଣ ବଷର୍ର୍କୁ ବର୍ଷ ହିସାବରେ ୭୩.୮ ପ୍ରତିଶତ ବୃଦ୍ଧି ପାଇଛି। ଏହି ସମୟରେ ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ ୬୮୦୧…

ଦୀର୍ଘାୟୁ ହେବା ପାଇଁ କରନ୍ତୁ ଏପରି…

ସକାଳୁ ଉଠିବା ଦ୍ୱାରା ଦେହ ଓ ମନ ଉଭୟ ସୁସ୍ଥ ରହେ। ତେଣୁ ପ୍ରତିଦିନ ସକାଳୁ ଶୀଘ୍ର ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭପ୍ରଦ। ଏହାଦ୍ୱାରା ଜୀବନ ଦୀର୍ଘ ହୋଇଥାଏ। ପ୍ରତିଦିନ ପ୍ରାୟ ୬ଟା ଭିତରେ ଉଠିବାକୁ ଚେଷ୍ଟା କରିବା ବେଶ୍‌ ଭଲ।…

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଚାହୁଁଛନ୍ତି କି…

ଏବେ କେତେକଙ୍କଠାରେ ମେଦବହୁଳତା ଦେଖାଦେଉଛି। ଏଥିରୁ ରକ୍ଷା ପାଇବା ଲାଗି ବ୍ୟାୟାମ ସହିତ ଖାଦ୍ୟପେୟ ଉପରେ ଗୁରୁତ୍ୱ ଦିଆଯାଇଥାଏ। ତେବେ ପ୍ରତିଦିନ ସକାଳେ ଆଖୁରସ ପିଇବା ସହିତ କିଛି ସମୟ ଚାଲିବାକୁ ପଡିବ। ଏହାଦ୍ୱାରା ଓଜନ କମିଯାଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri