ଜାତୀୟ

୨୦୧୮-୧୯ରେ ୭୧,୫୪୩ କୋଟିର ବ୍ୟାଙ୍କ ଠକେଇ

ମୁମ୍ବାଇ,୨୯-୮: ଦେଶରେ ଗତ ଆର୍ଥିକ ବର୍ଷ ବ୍ୟାଙ୍କ ଠକେଇ ମାମଲା ବାର୍ଷିକ ଆଧାରରେ ୧୫% ବୃଦ୍ଧି ପାଇଛି। ଏହି ସମୟରେ ଠକେଇ ପରିମାଣ ୭୩.୮% ବଢ଼ି ୭୧,୫୪୨.୯୩ କୋଟି ଟଙ୍କାରେ ପହଞ୍ଚତ୍ୟାଇଛି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ବାର୍ଷିକ ରିପୋର୍ଟରେ ଏ ସମ୍ପର୍କରେ…

ଭୂତମେଳା

ଉତ୍ତର ପ୍ରଦେଶ ମିର୍ଜାପୁର ଅହୋରାହ ଥାନା ଅଞ୍ଚଳରେ ବରହି ଗାଁରେ ଦେଖିବାକୁ ମିଳେ ଏକ ଅଜବ ମେଳା। ସ୍ଥାନୀୟ ଲୋକେ ଏହାକୁ ଭୂତଙ୍କ ମେଳା ବୋଲି କୁହନ୍ତି। କାରଣ ଏଠାକୁ ବେଶୀ ଭୂତ ପ୍ରେତ ଆସିଥାଆନ୍ତି ବୋଲି ଏହି ମେଳାର ନାମ…

କଶ୍ମୀରକୁ ନେଇ ମୂଲ୍ୟହୀନ କଥା କହୁଛି ପାକିସ୍ତାନ: ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୮: ପାକିସ୍ତାନ ଭାରତ ପ୍ରତି ଯେଉଁ ମନୋଭାବ ପୋଷଣ କରୁଛି ତାକୁ ନେଇ ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏଥିରେ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ରବିଶ କୁମାର କହିଥିଲେ ପାକିସ୍ତାନ ସାଧାରଣ ପଡୋଶୀ ଭଳି…

ମୋଦିଙ୍କ ଜନ୍ମଦିନକୁ ‘ସେବା ସପ୍ତାହ’ ଭାବେ ପାଳନ କରିବ ଭାଜପା

ନୂଆଦିଲ୍ଲୀ,୨୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନକୁ ଚଳିତ ବର୍ଷ ଭାରତୀୟ ଜନତା ପାର୍ଟି(ଭାଜପା) ଏକ ନିଆରା ଢଙ୍ଗରେ ପାଳନ କରିବାକୁ ପ୍ରସ୍ତୁତ ହେଉଛି। ଆସନ୍ତା ସେପ୍ଟେମ୍ବର ୧୭ରେ ମୋଦିଙ୍କ ଜନ୍ମଦିନ ପଡୁଥିବା ବେଳେ ଭାଜପା ପକ୍ଷରୁ ଏହାକୁ ସର୍ଭ ଦ ପିପୁଲ…

ଭାରତ-ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ହେଲେ କ’ଣ ହେବ ଫଳାଫଳ

ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ଏବେ ପାକିସ୍ତାନ ବିଚଳିତ ହୋଇପଡିଛି। ଏହି ପ୍ରସ୍ତଙ୍ଗରେ ଜାତିସଂଘଠାରୁ ଆରମ୍ଭ କରି ବିଭିନ୍ନ ଦେଶର ସହାୟତା ମାଗୁଥିଲେ ମଧ୍ୟ ସବୁଠି ନିରାଶ ହେଉଛି। ତେଣୁ କୌଣସି ଉପାୟ ନ ପାଇ ପରମାଣୁ ଯୁଦ୍ଧର ଧମକ…

ଚିଦାମ୍ବରମଙ୍କ ଗିରଫ ଖୁସି ଖବର: ଇନ୍ଦ୍ରାଣୀ

ନୂଆଦିଲ୍ଲୀ,୨୯।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଏବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଗିରଫ ହୋଇଥିବା ବେଳେ ଏହାକୁ ନେଇ ଖୁସି ପ୍ରକାଶ କରିଛନ୍ତି ଇନ୍ଦ୍ରାଣୀ ମୁଖାର୍ଜୀ। ଚିଦାମ୍ବରମ ସିବିଆଇ ହାଜତରେ ଥିବା ବେଳେ ଆଇଏନ୍‌ଏକ୍ସ ମିଡିଆର ପୂର୍ବତନ ମାଲିକ ଇନ୍ଦ୍ରାଣୀ ମୁଖାର୍ଜୀ…

ସ୍କୁଲରେ ଶୌଚାଳୟ ସଫା କରୁଛନ୍ତି ଛାତ୍ରୀଛାତ୍ର: ପ୍ରଶଂସା କଲେ ଜିଲାପାଳ

ଭୋପାଳ,୨୯।୮: ମଧ୍ୟପ୍ରଦେଶ ଖଣ୍ଡଓ୍ବା ଜିଲାରେ ଏକ ପ୍ରାଥମିକ ସ୍କୁଲରେ ଛାତ୍ରୀଛାତ୍ର ଶୌଚାଳୟ ସଫା କରୁଥିବା ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ବିଭିନ୍ନ ବର୍ଗ ପକ୍ଷରୁ ଭିନ୍ନ ଭିନ୍ନ କମେଣ୍ଟ ଦିଆଯାଇଛି। ତେବେ ଏହାକୁ ଜିଲାପାଳ ତନଭୀ…

ଦିଲ୍ଲୀରେ ଆଇଏସ୍‌ଆଇ ତାଲିମ୍‌ ପ୍ରାପ୍ତ ୨ ଆତଙ୍କବାଦୀ: ଜାରି ହେଲା ସ୍କେଚ୍‌

ନୂଆଦିଲ୍ଲୀ,୨୯।୮: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ତାଲିମ୍‌ ପ୍ରାପ୍ତ ୨ ଆତଙ୍କବାଦୀଙ୍କୁ ଦିଲ୍ଲୀ ପଠାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଇତିମଧ୍ୟରେ ଦିଲ୍ଲୀ ଆସିଥିବା ଆତଙ୍କବାଦୀ ଅକରମ କୁରେଶି ଏବଂ ତାଙ୍କ ସହଯୋଗୀ…

୨ ବର୍ଷ ମଧ୍ୟରେ ଦେଶର ସମସ୍ତ ବିମାନ ବନ୍ଦରରେ ଲଗାଯିବ ବଡ଼ି ସ୍କାନର

ନୂଆଦିଲ୍ଲୀ,୨୯।୮: ଦେଶର ସମସ୍ତ ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ପାଇଁ ବେସାମରିକ ବିମାନ ଚଳାଚଳ ବିଭାଗ ପକ୍ଷରୁ ଯୋଜନା କରାଯାଇଛି। ଏହି ଯୋଜନା ଅନ୍ତର୍ଗତ ସମସ୍ତ ବିମାନ ବନ୍ଦରରେ ଆସନ୍ତା ୨ ବର୍ଷ ମଧ୍ୟରେ ବଡ଼ି ସ୍କାନର ଲଗାଯିବ।…

ମାୟାବତୀଙ୍କୁ ଯିଏ ଛୁଇଁବ ତାଙ୍କର ମୃତ୍ୟୁ ନିଶ୍ଚିତ: ଭାଜପା ନେତା

ଲକ୍ଷ୍ନୌ,୨୯।୮: ବହୁଜନ ସମାଜ ପାର୍ଟି ମୁଖ୍ୟ ସୁଶ୍ରୀ ମାୟାବତୀଙ୍କୁ ନେଇ ଭାଜପା ନେତା ଏକ ବିବାଦୀୟ ବୟାନ ଦେଇଛନ୍ତି। ଉତ୍ତର ପ୍ରଦେଶର ଭାଜପା ନେତା ତଥା ମନ୍ତ୍ରୀ ଗିରିରାଜ ସିଂ ଧର୍ମେଶ କହିଛନ୍ତି, ମାୟାବତୀ ହେଉଛନ୍ତି ମୁକୁଳା ତାର। ତାଙ୍କୁ ଯିଏ…

ଅଯୋଧ୍ୟା ମାମଲା: ମସଜିଦ୍‌ର ନିର୍ମାଣ ବାବର କିମ୍ବା ଔରଙ୍ଗଜେବ୍‌ କରିଥିଲେ ବୋଲି ନାହିଁ ପ୍ରମାଣ

ନୂଆଦିଲ୍ଲୀ,୨୯।୮: ଅଯୋଧ୍ୟାର ରାମ ଜନ୍ମଭୂମି- ବାବରୀ ମସଜିଦ୍‌ ମାମଲାରେ ସୁପ୍ରିମ୍‌କୋର୍ଟରେ ଗୁରୁବାର ରାମଜନ୍ମଭୂମି ପୁନରୁତ୍ଥାନ ସମିତି ପକ୍ଷରୁ କୁହାଯାଇଛି ଯେ, ଏଠାରେ ବାବର କିମ୍ବା ଔରଙ୍ଗଜେବ୍‌ଙ୍କ ଦ୍ୱାରା କୌଣସି ମସଜିଦ୍‌ ନିର୍ମାଣ ହୋଇ ନ ଥିଲା। ଏହାର କୌଣସି ପ୍ରମାଣ ନାହିଁ।…

ଗ୍ରେଟର ନଏଡ଼ାରେ ଖୋଲିଲା ପ୍ରଥମ ଇଲେକ୍ଟ୍ରିକ୍‌ କାର୍‌ ଚାର୍ଜିଂ ଷ୍ଟେଶନ

ଗ୍ରେଟର ନଏଡ଼ା,୨୯।୮: ପରିବେଶ ପ୍ରଦୂଷଣକୁ ରୋକିବାକୁ ବହୁ ଦିନରୁ ଚାଲିଥିବା ପ୍ରୟାସ ଶେଷରେ ଫଳବତି ହୋଇଛି। ପେଟ୍ରୋଲ, ଡିଜେଲ ବାହନ ବ୍ୟତୀତ ଇଲେକ୍ଟ୍ରୋନିକ୍‌ ବାହନ ବ୍ୟବହାର କରିବାକୁ ଲୋକଙ୍କୁ ଉତ୍ସାହିତ କରାଯାଉଥିବା ବେଳେ ଏବେ ଉତ୍ତର ପ୍ରଦେଶର ଗ୍ରେଟର ନଏଡାରେ ଖୋଲିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri