ରାହୁଲ ଗାନ୍ଧୀଙ୍କୁ ସମନ୍
ପାଟ୍ନା,୨୮ା୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପାଟ୍ନା ହାଇକୋର୍ଟ ସମନ୍ ଜାରି କରି ମେ ୨୦ରେ ହାଜର ହେବାକୁ କହିଛନ୍ତି। ବିହାରର ଉପମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ସୁଶୀଲ ମୋଦି ଶୁକ୍ରବାର ତାଙ୍କ ବିରୋଧରେ ମାନହାନି ମକଦ୍ଦମା କରିଥିଲେ। ରାହୁଲ ‘ସବୁ…
ଗମ୍ଭୀରଙ୍କ ବିରୋଧରେ ମାମଲା ରୁଜୁ
ନୂଆଦିଲ୍ଲୀ,୨୮ା୪: କ୍ରିକେଟର୍ରୁ ରାଜନେତା ବନିଥିବା ଭାଜପା ପ୍ରାର୍ଥୀ ଗୌତମ୍ ଗମ୍ଭୀର ବିନା ଅନୁମତିରେ ନିର୍ବାଚନ ର଼୍ୟାଲି କରିଥିବାରୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ତାଙ୍କ ବିରୋଧରେ ଶନିବାର ମାମଲା ରୁଜୁ କରିଛି। ଗତ ୨୫ ତାରିଖରେ ଦିଲ୍ଲୀର ଜଙ୍ଗପୁରାଠାରେ ସେ ବିନା…
Read more
ନୂଆଦିଲ୍ଲୀ,୨୮ା୪: ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ବିଛା ମନ୍ତବ୍ୟ ଦେଇ କଂଗ୍ରେସ ସାଂସଦ ଶଶୀ ଥରୁର୍ ଫସିଯାଇଛନ୍ତି। ଏହି ମନ୍ତବ୍ୟ ଧାର୍ମିକ ଭାବନାକୁ ଆଘାତ ଦେଇଛି ବୋଲି ଭାଜପା ନେତା ରାଜୀବ ବାବର ଅଭିଯୋଗ କରିବା ପରେ ଦିଲ୍ଲୀ କୋର୍ଟ ପକ୍ଷରୁ ଶନିବାର…
ଚତୁର୍ଥ ପର୍ଯ୍ୟାୟରେ ୯୪୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ
ନୂଆଦିଲ୍ଲୀ,୨୮ା୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଆସନ୍ତା ୨୯ ତାରିଖରେ ହେବାକୁ ଯାଉଥିବାବେଳେ ଶନିବାର ଅପରାହ୍ନରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୯ଟି ରାଜ୍ୟର ୭୨ ଆସନରେ ମତଦାନ ହେବ। ଏଥିରେ ରହିଛି ବିହାରର ୫ ଆସନ, ଝାଡଖଣ୍ଡର…
ଭାଜପାରେ ଯୋଗ ଦେବା ପରେ ପ୍ରଥମଥର ଏକ ରାଲିରେ ଯୋଗଦେଲେ ସନ୍ନି
ବାରମେର,୨୭।୪: କିଛିଦିନ ତଳେ ଭାଜପାରେ ଯୋଗ ଦେଇଥିବା ବଲିଉଡ୍ ଅଭିନେତା ସନ୍ନି ଦଓ୍ବେଲ ପ୍ରଥମ କରି ଶନିବାର ଏକ ରାଲିରେ ନଜର ଆସିଛନ୍ତି। ପ୍ରବଳ ଜନ ସମୁଦ୍ର ମଧ୍ୟରେ ସେ ଏକ ଖୋଲା ଜିପ୍ରେ ଆସି ଭାଜପା ସମର୍ଥକଙ୍କୁ ହାତ ହଲାଇ…
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଭାଜପା ଗଡ଼ ରକ୍ଷା ଚିନ୍ତାରେ ଥିବାବେଳେ କଂଗ୍ରେସ ପାଇଁ ପୁରୁଣା ଗାଦି ବିଜୟ ଲକ୍ଷ୍ୟ
ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ୯ଟି ରାଜ୍ୟର ୭୧ ଆସନ ପାଇଁ ସୋମବାର ମତଦାନ କରାଯିବ। ଏସବୁ ଆସନରେ ଭାଜପା ଗଡ଼ ରକ୍ଷା ପାଇଁ ଚିନ୍ତା କରୁଥିବାବେଳେ କଂଗ୍ରେସ ପୁରୁଣା ଗାଦି ବିଜୟ ଲାଗି ଲକ୍ଷ୍ୟ ରଖିଛି। ଚତୁର୍ଥ…
ପୁଣି ସହାୟତାର ହାତ ବଢାଇଲେ ସୁଷମା
ନୂଆଦିଲ୍ଲୀ,୨୭।୪: ସୁଦୂର କାନାଡାରେ ଜଣେ ଯୁବ ଇଞ୍ଜିନିୟର ଓ ତାଙ୍କ ପୁଅ ସୁଇମିଂ ପୁଲରେ ବୁଡି ଯିବାରୁ ସେମାନଙ୍କର ମୃତ୍ୟୁ ହୋଇଥିବା ଜାଣିବାକୁ ପାଇଥିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ହେଲେ ଅର୍ଥାଭାବରୁ ସେମାନଙ୍କ ମୃତ ଦେହ ଭାରତ ଆସି…
ନାମାଙ୍କନ ରଦ୍ଦ ହେଲା ପରେ ବି ଶ୍ରତ୍ରୁଘ୍ନଙ୍କର ନିର୍ବାଚନ ଲଢ଼ିବା ନିଶା ଭାଙ୍ଗିନି
ନୂଆଦିଲ୍ଲୀ,୨୭।୪: ଦିଲ୍ଲୀର କର୍ନଟ ପ୍ଲେସ୍ ନିକଟରେ ଥିବା ହନୁମାନ ମନ୍ଦିରଠାରେ ଚା’ ଦୋକାନ କରିଛନ୍ତି ଜଣେ ଯୁବକ। ନିର୍ବାଚନ ଲଢ଼ିବାକୁ ଚାହୁଁଥିବା ଏହି ଯୁବକଙ୍କର ନାମାଙ୍କନ ପତ୍ରରେ ତ୍ରୁଟି ଥିବାରୁ ଏହାକୁ ରଦ୍ଦ କରିଛନ୍ତି। ନାମାଙ୍କନ ଦାଖଲ ଶେଷ ହେବାର ଗୋଟିଏ…
ବିରୋଧି ଯେତେ ପ୍ରଚାର କଲେ ବି ଭାଜପା ଗଢିବ ସରକାର: ମୋଦି
କାନପୁର,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନିର୍ବାଚନ ପ୍ରଚାର ଲାଗି କନ୍ନୌଜ ପହଞ୍ଚିଥିଲେ। ସେଠାରେ ସେ ଲୋକଙ୍କ ଭିଡକୁ ଦେଖି ସେମାନଙ୍କୁ ହୃଦୟର ସହ ସମ୍ମାନ ଜଣାଇଥିବା ପ୍ରକାଶ କରିଥିଲେ। ମୋଦି ଏହି ସଂକଳ୍ପ ଶୋଭାଯାତ୍ରାରେ ବିରୋଧିଙ୍କ ଉପରେ ଖୁବ୍ ବର୍ଷିଛନ୍ତି।…
ରାଜନୀତିରେ ପ୍ରବେଶ କଲେ ସ୍ତ୍ରୀ ରାଧିକା ମତେ ଛାଡ଼ିଦେବେ: ରଘୁରାମ ରାଜନ
ଚେନ୍ନାଇ,୨୭।୪: ଭାରତର ବର୍ତ୍ତମାନର ରାଜନୈତିକ ପୃଷ୍ଠଭୂମି ସମଗ୍ର ପୃଥିବୀ ଭଳି ସମାନ। ତେବେ ଭାରତର ରାଜନୈତିକ ସ୍ଥିତି ଖରାପ ନାହିଁ ବୋଲି ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ କହିଛନ୍ତି। ରାଜନୀତି ପ୍ରତି ତାଙ୍କର ରୁଚି ନାହିଁ ଏକାଡେମିକ କାର୍ଯ୍ୟରେ…
ବାରାଣସୀ ଘାଟ ଶ୍ମଶାନର ସଂସ୍କାରକ ହେଲେ ମୋଦିଙ୍କ ପ୍ରସ୍ତାବକ
ବାରାଣସୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଲୋକ ସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ମୋଦିଙ୍କ ଚାରିଜଣ ପ୍ରସ୍ତାବକଙ୍କ ମଧ୍ୟରେ ରହିଛନ୍ତି ଶ୍ମଶାନ ଘାଟର ଜଣେ ସଂସ୍କାରକାରୀ। ସେ ହେଉଛନ୍ତି ଜଦୀଶ୍ ପ୍ରକାଶ ଚୌଧୁରୀ। ବୃଦ୍ଧ ଜଦୀଶ୍ ବାରାଣସୀ ଶ୍ମଶାନ…
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ସନ୍ଧ୍ୟା ସୁଦ୍ଧା ପ୍ରଚାର ଶେଷ
ନୂଆଦିଲ୍ଲୀ,୨୭।୪: ଆସନ୍ତା ସୋମବାର ଅର୍ଥାତ୍ ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ଅନୁଷ୍ଠିତ ହେବ। ସେଥିଲାଗି ଶନିବାର ସନ୍ଧ୍ୟା ସୁଦ୍ଧା ପ୍ରଚାର କାମ ସମାପ୍ତ କରାଯିବ। ଏହି ପର୍ଯ୍ୟାୟରେ ୯ ରାଜ୍ୟର ୭୧ଟି ଲୋକ ସଭା ଆସନ ପାଇଁ ଭୋଟ ଗ୍ରହଣ…
Archives


