ଜାତୀୟ

ପାସେଞ୍ଜର ଟ୍ରେନ୍‌ର ୪ ବଗି ଲାଇନଚ୍ୟୁତ: ଷ୍ଟେଶନ କାନ୍ଥ ଭାଙ୍ଗି ବାହାରକୁ ମାଡ଼ିଗଲା

କାନପୁର, ୨୮।୮: ଉତ୍ତରପ୍ରଦେଶ କାନପୁର ସେଣ୍ଟ୍ରାଲ ରେଳ ଷ୍ଟେଶନ୍‌ରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। କାନପୁର-ଲକ୍ଷ୍ନୌ ପାସେଞ୍ଜର ଟ୍ରେନ୍‌ର ୪ ବଗି ଲାଇନଚ୍ୟୁତ ହୋଇଛି। ଏହାଯୋଗୁ ପ୍ଲାଟର୍ଫମ ୩ରେ ଆସୁଥିବା ଟ୍ରେନ୍‌ଟି ଷ୍ଟେଶନ କାନ୍ଥ ଭାଙ୍ଗି ବାହାରକୁ ମାଡ଼ି ଯାଇଛି।…

ନାବାଳିକାଙ୍କୁ ଗଣବଳାତ୍କାର ପରେ: ଲଣ୍ଡାକରି ଗାଁରେ ବୁଲାଇଲେ

ଗୟା, ୨୮ା୮(ପି.ଟି.): ବିହାରର ଗୟା ଜିଲାରେ ଜଣେ ନାବାଳିକାଙ୍କୁ କେତେକ ଯୁବକ ଗାଡ଼ିରେ ଜୋରଜବରଦସ୍ତ ଉଠାଇନେଇ ଗଣବଳାତ୍କାର କରିବା ପରେ ପଞ୍ଚାୟତର ନିର୍ଦ୍ଦେଶ କ୍ରମେ ଉକ୍ତ ପୀଡ଼ିତାଙ୍କୁ ଲଣ୍ଡା କରି ଗାଁ ଦାଣ୍ଡରେ ବୁଲାଇବା ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଛି। ୬…

ନାସା ଯିବେ ୩ ଭାରତୀୟ ଛାତ୍ରୀଛାତ୍ର

ଚେନ୍ନାଇ ୩ ଜଣ ଭାରତୀୟ ଛାତ୍ରୀଛାତ୍ର ଆମେରିକାର ମହାକାଶ ଗବେଷଣା କେନ୍ଦ୍ର (ନାସା) ପରିଦର୍ଶନ କରିବାର ସୁଯୋଗ ପାଇଛନ୍ତି। ସେମାନେ ହେଲେ ତାମିଲନାଡୁର ମଦୁରାଇସ୍ଥିତ ମହାତ୍ମା ମଣ୍ଟେସରି ମାଟ୍ରିକ ହାୟର ସେକେଣ୍ଡାରି ସ୍କୁଲର ୧୦ମ ଶ୍ରେଣୀ ଛାତ୍ରୀ ଜେ. ଧନ୍ୟା ଥାସନେମ୍‌,…

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’: ଆମ ନିଦ ଫେରାଇଦିଅ

ଶ୍ରୀନଗର, ୨୮ା୮(ପି.ଟି.) :ପ୍ରବେଶପଥକୁ ତିନୋଟି କାଠଗଣ୍ଡି, କେତେ ଖଣ୍ଡ ଟିଣ ଓ ଭଙ୍ଗାଇଟା ସହ ଏଭଳି ଅନେକ ପ୍ରତିବନ୍ଧକରେ ଅବରୋଧ କରାଯାଇଛି, ଯାହାକି ପୋଲିସ ଗାଡ଼ିଗୁଡ଼ିକୁ ଅଟକାଇଦେବ। ଉପତ୍ୟକାରେ କଡ଼ା ସାମରିକ କର୍ଫ୍ୟୁ ଓ ଯୋଗାଯୋଗର ମାଧ୍ୟମ ଉପରେ କଟକଣା ହେଉଛି…

ଏଲ୍‌ଓସିରେ ପାକ୍‌ର ସୈନ୍ୟ ଠୁଳ

ନୂଆଦିଲ୍ଲୀ, ୨୮ା୮(ପି.ଟି.): ନିୟନ୍ତ୍ରଣ ରେଖା ନିକଟରେ ପାକିସ୍ତାନର ଶତାଧିକ ଏସ୍‌ଏସ୍‌ଜି କମାଣ୍ଡୋଙ୍କୁ ମୁତୟନ କରାଯାଇଛି। ଭାରତୀୟ ସେନାର କାର୍ଯ୍ୟାନୁଷ୍ଠାନକୁ ପ୍ରତିହତ କରିବା ଲାଗି ପାକିସ୍ତାନ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି। ଭାରତୀୟ ସେନା ଏଥିପ୍ରତି ସତର୍କ ରହିଥିବାବେଳେ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର…

ମାନ୍ଦାବସ୍ଥା ମାଡ଼:ମାରୁତି ସୁଜୁକିର ୩୦୦୦ ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ

ନୂଆଦିଲ୍ଲୀ,୨୮-୮:ଅଟୋ ଉଦ୍ୟୋଗରେ ମାନ୍ଦାବସ୍ଥା ଉତ୍କଟ ହେବାରେ ଲାଗିଛି। ଦୈନିକ ବିକ୍ରି ହ୍ରାସ ପାଇବା କାରଣରୁ ମାରୁତି ସୁଜୁକି ଏହାର ୩୦୦୦ ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ କରିବାକୁ ବାଧ୍ୟ ହୋଇଛି। କମ୍ପାନୀ ଅଧ୍ୟକ୍ଷ ଆର୍‌.ସି.ଭାର୍ଗବ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। କମ୍ପାନୀର ବାର୍ଷିକ…

ଆର୍ଥିକ ସଙ୍କଟ: ଶ୍ୱେତପତ୍ର ଦାବି କଲା କଂଗ୍ରେସ

ନୂଆଦିଲ୍ଲୀ,୨୮ା୮(ପି.ଟି./ଆଇଏଏନ୍‌ଏସ୍‌):ବିମଲ ଜଲାନ କମିଟିର ସୂୁପାରିସକ୍ରମେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଲାଭାଂଶ ଓ ବଳକା ପୁଞ୍ଜି ବାବଦରେ କେନ୍ଦ୍ର ସରକାରଙ୍କୁ ୧.୭୬ ଲକ୍ଷ କୋଟି ଟଙ୍କା ଦେବା ନେଇ ବିବାଦ ଉଠିଛି। ଗୁଳିମାଡ଼ର କ୍ଷତରେ ଚୋରି କରାଯାଇଥିବା ବ୍ୟାଣ୍ଡ-ଏଡ୍‌ ଲଗାଇ ଚିକିତ୍ସା…

୨ ବର୍ଷର କମ୍‌ ଶିଶୁଙ୍କୁ ଫଳ ରସ ଦେଉଛନ୍ତି କି, ତାହେଲେ ହୋଇଯାଆନ୍ତୁ ସାବଧାନ

ଫଳ ରସ ପିଇବା ଛୋଟ ଛୁଆଙ୍କ ଠାରୁ ଆରମ୍ଭ କରି ବୃ୍‌ଦ୍ଧ ଯାଏଁ ସମସ୍ତଙ୍କୁ ଭଲ ଲାଗିଥାଏ। ଏହାଦ୍ୱାରା ଜରୁରୀ ପୋଷକ ତତ୍ତ୍ୱ ମିଳିବା ସହ ଶରୀରରେ ପାଣିର ଅଭାବକୁ ମଧ୍ୟ ଦୂର କରିଥାଏ। କିନ୍ତୁ ଆପଣ ଜାଣିଛନ୍ତି କି, ଛୋଟ…

ଅରୁଣ ଜେଟ୍‌ଲୀଙ୍କ ନାଁରେ ନାମିତ ହେବ କୋଟଲା ଷ୍ଟାଡିୟମ

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଫିରୋଜ ଶାହ କୋଟଲା ଷ୍ଟାଡିୟମର ନାଁ ବଦଳାଯାଇ ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ସ୍ବର୍ଗତ ଅରୁଣ ଜେଟଲୀଙ୍କ ନାମରେ ନାମିତ ହେବ। ଫିରୋଜ ଶାହ କୋଟଲା ପରିବର୍ତ୍ତେ ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମ ରଖାଯିବ ବୋଲି…

ଗୁରମୀତ୍‌ ରାମ ରହିମଙ୍କ ପାରୋଲ ଆବେଦନ ଖାରଜ

ଚଣ୍ଡିଗଡ଼,୨୭।୮: ଆତ୍ମଘୋଷିତ ଧର୍ମଗୁରୁ ତଥା ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ୍‌ ରାମ ରହିମ ସିଂହଙ୍କୁ ପଞ୍ଜାବ ଓ ହରିୟାଣା କୋର୍ଟ ପକ୍ଷରୁ ବଡ଼ ଝଟ୍‌କା ଲାଗିଛି। ମଙ୍ଗଳବାର ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଗୁରମୀତ୍‌ଙ୍କ ପାରୋଲ ଆବେଦନକୁ ୪ର୍ଥ…

ବାରମୁଳାରୁ ୨ ଆତଙ୍କବାଦୀ ଗିରଫ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୨୭।୮: ଜମ୍ମୁ-କଶ୍ମୀର ବାରମୁଳାରୁ ୨ ଆତଙ୍କବାଦୀ ଗିରଫ ହୋଇଛନ୍ତି। ଏହା ସହିତ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି। ଏନେଇ ସିଆର୍‌ପିଏଫ୍‌ ୫୩ ବାଟାଲିୟନ୍‌ ପକ୍ଷରୁ ସୂଚନା ଦିଆଯାଇଛି। କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସିଆର୍‌ପିଏଫ୍‌, ଭାରତୀୟ ସେନା…

ଚିଦାମ୍ବରମଙ୍କ ହେବ ଲାଏ ଡିଟେକ୍ଟର ଟେଷ୍ଟ: ସିବିଆଇ

ନୂଆଦିଲ୍ଲୀ,୨୭।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଛନ୍ଦି ହୋଇ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ସିବିଆଇ ରିମାଣ୍ଡରେ ଅଛନ୍ତି। ଅଗଷ୍ଟ ୩୦ ପର୍ଯ୍ୟନ୍ତ ସେ ସିବିଆଇ ହେପାଜତରେ ରହିଥିବା ବେଳେ ତାଙ୍କୁ ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଜେରା କରାଯାଉଛି। ଜେରା ସମୟରେ ଚିଦାମ୍ବରମଙ୍କଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri