ଜେଟ୍ ଏୟାରଓ୍ବେଜର କର୍ମଚାରୀଙ୍କୁ ଆମେରିକାରୁ ମିଳୁଛି ଅଫର୍
ନୂଆଦିଲ୍ଲୀ,୨୫।୪: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଜେଟ୍ ଏୟାରଓ୍ବେଜ୍ କିଛିଦିନ ତଳେ ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଛି। ଫଳରେ ଏଥିରେ କାର୍ଯ୍ୟରତ ଥିବା ଶହ ଶହ କର୍ମଚାରୀ ସେମାନଙ୍କ ରୋଜଗାର ହରାଇଛନ୍ତି। ହେଲେ ଏମାନଙ୍କ ମଧ୍ୟରୁ କେତେଜଣ କର୍ମଚାରୀଙ୍କୁ ଅନ୍ୟ…
କଂଗ୍ରେସରେ ଯୋଗଦେଲେ ପଞ୍ଜାବର ଏଏପି ବିଧାୟକ
ଚଣ୍ଡିଗଡ଼,୨୫।୪: ପଞ୍ଜାବର ଆମ ଆଦମୀ ପାର୍ଟି(ଏଏପି) ବିଧାୟକ ନଜର ସିଂ ମନଶାହିଆ ଗୁରୁବାର ଏଏପି ଛାଡି କଂଗ୍ରେସରେ ଯୋଗ ଦେଇଛନ୍ତି। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ଉପସ୍ଥିତିରେ ସେ କଂଗ୍ରେସର ହାତ ଧରିଛନ୍ତି। ୫୬ ବର୍ଷୀୟ ମନଶାହିଆ ଜଣେ ଇଞ୍ଜିନିୟର…
ସ୍ତ୍ରୀଙ୍କ ଅଭିମାନ ଭାଙ୍ଗିବା ପାଇଁ ହାତ ଆଙ୍ଗୁଳି କାଟି ୬୦ କିମି ସାଇକେଲ ଚଳାଇ ଶ୍ୱଶୁର ଘରେ ପହଞ୍ଚିଲେ ସ୍ବାମୀ
ରାୟପୁର,୨୫।୪: ଛତିଶଗଡ଼ କୋରବା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ଥାନୀୟ ରଜଗାମାର ଥାନା ଅଞ୍ଚଳରେ ଥିବା ଔରାଇ ଗାଁରେ ମୁକୁନ୍ଦ ନାମକ ଜଣେ ଯୁବକ ସାଧାରଣ ଘରୋଇ କଳିରୁ ବାପଘରକୁ ଚାଲି ଯାଇଥିବା ସ୍ତ୍ରୀ ଜ୍ୟୋତିଙ୍କ ଅଭିମାନ ଭାଙ୍ଗିବା ଏବଂ…
କନ୍ୟା ଅପହରଣ ମାମଲାକୁ ନେଇ ସିକରରେ ଇଣ୍ଟରନେଟ୍ ସେବା ବନ୍ଦ
ଜୟପୁର,୨୫।୪: ରାଜସ୍ଥାନର ସିକରରେ ଏକ କନ୍ୟା ଅପହରଣ ମାମଲାକୁ ନେଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଜାଠ ସମାଜର ବିଭିନ୍ନ ସଙ୍ଗଠନ ପକ୍ଷରୁ ଗୁରୁବାର ସିକର ବନ୍ଦ ଘୋଷଣା କରାଯିବା ସହ ଲୋକେ ଜିଲାପାଳ ଓ ଏସ୍ପି ଅଫିସ ଘେରାଉ କରିଛନ୍ତି।…
ଆଳୁ ଚାଷୀଙ୍କ ଭୋକିଲା ପେଟରେ ପେପ୍ସିକୋର ଆଇନ ଛାଟ: ଚିପ୍ସ୍ରେ ବ୍ୟବହୃତ କିସମ ପାଇଁ ମାଗିଲା କ୍ଷତିପୂରଣ
ଅହମ୍ମଦାବାଦ,୨୫।୪: ଦେଶରେ ଚାଷୀ ଆତ୍ମହତ୍ୟା ଏବେ ବି ଥମିନି। ଚାଷୀ ଫସଳ ଅମଳ ପାଇଁ ଋଣ ପରିଶୋଧ କରିବାକୁ ଅକ୍ଷମ ହେଉଛନ୍ତି। ଆବଶ୍ୟକତା ଅନୁସାରେ ଫସଲ ଅମଳ ନ ହେବାରୁ ସେମାନଙ୍କ ଆର୍ଥିକ ସ୍ଥିତି ଲଗାତାର ଶୋଚନୀୟ ହେବାରେ ଲାଗିଛି। ଏପରି…
ଉତ୍ତରପ୍ରଦେଶ-ବିହାର: ୭୦ ବର୍ଷର ସୀମା ବିବାଦ; ଫସଲ ଅମଳ ବେଳେ ଗର୍ଜୁଛି ବନ୍ଧୁକ
ପାଟନା/ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶ-ବିହାର ସୀମାରେ ଥିବା ବଲିଆ ଜିଲାରେ ଦୀର୍ଘ ୭୦ ବର୍ଷ ଧରି ଲାଗି ରହିଛି ସୀମା ବିବାଦ। ଇତିମଧ୍ୟରେ କେତେ ସରକାର ଗଲେଣି କେତେ ନୂଆ ସରକାର ଆସିଲେଣି କିନ୍ତୁ ବଲିଆ ବାସିନ୍ଦାଙ୍କ ଦୁଃଖ କମିନି। ସୀମାବର୍ତ୍ତୀ ଅଞ୍ଚଳରେ ଥିବା…
ତାମିଲନାଡୁ ଉପକୂଳରେ ପ୍ରଚଣ୍ଡ ଘୂର୍ଣ୍ଣିବାତ୍ୟା: ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ନୂଆଦିଲ୍ଲୀ,୨୫।୪: ଜାତୀୟ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି କି ତାମିଲନାଡୁ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବାତ୍ୟା ଲଘୁଚାପର ରୂପ ନେଇଛି। ଏହା ବଙ୍ଗୋପ ସାଗରରେ ୩.୧ କିଲୋମିଟର ମଧ୍ୟରେ ରହିଥିବାରୁ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଏହା ଡିପ୍ରେଶନର…
ଦିଲ୍ଲୀ ପାଇଁ ଘୋଷଣାପତ୍ର ଜାରି କଲା ଏଏପି
ନୂଆଦିଲ୍ଲୀ,୨୫।୪: ରାଜଧାନୀ ଦିଲ୍ଲୀ ପାଇଁ ଗୁରୁବାର ଆମ ଆଦ୍ମୀ ପାର୍ଟି(ଏଏପି) ତା’ର ଘୋଷଣାପତ୍ର ଜାରି କରିଛି। ଦଳ ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ଏହି ଘୋଷଣାପତ୍ର ଜାରି କରିବା ସହ ଭାଜପା ଉପରେ ଖୁବ୍ ବର୍ଷିଛନ୍ତି। ତେବେ…
ବାରାଣସୀରେ କଂଗ୍ରେସ ପ୍ରାର୍ଥୀ ହେଲେ ଅଜୟ ରାୟ
ନୂଆଦିଲ୍ଲୀ, ୨୫।୪: ବାରଣାସୀ ଲୋକ ସଭା ଆସନରେ କଂଗ୍ରେସ ପ୍ରାର୍ଥୀ ନେଇ ଜାରି ରହିଥିବା ଚର୍ଚ୍ଚା ଶେଷରେ ବନ୍ଦ ହୋଇଛି। ଏଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ କଂଗ୍ରେସ ପକ୍ଷରୁ ଅଜୟ ରାୟଙ୍କୁ ଟିକେଟ ମିଳିଛି। ପୂର୍ବରୁ ଏହି ଅସନରୁ କଂଗ୍ରେସ…
ପତ୍ନୀଙ୍କ ପାଇଁ ପ୍ରଚାର କଲେ ଅନୁପମ
ଚଣ୍ଡିଗଡ଼,୨୫।୪: ଲୋକ ସଭା ନିର୍ବାଚନରେ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି ବଲିଉଡ୍ କଳାକାର କିରୋନ୍ ଖେର୍। ନିର୍ବାଚନ ପାଖେଇ ଆସୁଥିବାରୁ ଭୋଟରଙ୍କୁ ହାତେଇବାକୁ ସେ ଜୋରସୋରରେ ପ୍ରଚାର କାମରେ ଲାଗିଛନ୍ତି। ଗୁରୁବାର ତାଙ୍କ ସ୍ବାମୀ ତଥା ବଲିଉଡ୍ ଅଭିନେତା ଅନୁପମ ଖେର…
ଲୋକ ସଭା ନିର୍ବାଚନ ପରେ ଘୋଷଣା ହେବ ୬୬ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାଁ
ମୁମ୍ବାଇ,୨୫।୪: ଆସନ୍ତା ମେ’ରେ ଲୋକ ସଭା ନିର୍ବାଚନ ଥିବାରୁ ଏହାପରେ ୬୬ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାଁ ଘୋଷରା କରାଯିବ ବୋଲି ବୁଧବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସୂଚନା ଦେଇଛି। ପ୍ରତିବର୍ଷ ଏହି ବିଜେତାଙ୍କ ନାମ ଏପ୍ରିଲ…
ଯୌତୁକରେ ମିଳିଥିବା ୧୧ ଲକ୍ଷ ଫେରାଇ କନ୍ୟା ପିତାଙ୍କଠାରୁ ଟଙ୍କାଏ ନେଇ ବିବାହ କଲେ ଯୁବକ
ଜୟପୁର,୨୫।୪: ଦେଶରେ ଯୌତୁକ ବିରୋଧରେ ଜାରି ରହିଛି ସଚେତନତା। ଏହି ମର୍ମରେ ରାଜସ୍ଥାନ ସିକର ଜିଲାରେ ଜଣେ ଯୁବକ ସୃଷ୍ଟି କରିଛନ୍ତି ଏକ ନିଆରା ଉଦାହରଣ। ସେ ଯୌତୁକରେ ମିଳିଥିବା ୧୧ ଲକ୍ଷ ଫେରାଇ କନ୍ୟା ପିତାଙ୍କଠାରୁ ଟଙ୍କାଏ ନେଇ ବିବାହ…
Archives


