ଜାତୀୟ

ଅଯୋଧ୍ୟାର ଗୁମନାମୀ ବାବା ହିଁ ଥିଲେ ସୁଭାଷ ବୋଷ: ଆମେରିକା ହସ୍ତାକ୍ଷର ଯାଞ୍ଚ୍‌କର୍ତ୍ତାଙ୍କ ରିପୋର୍ଟ ପୁସ୍ତକରେ ପାଇଲା ପ୍ରକାଶ

ନୂଆଦିଲ୍ଲୀ,୨୫।୪: ଅଯୋଧ୍ୟାରେ ୧୯୮୨ରୁ ୧୯୮୫ ପର୍ଯ୍ୟନ୍ତ ଶେଷ ଜୀବନ ବିତାଇଥିବା ଗୁମନାମୀ ବାବା ହିଁ ନେତାଜୀ ସୁଭାଷ ବୋଷ ଥିଲେ। ଏନେଇ ଏକ ପୁସ୍ତକରେ ଦର୍ଶାଯାଇଛି। ଲୋକେ ପୂର୍ବରୁ ଗୁମ୍‌ନାମୀ ବାବାଙ୍କୁ ଭଗବାନଜୀ କହୁଥିଲେ। ସେ ଫୈଜାବାଦ୍‌ ଜିଲାର ରାମ ଭବନରେ…

୨୧ ବର୍ଷର ରେକର୍ଡ: ଯେଉଁ ଦଳ ଦିଲ୍ଲୀ ଜିତିଛି ସେହି ଦଳ କେନ୍ଦ୍ରରେ ଗଢ଼ିଛି ସରକାର !

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀର ୭ ଲୋକ ସଭା ଆସନ ଅତି ଗୁରୁତ୍ୱପୂର୍ଣ୍ଣ। ଗତ ୨୧ ବର୍ଷ ଧରି ଏସବୁ ଆସନ ନେଇ ଏକ ରେକର୍ଡ ରହିଛି। ଏସବୁ ଆସନରୁ ଅଧିକ ଆସନରେ ବିଜୟ ହୋଇଥିବା ଦଳ କେନ୍ଦ୍ରରେ ସରକାର ଗଢ଼ିବାକୁ ସକ୍ଷମ ହୋଇଛି।…

ସାମ୍ପ୍ରଦାୟିକ ସଦ୍‌ଭାବ ପାଇଁ ବିବାହ ନିମନ୍ତ୍ରଣ କାର୍ଡରେ ସୀତାରାମଙ୍କ ଫଟୋ ଛାପିଲେ ମୁସଲମାନ୍‌ ପରିବାର

ଲକ୍ଷ୍ନୌ,୨୫।୪: ଦେଶରେ ସାମ୍ପ୍ରଦାୟିକ ସଦ୍‌ଭାବ ପାଇଁ ଉତ୍ତରପ୍ରଦେଶର ଏକ ମୁସଲମାନ୍‌ ପରିବାର ସଦସ୍ୟ ଏବେ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ଶାହାଜାହାନ୍‌ପୁର ଚିଲୁଓ୍ବା ଗାଁରେ ବାସ କରୁଥିବା ଏହି ପରିବାର ସେମାନଙ୍କ ଝିଅ ରୁକ୍‌ଶାର୍‌ର ବିବାହ ନିମନ୍ତ୍ରଣ କାର୍ଡରେ ସୀତାରାମଙ୍କ ଫଟୋ ଛାପିଛନ୍ତି।…

ସେନାରେ ପୋଲିସରେ ପ୍ରଥମ ଥର ଲାଗି ଭର୍ତ୍ତି ହେବେ ମହିଳା

ନୂଆଦିଲ୍ଲୀ,୨୫।୪: ଭାରତୀୟ ବାୟୁସେନାରେ ସାମିଲ ହେବାପାଇଁ ଯେଉଁ ମହିଳାମାନେ ସ୍ବପ୍ନ ଦେଖୁଥିଲେ ସେମାନଙ୍କ ପାଇଁ ଆସିଛି ଖୁସି ଖବର। ଏଥିପାଇଁ ମହିଳାମାନେ ଅନ୍‌ ଲାଇନ୍‌ ଆବେଦନ କରିପାରିବେ। ଗୁରୁବାରଠାରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି। ସେନାମୁଖ୍ୟ ଭାବେ ବିପିନ…

ମାତୃଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ୨୦ ହଜାର କିମି ସାଇକେଲ ଯାତ୍ରାରେ ଯୁବକ

ସିଲିଗୁଡ଼ି,୨୫।୪: ମାତୃଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଜଣେ ଯୁବକ ଅଣ୍ଟା ଭିଡ଼ିଛନ୍ତି। ମହାରାଷ୍ଟ୍ରର ୨୯ ବର୍ଷ ବୟସ୍କ ଯୁବକ ଗନ୍ଧାର କୁଲକର୍ଣ୍ଣୀ ଏନେଇ ୨୦ ହଜାର କିଲୋମିଟର ସାଇକେଲ ଯାତ୍ରାରେ ବାହାରିଛନ୍ତି। ସଂସ୍କୃତରେ ଗ୍ରାଜୁଏସନ୍‌ ଶେଷ କରିଥିବା ଗନ୍ଧାର ୨୦୧୮…

ମରାମତି ବେଳେ ହୁତୁହୁତୁ ହୋଇ ଜଳିଲା ଏୟାର ଇଣ୍ଡିଆ ବୋଇଙ୍ଗ୍‌ ବିମାନ

ନୂଆଦିଲ୍ଲୀ,୨୫।୪: ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ବୁଧବାର ବିଳମ୍ବିତ ରାତିରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ମରାମତି ହେଉଥିବା ଏକ ଏୟାର ଇଣ୍ଡିଆ ବୋଇଙ୍ଗ୍‌ ବିମାନରେ ହଠାତ୍‌ ନିଆଁ ଲାଗିଯାଇଥିଲା। ବିମାନଟି ହୁତୁହୁତୁ ହୋଇ ଜଳିବାକୁ…

ମୋଦିଙ୍କ ସହିତ ପ୍ରିୟଙ୍କାଙ୍କ ଲଢ଼େଇ ନେଇ ଚର୍ଚ୍ଚା: ଏପ୍ରିଲ୍‌ ୨୯ରେ ବାରାଣସୀରେ ଦାଖଲ କରିପାରନ୍ତି ନାମାଙ୍କନ

ନୂଆଦିଲ୍ଲୀ, ୨୫।୪: କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ବାରାଣସୀ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଚର୍ଚ୍ଚା ହେଉଛି। ମୋଦି ଏଠାରେ ଏପ୍ରିଲ୍‌ ୨୬ରେ ନାମାଙ୍କନ ଦାଖଲ କରିବେ ବୋଲି କୁହାଯାଉଛି।…

ସଲିମ ଖାଁଙ୍କୁ ମିଳିଲା ମାଷ୍ଟର ଦିନାନାଥ ମଙ୍ଗେସକର ଆଓ୍ବାର୍ଡ

ମୁମ୍ବାଇ,୨୫।୪: ଭେଟେରାନ୍‌ ସ୍କ୍ରିନ୍‌ରାଇଟର ସଲିମ ଖାଁଙ୍କୁ ୭୭ତମ ମାଷ୍ଟର ଦିନାନାଥ ମଙ୍ଗେସକର ଆଓ୍ବାର୍ଡ ୨୦୧୯ ପ୍ରଦାନ କରାଯାଇଛି। ବୁଧବାର ମୁମ୍ବାଇଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଦ୍ୱାରା ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏହାସହ…

ଅନନ୍ତନାଗରେ ସର୍ଚ୍ଚ ଅପରେଶନ୍‌: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୨୫।୪: ଦକ୍ଷିଣ କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାବଳଙ୍କ ସର୍ଚ୍ଚ ଅପରେଶନ୍‌ରେ ଗୁରୁବାର ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବେଜ୍‌ବିହାର ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାବଳଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ…

ବେଆଇନ ଗ୍ରାନାଇଟ୍‌ ଖନନ ମାମଲା: ୪୦ କୋଟିର ସମ୍ପତ୍ତି ବାଜ୍ୟାପ୍ତ

ନୂଆଦିଲ୍ଲୀ,୨୫ା୪(ପି.ଟି.): ବେଆଇନ ଗ୍ରାନାଇଟ୍‌ ଖନନ ମାମଲାରେ ନିଲମ୍ବିତ ଡିଏମ୍‌କେ ନେତା ଏମ୍‌.କେ. ଆଲାଗିରିଙ୍କ ପୁଅ ଆଲାଗିରି ଦୟାନିଧିଙ୍କ ଘରେ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ଇଡି ଅଧିକାରୀମାନେ ମନିଲଣ୍ଡରିଂ ଆଇନ ବଳରେ ତାଙ୍କର ୨୫ଟି ସ୍ଥାବର ଓ…

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ମଇଦାନରେ ୯୪୩ ପ୍ରାର୍ଥୀ; ୨୧୦ଙ୍କ ନାଁରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୫ା୪(ଆଇଏଏନ୍‌ଏସ୍‌): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୧୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେମାନଙ୍କ ମଧ୍ୟରୁ ୧୫୮ ଜଣଙ୍କ ନାମରେ ସଙ୍ଗିନ ମାମଲା ରହିଥିବାବେଳେ ୧୨ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ନାମାଙ୍କନପତ୍ର ଦାଖଲ ବେଳେ…

ଆସୁଛି ନୂଆ ୨୦୦,୫୦୦ଟଙ୍କିଆ ନୋଟ୍‌

ମୁମ୍ବାଇ,୨୫-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ମହାତ୍ମା  ଗାନ୍ଧୀ ସିରିଜରେ ନୂଆ ୨୦୦ ଓ ୫୦୦ ଟଙ୍କିଆ ନୋଟ୍‌ ଜାରି କରିବାକୁ ଯାଉଛି। ପୂର୍ବରୁ ପ୍ରଚଳିତ ନୋଟ୍‌ ସହ ନୂଆ ନୋଟ୍‌ର ବହୁ ସାମଞ୍ଜସ୍ୟ ରହିଛି। ତେବେ ନୂଆରେ ସାମାନ୍ୟ ପରିବର୍ତ୍ତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri