ବାଂଲାଦେଶ ସୀମାରେ ମିଠା ଦିଆନିଆ
ଅଗରତାଲା/ଅଜଓ୍ବଲ,୬ା୬(ପି.ଟି.): ପବିତ୍ର ଇଦ୍-ଉଲ୍-ଫିତର ପାଳନ ଅବସରରେ ବୁଧବାର ସୀମା ସୁରକ୍ଷା ବଳ (ବିଏସ୍ଏଫ୍) ଏବଂ ବାଂଲାଦେଶ ସୀମା ଗାର୍ଡ (ବିଜିବି) ମଧ୍ୟରେ ମିଷ୍ଟାନ୍ନ ଆଦାନ ପ୍ରଦାନ କରାଯାଇଛି। ଉଭୟ ପକ୍ଷ ମିଠା ଓ ଫୁଲ ଦେଇ ପରସ୍ପରକୁ ଅଭିନନ୍ଦନ ଜଣାଇଛନ୍ତି। ବାଂଲାଦେଶ…
ପଶ୍ଚିମବଙ୍ଗରେ ସ୍ଲୋଗାନ ଯୁଦ୍ଧ
କୋଲକାତା,୬ା୬: ଲୋକ ସଭା ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ(ଟିଏମ୍ସି) ଏବଂ ଭାଜପା ମଧ୍ୟରେ ବିବାଦ ଶେଷ ହେବାର ନାଁ ନେଉନାହିଁ। ଏବେ ସ୍ଲୋଗାନକୁ ନେଇ ଦୁଇ ଦଳ ମୁହାଁମୁହିଁ ହୋଇଛନ୍ତି। ଭାଜପାର ଜୟ ଶ୍ରୀରାମ ସ୍ଲୋଗାନକୁ…
ଟିଏମ୍ସି ନେତାଙ୍କୁ ହତ୍ୟା
କୋଲକାତା,୬ା୬: ଉତ୍ତର କୋଲକାତାର ନିମଟାଠାରେ ତୃଣମୂଳ କଂଗ୍ରେସ (ଟିଏମ୍ସି)ର ଜଣେ ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଏହି ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ହତ୍ୟାକାଣ୍ଡ ଲାଗି ଭାଜପା ଓ ଟିଏମ୍ସି ପରସ୍ପରକୁ ଦୋଷ ଦେଇଛନ୍ତି। ମଙ୍ଗଳବାର ରାତି ସାଢ଼େ ୭ଟା ବେଳେ…
ଥମୁନି ଭାଷା ବିବାଦ
ଲକ୍ଷ୍ନୌ,୬ା୬(ପି.ଟି.): କେନ୍ଦ୍ର ସରକାରଙ୍କ ତ୍ରିଭାଷୀ ସୂତ୍ରକୁ ଜୋରଦାର ବିରୋଧ ପରେ ସମସ୍ତ କେନ୍ଦ୍ରୀୟ ସରକାରୀ କାର୍ଯ୍ୟାଳୟରେ ତାମିଲକୁ ସରକାରୀ ଭାଷା ଭାବେ ବ୍ୟବହାର କରିବା ଲାଗି ଡିଏମ୍କେ ମୁଖ୍ୟ ଏମ୍.କେ. ଷ୍ଟାଲିନ ବୁଧବାର ଦାବି କରିଛନ୍ତି। ଅନ୍ୟପକ୍ଷରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏଡାପ୍ପାଡି…
ଭାରତରେ ବଢ଼ୁଛି ବାୟୁ ପ୍ରଦୂଷଣ: ବର୍ଷକୁ ନେଉଛି ଲକ୍ଷେ ଶିଶୁଙ୍କ ଜୀବନ
ନୂଆଦିଲ୍ଲୀ,୬ା୬: ବାୟୁ ପ୍ରଦୂଷଣର ମାତ୍ରା ବୃଦ୍ଧି ଏବେ ପରିବେଶକୁ ବିଗାଡ଼ିଦେଲାଣି। ଏଥିଯୋଗୁ ପ୍ରତିବର୍ଷ ଭାରତରେ ୫ ବର୍ଷରୁ କମ୍ ବୟସର ପ୍ରାୟ ୧ ଲକ୍ଷ ଶିଶୁ ପ୍ରାଣ ହରାଉଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଦେଶରେ ୧୨.୫ ପ୍ରତିଶତ ମୃତ୍ୟୁ ଏଥିଯୋଗୁ ହେଉଥିବା…
୩ ନୂଆ କ୍ୟାବିନେଟ କମିଟି ଗଠିତ: ବିକାଶ, ନିଯୁକ୍ତି, ସୁରକ୍ଷାକୁ ଗୁରୁତ୍ୱ
ନୂଆଦିଲ୍ଲୀ,୬ା୬ : ଦେଶରେ ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରି ନୂତନ କର୍ମନିଯୁକ୍ତି ସୃଷ୍ଟି କରିବା ଉଦ୍ଦେଶ୍ୟରେ ପଦକ୍ଷେପ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ସରକାର। ଏଥିସହ ଜାତୀୟ ନିରାପତ୍ତାକୁ ମଧ୍ୟ ସରକାର ବିଶେଷ…
ପରଲୋକରେ ଉତ୍ତରାଖଣ୍ଡ ଅର୍ଥମନ୍ତ୍ରୀ
ଡେରାଡୁନ,୫।୬: ଉତ୍ତରାଖଣ୍ଡର ଅର୍ଥମନ୍ତ୍ରୀ ପ୍ରକାଶ ପନ୍ତଙ୍କ ବୁଧବାର ପରଲୋକ ଘଟିଛି। ଦୀର୍ଘ ଦିନରୁ ଅସୁସ୍ଥ ଥିବା ପ୍ରକାଶ ଆମେରିକାର ୟୁନିଭର୍ସିଟି ଅଫ୍ ଟେକ୍ସାସ୍ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି। ପନ୍ତଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
୩ଶହ ଟନର ବିଶାଳକାୟ ବିଷ୍ଣୁଙ୍କ ପ୍ରତିମା
ବେଙ୍ଗାଲୁରୁ,୫।୬: ବେଙ୍ଗାଲୁରୁର ବିବେକାସ୍ବାମୀ ନଗରରେ ଥିବା କୋଠାନ୍ଦ୍ରମାସ୍ବାମୀ ମନ୍ଦିର ପରିସରରେ ଖୁବ ଶୀଘ୍ର ସ୍ଥାପନ କରାଯିବ ବିଷ୍ଣୁଙ୍କର ବିଶାଳ ପ୍ରତିମା। ମୂର୍ତ୍ତିଟିର ଉଚ୍ଚତା ୬୪ ଫୁଟ ରହିଥିବା ବେଳେ ଏହାର ଲମ୍ବ ୨୬ ଫୁଟ ରହିଛି। ଆଉ ଏହାର ଓଜନ ୩୦୦…
ନମାଜ ପଢୁଥିବାବେଳେ ଚଢିଗଲା କାର୍
ନୂଆଦିଲ୍ଲୀ, ୫।୬: ବୁଧବାର ସାରା ଦେଶରେ ଇଦ୍-ଉଲ୍-ଫିତର ଧୂମଧାମରେ ପାଳନ କରାଯାଉଥିଲାବେଳେ ରାଜଧାନୀ ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଖୁରେଜିରେ ମୁସଲମାନ ସମ୍ପ୍ରଦାୟର ଲୋକେ ଇଦ୍ ନମାଜ ପଢୁଥିବାବେଳେ ସେମାନଙ୍କ ଉପରକୁ ଏକ କାର୍ ମାଡିଯାଇଥିଲା। ଫଳରେ ୧୭ ଜଣ…
ପାଖେଇ ଆସିଲା ମମତାଙ୍କ ଏକ୍ସପାଏରି ଡେଟ୍: ବାବୁଲ ସୁପ୍ରିୟୋ
ନୂଆଦିଲ୍ଲୀ,୫।୬: କେନ୍ଦୀୟ ମନ୍ତ୍ରୀ ଓ ଭାଜପା ନେତା ବାବୁଲ ସୁପ୍ରିୟୋ ଟିଏମ୍ସି ମୁଖ୍ୟ ତଥା ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ଟିମ୍ସିର ନେତୃତ୍ୱରେ ରାଜନୀତି କରୁଥିବା ଲୋକ ପୁରୁଣା ଯୁଗର ହୋଇଥିବା ବେଳେ ହିଂସାରେ ଲିପ୍ତ ରହିଛନ୍ତି।…
୪୮ ଘଣ୍ଟା ପରେ ବି ଏଏନ୍-୩୨ର ମିଳିନି ପତ୍ତା
ନୂଆଦିଲ୍ଲୀ,୫।୬: ନିଖୋଜ ଥିବା ବାୟୁସେନା ବିମାନ ଏଏନ୍-୩୨ ୪୮ ଘଣ୍ଟାରେ ବିତ୍ତିଯାଇଥିଲେ ମଧ୍ୟ ଏଯାଏଁ ପତ୍ତା ମିଳିପାର ନାହିଁ। ବିମାନ ନିଖୋଜ ହେବା ପରେ ଏହା ସମ୍ପର୍କୀତ ଏକ ଖବର ସାମ୍ନାକୁ ଆସିଥିଲା। ମିଳିଥିବା ସୂଚନା ଅନୁସାରେ ବିମାନ ଏଏନ୍-୩୨ରେ ଯେଉଁ…
ଇଦ୍ ଅବସରରେ ସୀମାରେ ପାକିସ୍ତାନୀ ରେଞ୍ଜର୍ସଙ୍କୁ ମିଠା ଦେଲେ ଭାରତୀୟ ସେନା
ଅମୃତସର,୫।୬: ପଞ୍ଜାବ ଅମୃତଶରର ଅଟାରୀ ଓ୍ବାଘା ସୀମାରେ ଭାରତୀୟ ସେନା ଇଦ୍ ଅବସରରେ ପାକିସ୍ତାନୀ ରେଞ୍ଜର୍ସଙ୍କୁ ମିଠା ଦେବା ସହ ଶୁଭେଚ୍ଛା ଜଣାଇଛନ୍ତି। ସାରା ବିଶ୍ୱରେ ଇଦ୍ ପର୍ବ ପାଳିତ ହେଉଥିବା ବେଳେ ସୀମାରେ ମଧ୍ୟ ଭାଇଚାରାର ସମ୍ପର୍କ ଦେଖିବାକୁ ମିଳିଛି।…
Archives


