ଜାତୀୟ

ପୁଣି ବଢିଲା ସୁନା ଦର, ସର୍ବୋଚ୍ଚସ୍ତରରେ ପହଞ୍ଚିଲା ରୁପା

ମୁମ୍ବାଇ,୨୬।୮: ଆମେରିକା ଓ ଚୀନ ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧର ପ୍ରଭାବ ଯୋଗୁ ସୁନା ଓ ରୁପା ଦର କ୍ରମାଗତ ବୃଦ୍ଧି ପାଇଛି। ସୋମବାର ସୁନା ଦର ୧.୪୫ ପ୍ରତିଶତ ବୃଦ୍ଧିପାଇ ୧୦ ଗ୍ରାମ ପ୍ରତି ୩୯,୩୦୦ ଟଙ୍କାରେ ପହଞ୍ଚିଛି।…

ଆୟର ଗୋଟିଏ ଭାଗ ଅଜଣା ମୃତଦେହ ସଂସ୍କାରରେ ଖର୍ଚ୍ଚ କରନ୍ତି ଆୟୁବ

ମହୀଶୂର,୨୬।୮: କର୍ନାଟକର ମହୀଶୂରରେ ରୁହନ୍ତି ଆୟୁବ ଅହମ୍ମଦ। ନିଶା ତାଙ୍କର ଅଜଣା ମୃତଦେହକୁ ସଂସ୍କାର କରିବା। ଆଉ ଫୁଟ୍‌ପାଥରେ ରହୁଥିବା ଲୋକଙ୍କୁ ସାହାଯ୍ୟ କରିବା। ମାତ୍ର ଦ୍ୱିତୀୟ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢିଥିବା ଆୟୁବଙ୍କ ଏହି କାମ ପାଇଁ ଏବେ ସେ…

ବିନା ଟିକେଟରେ ଟ୍ରେନ ଯାତ୍ରା କରୁଥିଲେ ସାବଧାନ, ଆସିଲା ନୂଆ ନିୟମ

ନୂଆଦିଲ୍ଲୀ, ୨୬।୮: ବିନା ଟିକେଟରେ ଟ୍ରେନ ଯାତ୍ରା କରୁଥିଲେ ସାବଧାନ ହୋଇଯାନ୍ତୁ। ଏଣିକି ଧରାପଡିଲେ ମୋଟା ଅଙ୍କରେ ଜରିମାନା ଦେବା ପଡିବ। ଏନେଇ ରେଳ ବିଭାଗ ପକ୍ଷରୁ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି। ବିନା ଟିକେଟରେ ଯାତ୍ରା କରୁଥିଲେ ଯାତ୍ରୀଙ୍କଠାରୁ ୫୦୦ରୁ…

ଆମ୍ବେଦକରଙ୍କ ମୂର୍ତ୍ତି ଭଙ୍ଗାକୁ ନେଇ କୋଏମ୍ବାଟୁର ବସ୍‌ଷ୍ଟାଣ୍ଡରେ ପଥରମାଡ଼

କୋଏମ୍ବାଟୁର,୨୬।୮: ତାମିଲନାଡୁରେ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ମୂର୍ତ୍ତି ଭାଙ୍ଗିବା ପରେ ଉତ୍ତେଜନା ଥମିବାର ନାଁ ନେଉନି। ଏନେଇ ସୋମବାର କୋଏମ୍ବାଟୁରର ବସ୍‌ଷ୍ଟାଣ୍ଡରେ ଏକ ତାମିଲ ସମ୍ପ୍ରଦାୟ ପକ୍ଷରୁ ପଥରମାଡ଼ କରାଯାଇଛି। ଏହି ଘଟଣାରେ ଦୁଇଟି ବସ୍‌ର କାଚ ଭାଙ୍ଗିଯାଇଛି। ଗୋଟିଏ…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ଲଦାଖ ଗସ୍ତ କରିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୬।୮: ଆସନ୍ତା ୨୯ ତାରିଖରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଲଦାଖ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରତିରକ୍ଷା ମନ୍ତ୍ରୀଙ୍କର ଏହା ପ୍ରଥମ ଉଚ୍ଚ ସ୍ତରୀୟ ଗସ୍ତ ହେବ ବୋଲି କୁହାଯାଉଛି। ଏହି ଗସ୍ତ…

ଥାନାରେ ଅଶ୍ଳୀଳ ଡ୍ୟାନ୍ସ ଘଟଣା: ଯାଞ୍ଚ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶ ମିର୍ଜାପୁର ଜିଲାର ଏକ ଥାନାରେ ଅଶ୍ଳୀଳ ଡ୍ୟାନ୍ସ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ମିର୍ଜାପୁର ଏସ୍‌ପି ଅବଧେଶ ପାଣ୍ଡେ ସର୍କଲ ଅଫିସରଙ୍କୁ ଏହି ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଯାଞ୍ଚ ପରେ ଅଭିଯୁକ୍ତଙ୍କ ବିରୋଧରେ…

ଅଗଷ୍ଟ ୨୯ରେ ଫିଟ୍‌ ଇଣ୍ଡିଆ ମୁଭମେଣ୍ଟର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଫିଟ୍‌ ଇଣ୍ଡିଆ ମୁଭମେଣ୍ଟର ଶୁଭାରମ୍ଭ ଆସନ୍ତା ୨୯ ତାରିଖରେ କାରାଯିବ। ଏହାର ଉଦ୍ଦେଶ୍ୟ ହେଉଛି ସମସ୍ତ ନାଗରିକଙ୍କୁ ସୁସ୍ଥ ରଖିବା ଓ ଖେଳକୁ ବିକଶିତ କରିବା। ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦୂରଦର୍ଶନ ମାଧ୍ୟମରେ…

ଶାଶୁ, ଶ୍ୱଶୁରଙ୍କ ଯତ୍ନ ନେଲେ ମିଳିବ ଉପହାର

ଚଣ୍ଡିଗଡ,୨୬।୮: ସମାଜରେ ଶାଶୁ-ବୋହୂ କଳି ବହୁ ପୁରୁଣା। କେତେବେଳେ ବୋହୂ ଶାଶୁଙ୍କୁ ପିଟିଲାଣି ତ ଆଉ କେତେବେଳେ ଶାଶୁ ବୋହୂକୁ ନିର୍ଯାତନା ଖବର ଚର୍ଚ୍ଚାକୁ ଆସେ। ଏସବୁ ସମସ୍ୟାରୁ ମୁକ୍ତି ପାଇଁ ହରିୟାଣାର ଏକ ଗ୍ରାମରେ ନୂଆ ଅଭିଯାନ ଆରମ୍ଭ କରାଯାଇଛି।…

ମୁସଲମାନ କଲେ ହିନ୍ଦୁ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର

ଗୁଆହାଟୀ, ୨୬।୮: ଆସାମରେ କାମରୂପ ଜିଲାରେ ଭାଇଚାରାର ଏକ ନିଆରା ଦିଗ୍‌ଦର୍ଶନ ଦେଖିବାକୁ ମିଳିଛି। ଜଣେ ହିନ୍ଦୁ ବ୍ୟକ୍ତିଙ୍କ ମୃତ୍ୟୁ ପରେ ମୁସଲମାନ ସମ୍ପ୍ରଦାୟର ଲୋକେ ହିନ୍ଦୁ ରୀତିନୀତି ଅନୁଯାୟୀ ତାଙ୍କ ଅନ୍ତିମ ସଂସ୍କାର କରିଛନ୍ତି। ରାଜକୁମାର ଗୌଡ(୬୫) ଦୀର୍ଘ ୨୫…

ସୁପ୍ରିମକୋର୍ଟରେ ଖାରଜ ହେଲା ଚିଦାମ୍ବରମଙ୍କ ଆବେଦନ

ନୂଆଦିଲ୍ଲୀ,୨୬।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଲାଗିଛି ଝଟ୍‌କା। ସୋମବାର ସୁପ୍ରିମକୋର୍ଟ ଚିଦାମ୍ବରମଙ୍କ ସିବିଆଇ ମାମଲାର ଆବେଦନକୁ ଖାରଜ କରି ଦେଇଛନ୍ତି। ସିବିଆଇ ଦ୍ୱାରା ଚିଦାମ୍ବରମ ଗିରଫ ହେବା ପରେ ତାଙ୍କ ଆବେଦନ ବ୍ୟର୍ଥ ବୋଲି କହି କୋର୍ଟ ଏହାକୁ ଖାରଜ…

କ୍ୟାଫେ କଫି ଡେ’ ମାଲିକ ଭି.ଜି ସିଦ୍ଧାର୍ଥଙ୍କ ମୃତ୍ୟୁ ଖବର ଜାଣିପାରିଲେ ନାହିଁ, ଶେଷରେ ଆଖିବୁଜିଲେ ପିତା

ନୂଆଦିଲ୍ଲୀ,୨୬।୮:ଦେଶର ପ୍ରଖ୍ୟାତ କଫି ଚେନ କ୍ୟାଫେ କଫି ଡେ(ସିସିଡି)ର ମାଲିକ ଭି.ଜି.ସିଦ୍ଧାର୍ଥ ଆମତ୍ହତ୍ୟା କରିବାର ପାଖାପାଖି ମାସେ ପରେ ତାଙ୍କ ପିତାଙ୍କ ମୃତ୍ୟୁ ଘଟିଛି। ୯୬ ବର୍ଷୀୟ ଗଙ୍ଗୈୟା ହେଗ୍‌ଡେ ଅନେକ ଦିନ ହେବ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ।…

ଚିଦାମ୍ବରମଙ୍କ ଆବେଦନର ଶୁଣାଣି ଲାଗି ସୁପ୍ରିମକୋର୍ଟରେ ଏପର୍ଯ୍ୟନ୍ତ ପ୍ରସ୍ତୁତ ହୋଇ ନାହିଁ ତାଲିକା

ନୂଆଦିଲ୍ଲୀ,୨୬।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ସିବିଆଇ ରିମାଣ୍ଡରେ ଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କ ଆବେଦନର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ ହେବାର ଥିଲା। ହେଲେ ଏପର୍ଯ୍ୟନ୍ତ ଏହି ମାମଲାର ତାଲିକା ପ୍ରସ୍ତୁତ ହୋଇ ନ ଥିବା ଜଣାପଡିଛି। ସୋମବାର ଚିଦାମ୍ବରମଙ୍କ ଓକିଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri