ଫୁଲତୋଡା ଦେବା ପରମ୍ପରାକୁ ହଟାଇଲେ ନୌସେନା ଅଧ୍ୟକ୍ଷ: ସମସ୍ତଙ୍କୁ ମିଳୁ ସମାନ ଭୋଜନ
ନୂଆଦିଲ୍ଲୀ,୫।୬: ନୌସେନା ଅଧ୍ୟକ୍ଷ ପଦ ସମ୍ଭାଳିବା ପରେ କେତେ ଗୁଡିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ଆଡମିରାଲ କରମବୀର ସିଂ। ଔପଚାରିକ ପ୍ରଥାକୁ ହଟାଇ ସମାନତାକୁ ସେ ଗୁରୁତ୍ୱ ଦେଇଛନ୍ତି। ସେ କହିଛନ୍ତି କୌଣସି ଅଫିସିଆଲ୍ କାର୍ଯ୍ୟକ୍ରମରେ ଯୋଗଦେବା ସମୟରେ ସବୁ ର଼୍ୟାଙ୍କର…
ବିଶ୍ୱ ପରିବେଶ ଦିବସରେ ସମସ୍ତଙ୍କୁ ଚାରା ଲଗାଇବାକୁ କହିଲେ ମୋଦି
ନୂଆଦିଲ୍ଲୀ,୫।୬: ଭବିଷ୍ୟତରେ ପରିବେଶକୁ ସୁସ୍ଥ ଓ ସୁନ୍ଦର ରଖିବା ପାଇଁ ସମସ୍ତେ ଅଧିକରୁ ଅଧିକ ଚାରା ଲଗାଇବାକୁ ବିଶ୍ୱ ପରିବେଶ ଦିବସରେ ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହା ଫଳରେ ପରିବେଶ ସ୍ବଚ୍ଛ ଓ ସବୁଜ ରହିବ ବୋଲି ସେ…
ଇଦ୍ ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଇଦ୍-ଉଲ୍-ଫିତର ଉପଲକ୍ଷେ ଭାରତରେ ଥିବା ମୁସଲମାନ ଭାଇଭଉଣୀ ଓ ବିଶ୍ୱର ସମସ୍ତ ମୁସଲମାନ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଗରିବଙ୍କୁ ଦାନ ଦେବା, ଭ୍ରାତୃଭାବ ପ୍ରତିଷ୍ଠା, ଦୟା ବା ଅନୁକମ୍ପା…
ଏକାକୀ ଲଢ଼ିବୁ ଉପନିର୍ବାଚନ: ଅଖିଳେଶ
ଲକ୍ଷ୍ନୌ,୫।୬: ଆଗାମୀ ଦିନରେ ଉତ୍ତରପ୍ରଦେଶରେ ହେବାକୁ ଥିବା ୧୧ ବିଧାନସଭା ଉପନିର୍ବାଚନରେ ସମାଜବାଦୀ ପାର୍ଟି (ଏସ୍ପି) ଏକାକୀ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ଅଛି ବୋଲି ଦଳର ନେତା ଅଖିଳେଶ ଯାଦବ କହିଛନ୍ତି। ଦଳର ନେତାମାନଙ୍କ ସହ ଆଲୋଚନା କରାଯାଇ ସମସ୍ତ ୧୧ଟି…
ନିପା ଭାଇରସ୍ ଆତଙ୍କ: କେରଳରେ ୬ଜଣିଆ କେନ୍ଦ୍ରୀୟ ଟିମ୍
ନୂଆଦିଲ୍ଲୀ,୫।୬: କେରଳରେ ନିପା ଭାଇରସ୍ ଆତଙ୍କ ଖେଳାଇଛି। ଜଣେ କଲେଜ୍ ଛାତ୍ର(୨୩) ମଙ୍ଗଳବାର ଏଥିରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ୮୬ ଜଣଙ୍କୁ ନିରୀକ୍ଷଣ କରାଯାଉଥିବା ଜଣାପଡ଼ିଛି। ଗତବର୍ଷ ମେ ମାସରେ ଏହି ଜୀବନ ନାଶକାରୀ ଭାଇରସ୍ କେରଳରୁ ୧୭ ଜଣଙ୍କ…
ବଦଳୁଛି ମେଣ୍ଟ ରାଜନୀତି
ନୂଆଦିଲ୍ଲୀ,୫।୬(ପି.ଟି./ଆଇଏଏନ୍ଏସ୍): ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ବିଜୟ ଜାତୀୟ ରାଜନୈତିକ ଚିତ୍ରପଟକୁ ବଦଳାଇଦେଇଛି। ଏହାର ପ୍ରଭାବରେ ବିରୋଧୀଙ୍କ ମହାମେଣ୍ଟ ରାଜନୀତିରେ ପରବର୍ତ୍ତନ ଦେଖିବାକୁ ମିଳିଲାଣି। ଉତ୍ତରପ୍ରଦେଶର ୮୦ ଲୋକ ସଭା ଆସନରୁ ବହୁଜନ ସମାଜ ପାର୍ଟି (ବିଏସ୍ପି) ୧୦ ଏବଂ ସମାଜବାଦୀ…
କଶ୍ମୀରକୁ ନେଇ ଆକ୍ସନ ମୁଡରେ ସ୍ବରାଷ୍ଟ୍ର ମନ୍ତ୍ରୀ
ନୂଆଦିଲ୍ଲୀ,୪।୬: ଜମ୍ମୁ କଶ୍ମୀରରେ ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆକ୍ସନ ମୁଡରେ ଆସିଯାଇଛନ୍ତି। ପଦ ସମ୍ଭାଳିବା ପରେ ଗତ ୪ ଦିନ ହେଲା ଅଫିସରଙ୍କ ସହ ସେ ଲଗାତାର ବୈଠକ କରିସାରିନ୍ତି। ମଙ୍ଗଳବାର ଆୟୋଜିତ ବୈଠକରେ ଅମିତ…
କାନ୍ଥରେ ଆତଙ୍କାବାଦୀଙ୍କ ଯୋଜନା ଦେଖି ଚିନ୍ତାରେ ପୋଲିସ
ମୁମ୍ବାଇ,୪।୬: ନଭି ମୁମ୍ବାଇ ଓରଣର ଏକ ବ୍ରିଜ୍ର କାନ୍ଥରୁ ଆତଙ୍କବାଦୀଙ୍କ ସହ ଜଡିତ ଥିବା ଏକ ବାର୍ତ୍ତା ପୋଲିସକୁ ମିଳିଛି। ଏହି ବାର୍ତ୍ତାରେ ଆତଙ୍କବାଦୀ ସଂଗଠନ ଆଇଏସ୍ ଓ ଅବୁ ବକର ଅଲ ବାଗଦାଦିଙ୍କ ନଁା ଲେଖା ହେବା ସହ ସହରର…
ମହାରାଷ୍ଟ୍ର କଂଗ୍ରେସକୁ ଝଟ୍କା: ବିଧାୟକ ପଦରୁ ଇସ୍ତଫା ଦେଲେ ରାଧାକୃଷ୍ଣ ପାଟିଲ
ମୁମ୍ବାଇ,୬।୪: ଲୋକ ସଭା ନିର୍ବାଚନରେ ପରାଜୟ ବରଣ କରିଥିବା କଂଗ୍ରେସକୁ ପୁଣି ଥରେ ଲାଗିଛି ଏକ ବଡ ଝଟକା। ମହାରାଷ୍ଟ୍ରର କଂଗ୍ରେସ ବିଧାୟକ ରାଧାକୃଷ୍ଣ ବିଖେ ପାଟିଲ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ସମୟରେ ସେ କହିଛନ୍ତି, ଲୋକ ସଭା…
ନିଖୋଜ ବିମାନ ଏଏନ୍-୩୨ ସନ୍ଧାନରେ ଇସ୍ରୋ ଉପଗ୍ରହ
ନୂଆଦିଲ୍ଲୀ,୪।୬: ଇତିମଧ୍ୟରେ ନିଖୋଜ ହୋଇଥିବା ଭାରତୀୟ ବାୟୁସେନା ବିମାନ ଏଏନ୍-୩୨ର କୌଣସି ଖୋଜ୍ ଖବର ମିଳିନାହିଁ। ଏହାର ସନ୍ଧାନରେ ଇସ୍ରୋ ସାଟେଲାଇଟ୍କୁ ନିୟୋଜିତ କରାଯାଇଛି। ସାଟେଲାଇଟ ଆସାମ ଏବଂ ଅରୁଣାଚଳପ୍ରଦେଶରେ ସନ୍ଧାନ ଜାରି ରଖିଛି। ବିମାନର ଖୋଜିବା କାର୍ଯ୍ୟରେ ସୁଖୋଇ-୩୦ ଏମ୍କେଆଇ,…
କଏଦୀ ପେଟ୍ରୋଲ ପମ୍ପ୍ରେ କରିବେ କାମ
ପଟିଆଲା,୪।୬: ପଞ୍ଜାବରେ କଏଦୀଙ୍କୁ ପେଟ୍ରୋଲ ପମ୍ପ୍ରେ କାମ କରିବାର ସୁଯୋଗ ଦିଆଯିବ। ସ୍ଥାନୀୟ କେନ୍ଦ୍ରୀୟ ଜେଲ୍ରଟ୍ରେନିଂ ସ୍କୁଲ ସମ୍ମୁଖରେ ଥିବା ଥାପ୍ପର ବିଶ୍ୱବିଦ୍ୟାଳୟ ନିକଟରେ ଏହି ପେଟ୍ରୋଲ ପମ୍ପ୍ ସ୍ଥାପନ କରାଯିବ। ୭୫ ପ୍ରତିଶତ ଜେଲ୍ ଦଣ୍ଡ ଭୋଗୀଥିବା କଏଦୀଙ୍କୁ ଏଠାରେ…
ଜାପାନୀ ଜ୍ୱର ୪୦ ବର୍ଷରେ ନେଇଛି ୧୦ ହଜାର ଜୀବନ: ବାହାରିଲା ଔଷଧ
ପାନିପଥ,୪।୬: ଗତ ୪୦ବର୍ଷ ମଧ୍ୟରେ ଜାପାନୀ ଜ୍ୱର ବା ଜାପାନୀ ଇନସେଫ୍ଲାଇଟିସ୍ ଦେଶରେ ୧୦ ହଜାରଲୋକଙ୍କ ଜୀବନ ନେଇଛି। ସମ୍ପ୍ରତି ହରିୟାଣା ମାନେସରସ୍ଥିତ ବ୍ରେନ୍ ରିସର୍ଚ୍ଚ ସେଣ୍ଟରର ୧୪ ବୈଜ୍ଞାନିକ ଏବଂ ଶହେରୁ ଅଧିକ ଗବେଷକ ଦୀର୍ଘ ୧୫ ବର୍ଷ ଗବେଷଣା…
Archives


