ସାଧାରଣ ଜାଳେଣି ବ୍ୟବହାର ବନ୍ଦ ହେଲେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିବ: ଆଇଆଇଟି ସର୍ଭେ ରିପୋର୍ଟ
ନୂଆଦିଲ୍ଲୀ,୨୦।୪: ଭାରତରେ ରୋଷେଇ ପାଇଁ ବ୍ୟବହୃତ ହେଉଥିବା ସାଧାରଣ ଜାଳେଣି ବନ୍ଦ କରାଗଲେ ବର୍ଷରେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିପାରିବ। ଜାଳେଣି କାଠ, କୋଇଲା, ଗୋବର ଏବଂ କିରୋସିନ ବ୍ୟବହାର ଦ୍ୱାରା ବାୟୁ ପ୍ରଦୂଷଣ ଯୋଗୁ ପ୍ରତିବର୍ଷ ପ୍ରାୟ…
ଯୌନ ଶୋଷଣ ଅଭିଯୋଗକୁ ଖଣ୍ଡନ କଲେ ପ୍ରଧାନ ବିଚାରପତି
ନୂଆଦିଲ୍ଲୀ,୨୦।୪: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନାଁରେ ଜଣେ ମହିଳା ଆଣିଥିବା ଯୌନ ଉତ୍ପୀଡନ ମାମଲକୁ ସେ ନିଜେ ଖାରଜ କରି ଦେଇଛନ୍ତି। ୩ଜଣ ବିଚାରପତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରିଥିଲେ। ନ୍ୟାୟପାଳିକା ବର୍ତ୍ତମାନ ଚିନ୍ତାଜନକ ସ୍ଥିତିରେ…
ଜମ୍ଶେଦ୍ପୁର ଲୋକ ସଭା ଆସନ: ୧୮୮୫ ପୋଲିଂ ବୁଥ୍ ମଧ୍ୟରୁ ୩୫୦ ମାଓବାଦୀ ଗଡ଼ରେ
ଜମ୍ଶେଦ୍ପୁର,୨୦।୪: ଝାଡ଼ଖଣ୍ଡ ଜମ୍ଶେଦ୍ପୁର ଲୋକ ସଭା ଆସନରେ ୬ଷ୍ଠ ପର୍ଯ୍ୟାୟରେ ମେ ୧୨ରେ ମତଦାନ କରାଯିବ। ଏଠାରେ ଥିବା ୧୮୮୫ ପୋଲିଂ ବୁଥ୍ ମଧ୍ୟରୁ ୩୫୦ ମାଓବାଦୀଙ୍କ ଗଡ଼ରେ ରହିଛି। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏଥିପାଇଁ ୮୦ କମ୍ପାନୀ ପୋଲିସ…
ନିର୍ବାଚନ ଜିତିବା ପାଇଁ ଏକ ମାସ ଭିତରେ ଦେଶର ୭୫ ନେତା ଏହି ମନ୍ଦିରରେ କରିସାରିଲେଣି ପୂଜାର୍ଚ୍ଚନା
ସିମ୍ଲା,୨୦।୪: ନିର୍ବାଚନ ପାଖେଇ ଆସିଲେ ଦେବାଳୟମାନଙ୍କରେ ରାଜନେତା ମାନଙ୍କର ଭିଡ଼ ଜମିଥାଏ। ଦେବଦେବୀଙ୍କ ଆଶୀର୍ବାଦ ଲାଭ କଲେ ସହଜରେ ନିର୍ବାଚନ ବୈତରଣୀ ଅବିଳମ୍ବେ ପାରି ହୋଇଯିବେ ବୋଲି ସେମାନଙ୍କର ବିଶ୍ୱାସ। ସେହି ଅନୁସାରେ ଲୋକ ସଭା ନିର୍ବାଚନ ସମୟରେ ହିମାଚଳର ରାମଲୋକ…
ମୃତ୍ୟୁପରେ ରେଳଲାଇନ୍ରେ ମୃତଦେହ ରଖି ବୀମା କ୍ଷତି ପୂରଣ ପାଇଁ ଦିଆଯାଉଥିଲା ଦୁର୍ଘଟଣା ରୂପ
ନୂଆଦିଲ୍ଲୀ,୨୦।୪: ମଣିଷର ଲୋଭ କେବେ ମରେନା। ବେଳେବେଳେ ଲୋଭ ଯୋଗୁ କେତେକ ଏଭଳି କାଣ୍ଡ କରିବସନ୍ତି ଯାହା ମଣିଷ ପଣିଆ ଉପରେ ସୃଷ୍ଟିକରେ ପ୍ରଶ୍ନ ଚିହ୍ନ। ଏପରି ଏକ ଘଟଣା ଘଟିଛି ଦିଲ୍ଲୀରେ। କେତେକ ଲୋକ ହସ୍ପିଟାଲରେ ମୃତ୍ୟୁ ଘଟୁଥିବା ଲୋକଙ୍କ…
ଦିଦିଙ୍କ ମନରେ ନାହିଁ ମମତା; ଗରିବଙ୍କୁ ଅଧିକ ଗରିବ କରୁଛନ୍ତି: ମୋଦି
କୋଲକତା, ୨୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗରେ ଏକ ନିର୍ବାଚନୀ ସଭାରେ ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍ କରିଛନ୍ତି। ଦିଦିଙ୍କ ମନରେ ମମତା ନାହିଁ। ସେ ରାଜ୍ୟର ଗରିବଙ୍କୁ ଅଧିକ ଗରିବ କରି ଚାଲିଛନ୍ତି। ତାଙ୍କ…
ବ୍ୟାନ୍କୁ ବେଖାତିର: ୩ ବର୍ଷରେ ଭାରତରେ ୭ ହଜାର କୋଟି ନିବେଶ କରିବ ଟିକ୍ଟକ୍
ନୂଆଦିଲ୍ଲୀ,୨୦।୪: ଭାରତରେ ଟିକ୍ ଟକ୍ ଆପ୍କୁ ବ୍ୟାନ୍ କରାଯିବା ପରେ ଏହାକୁ ପ୍ରସ୍ତୁତ କରିଥିବା କମ୍ପାନୀ ବାଇଟ୍ ଡ୍ୟାନ୍ସ୍ ଟେକ୍ନୋଲୋଜି ସୋସିଆଲ ମିଡ଼ିଆ ପ୍ଲାଟଫର୍ମରୁ ଏହାକୁ ହଟାଇ ଦେଇଛି। ତେବେ କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, ଭାରତରେ ଏହି ଆପ୍କୁ ନେଇ…
ସ୍ପାଇସଜେଟ୍ର ବଦାନ୍ୟତା: ୫ଶହ ଜେଟ୍ ଏୟାରଓ୍ବେଜ କର୍ମଚାରୀଙ୍କୁ ଦେଲା ଚାକିରି
ନୂଆଦିଲ୍ଲୀ,୨୦।୪: ଆର୍ଥିକ ମାନ୍ଦାବସ୍ଥା କାରଣରୁ ବନ୍ଦ ହୋଇଯାଇଛି ଜେଟ୍ ଏୟାରଓ୍ବେଜ୍। ଫଳରେ ହଜାର ହଜାର କର୍ମଚାରୀ ରୋଜଗାର ହରାଇଛନ୍ତି। ଏତିକିବେଳେ କିନ୍ତୁ ସହାୟତାର ହାତ ବଢାଇଛି ସ୍ପାଇସ୍ଜେଟ୍। କମ୍ ଦାମରେ ବିମାନ ସେବା ଯୋଗାଇ ଚର୍ଚ୍ଚାରେ ଥିବା ସ୍ପାଇସ୍ଜେଟ୍ , ଜେଟ୍…
ନିର୍ଦ୍ଦେଶକ ରାମଗୋପାଳ ବର୍ମାଙ୍କ ବିରୋଧରେ ମାମଲା ରୁଜୁ
ମୁମ୍ବାଇ,୨୦।୪: ନିଜ ବୟାନକୁ ନେଇ ସବୁବେଳେ ବିବାଦରେ ରହୁଥିବା ଫିଲ୍ମ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ଏବେ ପୁଣି ଥରେ ବିବାଦରେ ଫଶିଯାଇଛନ୍ତି। ଚଳିତ ଥର କୌଣସି ବୟାନକୁ ନେଇ ନୁହଁ ବରଂ ଏକ ଫେକ ଫଟୋକୁ ନିଜ ସୋସିଆଲ ଆକାଣ୍ଟରେ…
ଖୁବ୍ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରନ୍ତି ଅଭିନନ୍ଦନ
ନୂଆଦିଲ୍ଲୀ,୨୦।୪: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍ ଏରୋସ୍ପେଶ ମେଡିସିନ(ଆଇଏଏମ୍)ର ଅନୁମତି ନେବାକୁ ପଡିବ। ବାୟସେନା ଅଧିକାରୀଙ୍କ ସୂଚନା…
ସୋପୋରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ
ଶ୍ରୀନଗର, ୨୦।୪: ଜମ୍ମୁ-କଶ୍ମୀର ସୋପୋରରେ ଶନିବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁ ବୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ବାଟରଗାମ୍ରେ ସୁରକ୍ଷାକର୍ମୀଙ୍କ ଗସ୍ତ କାର୍ଯ୍ୟକ୍ରମ ଜାରି ରହିଥିବାବେଳେ ଏଠାରେ ଲୁଚି ଥିବା ଆତଙ୍କବାଦୀ ଗୁଳି ଚାଳନା…
କଂଗ୍ରେସକୁ ହାଇକୋର୍ଟଙ୍କ ନୋଟିସ: କହିଲେ ମତଦାତାଙ୍କୁ ଦିଆଯାଉନିି କି ଲାଞ୍ଚ!
ଆହ୍ଲାବାଦ,୨୦।୪: ଲୋକ ସଭା ନିର୍ବାଚନରେ କଂଗ୍ରେସର ଘୋଷଣା ପତ୍ରରେ ଗରୀବଙ୍କୁ ବର୍ଷକୁ ୭୨ହଜାର ଟଙ୍କା ଦେବାନେଇ ଘୋଷଣା ଉପରେ ନୋଟିସ୍ ଜାରି କରାଯାଇଛି। ଆହ୍ଲାବାଦ ହାଇକୋର୍ଟ କଂଗ୍ରେସକୁ ନୋଟିସ କରିବା ସହ ଦଳକୁ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତିି ଯେ, ଏହା…
Archives


