ଜାତୀୟ

ଭାଜପା ମୋତେ ମାରି ଦେବାକୁ ଚାହୁଁଛି: ହାର୍ଦ୍ଦିକ

ରାଜକୋଟ,୨୦।୪: କଂଗ୍ରେସ ନେତା ହାର୍ଦ୍ଦିକ ପଟେଲ ଭାଜପା ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି କି ଭାଜପା ଚେଷ୍ଟା କରୁଛି ତାଙ୍କୁ ଆକ୍ରମଣ କରି ମାରି ଦେବାକୁ। ଶୁକ୍ରବାର ଏକ ଜନସଭାକୁ ଉଦ୍‌ବୋଧନ ଦେବା ସମୟରେ କେହି ଅଜଣା ବ୍ୟକ୍ତି ତାଙ୍କୁ…

କେଜରିଓ୍ବାଲଙ୍କୁ ଲାଗିପାରେ ଝଟ୍‌କା: ଏଏପି ଛାଡିପାରନ୍ତି ଅଳକା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନ ୨୦୧୯କୁ ନେଇ ପ୍ରଚାର ଯୋର ଧରିଥିବା ବେଳେ ରାଜନୈତିକ ଅଙ୍କକଷା କିନ୍ତୁ ଛିଡୁନି। ହରିୟାଣା, ପଞ୍ଜାବ ଓ ଦିଲ୍ଲୀ ପାଇଁ ପ୍ରାର୍ଥୀ ଦେଇଥିବା ଆମ ଆଦମୀ ପାର୍ଟି (ଏଏପି) କୁ ଦଳର ବିଧାୟିକା ଅଳକା ଲାମ୍ବା…

ପୂର୍ବା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ

କାନପୁର,୨୦।୪: ଉତ୍ତର ପ୍ରଦେଶର କାନପୁରଠାରେ ହାଓ୍ବଡା-ନୂଆଦିଲ୍ଲୀ ପୂର୍ବା ଏକ୍ସପ୍ରେସର ୧୨ଟି କୋଚ୍‌ ଶନିବାର ସକାଳେ ଲାଇନ୍‌ଚ୍ୟୁତ ହୋଇଥିବା ସୂଚନା ମିଳିଛି। ଏଥିରେ କେବଳ ୩ ଜଣ ଆହତ ହୋଇଥିବା ବେଳେ ସେମିତି କିଛି ବିଶେଷ କ୍ଷତି ହୋଇ ନ ଥିବା ଜଣାପଡିଛି।…

ରଜନୀକାନ୍ତଙ୍କ ଡାହାଣ ତର୍ଜନୀରେ କାଳିଚିହ୍ନ

ଚେନ୍ନାଇ,୨୦ା୪ : ଅଭିନେତାରୁ ରାଜନେତା ସାଜିଥିବା ରଜନୀକାନ୍ତ ଗୁରୁବାର ଚେନ୍ନାଇର ଷ୍ଟେଲା ମାରିସ୍‌ କଲେଜକୁ ଭୋଟ ଦେବାକୁ ଯାଇଥିଲେ। ନିୟମ ଅନୁସାରେ ଭୋଟ ଦେବା ପୂର୍ବରୁ ତାଙ୍କର ବାମହାତ ତର୍ଜନୀରେ କାଳିଚିହ୍ନ ଲଗାଇବା କଥା। କିନ୍ତୁ ସେଠାରେ ନିୟୋଜିତ ନିର୍ବାଚନ ଅଧିକାରୀ…

ଭାଜପା କର୍ମୀଙ୍କୁ ଅଙ୍ଗୁଳି ଦେଖାଇଲେ…

ଗାଜିଆବାଦ,୨୦ା୪ : ଭାଜପା କର୍ମୀଙ୍କୁ ଅଙ୍ଗୁଳି ଦେଖାଇଲେ ୪ ଘଣ୍ଟା ମଧ୍ୟରେ ପ୍ରତିଶୋଧ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ମନୋଜ ସିହ୍ନା ଧମକ ଦେଇଛନ୍ତି। ଉତ୍ତରପ୍ରଦେଶର ଗାଜିପୁର ଏମ୍‌ପି ମନୋଜ ଏଥର ଏହି ଲୋକ ସଭା ଆସନରୁ ପୁଣିଥରେ ଭାଜପା ପ୍ରାର୍ଥୀ ହୋଇଛନ୍ତି।…

ଭାଜପାକୁ ଭୁଲରେ ଭୋଟ ଦେଇ ନିଜ ଅଙ୍ଗୁଳି କାଟିଲେ

ବୁଲନ୍ଦସହର,୨୦ା୪ : ଉତ୍ତରପ୍ରଦେଶର ବୁଲନ୍ଦସହରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପବନ କୁମାର(୨୫) ନାମକ ଜଣେ ଦଳିତ ମତଦାତା ବିଏସ୍‌ପି ପ୍ରାର୍ଥୀ ଯୋଗେଶ ବର୍ମାଙ୍କୁ ଭୋଟ ଦେବାକୁ ଚାହୁଁଥିଲେ। କିନ୍ତୁ ଭୁଲବଶତଃ ସେ ଭାଜପା ପ୍ରାର୍ଥୀ ଭୋଳା ସିଂଙ୍କୁ ଭୋଟଦେଇଥିଲେ।…

‘ଅଭିଶାପରୁ ହୋଇଥିଲା କର୍‌କରେଙ୍କ ମୃତ୍ୟୁ’:୨୬/୧୧ ଶହୀଦଙ୍କ ପ୍ରତି ପ୍ରଜ୍ଞା ଠାକୁରଙ୍କ ବିବାଦୀୟ ମନ୍ତବ୍ୟ

ଭୋପାଳ,୧୯ା୪(ପି.ଟି.): ୨୬/୧୧ ଆକ୍ରମଣବେଳେ ଶହୀଦ ହୋଇଥିବା ମୁମ୍ବାଇ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌) ମୁଖ୍ୟ ହେମନ୍ତ କର୍‌କରେଙ୍କ ପ୍ରତି ଭୋପାଳର ଭାଜପା ପ୍ରାର୍ଥୀ ତଥା ମାଲେଗାଓଁ ବିସ୍ଫୋରଣ ମାମଲାର ଅଭିଯୁକ୍ତ ସାଧ୍ୱୀ ପ୍ରଜ୍ଞା ସିଂ ଠାକୁର ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ତାଙ୍କ…

ହାର୍ଦ୍ଦିକଙ୍କୁ ଚାପୁଡ଼ା

ଅହମଦାବାଦ,୨୦ା୪(ପି.ଟି.): କଂଗ୍ରେସ ନେତା ହାର୍ଦ୍ଦିକ ପଟେଲଙ୍କୁ ଶୁକ୍ରବାର ଜଣେ ବ୍ୟକ୍ତି ଚାପୁଡ଼ା ମାରିଛନ୍ତି। ଗୁଜରାଟର ସୁରେନ୍ଦ୍ରନଗର ଜିଲା ବଲଦାନା ଗ୍ରାମର ଏକ ସଭାକୁ ହାର୍ଦ୍ଦିକ ସମ୍ବୋଧିତ କରୁଥିବାବେଳେ ତରୁଣ ଗଜ୍ଜାର ନାମକ ବ୍ୟକ୍ତି ତାଙ୍କ ଗାଲରେ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି।…

ପରସ୍ପରକୁ ପ୍ରଶଂସା, ମୋଦିଙ୍କୁ ଟାର୍ଗେଟ: ୨୪ ବର୍ଷ ପରେ ଗୋଟିଏ ମଞ୍ଚରେ ମୁଲାୟମ, ମାୟାବତୀ

ମୈନ୍‌ପୁରୀ,୨୦ା୪(ପି.ଟି.): ଦୀର୍ଘ ୨୪ ବର୍ଷର ଶତ୍ରୁତାକୁ ଭୁଲି ଗୋଟିଏ ମଞ୍ଚରେ ଏକାଠି ହୋଇଛନ୍ତି ଉତ୍ତରପ୍ରଦେଶର ଦୁଇ ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଓ ମୁଲାୟମ୍‌ ସିଂ ଯାଦବ। ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ଓ ସମାଜବାଦୀ…

ଅମେଠିରେ ‘ନ୍ୟାୟ’ ବ୍ୟାନର: ରାହୁଲଙ୍କୁ ଇସି ନୋଟିସ

ଭୋପାଳ,୨୦ା୪(ପି.ଟି.): ଅମେଠିରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ନିର୍ବାଚନ କମିଶନ (ଇସି) କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ନୋଟିସ ଜାରି କରିଛନ୍ତି। ସ୍ଥାନୀୟ ନିର୍ବାଚନ ଅଧିକାରୀଙ୍କ ବିନା ଅନୁମତିରେ କଂଗ୍ରେସ ଦଳ ପକ୍ଷରୁ ଅମେଠିରେ ରାହୁଲଙ୍କ ଫଟୋ ସହ ‘ଏବେ…

ବାଲାକୋଟ ଆକ୍ରମଣରେ ପାକ୍‌ ସୈନ୍ୟ ମରି ନ ଥିଲେ: ସୁଷମା

ଅହମ୍ମଦାବାଦ,୨୦ା୪(ପି.ଟି.): ପାକିସ୍ତାନର ବାଲାକୋଟସ୍ଥିତ ଆତଙ୍କବାଦୀ ଶିବିର ଉପରେ ଫେବୃୟାରୀ ୨୬ରେ ଭାରତୀୟ ବାୟୁସେନାର ବୋମାମାଡ଼ରେ ଜଣେ ହେଲେ ପାକସ୍ତାନୀ ସୈନ୍ୟ କିମ୍ବା ସାଧାରଣ ନାଗରିକ ନିହତ ହୋଇ ନ ଥିଲେ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ସ୍ପଷ୍ଟ କରିଛନ୍ତିି। ଭାଜପା…

୫୭୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୦ା୪: ଆସନ୍ତା ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ମୋଟ ୧୬୧୨ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେମାନଙ୍କ ମଧ୍ୟରୁ ୫୭୦ ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଥିବା ଆସୋସିଏଶନ୍‌ ଅଫ ଡେମୋକ୍ରାଟିକ୍‌ ରିଫର୍ମ୍‌ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri