ଜାତୀୟ

ଚିଦାମ୍ବରମ୍‌ ପଢୁ ନ ଥିଲେ ସମସ୍ତ ଫାଇଲ୍‌: ଦକ୍ଷ ଆଇଏଏସ୍‌ ଅଫିସର କରୁଥିଲେ ଏହାର ଯାଞ୍ଚ୍‌

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ସିବିଆଇ ପକ୍ଷରୁ ପଚରା ଉଚରା କରାଯାଉଛି। ସେ କହିଛନ୍ତି ଯେ ସମୟ ଅଭାବ ଯୋଗୁ ସମସ୍ତ ଫାଇଲ୍‌ ଦେଖିବା ସମ୍ଭବ ନ ଥିଲା। ଏସବୁକୁ ଏଫ୍‌ଆଇପିବି ଡିଭିଜନ୍‌ର ୭-୮ ଆଇଏଏସ୍‌ ଅଫିସର ଯାଞ୍ଚ୍‌ କରୁଥିଲେ।…

୨୬ ପର୍ଯ୍ୟନ୍ତ ଚିଦାମ୍ବରମଙ୍କୁ ଗିରଫ କରିପାରିବନି ଇଡି

ନୂଆଦିଲ୍ଲୀ,୨୪।୮(ପି.ଟି.): ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମନିଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି.ଚିଦାମ୍ବରମଙ୍କୁ ଗିରଫରୁ ସୁରକ୍ଷା ଦେଇଛନ୍ତି। ୨୬ ତାରିଖରେ ମାମଲାର ଶୁଣାଣି ଥିବାରୁ ସେ ପର୍ଯ୍ୟନ୍ତ ତାଙ୍କୁ ଇଡି ଗିରଫ କରିପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ ଶୁକ୍ରବାର…

ଏୟାରସେଲ୍‌-ମାକ୍ସିସ ମାମଲାରେ ୩ ଯାଏ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୪।୮(ପି.ଟି.): ଏୟାରସେଲ୍‌-ମାକ୍ସିସ୍‌ ମାମଲାରେ ଦିଲ୍ଲୀର ଏକ ଅଦାଲତ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ ଓ ତାଙ୍କ ପୁଅ କାର୍ତ୍ତିଙ୍କୁ ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ଗିରଫଦାରିରୁ ସୁରକ୍ଷା ଦେଇଛନ୍ତି। ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଏହି ମାମଲା ଦାଏର ହୋଇଥିଲା।…

୫ ରାଷ୍ଟ୍ରକୁ ଚିଦାମ୍ବରମଙ୍କ କମ୍ପାନୀର ବିବରଣୀ ମାଗିଲା ସିବିଆଇ

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍‌ ଓ ତାଙ୍କ ପୁଅ କାର୍ତ୍ତି ଚିଦାମ୍ବରମ୍‌ ମାଲିକାନାରେ ଥିବା ବିଭିନ୍ନ ସେଲ୍‌ କମ୍ପାନୀ ଓ ବ୍ୟାଙ୍କ ଆକାଉଣ୍ଟ ସମ୍ପର୍କିତ ବିବରଣୀ ଦେବାକୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ୫ଟି…

ବିରୋଧୀ ଦଳ ନେତାଙ୍କ ସହ: ଆଜି ଶ୍ରୀନଗର ଯିବେ ରାହୁଲ

ନୂଆଦିଲ୍ଲୀ,୨୪।୮(ପି.ଟି.): ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କରି ଶନିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶ୍ରୀନଗର ଗସ୍ତ କରିବେ। ଉପତ୍ୟକାବାସୀଙ୍କୁ ଭେଟିବା ଲାଗି ତାଙ୍କ ସହ ବିଭିନ୍ନ ବିରୋଧୀ ଦଳର ନେତା ସେଠାକୁ ଯିବାର ଯୋଜନା ରହିଛି। ୩୭୦…

ନୀତି ଆୟୋଗ ଉପାଧ୍ୟକ୍ଷଙ୍କ ବିସ୍ଫୋରକ ବୟାନ: ଖରାପ ସ୍ଥିତିରେ ଭାରତୀୟ ଅର୍ଥନୀତି

ନୂଆଦିଲ୍ଲୀ,୨୪ା୮: କେନ୍ଦ୍ର ସରକାରଙ୍କ ଥିଙ୍କ ଟ୍ୟାଙ୍କ କୁହାଯାଉଥିବା ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ନେଇ ଗୁରୁବାର ବିସ୍ଫୋରକ ବୟାନ ଦେଇଛନ୍ତି। ଆର୍ଥିକ କ୍ଷେତ୍ରରେ ବର୍ତ୍ତମାନ ଦେଖାଦେଇଥିବା ସ୍ଥିତି ଉପରେ ମତବ୍ୟକ୍ତ କରି ସେ କହିଛନ୍ତି…

ଏମ୍ସରେ ଭର୍ତ୍ତି ହେଲେ ରାମଦେବଙ୍କ ମୁଖ୍ୟ ସହଯୋଗୀ

ନୂଆଦିଲ୍ଲୀ,୨୩।୮: ଯୋଗଗୁରୁ ବାବା ରାମଦେବଙ୍କ ମୁଖ୍ୟ ସହଯୋଗୀ ବାଲକ୍ରିଷ୍ଣନ ଶୁକ୍ରବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହରିଦ୍ୱାରରେ ଥିବା ଅଲ୍‌ ଇଣ୍ଡିଆା ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। ୪୭ ବର୍ଷୀୟ ବାଲକ୍ରିଷ୍ଣନଙ୍କୁ ଜରୁରୀକାଳୀନ ସେବା ଯୋଗାଇ ଦିଆଯିବା ସହ…

ଏବେ ବ୍ୟାଙ୍କରୁ କରଜ ନେବା ହେବ ଶସ୍ତା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି କି ଏବେ ବ୍ୟାଙ୍କ ଗୁଡିକୁ ଅଗ୍ରୀମ ୭୦ହଜାର କୋଟି ଟଙ୍କା ପ୍ରଦାନ କରାଯିବ। ଫଳରେ ନୂଆ ଋଣ ଯୋଗାଇ ଦେବାରେ ବ୍ୟାଙ୍କ ଗୁଡିକ ଆଉ କୌଣସି ଅସୁବିଧାର…

ପାକିସ୍ତାନରୁ ମୋଦିଙ୍କୁ ଆସିଲା ହତ୍ୟା ଧମକ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆସିଛି ହତ୍ୟା ଧମକ। ପାକିସ୍ତାନରୁ କେହି ଅଜଣା ବ୍ୟକ୍ତି ହ୍ବାଟସ୍‌ ଆପ୍‌ ମାଧ୍ୟମରେ ମୋଦିଙ୍କୁ ମାରିବାକୁ ଧମକ ଦେଇ ମେସେଜ୍‌ କରିଥିବା ଜଣାପଡିଛି। ତେବେ ଦିଲ୍ଲୀ ଚାନ୍ଦନି ଚୌକର ପୂର୍ବତନ ଭାଜପା ନେତା ରାଜନ…

ମୋ ବକ୍ତବ୍ୟକୁ ଭୁଲ ଅର୍ଥରେ ପ୍ରଚାର ପ୍ରସାର ନ କରିବାକୁ ଗଣମାଧ୍ୟମକୁ ଅନୁରୋଧ କଲେ ରାଜୀବ କୁମାର

ନୂଆଦିଲ୍ଲୀ,୨୩।୮: ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ଗଣମାଧ୍ୟମକୁ ଅନୁରୋଧ କରିଛନ୍ତି କି ତାଙ୍କ ବ୍ୟକ୍ତବ୍ୟକୁ ଭୁଲ୍‌ ଅର୍ଥରେ ପ୍ରଚାର ପ୍ରସାର ନ କରାଯାଉ। ଆଉ ଏହାକୁ ନେଇ କେହି ଭୟଭୀତ ମଧ୍ୟ ନ ହୁଅନ୍ତୁ। କାରଣ ସରକାର ଦେଶର ଅର୍ଥନୀତିକୁ…

ଦେଶର ଅର୍ଥନୀତି ଆଇସିୟୁରେ: ମନିଶ ତିଓ୍ବାରୀ

ନୂଆଦିଲ୍ଲୀ,୨୩।୮: ଦେଶର ଅର୍ଥ ବ୍ୟବସ୍ଥା ବେଳକୁ ବେଳ ବିଗିଡି ଯାଉଥିବା ବେଳେ ଏବେ ଅଟୋ ମୋବାଇଲ ଶିଳ୍ପଠାରୁ ଆରମ୍ଭ କରି ଅନେକ ଶିଳ୍ପରେ ଛଟେଇ ଅଭିଯାନ ଆରମ୍ଭ ହୋଇଯାଇଛି। ଆଉ ଏହାକୁ ଦେଖି ଶୁକ୍ରବାର ନିତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର…

ଜେଟ ଏୟାରଓ୍ବେଜର ସଂସ୍ଥାପକଙ୍କ ଘରେ ଇଡିର ଚଢ଼ାଉ

ନୁଆଦିଲ୍ଲୀ,୨୩।୮: ଜେଟ ଏୟାରଓ୍ବେଜ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଦିଲ୍ଲୀ ଓ ମୁମ୍ବାଇରେ ଚଢ଼ାଉ କରିଛି। ଜେଟ ଏୟାରଓ୍ବେଜର ସଂସ୍ଥାପକ ନରେଶ ଗୋଏଲଙ୍କ ବାସଭବନ ସମେତ ବହୁ ସ୍ଥାନରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। ଜେଟ ପ୍ରିଭିଲେଜ୍‌ ପ୍ରାଇଭେଟ ଲିମିଟେଡ(ଜେପିପିଏଲ୍‌)ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri