ଜାତୀୟ

ମୁଲାୟାମ ସିଂ ମୋଦିଙ୍କ ଭଳି ‘ଫେକ୍‌ ଓବିସି’ ନୁହେଁ: ମାୟାବତୀ

ମେନପୁରି,୧୯।୪: ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ଶୁଶ୍ରୀ ମାୟାବତୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଶୁକ୍ରବାର ମାୟାବତୀ କହିଛନ୍ତି, ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟାମ ସିଂ ଯାଦବ ପ୍ରକୃତରେ ଜଣେ ପଛୁଆ ବର୍ଗର ନେତା। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭଳି ‘ଫେକ୍‌…

୯୦ ବୁଥ୍‌କୁ ଆସିଲେନି ଜଣେ ବି ଭୋଟର

ଶ୍ରୀନଗର,୧୯।୪: ଜମ୍ମୁ-କଶ୍ମୀର ଶ୍ରୀନଗରରେ ୨୦୧୯ ଲୋକ ସଭା ନିର୍ବାଚନକୁ ବର୍ଜନ କରିବାକୁ ପୂର୍ବରୁ ସୂଚନା ମିଳୁଥିଲା। ତେବେ ଗୁରୁବାର ଅନୁଷ୍ଠିତ ହୋଇଥିବା ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ଶ୍ରୀନଗରର ପ୍ରାୟ ୯୦ଟି ମତଦାନ କେନ୍ଦ୍ରରେ କେହି ଜଣେ ହେଲେ…

ବାଲାକୋଟ ଆକ୍ରମଣରେ କୌଣସି ପାକିସ୍ତାନ ସେନା ଅବା ନାଗରିକଙ୍କ ମୃତ୍ୟୁ ହୋଇନାହିଁ: ସୁଷମା

ଅହମ୍ମଦାବାଦ,୧୯।୪: ପାକିସ୍ତାନର ବାଲାକୋଟରେ ଭାରତୀୟ ସେନା ପକ୍ଷରୁ ହୋଇଥିବା ବିମାନ ଆକ୍ରମଣରେ କୌଣସି ପାକିସ୍ତାନ ଯବାନ ଅବା ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇ ନ ଥିବା କହିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ତଥା ଭାଜପା ନେତ୍ରୀ ସୁଷମା ସ୍ବରାଜ। ଗୁରୁବାର ଅହମ୍ମଦାବାଦରେ…

ଅର୍ଦ୍ଧନଗ୍ନ ହୋଇ ପ୍ରାର୍ଥିପତ୍ର ଦାଖଲ କଲେ ଲୋକସଭା ପ୍ରାର୍ଥୀ ଅଞ୍ଜନୀ ପାଣ୍ଡେ

ରାଞ୍ଚି,୧୯।୪: ସ୍ବାଧିନ ପ୍ରାର୍ଥୀ ତଥା ଆଦିବାସୀ କିଶାନ ମଜଦୁର ପାର୍ଟି(ଏକେଏମ୍‌ପି) ନେତା ଅଞ୍ଜନୀ ପାଣ୍ଡେ ଏବେ ଚର୍ଚ୍ଚାରେ। କାରଣ ଗୁରୁବାର ସେ ରାଞ୍ଚି ଲୋକ ସଭା ଆସନ ପାଇଁ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ତେବେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ…

ମାତ୍ର ଗୋଟିଏ ନିଷ୍ପତ୍ତିରେ ରୋଜଗାର ହରାଇଲେ ୧୬ହଜାର କର୍ମଚାରୀ

ନୂଆଦିଲ୍ଲୀ,୧୯।୪: ଆର୍ଥିକ ସଙ୍କଟ କାରଣରୁ ଜେଟ୍‌ ଏୟାରଓ୍ବେଜ୍‌ ତା’ର ଉଡାଣକୁ ଅସ୍ଥାୟୀ ଭାବେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରି ଦେଇଛି। ଫଳରେ ଏଥିରେ କାମ କରୁଥିବା ପ୍ରାୟ ୧୬ ହଜାର କର୍ମଚାରୀ ଏବେ ରୋଜଗାର ହରାଇ ଭାଙ୍ଗି ପଡିଛନ୍ତି। ଏହି…

ଏପଟେ ଭଉଣୀର ସବାରି ସେପଟେ ଉଠିଲା ଭାଇର କୋକେଇ

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ କସ୍‌ବା ଥାନା ଅଞ୍ଚଳର ଏକ ଗଁ।ରେ ଗୁରୁବାର ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପଟେ ଭଉଣୀର ସବାରି ଉଠିଥିବା ବେଳେ ଅନ୍ୟପଟେ ଭାଇର କୋକେଇ ଉଠିଛି। ସୂଚନାଯୋଗ୍ୟ, ଉକ୍ତ ଅଞ୍ଚଳରେ ବାସ କରୁଥିବା ଜଣେ ବ୍ୟକ୍ତିଙ୍କ ଝିଅର ବୁଧବାର…

ପାକିସ୍ତାନକୁ ଝଟକା: ଏଲ୍‌ଓସିରେ ଅବାଧ କାରବାରକୁ ବନ୍ଦ କଲା ଭାରତ

ଶ୍ରୀନଗର,୧୯।୪: ପୁଲଓ୍ବାମା ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଲାଗିରହିଛି। ଏନେଇ ଭାରତ ପାକିସ୍ତାନ ବିରୋଧରେ ବହୁ ପଦକ୍ଷେପ ମଧ୍ୟ ନେଇଛି। ଏହି କ୍ରମରେ ଭାରତ ଜମ୍ମୁ-କାଶ୍ମୀର ସୀମାରେ କରାଯାଉଥିବା ବ୍ୟବସାୟ ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

କଂଗ୍ରେସ ଏମ୍‌ପିଙ୍କ ପାଇଁ ଭୋଟ ମାଗିଲେ ମୁକେଶ ଅମ୍ବାନୀ

ମୁମ୍ବାଇ, ୧୮।୪: ଦେଶର ସବୁଠୁ ଧନୀ ଉଦ୍ୟୋଗପତି ମୁକେଶ ଅମ୍ବାନୀ କଂଗ୍ରେସ ଟିକେଟରେ ଦକ୍ଷିଣ ମୁମ୍ବାଇରୁ ପ୍ରାର୍ଥୀ ହୋଇଥିବା ମିଲିନ୍ଦ ଦେଓରାଙ୍କୁ ଭୋଟ ଦେବାକୁ ଅପିଲ କରିଛନ୍ତି। ମୁକେଶଙ୍କ ଭାଇ ଅନୀଲ ଅମ୍ବାନିଙ୍କୁ କଂଗ୍ରେସ ବାରମ୍ବାର ଟାର୍ଗେଟ କରୁଥିବାବେଳେ ଗୁରୁବାର କଂଗ୍ରେସ…

ସ୍ତ୍ରୀଙ୍କ ପାଇଁ ପ୍ରଚାର କଲେ ଶତ୍ରୁଘ୍ନ ସିହ୍ନା: କଂଗ୍ରେସ କହିଲା, ପ୍ରଥମେ ଦଳୀୟ ଧର୍ମ ନିଭାନ୍ତୁ

ଲକ୍ଷ୍ନୌ, ୧୮।୪: ଭାଜପା ଛାଡି କଂଗ୍ରେସରେ ଯୋଗଦେବାର ମାସେ ନ ପୂରୁଣ ଶତ୍ରୁଘ୍ନ ସିହ୍ନାଙ୍କ ନାଁରେ ଦଳରେ ବିରୋଧାଭାସ ଉଠିଛି। କଂଗ୍ରେସରେ ଥାଇ ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି ପକ୍ଷରୁ ପ୍ରାର୍ଥୀ ହୋଇଥିବା ସ୍ତ୍ରୀ ପୁନମଙ୍କ ପାଇଁ ଭୋଟ…

ଇରଫାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ: ବଢ଼ିଲା ସୁରକ୍ଷା

ଉଦୟପୁର, ୧୮।୪: ବଲିଉଡ ଅଭିନେତା ଇରଫାନ ଖାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ ଜମିଛି। ଟ୍ୟୁମର ଚିକିତ୍ସା ସାରି ଭାରତ ଫେରିଥିବା ଇରଫାନ ିଜ ଆଗାମୀ ଫିଲ୍ମ ‘ଇଂଲିଶ ମିଡିୟମ’ ଶୁଟିଂରେ ବ୍ୟସ୍ତ ଅଛନ୍ତି। ରାଜସ୍ଥାନର ଉଦୟପୁରରେ ଫିଲ୍ମର ଶୁଟିଂ ଚାଲିଥିବାବେଳେ…

ଭାରତ ଲୋକ ସଭା ନିର୍ବାଚନର ଲାଇଭ୍‌ ଅପ୍‌ଡେଟ୍‌ ଦେଉଛି ପାକିସ୍ତାନ ଗଣମାଧ୍ୟମ

ନୂଆଦିଲ୍ଲୀ,୧୮।୪: ଭାରତରେ ହେଉଥିବା ଲୋକ ସଭା ନିର୍ବାଚନକୁ ନେଇ ବିଶ୍ୱର ଅନ୍ୟ ଦେଶ ତୁଳନାରେ ପାକିସ୍ତାନର ଆଗ୍ରହ ଖୁବ୍‌ ଅଧିକ ଥିବା ପରିଲକ୍ଷିତ ହୋଇଛି। କାରଣ ପାକିସ୍ତାନ ଗଣମାଧ୍ୟମରେ ଲଗାତାର ଭାବେ ଲୋକ ସଭା ନିର୍ବାଚନର ଟିକିନିଖି ଖବର ପ୍ରଚାର ପ୍ରସାର…

ରାହୁଲଙ୍କ ବିରୋଧରେ ମାନହାନି ମାମଲା

ପାଟନା, ୧୮।୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଁରେ ଗୁରୁବାର ମାନହାନି ମାମଲା ଦାଏର କରିଛନ୍ତି ବିହାର ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି। ଏକ ନିର୍ବାଚନୀ ସଭାରେ ରାହୁଲଙ୍କ ‘ସବୁ ମୋଦି ଚୋର’ ବୟାନକୁ ନେଇ ଆଇପିସି ଧାରା ୫୦୦ ଅନୁଯାୟୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri