ଜାତୀୟ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ଜନାଦେଶ ଯାତ୍ରାରେ ବିରୋଧୀଙ୍କ ନିଆରା ପ୍ରତିବାଦ

ସାଙ୍ଗଲି,୧୭।୯: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କ ଜନାଦେଶ ଯାତ୍ରାକୁ ସ୍ବାଭିମାନୀ ଶେତକାରୀ ସଙ୍ଗଠନ(ଏସ୍‌ଏସ୍‌ଏସ୍‌) ପକ୍ଷରୁ ନିଆରା ପ୍ରତିବାଦ କରାଯାଇଛି। ସୋମବାର ମହାରାଷ୍ଟ୍ରର ସାଙ୍ଗଲୀ ଜିଲାରୁ ପ୍ରାୟ ୨୩୦ କିଲୋମିଟର ଦୂର କୁଣ୍ଡଲ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ଫଡନବିସଙ୍କ ରାଲି ଗାଡ଼ି ସମ୍ମୁଖରେ ଏସ୍‌ଏସ୍‌ଏସ୍‌…

ଟୁଇଟରରେ ଛାଇଲେ ମୋଦି: ବିଶ୍ୱର ଟପ୍‌ ୨ ଟ୍ରେଣ୍ଡିଂ ଟପିକ୍‌ରେ ମୋଦିଙ୍କ ଜନ୍ମଦିନ

ନୂଆଦିଲ୍ଲୀ,୧୭।୯: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୬୯ତମ ଜନ୍ମଦିନ ମଙ୍ଗଳବାର ପାଳନ କରୁଛନ୍ତି। ମୋଦିଙ୍କ ଜନ୍ମଦିନ ଅବସରରେ ନେତା ମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ପ୍ରଶଂସକ ପର୍ଯ୍ୟନ୍ତ ଶୁଭେଚ୍ଛାର ସୂଅ ଛୁଟିଛି। ଏନେଇ ଟୁଇଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା…

ବିଗ୍‌ ବସ୍‌ ଫେମ୍‌ ସ୍ବାମୀ ଓମ୍‌ ଜୀଙ୍କ ମୁଣ୍ଡ କାଟ ପାଇଁ ୫୦ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କଲେ ଭିଏଚ୍‌ପି ନେତା

ଶାହାଜହାନପୁର,୧୭।୯: ଉତ୍ତର ପ୍ରଦେଶ ଶାହାଜହାନପୁର ଜିଲାର ବିଶ୍ୱ ହିନ୍ଦୁ ପରିଷଦ(ଭିଏଚ୍‌ପି) ସଚିବ ଏକ ବିବାଦୀୟ ବୟାନ ଦେଇଛନ୍ତି। ବିଗ୍‌ ବସ୍‌ ଫେମ୍‌ ତଥା ଆତ୍ମଘୋଷିତ ସ୍ବାମୀ ଓମ୍‌ ଜୀଙ୍କ ମୁଣ୍ଡକାଟ କଲେ ୫୦ ଲକ୍ଷ ଟଙ୍କା ପୁରସ୍କାର ମିଳିବ ବୋଲି ସେ…

ପୋଲିସ କର୍ମୀଙ୍କ ଟିକ୍‌ଟକ୍‌ ଭିଡିଓ ଭାଇରାଲ: ଜବାବ ତଲବ କଲେ ଏସ୍‌ଏସ୍‌ପି

ଲକ୍ଷ୍ନୌ,୧୭।୯: ବର୍ତ୍ତମାନ ଦେଶରେ ସୋସିଆଲ ମିଡିଆରେ ଟିକ୍‌ଟକ୍‌ର ଟ୍ରେଣ୍ଡ ଚାଲିଛି। ଏନେଇ ଛୁଆଙ୍କଠାରୁ ଆରମ୍ଭ କରି ବୃଦ୍ଧ ପର୍ଯ୍ୟନ୍ତ ସମସ୍ତଙ୍କ ମଧ୍ୟରେ ଟିକ୍‌ଟକ୍‌ ମାନିଆ ଦେଖାଦେଇଛି। ଯେଉଁଠି ଦେଖିବେ ଯାହାକୁ ଦେଖିବେ ନିଜର ଅଜବ ଅଜବ ଭିଡିଓ ତିଆରି କରିବାରେ ସମସ୍ତେ…

ଜାକିର ନାଇକଙ୍କ ପ୍ରତ୍ୟର୍ପଣ ନେଇ ମୋଦି କୌଣସି  ଦାବି କରି ନାହାଁନ୍ତି : ମାଲେସିୟା ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୧୭।୯: ମୁସଲମାନ୍‌ ଧର୍ମଗୁରୁ ଜାକିର ନାଇକଙ୍କ ପ୍ରତ୍ୟର୍ପଣ ନେଇ ମାଲେସିୟା ପ୍ରଧାନମନ୍ତ୍ରୀ ମୋହାଥିର ବିନ୍‌ ମହମ୍ମଦ୍‌ଙ୍କ ମନ୍ତବ୍ୟ ଏବେ ଅନ୍ତର୍ଜାତୀୟସ୍ତର ସହିତ ଭାରତରେ ବିବାଦ ସୃଷ୍ଟି କରିଛି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାକିର ନାଇକଙ୍କ ପ୍ରତ୍ୟର୍ପଣ ନେଇ କୌଣସି…

ପ୍ରଜାପତି ଉଡାଇଲେ ମୋଦି

କେବଡିଆ,୧୭।୯: ପ୍ରଧାନମନ୍ତ୍ରୀ ନରନ୍ଦ୍ର ମୋଦି ମଙ୍ଗଳବାର ୬୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସେ ଗୁଜରାଟର ନର୍ମଦା ନଦୀ ନିକଟରେ ଥିବା ଷ୍ଟାଚ୍ୟୁ ଅଫ୍‌ ୟୁନିଟି ବୁଲି ଦେଖିବା ସହ ସେଠାରେ କେତେଗୁଡିଏ ବିକାଶ ପରିଯୋଜନା ମଧ୍ୟ ନିରିକ୍ଷଣ କରିଥିଲେ।…

ଆକ୍ରମଣ କଲେଣି ପାକିସ୍ତାନୀ ଝିଣ୍ଟିକା

ଜୟପୁର: ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଯିବା ପରେ ଜମ୍ମୁ-କଶ୍ମୀରକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚତ୍ଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ତୁହାକୁ ତୁହା ବର୍ଷୁଛନ୍ତି ଓ ପରମାଣୁ ଯୁଦ୍ଧର ଧମକ ବି ଦେଉଛନ୍ତି। ସେ…

ମାୟାବତୀଙ୍କୁ ଝଟ୍‌କା: କଂଗ୍ରେସ ହାତ ଧରିଲେ ୬ ବିଏସ୍‌ପି ବିଧାୟକ

ଜୟପୁର,୧୭।୯: ରାଜସ୍ଥାନର ପଞ୍ଚାୟତ ନିର୍ବାଚନ ପୂର୍ବରୁ ମାୟାବତୀଙ୍କୁ ଲାଗିଛି ଝଟ୍‌କା। କାରଣ ଏଠାକାର ବହୁଜନ ସମାଜ ପାର୍ଟିର ୬ ଜଣ ବିଧାୟକ କଂଗ୍ରେସରେ ଯୋଗ ଦେଇଛନ୍ତି। ଏହା ବିଏସ୍‌ପି ପାଇଁ ଏକ ବଡ ଝଟ୍‌କା ବୋଲି କୁହାଯାଉଛି। ସୋମବାର ଏମାନେ କଂଗ୍ରେସରେ…

ଫାରୁକ୍‌ଙ୍କ ଗିରଫ ହେବା ନେଇ ଶାହଙ୍କୁ ପ୍ରଶ୍ନ କଲେ ସିବଲ୍‌

ନୂଆଦିଲ୍ଲୀ,୧୭।୯: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲାଙ୍କ ଗିରଫ ନେଇ କଂଗ୍ରେସ ବରିଷ୍ଠ ସଦସ୍ୟ କପିଲ୍‌ ସିବଲ୍‌ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ମଙ୍ଗଳବାର ଟୁଇଟ୍‌ କରି ପ୍ରଶ୍ନ କରିଛନ୍ତି। ଯଦି ଜମ୍ମୁ-କଶ୍ମୀର ସ୍ଥିତିରେ ସୁଧାର ଆସିଛି ତେବେ ଫାରୁକ୍‌ଙ୍କୁ କାହିଁକି…

ମୋଦିଙ୍କ ଜନ୍ମଦିନରେ ସଙ୍କଟ ମୋଚନ ମନ୍ଦିରକୁ ୧.୨୫ କିଲୋ ଓଜନର ସୁନା ମୁକୁଟ ଦାନ କଲେ ପ୍ରଶଂସକ

ବାରଣାସୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୬୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ନିର୍ବାଚନମଣ୍ଡଳୀ ବାରଣାସୀରେ ଥିବା ପ୍ରଶଂସକମାନେ ସଙ୍କଟମୋଚନ ହନୁମାନଙ୍କ ମନ୍ଦିରକୁ ୧.୨୫ କିଲୋ ଓଜନର ଏକ ସୁନା ମୁକୁଟ ଦାନ କରିଛନ୍ତି। ଅରବିନ୍ଦ ସିଂ ନାମକ…

ପରୀକ୍ଷା ମୂଳକ ଉଡ଼ାଣ ବେଳେ ଡିଆର୍‌ଡିଓର ରୁସ୍ତମ୍‌-୨ୟୁଏବି ଦୁର୍ଘଟଣାଗ୍ରସ୍ତ

ବେଙ୍ଗାଲୁରୁ,୧୭।୯: କର୍ନାଟକରେ ମଙ୍ଗଳବାର ସକାଳ ୬ଟା ସମୟରେ ଡିଆର୍‌ଡିଓର ରୁସ୍ତମ୍‌-୨ ୟୁଏବି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମାନବ ବିହୀନ ବିମାନର ପରୀକ୍ଷାମୂଳକ ଉଡ଼ାଣ କରାଯାଉଥିବା ବେଳେ ଏଭଳି ହୋଇଥିବା କୁହାଯାଉଛି। ଏହା ଚୈଲକେର ଏରୋନୋଟିକାଲ ଟେଷ୍ଟ ରେଞ୍ଜ୍‌ରୁ ଉଡ଼ାଣ ଆରମ୍ଭ କରିଥିଲା।…

୬୯ ବର୍ଷରେ ମୋଦି

ନୂଆଦିଲ୍ଲୀ,୧୭।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୬୯ ବର୍ଷରେ ପାଦ ଦେଇଛନ୍ତି। ଜନ୍ମଦିନରେ ମୋଦି ଗୁଜରାଟ ନର୍ମଦା ଜିଲାର ସର୍ଦ୍ଦାର ସରୋବର ଡ୍ୟାମ୍‌ ନିକଟରେ ଇକୋ ଟୁରିଜିମ୍‌ ପାର୍କରେ ପହଞ୍ଚିଛନ୍ତି। ମୋଦି ୧୯୫୦ ସେପ୍ଟେମ୍ବର ୧୭ରେ ଭାଡନଗରରେ ଜନ୍ମଗ୍ରହଣ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?