ଜାତୀୟ

ହିନ୍ଦୀକୁ ଶାହଙ୍କ ଗୁରୁତ୍ୱ ପ୍ରସଙ୍ଗ: ୟେଦୁରାପ୍ପା, କମଲ ହାସନ୍‌ଙ୍କ ବିରୋଧ

ନୂଆଦିଲ୍ଲୀ, ୧୭ା୯ (ପି.ଟି.): ହିନ୍ଦୀକୁ ଗୁରୁତ୍ୱ ଦେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଗୋଟିଏ ରାଷ୍ଟ୍ର ଗୋଟିଏ ଭାଷା କଥା କହିଥିବାବେଳେ ଏହାକୁ ଆଞ୍ଚଳିକ ଦଳଗୁଡ଼ିକ ତୀବ୍ର ବିରୋଧ କରିଛନ୍ତି। କର୍ନାଟକ ମୁଖ୍ୟମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ବି.ଏସ୍‌. ୟେଦୁରାପ୍ପା ମଧ୍ୟ…

ପ୍ରମୋଦ ମିଶ୍ର, ଡୋଭାଲଙ୍କୁ ଦାୟିତ୍ୱ ବଣ୍ଟନ

ନୂଆଦିଲ୍ଲୀ,୧୭ା୯: ଓଡ଼ିଆ ଅଫିସର ପ୍ରମୋଦ କୁମାର ମିଶ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଏବଂ ପି.କେ. ସିହ୍ନା ପ୍ରମୁଖ ଉପଦେଷ୍ଟା ନିଯୁକ୍ତ ହେବା ପରେ ସେମାନଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟନ କରାଯାଇଛି। ଜାତୀୟ ନିରାପତ୍ତା ଉପଦେଷ୍ଟା (ଏନ୍‌ଏସ୍‌ଏ) ଅଜିତ୍‌ ଡୋଭାଲଙ୍କୁ…

ଭାରତ, ସିଙ୍ଗାପୁର, ଥାଇଲାଣ୍ଡ ମିଳିତ ନୌସମରାଭ୍ୟାସ

ନୂଆଦିଲ୍ଲୀ,୧୭ା୯(ପି.ଟି.): ପୋର୍ଟ ବ୍ଲେୟାରରେ ସୋମବାରଠାରୁ ଭାରତ, ସିଙ୍ଗାପୁର ଓ ଥାଇଲାଣ୍ଡ ନୌସେନା ପକ୍ଷରୁ ତ୍ରିପାକ୍ଷିକ ସମରାଭ୍ୟାସ ଆରମ୍ଭ ହୋଇଛି। ଏହାବ୍ୟତୀତ ମୈତ୍ରୀ ନାମରେ ଭାରତ ଓ ଥାଇଲାଣ୍ଡ ସେନା ମଧ୍ୟରେ ଦ୍ୱିପାକ୍ଷିକ ସମରାଭ୍ୟାସ ମେଘାଳୟର ଉମ୍ରୋଇସ୍ଥିତ ଫରେନ୍‌ ଟ୍ରେନିଂ ନୋଡ୍‌ (ଏଫ୍‌ଟିଏନ୍‌)ରେ…

ୟୁପିରେ ଅନର କିଲିଂ: ଦଳିତ ଯୁବକଙ୍କୁ ଜିଅନ୍ତା ଜାଳିଦେଲେ

ହର୍ଦୋଇ, ୧୭ା୯ (ପି.ଟି.): ଅନ୍ୟ ଜାତିର ଯୁବତୀଙ୍କ ସହ ସମ୍ପର୍କ ରଖିଥିବା ଅଭିଯୋଗରେ ଜଣେ ଦଳିତ ଯୁବକଙ୍କୁ ଜିଅନ୍ତା ଜାଳି ଦିଆଯାଇଛି। ଉତ୍ତରପ୍ରଦେଶର ହର୍ଦୋଇ ଜିଲା ଅନ୍ତର୍ଗତ ଭଦେଶାରେ ଏଭଳି ଘଟଣା ଘଟିଛି। ଅଭିଷେକ ଓରଫ୍‌ ମୋନୁ(୨୦)ଙ୍କୁ ଏକ ଘରେ ବାନ୍ଧିଦିଆଯାଇ…

ଫାରୁକ୍‌ ଅବଦୁଲ୍ଲା ପିଏସ୍‌ଏରେ ଅଟକ: କେନ୍ଦ୍ର ଓ ଜମ୍ମୁ-କଶ୍ମୀରକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ/ଶ୍ରୀନଗର,୧୭ା୯(ପି.ଟି.): ଜମ୍ମୁ-କଶ୍ମୀରରୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲାଙ୍କୁ ଅଟକ ରଖାଯିବା ନେଇ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାର ଓ ରାଜ୍ୟ ପ୍ରଶାସନକୁ ଜବାବ ମାଗିଛନ୍ତି। ଜମ୍ମୁ-କଶ୍ମୀରର ଜନସୁରକ୍ଷା ଆଇନ (ପିଏସ୍‌ଏ)ରେ ଫାରୁକ୍‌ଙ୍କୁ…

ଆଜାଦଙ୍କୁ କଶ୍ମୀର ଯିବାକୁ ଅନୁମତି

ନୂଆଦିଲ୍ଲୀ,୧୭-୯(ପି.ଟି.):ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦଙ୍କୁ ଜମ୍ମୁ-କଶ୍ମୀର ଯିବା ଲାଗି ସୁପ୍ରିମକୋର୍ଟ ସୋମବାର ଅନୁମତି ପ୍ରଦାନ କରିଛନ୍ତି। ତେବେ ସେ କୌଣସି ରାଜନୈତିକ ସଭା କରିପାରିବେ ନାହିଁ ବୋଲି ଅଦାଲତ ସର୍ତ୍ତ ରଖିଛନ୍ତି। ଆଜାଦଙ୍କୁ ଶ୍ରୀନଗର,…

୩୭୦ ଉଚ୍ଛେଦ ବିରୋଧରେ ଆବେଦନର ଶୁଣାଣି:କଶ୍ମୀରରେ ସ୍ବାଭାବିକ ଅବସ୍ଥା ଫେରାଇଆଣିବାକୁ ପରାମର୍ଶ

ନୂଆଦିଲ୍ଲୀ,୧୭-୯(ପି.ଟି.):କଶ୍ମୀର ଉପତ୍ୟକାରେ ଯଥାଶୀଘ୍ର ସମ୍ଭବ ସ୍ବାଭାବିକ ଅବସ୍ଥା ଫେରାଇ ଆଣିବା ପାଇଁ ସମସ୍ତ ଉଦ୍ୟମ କରାଯାଉ ବୋଲି ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାର ଓ ଜମ୍ମୁ-କଶ୍ମୀର ପ୍ରଶାସନକୁ ପରାମର୍ଶ ଦେଇଛନ୍ତି। ତେବେ ଜାତୀୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ପ୍ରକ୍ରିୟା ଚୟନାତ୍ମକ…

ଶିଶୁଙ୍କୁ ବାହାରେ ଖେଳିବାକୁ ଛାଡନ୍ତୁ

ବର୍ତ୍ତମାନର କମ୍ପ୍ୟୁଟର ଯୁଗରେ ପିଲାଙ୍କ ପାଇଁ ଘରୁ ବାହାରି ପଡୋଶୀ ଶିଶୁଙ୍କ ସହ ଖେଳିବା ବହୁତ ଜରୁରୀ ହୋଇପଡ଼ିଛି। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଯେଉଁ ଅଭିଭାବକମାନେ ପିଲାଙ୍କୁ ସ୍କୁଲ୍‌ ଏବଂ ସ୍କୁଲ୍‌ ପରେ କେବଳ ଘର ଭିତରେ ଭିଡିଓ ଗେମ୍‌,…

ଯେଉଁଠି ପିଲାମାନେ ଦେଶ ସୀମା ପାର ହୋଇ ଯାଆନ୍ତି ସ୍କୁଲ

ଏମିତି ଏକ ଦେଶ ରହିଛି, ଯେଉଁଠାରେ ପ୍ରତିଦିନ ପିଲାଙ୍କୁ ପଢ଼ିବାକୁ ଯିବାକୁ ଏବଂ ସେଠାରୁ ଫେରିବାକୁ ଇଣ୍ଟରନ୍ୟାସନାଲ୍‌ ବର୍ଡର୍‌ କ୍ରସ୍‌ କରିବାକୁ ପଡ଼େ। ଏହି ସ୍କୁଲ୍‌ ଆମେରିକାରେ ରହିଛି। ପ୍ରକୃତରେ ଆମେରିକାର କଲମ୍ବସ୍‌ ଏଲିମେଣ୍ଟ୍ରି ସ୍କୁଲ୍‌ରେ ଅନେକ ପିଲା ବିଦେଶରୁ ପଢ଼ିବାକୁ…

ମହାରାଷ୍ଟ୍ର ନିର୍ବାଚନ:୧୨୫-୧୨୫ ଆସନରେ ଲଢିବେ କଂଗ୍ରେସ-ଏନସିପି

ମୁମ୍ବାଇ,୯।୧୬: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସନ୍ତା ୧୯ ତାରିଖରେ ତାରିଖ ଘୋଷଣା ହେବାର ଅଛି। ଏହି ନିର୍ବାଚନରେ ଉଭୟ କଂଗ୍ରେସ ଓ ଏନସିପି ଏକାଠି ଲଢିବେ ବୋଲି ଜଣାପଡିଛି। କଂଗ୍ରେସ ୧୨୫ ଓ ଏନସିପି ୧୨୫ଟି…

ଏସବୁ ଜିନିଷକୁ ଗୋଡ଼ ଲଗାଉଛନ୍ତି କି? ଆସିପାରେ ବଡ଼ ବିପତ୍ତି

ସାଧାରଣତଃ ଅଜାଣତରେ ବେଳେବେଳେ ଆମ ଗୋଡ଼ ଏଠି ସେଠି ବାଜିଯାଇଥାଏ। ହେଲେ ଆମେ ସେଥିପ୍ରତି ଏତେଟା ଧ୍ୟାନ ଦେଇ ନ ଥାଉ। କିଛି ଲୋକ ଜାଣିଶୁଣି ମଧ୍ୟ କିଛି ଜିନିଷ ବା ବ୍ୟକ୍ତିଙ୍କୁ ଗୋଇଠା ମାରି ଦେଇଥାନ୍ତି। ମାତ୍ର ଏହା ସେମାନେ…

ବିଦେଶରେ ମୋଦିଙ୍କ ପାଇଁ ଆୟୋଜିତ ସଫଳ କାର୍ଯ୍ୟକ୍ରମର ପ୍ରଚ୍ଛଦ ନାୟକ ବିଜୟ

ନୂଆଦିଲ୍ଲୀ,୧୬।୯: ବିଦେଶରେ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଷଣ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବ। ଆମେରିକାର ହଷ୍ଟନରେ ସେପ୍ଟେମ୍ବର ୨୨ରେ ‘ହାଓଡି ମୋଦି’(Howdy Modi) କାର୍ଯ୍ୟକ୍ରମ ଆୟୋଜନ ହେବାକୁ ଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ୫୦ହଜାରରୁ ଊର୍ଦ୍ଧ୍ୱ ଭାରତୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?