ଇସିଙ୍କ କଟକଣା ସତ୍ତ୍ୱେ ଆଦିତ୍ୟନାଥଙ୍କ ଅଯୋଧ୍ୟା ଗସ୍ତ
ଅଯୋଧ୍ୟା,୧୮ା୪(ପି.ଟି.): ସାମ୍ପ୍ରଦାୟିକ ମନ୍ତବ୍ୟ ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପ୍ରଚାର ଉପରେ ନିର୍ବାଚନ କମିଶନ (ଇସି) ୭୨ ଘଣ୍ଟିଆ ନିଷିଦ୍ଧାଦେଶ ଲଗାଇଥିବାବେଳେ ସେ ବୁଧବାର ଅଯୋଧ୍ୟାସ୍ଥିତ କେତେକ ମନ୍ଦିରକୁ ଯାଇ ପ୍ରାର୍ଥନା କରିବା ସହ ଏକ ଦଳିତ ପରିବାରକୁ ଯାଇଥିଲେ।…
ପ୍ରଧାନମନ୍ତ୍ରୀ କେବଳ ମିଛ କହୁଛନ୍ତି: ରାହୁଲ
ଓ୍ବାୟାନାଡ୍,୧୮ା୪(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜ ନିର୍ବାଚନ ମଣ୍ଡଳୀର କେରଳର ଓ୍ବାୟାନାଡ୍ ଯାଇ ବୁଧବାର ତିନୋଟି ନିର୍ବାଚନୀ ସଭାରେ ଉଦ୍ବୋଧନ ଦେଇଥିଲେ। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ଯାହା କହୁଛନ୍ତି ସବୁ…
କ୍ରିକେଟ ଖେଳକୁ ନେଇ ଝଗଡା: ସାଙ୍ଗର ଆଖି ତାଡି ଲୁଣ ପକାଇଦେଲେ ଯୁବକ
ନୂଆଦିଲ୍ଲୀ, ୧୮।୪: ଦକ୍ଷିଣ ଦିଲ୍ଲୀର ନେବ ସରାୟ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। କ୍ରିକେଟ ଖେଳକୁ ନେଇ ଲାଗିଥିବା ଝଗଡା ଯୋଗୁ ସାଙ୍ଗର ଆଖି ତାଡି, ଗଳା କାଟି ହତ୍ୟା କରିଛନ୍ତି ୬ ଯୁବକ। ଲୋକେ ଜାଣିଦେବା ଭୟରେ…
ମୋଦିଙ୍କ ବିରୋଧରେ ଲଢ଼ିବେନି ଭୀମସେନା ମୁଖ୍ୟ
ନୂଆଦିଲ୍ଲୀ,୧୮ା୪(ପି.ଟି.): ବାରାଣସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ନିର୍ବାଚନ ଲଢ଼ିବା ପାଇଁ ଘୋଷଣା କରିଥିବା ଭୀମ ସେନା ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛନ୍ତି। ତାଙ୍କ ସଂଗଠନ ଏସ୍ପି-ବିଏସ୍ପି ମେଣ୍ଟକୁ ସମର୍ଥନ କରିବ। ଭାଜପାକୁ ପରାଜିତ କରିବାକୁ ହେଲେ…
ନମୋ ଟିଭି ପ୍ରସାରଣରେ ଇସିଙ୍କ କଟକଣା
ନୂଆଦିଲ୍ଲୀ,୧୮ା୪(ପି.ଟି): ନିର୍ବାଚନ ଆଇନରେ ଥିବା ବିଧିବ୍ୟବସ୍ଥା ଅନୁଯାୟୀ ‘ସାଇଲେନ୍ସ ପିରିୟଡ୍’ରେ ଭାଜପା ପ୍ରାୟୋଜିତ ନମୋ ଟିଭି ନିର୍ବାଚନ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ ପ୍ରସାରଣ ନ କରିବାକୁ ନିର୍ବାଚନ କମିଶନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଭୋଟ ଗ୍ରହଣର ୪୮ଘଣ୍ଟା ପୂର୍ବରୁ ସିନେମା, ଟେଲିଭିଜନ ଏବଂ…
ହସ୍ପିଟାଲରୁ ଆସି ମତଦାନ କଲେ ୮୦ ବର୍ଷୀୟା ବୃଦ୍ଧା
କଠୁଆ,୧୮।୪: ଜମ୍ମୁ-କଶ୍ମୀରର କଠୁଆ ଜିଲାରେ ଜଣେ ବୃଦ୍ଧା ମତଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ୮୦ ବର୍ଷୀୟା ବୃଦ୍ଧା ଯୋଗୀନ୍ଦେରୋ ଦେବୀ ଅସୁସ୍ଥତା ପାଇଁ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ହେଲେ ଗୁରୁବାର ତାଙ୍କ ନିର୍ବାଚନ ମଣ୍ଡଳୀର…
ହୃଦ୍ଘାତରେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ
କାଙ୍କେର,୧୮।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ଘଟିଛି ଏକ ଅଘଟଣ। ଛତିଶଗଡ଼ର କାଙ୍କେରରେ ଥିବା ବୁଥ୍ ନମ୍ବର ୧୮୬ରେ ଜଣେ ପୋଲିଂ କର୍ମଚାରୀଙ୍କ ହୃଦଘାତ ଯୋଗୁ ମୃତ୍ୟୁ ହୋଇଥିବା ଜଣାପଡିଛି।
ମତଦାନ କେନ୍ଦ୍ରରେ ବଲିଉଡ୍ ଷ୍ଟାର
ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୧୯ ପାଇଁ ଗୁରୁବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଦେଶରେ ପ୍ରାୟ ୧୨ଟି ରାଜ୍ୟରେ ୯୫ଟି ଲୋକ ସଭା ଆସନ ପାଇଁ ଏହି ପର୍ଯ୍ୟାୟରେ ମତଦାନ କରାଯାଉଛି। ଏଥର ବହୁ ବଡ ବଡ ରାଜନେତାଙ୍କର…
ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ: ୨ଘଣ୍ଟା ମଧ୍ୟରେ ଆସାମରେ ସର୍ବାଧିକ ମତଦାନ
ନୂଆଦିଲ୍ଲୀ,୧୮।୪: ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ସକାଳ ୭ଟାରୁ ଆରମ୍ଭ ହୋଇଥିବା ଏହି ମତଦାନ କାର୍ଯ୍ୟକ୍ରମରେ ପ୍ରଥମ ୨ ଘଣ୍ଟା ମଧ୍ୟରେ ଆସାମରେ ସର୍ବାଧିକ ହାରରେ ମତଦାନ ହୋଇଥିବା ସୂଚନା ମିଳିଛି। ପ୍ରଥମ ୨ ଘଣ୍ଟାରେ ଆସାମରେ ୯.୫୧ ପ୍ରତିଶତ…
ଛତିଶଗଡ଼ ଏନ୍କାଉଣ୍ଟର: ୨ ମାଓବାଦୀ ମୃତ
ଦାନ୍ତଓ୍ବୋଡା,୧୮।୪: ଛତିଶଗଡ଼ର କୁଆକୋଣ୍ଡା ପୋଲିସ ଷ୍ଟେଶନ ଅନ୍ତର୍ଗତ ଧାନିକାରକାଠାରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ(ଡିଆର୍ଜି) ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଏନ୍କାଉଣ୍ଟରରେ ଗୁରୁବାର ୨ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଛତିଶଗଡ଼ର ୩ଟି ଲୋକ ସଭା ଆସନ କାଙ୍କେର, ରାଜନନ୍ଦଗାଁଓ ଓ…
ମାତ୍ର ୨ ଟଙ୍କା ଦାଖଲ କରି ଭିଭିପାଟ୍କୁ କରିହେବ ଚ୍ୟାଲେଞ୍ଜ୍: ଅଭିଯୋଗ ଭୁଲ୍ ସାବ୍ୟସ୍ତ ହେଲେ ୬ ମାସ ଜେଲ
ନୂଆଦିଲ୍ଲୀ,୧୮।୪: ଭୋଟ ଗ୍ରହଣରେ ଇଭିଏମ୍ ଏବଂ ଭିଭିପାଟ୍ର କାର୍ଯ୍ୟକାରୀତା ନେଇ ଅଧିକାଂଶ ସମୟରେ କେତେକ ଅଭିଯୋଗ ଆଣିଥାନ୍ତି। ତେବେ ଏସବୁ ଭୋଟିଂ ମେସିନ୍ର କାର୍ଯ୍ୟକାରୀତା ସମ୍ପର୍କରେ ଅଭିଯୋଗ ପାଇଁ ୨୦୧୭ରେ ନିର୍ବାଚନ କମିଶନଙ୍କ ପକ୍ଷରୁ ଏମ୍-୩ ମେସିନ୍ ନିର୍ମାଣ କରାଯିବା ସହିତ…
ଉତ୍ସାହ ଆଗରେ ବୟସ ହାର ମାନିଲା: ପୋଲିଂ ବୁଥ୍ରେ ପହଞ୍ଚିଲେ ବରିଷ୍ଠ ନାଗରିକ
ପାଟନା, ୧୮।୪: ମନର ଉତ୍ସାହ ଆଗରେ ବୟସ ହାର ମାନିଛି। ଏହର ଉଦାହରଣ ଦେଖିବାକୁ ମିଳିଛି ବିହାର ଭାଗଲପୁରର ଏକ ମତଦାନ କେନ୍ଦ୍ରରେ। ଏଠାରେ ଜଣେ ରୋଗ ଶଯ୍ୟାରେ ପଡ଼ିଥିବା ଉର୍ମିଳା ନାମକ ଜଣେ ବୃଦ୍ଧା ଲୋକ ସଭା ନିର୍ବାଚନର ଦ୍ୱିତୀୟ…
Archives


