ଜାତୀୟ

ଆସାମ ବନ୍ୟା ପୀଡ଼ିତଙ୍କୁ ରନ୍ଧାଖାଦ୍ୟ ବାଣ୍ଟୁଛନ୍ତି ଭାଜପା ବିଧାୟକ: ଭିଡ଼ିଓ ଭାଇରାଲ

ଗୋଳାଘାଟ,୧୬।୭: ଆସାମରେ ବନ୍ୟା ଯୋଗୁ ସାଧାରଣ ଜୀବନଯାତ୍ରା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ବନ୍ୟା ପୀଡ଼ିତଙ୍କୁ ରିଲିଫ୍‌ ପ୍ରଦାନ ଜାରି ରହିଛି। ତେବେ ଗୋଳାଘାଟ ଅଞ୍ଚଳରେ ଥିବା ସମତଇ ବିଧାନସଭା ଆସନର ଭାଜପା ବିଧାୟକ ମୃଣାଳ ସେକିଆ ବନ୍ୟା ପ୍ରଭାବିତଙ୍କ…

ଗଙ୍ଗା ଆଳତି ସମୟରେ ପରିବର୍ତ୍ତନ

ବାରାଣସି,୧୬।୭: ହିିନ୍ଦୁଧର୍ମର ବିଧି ବିଧାନ ଅନୁଯାୟୀ ପ୍ରତିଦିନ ସକାଳେ ଦଶ୍ୱମେଧ ଘାଟରେ ହେଉଥିବା ଗଙ୍ଗା ଆଳତି ସମୟରେ ପରିବର୍ତ୍ତନ କରାଯାଇଛି। ମଙ୍ଗଳବାର ପଡୁଥିବା ଚନ୍ଦ୍ର ଗ୍ରହଣ ପାଇଁ ଏହି ଆଳତିକୁ କିଛି ସମୟ ପୂର୍ବରୁ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଅପରାହ୍ନ ପ୍ରାୟ…

ମଦ୍ରାସାର ଗୋଟିଏ ଘରେ ହେଉଛି ପୂଜା ଓ ନମାଜ ପାଠ

ଅଲୀଗଡ଼,୧୬।୭: ଦେଶରେ ଧର୍ମ ଜାତି ସମ୍ପ୍ରଦାୟ ମଧ୍ୟରେ ବିବାଦ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ ଅଲୀଗଡ଼ର ଏକ ମଦ୍ରାସା ଭାରତ ସମେତ ସମଗ୍ର ପୃଥିବୀ ପାଇଁ ଏକ ନିଆରା ଉଦାହରଣ ପାଲଟିଛି। ଅଲୀଗଡ଼ ଜିଲାରେ ଥିବା ଚାଚା ନେହେରୁ ମଦ୍ରାସାରେ ଉଭୟ ହିନ୍ଦୁ…

ଉତ୍ତରାଧିକାରୀ ନିଷ୍ପତ୍ତି ନେବେ ଦଲାଇଲାମା

ଧର୍ମଶାଳା,୧୬ା୭(ଆଇଏଏନ୍‌ଏସ୍‌)-ତିବ୍ବତର ଆଧ୍ୟାତ୍ମିକ ନେତା ଦଲାଇଲାମା ନିଜେ ତାଙ୍କର ଉତ୍ତରାଧିକାରୀ ସମ୍ପର୍କରେ ନିଷ୍ପତ୍ତି ନେବେ ବୋଲି କହିଛନ୍ତି। ତାଙ୍କର ଉତ୍ତରାଧିକାରୀ ଜଣେ ସୁନ୍ଦରୀ ମହିଳା ହେବ ବୋଲି କିଛିଦିନ ପୂର୍ବେ ମନ୍ତବ୍ୟ ଦେଇ ଦଲାଇଲାମା ବିବାଦ ଘେରକୁ ଆସିଥିଲେ। ପରେ ସେ ଏଥିପାଇଁ…

ଆଶାରାମଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୧୬ା୭(ପି.ଟି.)-ବଳାତ୍କାର ମାମଲାରେ ଜେଲରେ ଥିବା ଆଶାରାମ ବାପୁଙ୍କ ଜାମିନ ଆବେଦନକୁ ସୋମବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଗୁଜରାଟ ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କୋର୍ଟରେ ହାଜର ହୋଇ କହିଥିଲେ, ମାମଲାର ବିଚାର ପ୍ରକ୍ରିୟା ଜାରି ରହିଛି ଏବଂ ଏବେବି…

ଚନ୍ଦ୍ରୟାନ-୨ ଉତ୍‌କ୍ଷେପଣ ନିଷ୍ପତ୍ତି ବୁଧବାର

ବେଙ୍ଗାଲୁର,୧୬।୭: ଚନ୍ଦ୍ରୟାନ-୨ର ପରବର୍ତ୍ତୀ ଉତ୍‌କ୍ଷେପଣ ତାରିଖ ସଂକ୍ରାନ୍ତ ନିଷ୍ପତ୍ତି ବୁଧବାର ଘୋଷଣା କରାଯିବା ସମ୍ଭାବନା ଅଛି ବୋଲି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ସୂଚନା ମିଳିଛି। ଲଞ୍ଚ୍‌ ଭେଇକିଲ୍‌ ସିଷ୍ଟମ୍‌ରେ ତ୍ରୁଟି ସୁଧାର କାର୍ଯ୍ୟ ସମ୍ପନ୍ନ ହେବାପରେ ଯାହା…

୮୨ କୋଟି ଲୋକ ଭୋକିଲା

ଜାତିସଂଘ,୧୬ା୭(ପି.ଟି.): ବିଶ୍ୱରେ ୮୨କୋଟିରୁ ଊର୍ଦ୍ଧ୍ୱ ଲୋକ କ୍ଷୁଧା, ଖାଦ୍ୟାଭାବ ଏବଂ ଅପପୁଷ୍ଟିର ଶିକାର ହୋଇଥିବା ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୫ରୁ ଖାଦ୍ୟ ଅଭାବ ବୃଦ୍ଧି ପାଇବାରେ ଲାଗିଛି। ୨୦୩୦ ସୁଦ୍ଧା ଜାତିସଂଘର ପୋଷଣୀୟ ଉନ୍ନୟନ ଲକ୍ଷ୍ୟ ପୂରଣକୁ ଦୃଷ୍ଟିରେ ରଖିଲେ…

ସରୋଗେସୀ ବିଲ୍‌ ଆଗତ

ନୂଆଦିଲ୍ଲୀ,୧୬ା୭(ପି.ଟି.): ବ୍ୟବସାୟିକ ସରୋଗେସୀକୁ ନିଷିଦ୍ଧ କରିବା ଲାଗି ବିଲ୍‌ ସୋମବାର ଲୋକ ସଭାରେ ଆଗତ ହୋଇଛି। ଏହି ବିଲ୍‌ ଆଇନରେ ପରିଣତ ହେଲେ ନିଃସନ୍ତାନ ଦମ୍ପତିଙ୍କ ପାଇଁ କେବଳ ଘନିଷ୍ଠ ସମ୍ପର୍କୀୟଙ୍କୁ ସରୋଗେଟ ମାଆ ହେବାର ଅନୁମତି ମିଳିବ। ସରୋଗେସୀ (ନିୟାମକ)…

ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲା: ସୁପ୍ରିମକୋର୍ଟଙ୍କୁ ଅଧିକ ସମୟ ମାଗିଲେ ବିଚାରପତି

ନୂଆଦିଲ୍ଲୀ, ୧୬ା୭: ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲାର ଶୁଣାଣି କରୁଥିବା ସ୍ବତନ୍ତ୍ର ବିଚାରପତି ଏସ୍‌.କେ. ଯାଦବ ଶୁଣାଣି ଶେଷ କରିବା ଲାଗି ସୁପ୍ରିମକୋର୍ଟଙ୍କୁ ଅଧିକ ସମୟ ମାଗିଛନ୍ତି। ଏହି ମାମଲାରେ ଭାଜପାର ବରିଷ୍ଠ ନେତା ଏଲ୍‌.କେ. ଆଡଭାନୀ, ମୁରଲୀ ମନୋହର ଜୋଷୀ,…

ଜଷ୍ଟିସ୍‌ ସିକ୍ରି ସିଙ୍ଗାପୁର ଅନ୍ତର୍ଜାତୀୟ ବାଣିଜ୍ୟ କୋର୍ଟର ବିଚାରପତି

ନୂଆଦିଲ୍ଲୀ,୧୬ା୭(ପି.ଟି.): ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଏ.କେ. ସିକ୍ରି ସିଙ୍ଗାପୁର ଅନ୍ତର୍ଜାତୀୟ ବାଣିଜ୍ୟ କୋର୍ଟ (ଏସ୍‌ଆଇସିସି)ର ବିଚାରପତି ନିଯୁକ୍ତ ହୋଇଛନ୍ତି। ସେ ଅଗଷ୍ଟ ୧ରୁ ଜଣେ ଅନ୍ତର୍ଜାତୀୟ ବିଚାରପତି ଭାବେ କାର୍ଯ୍ୟଭାର ଗ୍ରହଣ କରିବେ। ତାଙ୍କର କାର୍ଯ୍ୟକାଳ ୨୦୨୧ ଜାନୁୟାରୀ ୪ରେ…

ଏସ୍‌ପି ନେତା ନୀରଜ ଶେଖରଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୬ା୭: ସମାଜବାଦୀ ପାର୍ଟି ନେତା ନୀରଜ ଶେଖର ସୋମବାର ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପତ୍ରକୁ ଗୃହର ଅଧ୍ୟକ୍ଷ ଏମ୍‌. ଭେଙ୍କୟା ନାଇଡ଼ୁ ଗ୍ରହଣ କରିନେଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ ଭାଜପାରେ ଯୋଗଦେବା…

ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିତ୍ପାତ

ନୂଆଦିଲ୍ଲୀ,୧୬ା୭: ପ୍ରବଳ ବର୍ଷା ଯୋଗୁ ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିଭୀଷିକା ଭୟଙ୍କର ରୂପ ଧାରଣ କରିଛି। କେବଳ ବିହାରରେ ସୋମବାର ସୁଦ୍ଧା ୪୪ଜଣ ମୃତ୍ୟୁବରଣ କରିଥିବାବେଳେ ୭୦ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଆସାମର ୩୦ ଜିଲାରେ ବନ୍ୟା ଦ୍ୱାରା ୩୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri