ଜାତୀୟ

ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲା: ସୁପ୍ରିମକୋର୍ଟଙ୍କୁ ଅଧିକ ସମୟ ମାଗିଲେ ବିଚାରପତି

ନୂଆଦିଲ୍ଲୀ, ୧୬ା୭: ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲାର ଶୁଣାଣି କରୁଥିବା ସ୍ବତନ୍ତ୍ର ବିଚାରପତି ଏସ୍‌.କେ. ଯାଦବ ଶୁଣାଣି ଶେଷ କରିବା ଲାଗି ସୁପ୍ରିମକୋର୍ଟଙ୍କୁ ଅଧିକ ସମୟ ମାଗିଛନ୍ତି। ଏହି ମାମଲାରେ ଭାଜପାର ବରିଷ୍ଠ ନେତା ଏଲ୍‌.କେ. ଆଡଭାନୀ, ମୁରଲୀ ମନୋହର ଜୋଷୀ,…

ଜଷ୍ଟିସ୍‌ ସିକ୍ରି ସିଙ୍ଗାପୁର ଅନ୍ତର୍ଜାତୀୟ ବାଣିଜ୍ୟ କୋର୍ଟର ବିଚାରପତି

ନୂଆଦିଲ୍ଲୀ,୧୬ା୭(ପି.ଟି.): ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଏ.କେ. ସିକ୍ରି ସିଙ୍ଗାପୁର ଅନ୍ତର୍ଜାତୀୟ ବାଣିଜ୍ୟ କୋର୍ଟ (ଏସ୍‌ଆଇସିସି)ର ବିଚାରପତି ନିଯୁକ୍ତ ହୋଇଛନ୍ତି। ସେ ଅଗଷ୍ଟ ୧ରୁ ଜଣେ ଅନ୍ତର୍ଜାତୀୟ ବିଚାରପତି ଭାବେ କାର୍ଯ୍ୟଭାର ଗ୍ରହଣ କରିବେ। ତାଙ୍କର କାର୍ଯ୍ୟକାଳ ୨୦୨୧ ଜାନୁୟାରୀ ୪ରେ…

ଏସ୍‌ପି ନେତା ନୀରଜ ଶେଖରଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୬ା୭: ସମାଜବାଦୀ ପାର୍ଟି ନେତା ନୀରଜ ଶେଖର ସୋମବାର ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପତ୍ରକୁ ଗୃହର ଅଧ୍ୟକ୍ଷ ଏମ୍‌. ଭେଙ୍କୟା ନାଇଡ଼ୁ ଗ୍ରହଣ କରିନେଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ ଭାଜପାରେ ଯୋଗଦେବା…

ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିତ୍ପାତ

ନୂଆଦିଲ୍ଲୀ,୧୬ା୭: ପ୍ରବଳ ବର୍ଷା ଯୋଗୁ ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିଭୀଷିକା ଭୟଙ୍କର ରୂପ ଧାରଣ କରିଛି। କେବଳ ବିହାରରେ ସୋମବାର ସୁଦ୍ଧା ୪୪ଜଣ ମୃତ୍ୟୁବରଣ କରିଥିବାବେଳେ ୭୦ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଆସାମର ୩୦ ଜିଲାରେ ବନ୍ୟା ଦ୍ୱାରା ୩୦…

‘ରାଜ୍ୟ ପୋଲିସର ସ୍ବାୟତ୍ତତା ସ୍ପଷ୍ଟ ହେଉ’

ନୂଆଦିଲ୍ଲୀ,୧୬ା୭: ଏନ୍‌ଆଇଏ (ସଂଶୋଧନ) ବିଲ୍‌କୁ ବିଜୁ ଜନତା ଦଳ (ବିଜେଡି) ସମର୍ଥନ ଜଣାଇଛି। ଦଳ ପକ୍ଷରୁ ବରିଷ୍ଠ ନେତା ଭର୍ତ୍ତୃହରି ମହତାବ ଆଲୋଚନାରେ ଅଂଶଗ୍ରହଣ କରି କହିଥିଲେ, ରାଜ୍ୟ ପୋଲିସର ବିନା ପରାମର୍ଶରେ ସମ୍ପୃକ୍ତ ରାଜ୍ୟରେ ତଦନ୍ତ ପ୍ରସ୍ତାବ ଉପରେ କେନ୍ଦ୍ର…

ଏନ୍‌ଆଇଏକୁ ମିଳିବ ଅଧିକ କ୍ଷମତା

ନୂଆଦିଲ୍ଲୀ,୧୬ା୭(ପି.ଟି.): ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ଅଧିକ କ୍ଷମତା ଦେବା ଲାଗି ସଂଶୋଧିତ ବିଲ୍‌ ଲୋକ ସଭାରେ ସୋମବାର ଗୃହୀତ ହୋଇଛି। ଏନ୍‌ଆଇଏ ସଂଶୋଧନ ବିଲ୍‌ ଆଇନରେ ପରିଣତ ହେଲେ ଉକ୍ତ ତଦନ୍ତକାରୀ ସଂସ୍ଥା ଭାରତୀୟ ଏବଂ ବିଦେଶରେ ଥିବା ଭାରତୀୟ…

କଶ୍ମୀରରେ ଜଣେ ନାବାଳିକାଙ୍କ ଜୀବନ ବଞ୍ଚାଇଲେ ଯବାନ

ଶ୍ରୀନଗର,୧୫।୭: ଜମ୍ମୁ କଶ୍ମୀର ବାରମୂଳାରେ ୨ଜଣ ସିଆରପିଏଫ୍‌ ଯବାନ ନିଜ ଜୀବନକୁ ବାଜି ଲଗାଇ ଜଣେ ନାବାଳିକାଙ୍କ ଜୀବନ ବଞ୍ଚାଇଛନ୍ତି। ସୋମବାର ୧୪ବର୍ଷର ଜଣେ ଝିଅ ନଦୀରେ ବୁଡ଼ିଯାଉଥିବା ଦେଖି ୧୭୬ ବାଟାଲିୟନର କନେଷ୍ଟବଳ ଏମ୍‌ଜି ନାଇଡୁ ଓ କନେଷ୍ଟବଳ ଏନ୍‌…

ଏଣିକି ଡ୍ରାଇଭରଙ୍କୁ ଶୋଇବାକୁ ଦେବ ନାହିଁ ଇସ୍ରାଏଲ ସେନ୍ସର ଡିଭାଇସ୍‌

ଲକ୍ଷ୍ନୌ,୧୫।୭: ରାଜ୍ୟରେ ବୃଦ୍ଧି ପାଇଥିବା ସଡ଼କ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ଉତ୍ତରପ୍ରଦେଶ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଗତ କିଛି ଦିନ ତଳେ ଯମୁନା ଏକ୍ସପ୍ରେସ ହାଇଓ୍ବେରେ ହୋଇଥିବା ଦୁର୍ଘଟଣା ଯୋଗୁ ଉତ୍ତରପ୍ରଦେଶ ପରିବହନ ବିଭାଗ ହରଡ଼ଘଣାରେ ପଡ଼ିଯାଇଥିଲା।…

ମୃତଦେହ ଦାହ ପାଇଁ ଚାଲିଥିଲା ପ୍ରସ୍ତୁତି, ହଠାତ୍‌ କୋକେଇରୁ ଉଠିପଡି ପାଣି ମାଗିଲେ ଯୁବକ

ଲକ୍ଷ୍ନୌ, ୧୫।୭: ଉତ୍ତର ପ୍ରଦେଶର ଅମିନାବାଦରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଡାକ୍ତରଖାନାରେ ମୃତ ଘୋଷିତ ହୋଇଥିବା ଜଣେ ଯୁବକ କୋକେଇରୁ ଉଠିପଡି ପାଣିମାଗି ପିଇବା ପରେ ତାଙ୍କୁ ପରିବାର ଲୋକେ ଡାକ୍ତରଖାନାକୁ ନେଇଥିଲେ। ଡାକ୍ତର ସେଠାରେ ତାଙ୍କୁ…

ସୁପ୍ରିମକୋର୍ଟରେ ଖାରଜ ହେଲା ଆଶାରାମଙ୍କ ଜାମିନ

ନୂଆଦିଲ୍ଲୀ,୧୫।୭: ଆତ୍ମ ଘୋଷିତ ଭଗବାନ ଆଶାରାମ ବାପୁଙ୍କ ବିରୋଧରେ ଗୁଜରାଟରେ ହୋଇଥିବା ଏକ ବଳାତ୍କାର ମାମଲାର ଜାମିନ ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରି ଦେଇଛନ୍ତି। ୨ ଜଣିଆ ବିଚାରପତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟ ଦେବା ପରେ ଜଷ୍ଟିସ…

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ଦିଲ୍ଲୀରୁ ୧୪ଙ୍କୁ ଗିରଫ କଲା ଏନ୍‌ଆଇଏ

ନୂଆଦିଲ୍ଲୀ,୧୫।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜାତୀୟ ତଦନ୍ତ ସଂସ୍ଥା(ଏନ୍‌ଆଇଏ) ପକ୍ଷରୁ ଦିଲ୍ଲୀରୁ ୧୪ ଜଣଙ୍କୁ ଗିରଫ କରାଯାଇଛି। ଚେନ୍ନାଇ ଏବଂ ନାଗାପଟ୍ଟିନମ୍‌ଠାରେ କେତେକ ସ୍ଥାନରେ ଚଢ଼ାଉ ପରେ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି। ସେମାନେ ଅସଂରୁଲ୍ଲା ନାମକ ଏକ ସଂଗଠନ ପାଇଁ…

ଜୁଲାଇ ୧୮ରେ କୁମାରସ୍ବାମୀ ସରକାରଙ୍କ ଶକ୍ତିପରୀକ୍ଷା

ବେଙ୍ଗାଲୁରୁ,୧୫।୭: କର୍ନାଟକ ରାଜନୀତି ପୁଣି ରୋଚକ ମୋଡରେ ପହଞ୍ଚିଛି। ସୋମବାର ଭାଜପା ବିଧାୟକମାନେ ମୁଖ୍ୟମନ୍ତ୍ରୀ ଏଚ.ଡି. କୁମାରସ୍ବାମୀଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥାପ୍ରସ୍ତାବ ଆଗତ କରିବା ପରେ ଜୁଲାଇ ୧୮(ଗୁରୁବାର)ରେ ଏହାଉପରେ ଆଲୋଚନା ହେବ ବୋଲି ନିଷ୍ପତ୍ତି ନିଆଯାଇଛିି। ଆଲୋଚନା ପରେ ବିଧାନସଭାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri