ଜାତୀୟ

କରିମ୍‌ଗଞ୍ଜ୍‌ରେ ଶତାୟୁ ଦେବେ ଭୋଟ

ଦିସ୍‌ପୁର,୧୭।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଆସାମ କରିମ୍‌ଗଞ୍ଜ୍‌ରେ ଜଣେ ଶତାୟୁ ବୃଦ୍ଧ ମତଦାନ ଅଧିକାର ସାବ୍ୟସ୍ତ କରିବେ। ସେ ହେଉଛନ୍ତି ମହମ୍ମଦ୍‌ ଅଲ୍ଲୀ। ତାଙ୍କର ବୟସ ଶହେ ୧୬ ବର୍ଷ। ମହମ୍ମଦ୍‌ ଜଣେ ସ୍ବାଧୀନତା ସଂଗ୍ରାମୀ। ପ୍ରତି ଥର…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ଧନୀ ପ୍ରାର୍ଥୀଙ୍କ ପାଖରେ ୪ଶହ ୧୭ କୋଟି ଥିବାବେଳେ ଗରିବ ପ୍ରାର୍ଥୀଙ୍କ ପାଖରେ ମାତ୍ର ୯ ଟଙ୍କା

ନୂଆଦିଲ୍ଲୀ,୧୭।୪: ଏପ୍ରିଲ୍‌ ୧୮ରେ ହେବ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ଏହି ପର୍ଯ୍ୟାୟରେ ୪ଶହ ୨୩ ଜଣ କୋଟିପତି ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ସେମାନଙ୍କ ମଧ୍ୟରେ କଂଗ୍ରେସର ସର୍ବାଧିକ ୪୬ଜଣ ପ୍ରାର୍ଥୀ ଥିବାବେଳେ ଭାଜପାର ୪୫ ଜଣ…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ୪ଶହ ୧୮ ପ୍ରାର୍ଥୀଙ୍କ ନାମରେ ଆପରାଧୀକ ମାମଲା

ନୂଆଦିଲ୍ଲୀ,୧୭।୪: ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ଏପ୍ରିଲ୍‌ ୧୮ରେ ୧୩ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳର ୯୭ ଲୋକ ସଭା ଆସନରେ ମତଦାନ କରାଯିବ। ଏହି ପର୍ଯ୍ୟାୟରେ ମଇଦାନରେ ୧୬ଶହ ୪୪ ପ୍ରାର୍ଥୀ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧୫ଶହ…

ପ୍ରିୟଙ୍କା ଜଣେ ଚୋରଙ୍କ ସ୍ତ୍ରୀ: ଉମା ଭାରତୀ

ରାୟପୁର, ୧୭।୪: ଲୋକ ସଭା ନିର୍ବାଚନରେ ରାଜନେତାଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଏହି ମର୍ମରେ ଭାଜପାର ଫାୟାର ବ୍ରାଣ୍ଡ୍‌ ନେତ୍ରୀ ଉମା ଭାରତୀ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଟାର୍ଗେଟ୍‌ କରିଛନ୍ତି। ପ୍ରିୟଙ୍କା ଜଣେ ଚୋରଙ୍କ ସ୍ତ୍ରୀ…

ଟିକ୍‌ଟକ୍‌ ଆପ୍‌ ଭାରତରେ ହେଲା ବ୍ଲକ୍‌: ଗୁଗଲ ନେଲା ପଦକ୍ଷେପ

ନୂଆଦିଲ୍ଲୀ,୧୭।୪: ଏଣିକି ଭାରତରେ ଟିକ୍‌ଟକ୍‌ ଆପ୍‌ ଆଉ ଡାଉନଲୋଡ୍‌ ହେବନାହିଁ। ଗୁଗଲ୍‌ ପକ୍ଷରୁ ଟିକ୍‌ଟକ୍‌ ଭିଡିଓ ଆପକୁ ଭାରତରେ ବ୍ଲକ୍‌ କରାଯାଇଛି। ଏହି ଆପ୍‌ ଦ୍ୱାରା କିଶୋରୀ କିଶୋରଙ୍କ ମଧ୍ୟରେ ଅଶ୍ଳୀଳ ଏବଂ ଅରୁଚିକର ବାର୍ତ୍ତା ବ୍ୟାପୁଥିବା ଅଭିଯୋଗ ହେବାପରେ ଏପ୍ରିଲ…

ବିମୁଦ୍ରୀକରଣରେ ଚାକିରି ହରାଇଥିଲେ ୫୦ ଲକ୍ଷରୁ ଅଧିକ ଲୋକ

ନୂଆଦିଲ୍ଲୀ,୧୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ୨୦୧୬ରେ ହୋଇଥିବା ବିମୁଦ୍ରୀକରଣରେ ଦେଶର ୫୦ ଲକ୍ଷରୁ ଅଧିକ ଲୋକ ଚାକିରି ହରାଇ ବେକାର ହୋଇଥିଲେ। ଏନେଇ ବାଙ୍ଗାଲୁର୍‌ ଅଜମୀ ପ୍ରେମ୍‌ଜୀ ବିଶ୍ୱବିଦ୍ୟାଳୟ ପକ୍ଷରୁ କରାଯାଇଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ ହୋଇଛି।…

ଘୂର୍ଣ୍ଣି ଝଡ଼ ତାଣ୍ଡବ: ୩ ରାଜ୍ୟରେ ୩୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୧୭।୪: ଦେଶର ବିଭିନ୍ନ ରାଜସ୍ଥାନ ମଧ୍ୟପ୍ରଦେଶ ଏବଂ ଗୁଜରାଟରେ ଘୂର୍ଣ୍ଣିଝଡ଼ ତାଣ୍ଡବ ରଚିଛି। ଏଥିରେ ୩୧ ଜଣଙ୍କ ମୃତ୍ୟୁ ଘଟିଛି। କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସହିତ କୁଆପଥର ବର୍ଷା ହୋଇଛି। ରାଜସ୍ଥାନରେ ଏଥିରେ ୯ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ମଧ୍ୟପ୍ରଦେଶରେ…

ପରଲୋକରେ ଏନ୍‌ଡି ତିଓ୍ବାରୀଙ୍କ ପୁଅ ରୋହିତ

ନୂଆଦିଲ୍ଲୀ,୧୭ା୪(ପି.ଟି.): ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଏନ୍‌ଡି ତିଓ୍ବାରୀଙ୍କ ପୁଅ ରୋହିତ ଶେଖରଙ୍କ ପରଲୋକ ହୋଇଛି। ନୂଆଦିଲ୍ଲୀର ସାକେତସ୍ଥିତ ଏକ ଘରୋଇ ହସ୍ପିଟାଲକୁ ମଙ୍ଗଳବାର ସନ୍ଧ୍ୟା ୫ଟାରେ ତାଙ୍କୁ ଗୁରୁତର ଅବସ୍ଥାରେ ଅଣାଯାଇଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ।…

ଏନ୍‌ଡିଏ କି ୟୁପିଏକୁ ମିଳିବନି ସଂଖ୍ୟାଗରିଷ୍ଠତା :ଦେବେଗୌଡ଼ାଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୭ା୪(ପି.ଟି.): ଏଥର କେନ୍ଦ୍ରରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) କିମ୍ବା ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ୟୁପିଏ) ସଂଖ୍ୟାଗରିଷ୍ଠତା ହାସଲ କରିପାରିବେ ନାହିଁ। ଟିଏମ୍‌ସି ନେତ୍ରୀ ମମତା ବାନାର୍ଜୀ ଏବଂ ବିଏସ୍‌ପି ସୁପ୍ରିମୋ ମାୟାବତୀ ଏକାଠି ହେବେ ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.…

ଅଭିନେତା ଫିର୍ଦୋସଙ୍କୁ ଭାରତ ଛାଡିବାକୁ କେନ୍ଦ୍ରର ନିର୍ଦ୍ଦେଶ

କୋଲକାତା,୧୭ା୪: ପଶ୍ଚିମବଙ୍ଗ ରାଇଗଞ୍ଜ ଲୋକ ସଭା ଆସନର ଟିଏମ୍‌ସି ପ୍ରାର୍ଥୀ କହ୍ନେୟାଲାଲ ଅଗ୍ରଓ୍ବାଲଙ୍କ ସପକ୍ଷରେ ବାଂଲାଦେଶୀ ଅଭିନେତା ଫିର୍ଦୋସ ଅହମ୍ମଦ ନିର୍ବାଚନ ପ୍ରଚାର କରିବା ପରେ ବିବାଦ ସୃଷ୍ଟି ହୋଇଛି। ଉତ୍ତର ଦିନାଜପୁର ଜିଲାରେ ଫିର୍ଦୋସଙ୍କ ସହ ପଶ୍ଚିମବଙ୍ଗର କଳାକାର ଅଙ୍କୁଶ…

ଭେଲୋର ଆସନରେ ନିର୍ବାଚନ ବାତିଲ

ନୂଆଦିଲ୍ଲୀ,୧୭ା୪: ତାମିଲନାଡୁର ଭେଲୋର ଲୋକ ସଭା ଆସନରେ ନିର୍ବାଚନ ବାତିଲ କରିଦିଆଯାଇଥିବା ନିର୍ବାଚନ କମିଶନ୍‌ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ମାସ ପ୍ରାରମ୍ଭରେ ଜଣେ ଡିଏମ୍‌କେ ପ୍ରାର୍ଥୀଙ୍କ ଗୋଦାମଘରୁ ୧୧.୫କୋଟି ଟଙ୍କା ଜବତ ହେବା ପରେ ନିର୍ବାଚନ ପାଇଁ ବିପୁଳ ଲାଞ୍ଚ…

ପ୍ରଶ୍ନର କାଠଗଡ଼ାରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୪(ପି.ଟି.): ସାଧାରଣ ନିର୍ବାଚନ ପାଇଁ ଉଭୟ ଶାସକ ଓ ବିରୋଧୀ ପ୍ରସଙ୍ଗ ଖୋଜୁଥିବାବେଳେ କଂଗ୍ରେସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମିଳିଯାଇଛି ଏକ ‘ବ୍ରହ୍ମାସ୍ତ୍ର’। ମୋଦି ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ପ୍ଲଟ୍‌କୁ ନେଇ ନିର୍ବାଚନ କମିଶନ(ଇସି)ଙ୍କୁ ଭୁଲ୍‌ ତଥ୍ୟ ପ୍ରଦାନ କରିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri