ଜାତୀୟ

ପୁଣିଥରେ ମିଗ୍‌-୨୧ ଉଡାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୨୨।୮: ଭାରତୀୟ ବାୟୁସେନର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ପୁଣିଥରେ ମିଗ୍‌-୨୧ ବିମାନ ଉଡାଇଥିବା ପ୍ରକାଶ କରିଛନ୍ତି ଜଣେ ବାୟୁସେନା ଅଧିକାରୀ। ବେଙ୍ଗାଲୁରୁରେ ଥିବା ବାୟୁସେନାର ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ୍‌ ମେଡିସିନରେ ପ୍ରାୟ ୩ ସପ୍ତାହ ପୂର୍ବରୁ ଚିକିତ୍ସା ଯାଞ୍ଚ ପରେ…

ତୋଗଲକାବାଦ୍‌ ହିଂସା: ଭୀମ ସେନା ମୁଖ୍ୟଙ୍କ ସମେତ ୯୧ ଗିରଫ

ନୂଆଦିଲ୍ଲୀ, ୨୨।୮: ତୋଗଲକାବାଦ୍‌ ହିଂସାରେ ଦିଲ୍ଲୀ ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଥିରେ ସମ୍ପୃକ୍ତ ଭୀମ ସେନା ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍‌ ଓରଫ୍‌ ରାବଣଙ୍କ ସମେତ ୯୧ ଜଣଙ୍କୁ ଗିରଫ କରାଯାଇଛି। ବୁଧବାର ରାତିରେ ଏହି ହଂସାକାଣ୍ଡ ଘଟିଥିଲା।…

ନିଜ ହାତରେ ଚା’ ତିଆରି କରି ଲୋକଙ୍କୁ ପରସିଲେ ମମତା

ଦିଘା,୨୨।୮:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜ ହାତରେ ଚା’ ତିଆରି କରି ସାଧାରଣ ଜନତାଙ୍କୁ ପରସିଛନ୍ତି। ବୁଧବାର ମମତା ଦିଘାରେ ଥିବା ଏକ ଚା’ ଦୋକାନରେ ନିଜ ହାତରେ ଚା’ କରିବା ସହ ସେଠାରେ ଉପସ୍ଥିତ ଥିବ ଜନତାଙ୍କୁ ଏହା ପିଇବାକୁ…

ସିବିଆଇ ପଞ୍ଝାରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨ା୮:ସୁବକ୍ତା, ପ୍ରଭାବଶାଳୀ କଂଗ୍ରେସ ନେତା, ରାଜ୍ୟ ସଭା ସଦସ୍ୟ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ଏଭଳି ଅନେକ ମର୍ଯ୍ୟାଦାଜନକ ବିଶେଷଣର ଅଧିକାରୀ ୭୩ ବର୍ଷୀୟ ପାଲାନିଅପ୍ପାନ୍‌ ଚିଦାମ୍ବରମ୍‌ ଏବେ ଦେଶର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥାର ପଞ୍ଝାରେ। ବହୁଚର୍ଚ୍ଚିତ ଆଇଏନ୍‌ଏକ୍ସ…

ମେଡିକାଲ ବଣ୍ଡ୍‌କୁ ସୁପ୍ରିମକୋର୍ଟଙ୍କ ସମର୍ଥନ

ନୂଆଦିଲ୍ଲୀ,୨୨ା୮ : ପୋଷ୍ଟ-ଗ୍ରାଜୁଏଟ୍‌ ମେଡିକାଲ ପାଠ୍ୟକ୍ରମ ଏବଂ ସୁପର ସ୍ପେଶିଆଲିଟି ପାଠ୍ୟକ୍ରମରେ ନାମଲେଖା ପାଇଁ ବାଧ୍ୟତାମୂଳକ ବଣ୍ଡ୍‌ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ରିଟ୍‌ ପିଟିଶନ୍‌କୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଓଡିଶା ସମେତ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଗୁଜରାଟ, ମହାରାଷ୍ଟ୍ର, ତାମିଲନାଡୁ,…

ପାକିସ୍ତାନକୁ ପାଣି ବନ୍ଦ ପାଇଁ ଭାରତର ପ୍ରସ୍ତୁତି

ନୂଆଦିଲ୍ଲୀ,୨୨ା୮(ଆଇଏଏନ୍‌ଏସ୍‌): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ କେନ୍ଦ୍ର ସରକାର ପାକିସ୍ତାନକୁ ଜମ୍ମୁ-କଶ୍ମୀର ବାଟଦେଇ ଯାଉଥିବା ପାଣି ବନ୍ଦ କରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସିନ୍ଧୁନଦୀ ଜଳଚୁକ୍ତିକୁ ଉଲ୍ଲଂଘନ ନ କରି କିପରି ପାକିସ୍ତାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ…

ରାଜୀବ ଗୌବା କ୍ୟାବିନେଟ ସଚିବ

ନୂଆଦିଲ୍ଲୀ, ୨୨ା୮: ସ୍ବରାଷ୍ଟ୍ର ସଚିବ ରାଜୀବ ଗୌବା ପରବର୍ତ୍ତୀ କ୍ୟାବିନେଟ ସଚିବ ଭାବେ ଦୁଇ ବର୍ଷ ଲାଗି ଦାୟିତ୍ୱ ଗ୍ରହଣ କରିବେ। ଏନେଇ ସରକାରଙ୍କ ପକ୍ଷରୁ ବୁଧବାର ନିଯୁକ୍ତି ଦିଆାଯାଇଛି। କ୍ୟାବିନେଟର ନିଯୁକ୍ତି କମିଟି ଏହାକୁ ସ୍ବୀକୃତି ପ୍ରଦାନ କରିଛି। ୧୯୮୨…

ହାଇଦ୍ରାବାଦରେ କନ୍‌ସଲ ଜେନେରାଲ ଜୋଏଲ୍‌

ହାଇଦ୍ରାବାଦ, ୨୨ା୮: ହାଇଦ୍ରାବାଦରେ ଆମେରିକାର ନୂଆ ବାଣିଜି୍ୟକ ରାଷ୍ଟ୍ରଦୂତ ଭାବେ ଜୋଏଲ ରେଫ୍‌ମ୍ୟାନ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ହାଇଦ୍ରାବାଦରେ ପହଞ୍ଚିବା ପରେ ଏହି ଅଞ୍ଚଳ ଲାଗି ଭାରତ-ଆମେରିକା ମଧ୍ୟରେ ସମ୍ପର୍କର ନିବିଡ଼ତା ରହିଥିବା ସେ କହିଛନ୍ତି। ଭାରତ- ଆମେରିକା ଶିଳ୍ପ,…

ସିଜେଆଇଙ୍କ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ: ତଦନ୍ତ ଶେଷ, ସେପ୍ଟେମ୍ବରରେ ରିପୋର୍ଟ

ନୂଆଦିଲ୍ଲୀ,୨୨ା୮: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ବିରୋଧରେ ବଡ଼ ଷଡ଼ଯନ୍ତ୍ର ଅଭିଯୋଗର ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଜଣିକିଆ କମିଟି ଏହାର କାର୍ଯ୍ୟ ଶେଷ କରିଛି ଏବଂ ସେପ୍ଟେମ୍ବର ମଧ୍ୟଭାଗରେ ରିପୋର୍ଟ ଦାଖଲ କରିପାରନ୍ତି ବୋଲି ଜଣାପଡିଛି।…

ଭାରତ-ଜାମ୍ବିଆ ୬ ଚୁକ୍ତି ସ୍ବାକ୍ଷରିତ

ନୂଆଦିଲ୍ଲୀ,୨୨ା୮: ଭାରତ ଓ ଜାମ୍ବିଆ ମଧ୍ୟରେ ବୁଧବାର ୬ଟି ଚୁକ୍ତି ସ୍ବାକ୍ଷରିତ ହୋଇଛି। ବାଣିଜ୍ୟ, ପୁଞ୍ଜିନିବେଶ, ଖଣି ସମ୍ପଦ, ପ୍ରତିରକ୍ଷା ସହଯୋଗ ଓ ବିଭିନ୍ନ ବିକାଶମୂଳକ ପଦକ୍ଷେପ ଆଦି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜାମ୍ବିଆ ରାଷ୍ଟ୍ରପତି ଏଡ୍‌ଗାର ଛାଗ୍‌ଓ୍ବା…

ୟୁପିରେ ୧୫୦ ମେଡିିକାଲ ଛାତ୍ରଙ୍କୁ ର଼୍ୟାଗିଂ : ଲଣ୍ଡାକରି ରାସ୍ତାରେ ବୁଲାଇଲେ

ଲକ୍ଷ୍ନୌ, ୨୨ା୮(ପି.ଟି.): ଉତ୍ତରପ୍ରଦେଶ(ୟୁପି)ର ସଇଫାଇଠାରେ ଥିବା ମେଡିକାଲ ସାଇନ୍ସ ବିଶ୍ୱବିଦ୍ୟାଳୟରେ ନବାଗତ ୧୫୦ ମେଡିକାଲ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଛି। ବରିଷ୍ଠ ଛାତ୍ରମାନଙ୍କ ନିର୍ଦ୍ଦେଶ କ୍ରମେ ପ୍ରଥମ ବର୍ଷର ଏହି ଛାତ୍ରମାନେ ଲଣ୍ଡାହୋଇ ରାସ୍ତାରେ ମୁଣ୍ଡ ନୁଆଇଁ ମାର୍ଚ୍ଚ କରିଛନ୍ତି। ଏହାର ଭିଡିଓ…

ଏସିଡିଟି ସମସ୍ୟାର ସମାଧାନ ହାତ ପାଆନ୍ତାରେ…

ପରିବର୍ତ୍ତିତ ଜୀବନ ଶୈଳୀର ପ୍ରଭାବ ଯୋଗୁ କେତେକଙ୍କ କ୍ଷେତ୍ରରେ ଏସିଡ଼ିଟି ସମସ୍ୟା ଦେଖାଯାଇଥାଏ। ତେବେ ହାତ ପାଆନ୍ତାରେ ଏହି ସମସ୍ୟାର ସମାଧାନ ରହିଛି। ସକାଳୁ ଖାଲି ପେଟରେ ଲାଉ ରସ ପିଇଲେ ଏସିଡିଟି ସମସ୍ୟାରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri