ଜାତୀୟ

‘ବିଜୟ ଜ୍ୟୋତି’ ଜଳାଇଲେ ରାଜନାଥ

ନୂଆଦିଲ୍ଲୀ,୧୫ା୭(ପି.ଟି.): ଅପରେଶନ୍‌ ବିଜୟର ୨୦ତମ ବାର୍ଷିକୀ ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ଜାତୀୟ ଯୁଦ୍ଧ ସ୍ମାରକୀଠାରେ ‘ବିଜୟ ଜ୍ୟୋତି’ ଜଳାଇଛନ୍ତି। ଏହି ବିଜୟ ଜ୍ୟୋତିକୁ ସେନାର ଏକ ମୋଟରସାଇକ୍ଲିଷ୍ଟ ଟିମ୍‌ ୧୧ଟି ସହର ଓ ମହାନଗର ପରିକ୍ରମା କରାଇ…

ନାଗରାଜଙ୍କୁ ମନାଇବାରେ ମେଣ୍ଟ ବିଫଳ

ବେଙ୍ଗାଲୁରୁ/ମୁମ୍ବାଇ,୧୫ା୭(ପି.ଟି.): ବିଦ୍ରୋହୀ କଂଗ୍ରେସ ବିଧାୟକ ଏମ୍‌.ଟି.ବି. ନାଗରାଜଙ୍କୁ ମନାଇବାରେ କର୍ନାଟକର ଶାସକ ମେଣ୍ଟ ନେତାମାନେ ବିଫଳ ହୋଇଛନ୍ତି। ରବିବାର ନାଗରାଜ ମୁମ୍ବାଇ ପଳାଇଯିବା ସହ ଇସ୍ତଫା ପ୍ରତ୍ୟାହାର କରିବା ପ୍ରଶ୍ନ ଉଠୁନାହିଁ ବୋଲି କହିଛନ୍ତି। ଅନ୍ୟ ପକ୍ଷରେ ମୁଖ୍ୟମନ୍ତ୍ରୀ ପଦରୁ ଏଚ୍‌.ଡି.…

ପାର୍କରେ ଦୁର୍ଘଟଣା: ୩ ମୃତ, ୩୧ ଆହତ

ଅହମଦାବାଦ,୧୫ା୭(ଆଇଏଏନ୍‌ଏସ୍‌): ଅହମଦାବାଦର ଏକ ମନୋରଞ୍ଜନ ପାର୍କରେ ରବିବାର ଦୋଳି ଭୁଶୁଡ଼ି ପଡିବାରୁ ୩ ଜଣଙ୍କ ମୃତ୍ୟୁ ହେବା ସହ ୩୧ ଜଣ ଆହତ ହୋଇଛନ୍ତି। କଙ୍କରିଆ ଆଡ୍‌ଭେଞ୍ଚର ପାର୍କରେ ‘ଡିସ୍‌କଭରି’ ରାଇଡରେ ପାଖାପାଖି ୪୦ ଜଣ ଭାଗ ନେଇଥିଲାବେଳେ ତାହା ଭୁଶୁଡ଼ି…

ଜୀବନ ନେଉଛି ଜଳପ୍ରଳୟ

ନୂଆଦିଲ୍ଲୀ/କାଠମାଣ୍ଡୁ/ଢାକା,୧୫ା୭: ଜଳ ବିହୁନେ ସୃଷ୍ଟି ନାଶ, ଜଳ ବହୁଳେ ସୃଷ୍ଟି ନାଶ। କିଛିଦିନ ତଳେ ମୌସୁମୀର ଆଗମନ ପୂର୍ବରୁ ପାଣି ପାଇଁ ହାହାକାର ହେଉଥିବା ଲୋକେ ଏବେ ଲଗାତର ବର୍ଷାରେ ଉବୁଟୁବୁ ହେଉଛନ୍ତି। ମହାରାଷ୍ଟ୍ରରେ ବର୍ଷାବିତ୍ପାତ ଅନେକ ଲୋକଙ୍କ ଘର ଉଜାଡ଼ି…

ଚନ୍ଦ୍ରୟାନ-୨ ଉତ୍‌କ୍ଷେପଣ ସ୍ଥଗିତ

ଶ୍ରୀହରିକୋଟା(ଆନ୍ଧ୍ରପ୍ରଦେଶ), ୧୫ା୭(ପି.ଟି.): ଶେଷ ମୁହୂର୍ତ୍ତରେ ଚନ୍ଦ୍ରୟାନ-୨ର ଉତ୍‌କ୍ଷେପଣକୁ ବାତିଲ କରିଦିଆଯାଇଛି। କେଉଁ କାରଣ ଲାଗି ଏହାକୁ ସ୍ଥଗିତ ରଖାଯାଇଛି ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନ ଥିଲେ ହେଁ ଖୁବ୍‌ଶୀଘ୍ର ନୂଆ ତାରିଖ ଓ ସମୟ ଘୋଷଣା କରାଯିବ…

ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିବାର ଅଧିକାର ବାଚସ୍ପତିଙ୍କ ନାହିଁ:ୟେଦୁରପ୍ପା

ବେଙ୍ଗାଲୁରୁ, ୧୪।୭: କର୍ନାଟକରେ ରାଜନୈତିକ ପାଣିପାଗ ବେଶ୍‌ ସରଗରମ ହୋଇପଡିଛି। ଗୋଟିଏ ପଟେ ମେଣ୍ଟରୁ ଇସ୍ତଫା ଦେଖିବା ବିଧାୟକ ମନାଇବାକୁ କଂଗ୍ରେସ-ଜେଡିଏସ ଲାଗିପଡିଥିଲାବେଳେ ଅନ୍ୟପଟେ ଭାଜପା ନେତା ବି.ଏସ.ୟେଦୁରପ୍ପା ସରକାରଙ୍କ ପାଖରେ ବହୁମତ ନାହିଁ ଏବଂ ତୁରନ୍ତ କୁମାରସ୍ବାମୀ ଇସ୍ତଫା ଦିଅନ୍ତୁ…

ଭୁଶୁଡିଲା ଗେଷ୍ଟହାଉସ୍‌ କୋଠା, ୩୫ ଯବାନ ଫଶିଥିବା ଆଶଙ୍କା

ସିମଲା, ୧୪।୭: ହିମାଚଳପ୍ରଦେଶର ସୋଲନରେ ଏକ ଗେଷ୍ଟହାଉସ୍‌ କୋଠା ଭୁଶୁଡି ପଡିଛି। ଏହି କୋଠା ତଳେ ଅନେକ ଲୋକ ଚାପି ହୋଇଯାଇଥିବା ସୂଚନା ମିଳିଛି। ଭାରତୀୟ ସେନାର ୩୦ରୁ ୩୫ ଜଣ ଜବାନ କୋଠା ତଳେ ଚାପି ହୋଇଯାଇଥିବା କୁହାଯାଉଛି। ଯବାନମାନେ…

ସୁଧାକରଙ୍କୁ ମନାଇବାକୁ ମୁମ୍ବାଇ ପହଞ୍ଚିଲେ ନାଗରାଜ

ମୁମ୍ବାଇ,୧୪।୭: କର୍ନାଟକ ସରକାରରେ ଫାଟ ସୃଷ୍ଟି ହୋଇଥିବା ବେଳେ କିଛିଦିନ ତଳେ କଂଗ୍ରେସରୁ ଇସ୍ତଫା ଦେଇଥିବା ବିଧାୟକ ଏମ୍‌ଟିବି ନାଗରାଜ ତାଙ୍କ ଇସ୍ତଫା ପତ୍ର ଫେରାଇ ନେବାକୁ ରାଜି ହୋଇଛନ୍ତି। ହେଲେ ସେ ଏଥିପାଇଁ ଏକ ସର୍ତ୍ତ ରଖିଛନ୍ତି। ସେ କହିଛନ୍ତି…

ରାସ୍ତା ସଫା କରୁଥିଲାବେଳେ ବେହୋସ ହୋଇପଡିଲେ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ

ଜଳନ୍ଧର, ୧୪।୭: ଆଜିକାଲି ପଞ୍ଜାବରେ ସ୍ବଚ୍ଛ ଭାରତ ଅଭିଯାନ ଚାଲିଛି। ରାଜନେତାଙ୍କଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ଏହି ଅଭିଯାନରେ ସାମିଲ ହେଉଥିବା ନଜିର ରହିଛି। ରବିବାର ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ସ୍ତ୍ରୀ ପରିଣୀତି କୌର ରାସ୍ତା ସଫା କରୁଥିଲାବେଳେ…

କରତାରପୁର କରିଡର: ଭାରତର ପ୍ରସ୍ତାବକୁ ମାନିଲା ପାକିସ୍ତାନ

ନୂଆଦିଲ୍ଲୀ,୧୪।୭: କରତାରପୁର କରିଡରକୁ ନେଇ ରବିବାର ପାକିସ୍ତାନର ଓ୍ବାଘା ସୀମାରେ ଚାଲିଥିବା ବୈଠକ ଶେଷ ହୋଇଛି। ଏହି ବୈଠକରେ ଭାରତ ଯେଉଁ ପ୍ରସ୍ତାବ ରଖିଥିଲା ତାହାକୁ ପାକିସ୍ତାନ ମାନି ଯାଇଥିବା ସୂଚନା ମିଳିଛି। ଏହି ଦ୍ୱିପାକ୍ଷିକ ବୈଠକ ସରିବା ପରେ ସ୍ବରାଷ୍ଟ୍ର…

ସରକାରୀ ବୈଠକରେ ବାରମ୍ବାର ନିଶରେ ହାତ ମାରୁଥିବା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୧୪।୭: ନିଶକୁ ନେଇ ଭାରତରେ ନାନା ପ୍ରକାର ବିଶ୍ୱାସ ପ୍ରଚଳିତ। କେତେକ ନିଶ ରଖିବାକୁ ସମ୍ମାନ ବୋଲି ମନେ କରନ୍ତି। ମାତ୍ର ରାଜସ୍ଥାନ ଜୟପୁରର ଏକ ସରକାରୀ ବୈଠକରେ ବାରମ୍ବାର ନିଶରେ ହାତ ମାରୁଥିବା ଜଣେ ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ସମ୍ପୃକ୍ତ…

ମଣ୍ଡିରେ ଲାଗିଲା ନିଆଁ: ପୋଡ଼ି ପାଉଁଶ ହେଲା ୧୭୦ ଟନ୍‌ ଗହମ

ଅମ୍ବାଲା,୧୪।୭: ହରିୟାଣାର ଅମ୍ବାଲାସ୍ଥିତ ଖାଦ୍ୟଶସ୍ୟ ମଣ୍ଡିରେ ରବିବାର ଭୋର୍‌ ୪ଟା ୩୦ରେ ନିଆଁ ଲାଗି ପ୍ରାୟ ୧୭୦ ଟନ୍‌ ଗହମ ଜଳି ପାଉଁଶ ହୋଇ ଯାଇଛି। ଶର୍ଟ ସର୍କିଟ୍‌ ଯୋଗୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ବର୍ଷାରେ ଓଦା ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri