ମଣ୍ଡିରେ ଲାଗିଲା ନିଆଁ: ପୋଡ଼ି ପାଉଁଶ ହେଲା ୧୭୦ ଟନ୍ ଗହମ
ଅମ୍ବାଲା,୧୪।୭: ହରିୟାଣାର ଅମ୍ବାଲାସ୍ଥିତ ଖାଦ୍ୟଶସ୍ୟ ମଣ୍ଡିରେ ରବିବାର ଭୋର୍ ୪ଟା ୩୦ରେ ନିଆଁ ଲାଗି ପ୍ରାୟ ୧୭୦ ଟନ୍ ଗହମ ଜଳି ପାଉଁଶ ହୋଇ ଯାଇଛି। ଶର୍ଟ ସର୍କିଟ୍ ଯୋଗୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ବର୍ଷାରେ ଓଦା ନ…
ହନିପ୍ରୀତଙ୍କୁ ନେଇ ୨ କଏଦୀଙ୍କ ମଧ୍ୟରେ ଝଗଡା ବଢିଲା ଆଉ ଏକ ବର୍ଷ ଜେଲ୍ଦଣ୍ଡ
ସାଗର,୧୪।୭: ମଧ୍ୟ ପ୍ରଦେଶ ସାଗର ଜିଲାରେ ଥିବା ଏକ ଜେଲ୍ରେ ୨ କଏଦୀଙ୍କ ମଧ୍ୟରେ ହନିପ୍ରୀତଙ୍କୁ ନେଇ ଝଗଡା ହେବାରୁ ଜଣେ କଏଦୀଙ୍କର ଜେଲ୍ଦଣ୍ଡକୁ ଆଉ ଏକ ବର୍ଷ ବଢାଇ ଦିଆଯାଇଛି। ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମଙ୍କ…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର: ୨ ମାଓବାଦୀ ନିହତ
ରାୟପୁର,୧୪।୭: ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ମାଓବାଦୀଙ୍କ ମୃତ୍ୟୁ ଘଟିଛି । ଦନ୍ତେ ଓ୍ବାଡ଼ା ଜିଲାର ଗୁମିୟାପାଲ ଗାଁ ନିକଟରେ ଥିବା ଜଙ୍ଗଲରେ କିଛି ମାଓବାଦୀ ଲୁଚିଥିବା ଖବର ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ରବିବାର ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ମୃତ ମାଓବାଦୀଙ୍କ…
ମନ୍ତ୍ରୀପଦରୁ ଇସ୍ତଫା ଦେଲେ ସିଦ୍ଧୁ
ଚଣ୍ଡିଗଡ଼,୧୪।୭: କ୍ରିକେଟରରୁ ରାଜନେତା ହୋଇଥିବା କଂଗ୍ରେସର ନବଜୋତ ସିଂ ସିଦ୍ଧୁ ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି। ରବିବାର ଟୁଇଟ୍ କରି ସେ ଏହି ସୂଚନା ଦେଇଛନ୍ତି। ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସମ୍ବୋଧନ କରି ସେ ଯେଉଁ ଇସ୍ତଫା ପତ୍ର ଜୁନ୍…
ପୋଲିସ ସୁରକ୍ଷାରେ ନବଦମ୍ପତି ସାକ୍ଷୀ-ଅଜିନେଶ୍: ସୋମବାର ହାଇକୋର୍ଟରେ ହେବେ ହାଜର
ଲକ୍ଷ୍ନୌ,୧୪।୭: ବରେଲିର ଭାଜପା ବିଧାୟକ ରାଜେଶ ମିଶ୍ରାଙ୍କ କନ୍ୟା ସାକ୍ଷୀ ମିଶ୍ରା ଏବଂ ତାଙ୍କ ସ୍ବାମୀ ଅଜିନେଶ୍ଙ୍କୁ ହାଇକୋର୍ଟରେ ହାଜର କରାଇବା ପାଇଁ ଏକ ୩ ଜଣିଆ ପୋଲିସ ଦଳ ପହଞ୍ଚିଛନ୍ତି। ଦଳରେ ଜଣେ ସବ୍-ଇନସ୍ପେକ୍ଟର, ଜଣେ କନଷ୍ଟେବଳ ଏବଂ ଜଣେ…
ପୁଣି ସାମ୍ନାକୁ ଆସିଲେ ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନଙ୍କୁ ଛାଡିବାକୁ ଆସିଥିବା ମହିଳା
ନୂଆଦିଲ୍ଲୀ,୧୪।୭: ପାକିସ୍ତାନର ଓ୍ବାଘା ସୀମାରେ ଭାରତ-ପାକିସ୍ତାନ ମଧ୍ୟରେ କରତାରପୁର କରିଡରକୁ ନେଇ ଆରମ୍ଭ ହୋଇଥିବା ବୈଠକରେ ଉପସ୍ଥିତ ଥିବା ମହିଳାଙ୍କୁ ନେଇ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇ ଯାଇଛି। ଅତିତରେ ବାଲାକୋଟ ଆକ୍ରମଣ ପରେ ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର…
ଚାଚା ନେହେରୁ ମଦ୍ରାସାରେ ନିର୍ମାଣ ହେବ ମନ୍ଦିର ଓ ମସଜିଦ୍
ଅଲୀଗଡ଼,୧୪।୭: ଉତ୍ତରପ୍ରଦେଶ ଅଲୀଗଡ଼ସ୍ଥିତ ଚାଚା ନେହେରୁ ମଦ୍ରାସାରେ ଉଭୟ ମନ୍ଦିର ଏବଂ ମସଜିଦ୍ ନିର୍ମାଣ କରାଯିବା ପାଇଁ ଯୋଜନା ହୋଇଛି। ପୂର୍ବତନ ଉପରାଷ୍ଟ୍ରପତି ହମିଦ୍ ଅନସାରୀଙ୍କ ସ୍ତ୍ରୀ ସଲମା ଅନସାରୀ ଏହି ମଦ୍ରାସାର ସଞ୍ଚାଳିକା ଦାୟିତ୍ୱରେ ରହିଛନ୍ତି। ଏସମ୍ପର୍କରେ ସଲମା ସୂଚନା…
ପ୍ଲାଷ୍ଟିକ ଡ୍ରମ୍ର ଭେଳାରେ ବନ୍ୟାଞ୍ଚଳ ପାରିହେଲେ ବରବଧୂ: ଭିଡିଓ ଭାଇରାଲ
ପାଟନା,୧୪।୭: ମୌସୁମୀ ବର୍ଷାରେ ବିହାରର ଅଧିକାଂଶ ଅଞ୍ଚଳରେ ବନ୍ୟାଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଶନିବାର ବିହାରର ଫରବେଶଗଞ୍ଜ ଅଞ୍ଚଳରେ ବିବାହ ପରେ ନବ ଦମ୍ପତି ରାସ୍ତା ପାର ହେବାରେ ଅସୁବିଧା ସୃଷ୍ଟି ହୋଇଥିଲା। କାରଣ ସମ୍ପୂର୍ଣ୍ଣ ରାସ୍ତାଟି ଜଳମଗ୍ନ ହୋଇ ଯାଇଥିଲା।…
ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାଣ୍ଠି ଯୋଗାଣ: ପାକିସ୍ତାନ କରୁଛି ଚୋରା ନିଶାଦ୍ରବ୍ୟ କାରବାର
ନୂଆଦିଲ୍ଲୀ,୧୪।୭: ଭାରତରେ ଥିବା ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାଣ୍ଠି ଯୋଗାଇବା ପାଇଁ ପାକିସ୍ତାନ ଏବେ ଚୋରା ନିଶାଦ୍ରବ୍ୟ କାରବାର କରୁଛି। ବିଗତ ଦିନରେ ସୀମାପାରରୁ ଆସୁଥିବା ବିପୁଳ ପରିମାଣର ବିଭିନ୍ନ ନିଶାଦ୍ରବ୍ୟ ଜବତ ହୋଇଛି। ଭାରତୀୟ ସୁରକ୍ଷା ସଂସ୍ଥା ଅନୁସାରେ ଜୁଲାଇ ୧୦ରେ…
ଇନଷ୍ଟାଗ୍ରାମରେ ସେଲିବ୍ରିଟିଙ୍କ ନକଲି ପ୍ରୋଫାଇଲ
ନୂଆଦିଲ୍ଲୀ,୧୪।୭: ମାଇକ୍ରୋବ୍ଲଗିଂ ସାଇଟ୍ ଇନଷ୍ଟାଗ୍ରାମରେ ପ୍ରାୟ ୧.୬ କୋଟି ଭାରତୀୟ ପ୍ରଭାବଶାଳୀ ବ୍ୟକ୍ତିଙ୍କର ଆକାଉଣ୍ଟ ନକଲି ବୋଲି ଜଣାପଡିଛି। ଏହି ଆକାଉଣ୍ଟ ମାଧ୍ୟରେ ନେଣଦେଶ କାରବାର କରାଯାଉଛି। ଇ କମର୍ସ ଷ୍ଟାଟସ ‘ଏକ ଗୁଡ କମ୍ପାନୀ’ ଓ ଡାଟା ଆନାଲିଟିକ୍ସ ଫର୍ମ…
୫୨ ଦିନ ପରେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଚନ୍ଦ୍ରପୃଷ୍ଠର ଦକ୍ଷିଣ ପାର୍ଶ୍ୱରେ ପହଞ୍ଚିବ ଚନ୍ଦ୍ରାୟନ-୨
ନୂଆଦିଲ୍ଲୀ,୧୪।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୪-୧୫ ଭୋର୍ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ଇସ୍ରୋର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍କ୍ଷେପଣ କରାଯିବ। ଜିଏସ୍ଏଲ୍ଭି ମାର୍କ-୩ ବାହୁବଳୀ ରକେଟରେ ଏହାର ଉତ୍କ୍ଷେପଣ କରାଯିବ। ୫୨ ଦିନ ପରେ…
କରତାରପୁର କରିଡର: ଓ୍ବାଘା ପହଞ୍ଚିଲେ ଭାରତୀୟ ପ୍ରତିନିଧିମଣ୍ଡଳ
ଓ୍ବାଘା,୧୪।୭: କରତାରପୁର କରିଡର ସହ ସଂମ୍ପୃକ୍ତ ଯାନ୍ତ୍ରୀକ ତଥା ଅନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ରବିବାର ପାକିସ୍ତାନ ଓ ଭାରତୀୟ ପ୍ରତିନିଧିଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଓ୍ବାଘା ସୀମାରେ ଅନୁଷ୍ଠିତ ହେବ। ଏଥିପାଇଁ ଭାରତୀୟ ପ୍ରତିନିଧି ମଣ୍ଡଳର ସଦସ୍ୟମାନେ ରବିବାର ଅଟାରୀ…
Archives


