ଜାତୀୟ

ଶିବକୁମାରଙ୍କ ଇଡି ରିମାଣ୍ଡ ବଢ଼ିଲା

ନୂଆଦିଲ୍ଲୀ,୧୪ା୯(ପି.ଟି.): କର୍ନାଟକ କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କ ଇଡି ରିମାଣ୍ଡ ଅବଧିକୁ ଦିଲ୍ଲୀର ଏକ ଅଦାଲତ ୧୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ହାଜତରେ ଅଧିକ ଜେରାର ଆବଶ୍ୟକତା ଥିବା ଦର୍ଶାଇ ରିମାଣ୍ଡ ଅବଧି ୫ ଦିନ ବଢ଼ାଇବାକୁ ପ୍ରବର୍ତ୍ତନ…

ଫାରୁକ୍‌, ଓମାରଙ୍କୁ ଭେଟିପାରିବେ ୨ ଏନ୍‌ସି ଏମ୍‌ପି

ନୂଆଦିଲ୍ଲୀ,୧୪ା୯: ଗୃହବନ୍ଦୀ ଥିବା ନ୍ୟାଶନାଲ୍‌ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ୍‌ ଅବ୍‌ଦୁଲ୍ଲା ଓ ତାଙ୍କ ପୁଅ ତଥା ଉପାଧ୍ୟକ୍ଷ ଓମାର ଅବ୍‌ଦୁଲ୍ଲାଙ୍କୁ ଦଳର ଦୁଇଜଣ ଏମ୍‌ପି ସାକ୍ଷାତ୍‌ କରିପାରିବେ। ଏନେଇ ଜମ୍ମୁ-କଶ୍ମୀର ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। କିନ୍ତୁ ସାକ୍ଷାତ୍‌ ପରେ ସେମାନେ…

ରାଜୀବ କୁମାରଙ୍କ ଘରେ ସିବିଆଇ

କୋଲକାତା,୧୪ା୯(ଆଇଏଏନ୍‌ଏସ୍‌): ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ ସମ୍ପୃକ୍ତ କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କ ଗିରଫଦାରିରୁ ମିଳିଥିବା ଅନ୍ତରୀଣ ସୁରକ୍ଷାକୁ କଲିକତା ହାଇକୋର୍ଟ ଶୁକ୍ରବାର ପ୍ରତ୍ୟାହାର କରିନେବା ପରେ ସିବିଆଇ ତାଙ୍କ ବାସଭବନରେ ପହଞ୍ଚତ୍ଛି। ତାଙ୍କୁ ଜେରାର ସମ୍ମୁଖୀନ ହେବା…

ଏସ୍‌ସି/ଏସ୍‌ଟି ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରାୟ: ସମୀକ୍ଷା କରିବ ୩ ଜଣିଆ ଖଣ୍ଡପୀଠ

ନୂଆଦିଲ୍ଲୀ,୧୪ା୯(ପି.ଟି.): ଅନୁସୂଚିତ ଜାତି/ଜନଜାତି (ଏସ୍‌ସି/ଏସ୍‌ଟି) ଆଇନ ଉପରେ ସୁପ୍ରିମକୋର୍ଟଙ୍କ ୨୦୧୮ ମାର୍ଚ୍ଚ ୨୦ ତାରିଖ ରାୟକୁ ୩ ଜଣିଆ ଖଣ୍ଡପୀଠ ସମୀକ୍ଷା କରିବେ। ରାୟର ପୁନର୍ବିଚାର ପାଇଁ କେନ୍ଦ୍ର ସରକାର ରିଭ୍ୟୁ ପିଟିଶନ ଦାଏର କରିଥିବାବେଳେ ଶୁକ୍ରବାର ଅଦାଲତ ଏହାକୁ ୩…

ତେଜସ୍‌ ଯୁଦ୍ଧବିମାନ ନାଭାଲ ଭର୍ସନର ସଫଳ ପରୀକ୍ଷା

ନୂଆଦିଲ୍ଲୀ,୧୪ା୯: ସମୁଦ୍ର ଗର୍ଭରେ ଯୁଦ୍ଧବିମାନବାହୀ ଜାହାଜରେ ଅବତରଣ କରିବା ପୂର୍ବରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ହାଲୁକା ଲଢ଼ୁଆ ବିମାନ ତେଜସ୍‌ ନାଭାଲ ଭର୍ସନର ଆରେଷ୍ଟେଡ୍‌ ଲ୍ୟାଣ୍ଡିଂ ଶୁକ୍ରବାର ସଫଳ ହୋଇଛି। ଗୋଆ ଉପକୂଳରେ ଥିବା ଆଇଏନ୍‌ଏସ୍‌ ହଂସ ନାଭାଲ ବେସ୍‌ ସୀମିତ…

ଦିନକୁ ଦିନ ଦୁର୍ବଳ ହେଉଛି ପାକିସ୍ତାନ: ଇନ୍ଦ୍ରେଶ କୁମାର

ନୂଆଦିଲ୍ଲୀ,୧୩।୯: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆର୍‌ଏସ୍‌ଏସ୍‌)ର ପ୍ରଚାରକ ଇନ୍ଦ୍ରେଶ କୁମାର ଶୁକ୍ରବାର ପାକିସ୍ତାନକୁ ନେଇ ଏକ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି ପାକିସ୍ତାନ ଦିଦକୁ ଦିନ ଦୁର୍ବଳ ହେବାରେ ଲାଗିଛି। ବିଭାଜନ ପରେ ପାକିସ୍ତାନର ସୃଷ୍ଟି ହୋଇଥିଲା। ଏହାପରେ ୧୯୭୧ରେ…

ଏଥର ଜେଲ୍‌ରେ ଜନ୍ମଦିନ ପାଳିବେ ଚିଦାମ୍ବରମ

ନୂଆଦିଲ୍ଲୀ,୧୩।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ପୁଣି ଥରେ ଲାଗିଛି ଝଟ୍‌କା। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ଆତ୍ମସମର୍ପଣ କରିବାକୁ ଚିଦାମ୍ବରମ ଯେଉଁ ଆବେଦନ କରିଥିଲେ ତାକୁ ଶୁକ୍ରବାର କୋର୍ଟ ଖାରଜ କରି ଦେଇଛନ୍ତି। କୋର୍ଟ କହିଥିଲେ କି ଅଭିଯୁକ୍ତ ନିଜେ ସ୍ଥିର କରିପାରିବେନି…

ଆଖିରେ ଲୁହ ନେଇ ରାବ୍ରୀଙ୍କ ଘରୁ ବାହାରିଲେ ବୋହୂ ଐଶ୍ୱର୍ଯ୍ୟା

ପାଟନା,୧୩।୯: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ର ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବଙ୍କ ସ୍ତ୍ରୀ ଐଶର୍ଯ୍ୟା କାନ୍ଦି କାନ୍ଦି ନିଜ ବାପଘରକୁ ଚାଲିଯାଇଥିବା ଜଣାପଡ଼ିଛି। ତେଜ ପ୍ରତାପଙ୍କ ସହ ମତାନ୍ତର ହେବା ପରେ ଐଶର୍ଯ୍ୟା ଶାଶୁ ରାବ୍ରୀ…

ବିଦେଶ ଯାତ୍ରା ପାଇଁ ରବର୍ଟଙ୍କୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୩।୯: ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ଶୁକ୍ରବାର ଆଶ୍ୱସ୍ତି ମିଳିଛି। ଦିଲ୍ଲୀର ସ୍ବତନ୍ତ୍ର ଅଦାଲତ ରବର୍ଟ ଭଦ୍ରାଙ୍କୁ ବିଦେଶ ଯିବାକୁ ଅନୁମତି ପ୍ରଦାନ କରିଛନ୍ତି। ପୂର୍ବରୁ ଏହି ମାମଲାରେ ଜାମିନରେ ଥିବା…

ସ୍ବାମୀ ଚିନ୍ମୟାନନ୍ଦଙ୍କୁ ୭ ଘଣ୍ଟା ଜେରା: ପୀଡିତାଙ୍କ ସହ ଆଶ୍ରମ ପହଞ୍ଚିଲା ଏସ୍‌ଆଇଟି

ଲକ୍ଷ୍ନୌ,୧୩।୯: ଶାହାଜାହାନପୁର ନିବାସୀ ଆଇନ ଛାତ୍ରୀଙ୍କୁ ଯୌନ ଶୋଷଣା ମାମଲାରେ ଶେଷରେ ଏସ୍‌ଆଇଟି ପୂର୍ବ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଶୁକ୍ରବାର ଏସ୍‌ଆଇଟିର ଏକ ଟିମ୍‌ ପୀଡିତାଙ୍କୁ ନେଇ ଚିନ୍ମୟାନନ୍ଦଙ୍କ ଆଶ୍ରମରେ ପହଞ୍ଚିଥିଲା। ଏହା ପୂର୍ବରୁ ଏସ୍‌ଆଇଟି…

ଭାରତ-ଚାଇନା ସୀମାରେ ସେନାର ଅପରେଶନ ‘ହିମବିଜୟ’

ନୂଆଦିଲ୍ଲୀ,୧୩।୯: ଭାରତ-ଚାଇନା ସୀମାରେ ସେନା ତା’ର ଶକ୍ତି ବୃଦ୍ଧି ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏଥିପାଇଁ ଭାରତୀୟ ସେନା ଅତ୍ୟାଧୁନିକ ଆମେରିକୀୟ ଅସ୍ତ୍ରକୁ ଭାରତ-ଚାଇନା ସୀମାରେ ମୁତୟନ କରିବାକୁ ଯୋଜନା କରୁଛି। ଫଳରେ ଭାରତ-ଚାଇନା ସୀମାରେ ଥିବା ଅରୁଣାଚଳ ପ୍ରଦେଶର ସୀମାରେ…

ମୋଫେଡ ଚାଳକଙ୍କୁ ଦେଖି ଚାଲାଣ କାଟିବା ପରିବର୍ତ୍ତେ ହାତ ଯୋଡି ଦେଲା ପାଲିସ

ଚନ୍ଦୌଲି,୧୩।୯: ଉତ୍ତର ପ୍ରଦେଶରେ ଜଣେ ମୋଫେଡ ଚାଳକଙ୍କୁ ଦେଖି ଟ୍ରାଫିକ୍‌ ପୋଲିସ ଯାଞ୍ଚ କରି ଚାଲାଣ କାଟିବା ପରିବର୍ତ୍ତେ ହାତ ଯୋଡି ଦେବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ନୂଆ ମୋଟର ଯାନ ନିୟମ ପରେ ଉତ୍ତର ପ୍ରଦେଶରେ ପ୍ରାୟ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?