ଜାତୀୟ

ରାଜ୍ୟ ସଭା ସଦସ୍ୟଙ୍କ ଆୟକୁ ନେଇ ଏଡିଆର୍‌ ରିପୋର୍ଟ: ଶେୟାରରୁ ମିଳୁଛି କୋଟି କୋଟି ଟଙ୍କା

ନୂଆଦିଲ୍ଲୀ, ୧୨ା୯ (ପି.ଟି.): ରାଜ୍ୟ ସଭା ସଦସ୍ୟମାନେ ବେଳେବେଳେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରି ସିଧା ପାର୍ଲାମେଣ୍ଟକୁ ଯାଇଥାନ୍ତି। ଏମିତିକି ରାଜନୈତିକ ସ୍ବାର୍ଥସାଧନ ଲାଗି ଏହି ଆସନ ବିକ୍ରି ମଧ୍ୟ କରାଯାଉଥିବା ଅଭିଯୋଗ ହୋଇଛି। ପାର୍ଲାମେଣ୍ଟକୁ ଆସିବା ପରେ ଏହି ସଦସ୍ୟଙ୍କ…

ରାତୁଲଙ୍କ ଇଡି ରିମାଣ୍ଡ ୫ ଦିନ ବଢ଼ିଲା

ନୂଆଦିଲ୍ଲୀ,୧୨ା୯(ପି.ଟି.): ଅଗୁସ୍ତା ଓ୍ବେଷ୍ଟଲାଣ୍ଡ ହେଲିକପ୍ଟର କିଣା ଦୁର୍ନୀତି ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କ ଇଡି ହାଜତ ମିଆଦକୁ ଦିଲ୍ଲୀର ଏକ ଅଦାଲତ ବୁଧବାର ଆଉ ୫ ଦିନ ବୃଦ୍ଧି କରିଛନ୍ତି। ଗତ ୪…

‘ନ୍ୟାୟ କିଣାଯାଇପାରିବନି’

ନୂଆଦିଲ୍ଲୀ,୧୨ା୯(ପି.ଟି.): ନ୍ୟାୟକୁ ଏଭଳି ଢଙ୍ଗରେ କିଣାଯାଇପାରିବ ନାହିଁ ବୋଲି ବୁଧବାର ଭିଭିଆଇପି ହେଲିକପ୍ଟର ଦୁର୍ନୀତି ମାମଲାର ଶୁଣାଣି ବେଳେ ଉତ୍ତେଜିତ ସୁପ୍ରିମକୋର୍ଟ ଖଣ୍ଡପୀଠ କହିଛନ୍ତି। କଳାଧନ ଆଇନ ସମ୍ପର୍କିତ ଏକ ମାମଲାରେ ଖଣ୍ଡପୀଠ ଅଭିଯୁକ୍ତ ଗୌତମ ଖୈତାନଙ୍କ ଉପରେ ବର୍ଷିଥିଲେ। ୨୦୧୬ର…

ଏଲ୍‌ଓସିରେ ପାକ୍‌ ସେନାର ଏଫ୍‌ଏମ୍‌ ଟ୍ରାନ୍ସମିଶନ ଷ୍ଟେଶନ: ଆତଙ୍କବାଦୀଙ୍କ ସହ କୋଡ୍‌ରେ ଯୋଗସୂତ୍ର

ନୂଆଦିଲ୍ଲୀ,୧୨ା୯(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରରେ ଆକ୍ରମଣ ଘଟାଇ ଅସ୍ଥିରତା ସୃଷ୍ଟି ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ପାକିସ୍ତାନୀ ସେନା ଉପତ୍ୟକାରେ ଥିବା ଆତଙ୍କବାଦୀମାନଙ୍କୁ ଏଥିଲାଗି ଉସୁକାଉଛି। ସେମାନଙ୍କ ସହ ଯୋଗାଯୋଗର ମାଧ୍ୟମ ଭାବେ ଏଫ୍‌ଏମ୍‌ ଟ୍ରାନ୍ସମିଶନର କୋଡ୍‌କୁ ବ୍ୟବହାର କରୁଛି। ଭାରତୀୟ ଗୋଇନ୍ଦା…

ଉନ୍ନାଓ ମାମଲା: ଏମ୍ସରେ ଶୁଣାଣି

ନୂଆଦିଲ୍ଲୀ,୧୨ା୯ (ପି.ଟି./ଆଇଏଏନ୍‌ଏସ୍‌): ଉନ୍ନାଓ ପୀଡ଼ିତା ଚିକିତ୍ସିତ ହେଉଥିବା ନୂଆଦିଲ୍ଲୀର ଏମ୍ସରେ ବୁଧବାର ‘ଇନ୍‌ କ୍ୟାମେରା’ ପ୍ରୋସିଡିଂ ଆରମ୍ଭ ହୋଇଛି। ବଳାତ୍କାର ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ସେଠାରେ ଏକ ଅସ୍ଥାୟୀ କୋର୍ଟ ପ୍ରତିଷ୍ଠା କରାଯାଇଛି। ଏମ୍ସର ଆପେକ୍ସ ଟ୍ରମା ସେଣ୍ଟରରେ ଜିଲା…

ଟ୍ରାଫିକ ନିୟମ ବଦଳାଇଲେ ରାଜ୍ୟ ଦାୟୀ: ‘ଟଙ୍କା ନୁହେଁ ଜୀବନ ବଞ୍ଚାଇବା ଉଦ୍ଦେଶ୍ୟ’

ନୂଆଦିଲ୍ଲୀ,୧୨ା୯: ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ପାଇଁ ଧାର୍ଯ୍ୟ ଜରିମାନା ରାଶିକୁ ହ୍ରାସ କରାଇବାକୁ ଉଦ୍ୟମ କରୁଥିବା ରାଜ୍ୟ ଏହାର ପରିଣାମ ପାଇଁ ଦାୟୀ ରହିବେ ବୋଲି କେନ୍ଦ୍ର ପରିବହନ ମନ୍ତ୍ରୀ ନୀତୀନ ଗଡକରୀ ବୁଧବାର କହିଛନ୍ତି। ପାର୍ଲାମେଣ୍ଟ ସଂଶୋଧିତ ମୋଟରଯାନ ଆଇନକୁ…

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ଡାଲଚିନି ମିଶା କ୍ଷୀର

ଔଷଧୀୟ ଗୁଣରେ ଭରପୂର୍‌ ଡାଲଚିନ୍‌। ଅନେକ ପ୍ରକାର ରୋଗର ରାମବାଣ ଔଷଧ ଭାବେ ଏହା ପରିଚିତ। କ୍ଷୀରରେ ସାମାନ୍ୟ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଶରୀରକୁ ଦ୍ୱିଗୁଣା ଫାଇଦା ମିଳିଥାଏ। ଏମିତିରେ ତ କ୍ଷୀର ପୋଷଣରେ ଭରପୂର୍‌ ଥାଏ। କିନ୍ତୁ ସେଥିରେ…

ଅନ୍ୟ ଧର୍ମରେ ବିବାହ କରି ‘ମହାନ ପ୍ରେମିକ’ ହୁଅ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧।୯: ଛତିଶଗଡ଼ର ଏକ ଅନ୍ୟ ଧାର୍ମିକ ବିବାହ ମାମଲାର ବୁଧବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ମାମଲାର ଶୁଣାଣି ସମୟରେ ଯୁବକଙ୍କୁ ବିଶ୍ୱସ୍ତ ଜୀବନସାଥୀ ଓ ମହାନ ପ୍ରେମିକ ହେବାକୁ ପରାମର୍ଶ ଦେଇଛନ୍ତି କୋର୍ଟ। ସେ କହିଛନ୍ତି, ଅନ୍ୟ ଧର୍ମରେ କିମ୍ବା ଅନ୍ୟ…

ବହିବସ୍ତାନୀ ସହ ପିଲାଙ୍କ ହାତରେ ଧନୁତୀର: ଜାଣନ୍ତୁ କାହିଁକି

ଝାଡ଼ଖଣ୍ଡର ନକ୍ସଲ୍‌ ପ୍ରଭାବିତ ଅଞ୍ଚଳ ଚାକୁଲିଆର ପୋଛପାନୀ ଗାଁରେ ଏବେ ଏହି ଅଦ୍ଭୁତ ଘଟଣା ଦେଖିବାକୁ ମିଳୁଛି। ନକ୍ସଲ୍‌ ଦାଉରୁ ରକ୍ଷା ପାଇବାକୁ ଏଠାକାର ସ୍କୁଲ୍‌ ପିଲାମାନେ ହାତରେ ତୀର କମାଣ ଧରି ପାଠ ପଢ଼ିବାକୁ ଯାଉଛନ୍ତି। ପ୍ରକୃତରେ ପିଲାଙ୍କ ଘରଠୁ…

ପ୍ଲାଷ୍ଟିକ ନେଉଛି ଶହ ଶହ ପ୍ରାଣୀଙ୍କ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ,୧୧।୯: ପ୍ରତିବର୍ଷ ପ୍ଲାଷ୍ଟିକ ଖାଇବାରୁ ଦେଶରେ ହଜାର ହଜାର ସଂଖ୍ୟାରେ କଥା କହିପାରୁ ନ ଥିବା ପ୍ରାଣୀଙ୍କ ମୃତ୍ୟୁ ହେଉଛି। ପ୍ଲାଷ୍ଟିକ ଆବର୍ଜନା ସ୍ଥଳଚର ପ୍ରାଣୀଙ୍କ ସହ ଜଳଚର ପ୍ରାଣୀଙ୍କ ମୃତ୍ୟୁର ପ୍ରମୁଖ କାରଣ ପାଲଟିଛି। ୟୁନାଇଟେଡ ନେଶନ ରିପୋର୍ଟ ଅନୁସାରେ…

ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ ନୂଆ ମୋଟରଯାନ ନିୟମ: ମମତା

କୋଲକାତା,୧୧।୯: ସମଗ୍ର ଦେଶରେ ସେପ୍ଟେମ୍ବର ୧ରୁ ନୂଆ ମୋଟରଯାନ ନିୟମ ଲାଗୁ ହୋଇଛି। ନୂତନ ନିୟମ ଅନୁସାରେ ଟ୍ରାଫିକ ନିୟମ ଉଲଂଘନ ଓ ଜରୁରୀ କାଗଜପତ୍ର ପାଇଁ ଲୋକଙ୍କୁ ମୋଟା ଅଙ୍କର ତଣ୍ଡ ଗଣିବାକୁ ପଡ଼ୁଛି। ଏହି ପରିପ୍ରେକ୍ଷୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

ବିବାହରେ ବରଙ୍କୁ ମଦ୍ୟପାନ କରାନ୍ତି ଶାଶୁ…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ ଆଦି ରାଜ୍ୟରେ ବସବାସ କରୁଥିବା ବଇଗା ଜନଜାତିଙ୍କ ବିବାହରେ ଏକ ନିଆରା ପ୍ରଥା ରହିଛି। କନ୍ୟା ଘରେ ବର ପହଞ୍ଚିଲେ ଶାଶୁ ତାଙ୍କୁ ମଦ୍ୟପାନ କରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?