‘ହର ହର ମହାଦେବ’ ଧ୍ୱନୀରେ ମୋଦିଙ୍କୁ ସ୍ବାଗତ କଲା ବାରଣାସୀ
ବାରଣାସୀ,୨୭।୫: ଲୋକ ସଭା ନିର୍ବାଚନରେ ଅଭୁତ ପୂର୍ବ ସଫଳତା ପରେ ପ୍ରଥମ ଥର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ବାରଣାସୀ ଗସ୍ତ କରିଛନ୍ତି। ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ତାଙ୍କୁ ଭାଜପା ଅଧ୍ୟକ୍ଷ ଅମିତ ଶାହ, ଉତ୍ତର ପ୍ରଦେଶ…
ଲୋକ ସଭାର ସ୍ପେଶାଲ ୧୧ ଏମ୍ପି: ଓପନିଂ ବ୍ୟାଟିଂରେ ମାରିିଛନ୍ତି ଛକା; ଚନ୍ଦ୍ରାଣୀ ମୁର୍ମୁ ସର୍ବକନିଷ୍ଠ
ନୂଆଦିଲ୍ଲୀ, ୨୭।୫: ଚଳିତ ଲୋକ ସଭାରେ ପ୍ରଥମ ଥର ପାଇଁ ନିର୍ବାଚନରେ ବିଜୟ ଲାଭ କରିଛନ୍ତି ୧୧ ଜଣ ଏମ୍ପି। ଓପନିଂ ବ୍ୟାଟିଂରେ ସେମାନେ ଛକାମାରି ସିଧା ପାର୍ଲାମେଣ୍ଟରେ ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ସନି ଦେଓଲ, ତେଜସ୍ବୀ ସୂର୍ଯ୍ୟା, ଗୌତମ…
ସ୍ମୃତି ଇରାନୀଙ୍କ ଘନିଷ୍ଠ ସହଯୋଗୀଙ୍କୁ ହତ୍ୟା ଘଟଣା: ୩ ଗିରଫ, ୨ ଫେରାର
ଲକ୍ଷ୍ନୌ, ୨୭।୫: ଆମେଠିର ନବନିର୍ବାଚିତ ଭାଜପା ଏମ୍ପି ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କ ଗିରଫ କରିଛି। ଆଉ ଦୁଇଜଣ ଅଭିଯୁକ୍ତ ଖସି ପଳେଇଛନ୍ତି ବୋଲି ପୋଲିସ ସୂଚନା ଦେଇଛି। ଏହି ହତ୍ୟା…
୧୭ତମ ଲୋକ ସଭାର ସୁନ୍ଦରୀ ଏମ୍ପି
ନୂଆଦିଲ୍ଲୀ,୨୭।୫: ଦେଶର ୧୭ତମ ଲୋକ ସଭାକୁ ନବନିର୍ବାଚିତ ହୋଇ ଆସିଛନ୍ତି ପଶ୍ଚିମବଙ୍ଗର ମିମି ଚକ୍ରବର୍ତ୍ତୀ। ୩୦ ବର୍ଷ ବୟସ୍କା ମିମି ତୃଣମୂଳ କଂଗ୍ରେସ ପ୍ରାର୍ଥୀ ଭାବେ ଯାଦବପୁର ଲୋକ ସଭା ଆସନରୁ ନିର୍ବାଚିତ ହୋଇଛନ୍ତି। ୨୦୦୮ରେ ସେ ଫିଲ୍ମ ଦୁନିଆରେ ପାଦ…
ଶାନ୍ତିବନରେ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସୋନିଆ
ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍ ନେହେରୁଙ୍କ ୫୫ ତମ ଶ୍ରାଦ୍ଧ ବାର୍ଷିକୀରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୋନିଆ ଶାନ୍ତିବନରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସହିତ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ପୂର୍ବତନ ଉପରାଷ୍ଟ୍ରପତି…
ଏବେ ହେବ ରାମଙ୍କ କାମ: ମୋହନ ଭାଗଓ୍ବତ୍
ଉଦୟପୁର,୨୭।୫: ଭାଜପାର ବିପୁଳ ବିଜୟ ପରେ ଆର୍ଏସ୍ଏସ୍ କର୍ମୀଙ୍କ ମଧ୍ୟରେ ଉତ୍ସାହ ଖେଳି ଯାଇଛି। ଏହି ମର୍ମରେ ଆର୍ଏସ୍ଏସ୍ ପ୍ରମୁଖ ମୋହନ ଭାଗଓ୍ବତ୍ ରାମ ମନ୍ଦିର ସମ୍ପର୍କରେ ସବୁଜ ସଙ୍କେତ ଦେଇଛନ୍ତି। ସେ ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି ଏବେ ରାମଙ୍କ…
ମୋଦିଙ୍କ ନବରତ୍ନରେ ସ୍ଥାନ ପାଇବେ କିଏ?
ନୂଆଦିଲ୍ଲୀ, ୨୭।୫: ମେ ୩୦ରେ ଦେଶର ୧୭ତମ ଲୋକ ସଭାର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେବେ। ତେବେ ମୋଦିଙ୍କ ରବରତ୍ନ ମନ୍ତ୍ରିମଣ୍ଡଳରେ କିଏ କିଏ ସ୍ଥାନ ପାଇବେ ସେ ନେଇ ଆରମ୍ଭ ହୋଇଛି ନାନା କଳ୍ପନା ଜଳ୍ପନା। ନବରତ୍ନଙ୍କ…
ଘରୋଇ ହିଂସା ଆଇନ: ବିଧବାଙ୍କୁ ଭରଣପୋଷଣ ଦେବେ ସ୍ବାମୀଙ୍କ ଭାଇ
ନୂଆଦିଲ୍ଲୀ,୨୭ା୫(ପି.ଟି.): ଘରୋଇ ହିଂସା ଆଇନ ଅନୁଯାୟୀ ଜଣେ ବିଧବା ମହିଳାଙ୍କୁ ଭରଣପୋଷଣ ଦେବାକୁ ତାଙ୍କ ଦେଡଶୁର କିମ୍ବା ଦିଅରଙ୍କୁ ନିର୍ଦ୍ଦେଶ ଦିଆଯାଇପାରିବ ବୋଲି ସୁପ୍ରିମକୋର୍ଟ ଏକ ମାମଲାର ଶୁଣାଣି ବେଳେ ଟିପ୍ପଣୀ ଦେଇଛନ୍ତି। ଜଣେ ନିର୍ଯାତିତା ପତ୍ନୀ ତାଙ୍କ ସ୍ବାମୀଙ୍କ ସମ୍ପର୍କୀୟଙ୍କ…
ରାଜୀବଙ୍କ ମୁଣ୍ଡରେ ଖଣ୍ଡା
ନୂଆଦିଲ୍ଲୀ,୨୭ା୫(ପି.ଟି.): ସାରଦା ଚିଟ୍ଫଣ୍ଡ ଦୁର୍ନୀତି ମାମଲାରେ କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କ ବିରୋଧରେ ସିବିଆଇ ଲୁକ୍ ଆଉଟ୍ ନୋଟିସ ଜାରି କରିଛି। ଏଥିସହିତ ତାଙ୍କୁ ସୋମବାର ଜେରା ପାଇଁ ହାଜର ହେବା ଲାଗି ସମନ କରାଯାଇଛି। ସେ ଯେପରି…
କାନ୍ସରେ ‘ପାରାସାଇଟ୍’କୁ ସ୍ବର୍ଣ୍ଣ
କାନ୍ସ,୨୭ା୫(ପି.ଟି): ଦକ୍ଷିଣ କୋରୀୟ ନିର୍ଦ୍ଦେଶକ ବଙ୍ଗ୍ ଜୁନ୍ ହୋଙ୍କ ‘ପାରାସାଇଟ୍’ କାନ୍ସ ଫିଲ୍ମ ଫେଷ୍ଟିଭାଲ୍ରେ ସ୍ବର୍ଣ୍ଣ ପଦକ ଲାଭ କରିଛି। ଶନିବାର ସନ୍ଧ୍ୟାରେ ୭୨ତମ କାନ୍ସ ଫିଲ୍ମ ଫେଷ୍ଟିଭାଲ୍ର ଉଦ୍ଯାପନୀ ଉତ୍ସବରେ ପାଲ୍ମେ ଡି’ଓର୍ ପୁରସ୍କାର ପ୍ରଦାନ କରାଯାଇଥିଲା। ଚଳିତ ବର୍ଷ…
ଗୁଜୁରାଟ ଗସ୍ତରେ ମୋଦି: ରାସ୍ତା ପାଲଟିଲା ଜନସମୁଦ୍ର
ନୂଆଦିଲ୍ଲୀ,୨୬।୫: ଲୋକ ସଭା ନିର୍ବାଚନରେ ଐତିହାସିକ ବିଜୟ ହାସଲ କରିବା ପରେ ପ୍ରଥମଥର ପାଇଁ ଗୁଜୁରାଟ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅହମଦାବାଦ୍ରେ ପହଞ୍ଚିବା ପରେ ମୋଦିଙ୍କ ଜୋରଦାର ସ୍ବାଗତ କରାଯାଇଥିଲା। ଏୟାରପୋର୍ଟରୁ ଭାଜପା ଅଫିସ୍ ଯିବା ପର୍ଯ୍ୟନ୍ତ ରାସ୍ତାର…
ଭାଜପା ନେତାଙ୍କ ଘରେ କଂଗ୍ରେସ ବିଧାୟକ: କର୍ନାଟକ ରାଜନୀତିରେ ହଲ୍ଚଲ୍
ବେଙ୍ଗାଲୁରୁ, ୨୬।୫: ପୁଣି ଥରେ କର୍ନାଟକ ରାଜନୀତି ସରଗରମ ହୋଇଛି। କଂଗ୍ରେସର ଦୁଇ ବିଧାୟକ ଭାଜପା ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ ଏମ କ୍ରିଷ୍ଣାଙ୍କୁ ରବିବାର ତାଙ୍କ ବାସଭବନରେ ଭେଟିବା ପରେ କର୍ନାଟକ ରାଜନୀତି ହଲ୍ଚଲ୍ ହୋଇଯାଇଛି। ତେବେ…
Archives


