ସୋନମ୍ କପୁରଙ୍କ ଫିଲ୍ମରେ ବିରାଟ କୋହଲିଙ୍କ ଏଣ୍ଟ୍ରି
ବଲିଉଡ୍ ଅଭିନେତ୍ରୀ ସୋନମ କପୁରଙ୍କ ଆଗାମୀ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟର’ରେ ବିରାଟ କୋହଲିଙ୍କୁ ଦେଖିବାକୁ ମିଳିବ। କିନ୍ତୁ ଫିଲ୍ମରେ ଅସଲ ନୁହେଁ, ନକଲି ବିରାଟ କୋହଲିଙ୍କୁ ଦେଖିବାକୁ ମିଳିବ। ଫିଲ୍ମରେ ଜୋୟା ଭୂମିକାରେ ଅବତ୍ତୀର୍ଣ୍ଣ ହୋଇଛନ୍ତି ସୋନମ। ଗୋଟିଏ ଇନିଂଶ…
ଡାଇବେଟିସ୍ ଦୂର କରିବ ଏହି ଜୁସ୍
ଆଜିକାଲି ଅଧିକାଂଶ ବ୍ୟକ୍ତି ଡାଇବେଟିସରେ ପୀଡ଼ିତ। ଡାଇବେଟିସ ରୋଗୀ ଯେହେତୁ ନିଜର ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହନ୍ତି, ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି ଅଧିକ ସଚେତନ ରହିବାକୁ ପଡେ। ଡାଇବେଟିସ୍ ରୋଗୀଙ୍କ ପାଇଁ ଲାଉ ଜୁସ୍ ଉପକାରୀ…
ମନ୍ଦିରରେ ଲାଗି ହୁଏ କେବଳ ପିଆଜ ଭୋଗ…
ଭାରତର ବିଭିନ୍ନ ଅଞ୍ଚଳରେ ରହିଛି ଭିନ୍ନ ଭିନ୍ନ ପରମ୍ପରା। ରାଜସ୍ଥାନ ଚୁରୁ ଜିଲା ସାଦୁଲପୁର ସ୍ଥିତ ଦଦରଓ୍ବୋ ଧାମରେ ଠାକୁରଙ୍କ ପାଖରେ ଭୋଗ ଭାବେ କେବଳ ପିଆଜ ଲାଗି ହୋଇଥାଏ। ମନ୍ଦିରରେ ଏହି ପରମ୍ପରା ଅତି ପ୍ରାଚୀନ କାଳରୁ ଚଳି ଆସିଛି।…
ଟ୍ରେନରେ ଓମ୍ ବିର୍ଲା ଭର୍ସେସ୍ ମଦୁଆ: ଯୁବକଙ୍କୁ ଗିରଫ କଲା ଆରପିଏଫ୍ ପୋଲିସ
ନୂଆଦିଲ୍ଲୀ,୧୦।୯: ଟ୍ରେନରେ ମଦୁଆଙ୍କୁ ଉଚିତ ଶିକ୍ଷା ଦେଲେ ଲୋକ ସଭା ବାଚସ୍ପତି। ନୂଆଦିଲ୍ଲୀରୁ ଇନ୍ଦୋର ଇଣ୍ଟରସିଟି ଏକ୍ସପ୍ରେସର ଏସି ବଗିରେ ରବିବାର ଲୋକ ସଭା ବାଚସ୍ପତି ଯାତ୍ରା କରୁଥିଲେ। ସେହି ସମୟରେ ତାଙ୍କ ପାଖ ବଗିରେ ବସିଥିବା କିଛି ଯୁବକ ନିଶା…
ବାପାଙ୍କ ପରେ କଂଗ୍ରେସ ନେତାଙ୍କ ଝିଅଙ୍କୁ ଇଡିର ନୋଟିସ୍
ନୂଆଦିଲ୍ଲୀ,୧୦।୯: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ବରିଷ୍ଠ କଂଗ୍ରେସ ନେତା ଡି.କେ. ଶିବକୁମାରଙ୍କ ଝିଅଙ୍କୁ ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ନୋଟିସ୍ ଜାରି କରାଯାଇଛି। ଶିବକୁମାରଙ୍କ ଝିଅ ଐଶ୍ୱର୍ଯ୍ୟାଙ୍କୁ ଆସନ୍ତା ୧୨ ତାରିଖରେ ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ନୋଟିସ୍…
ମହରମର ଜୁଲୁସ ବାହାରିବା ସମୟରେ ଦୁର୍ଘଟଣା
ହାଇଦ୍ରାବାଦ, ୧୦।୯: ଆନ୍ଧ୍ର ପ୍ରଦେଶ କୁର୍ନଲ ଜିଲାରେ ବି ଖଣ୍ଡ୍ରାପାଡୁ ଗଁ।ରେ ସୋମବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ମୁସଲମାନ ସମ୍ପ୍ରଦାୟର ବଡ଼ ପର୍ବ ମହରମର ଜୁଲୁସକୁ ଦେଖିବା ପାଇଁ ଶହ ଶହ ଲୋକ ଜମା ହୋଇଥିଲେ। ଏହାକୁ ଦେଖିବା…
ମାନିଲା ପାକିସ୍ତାନ: ଜମ୍ମୁ-କଶ୍ମୀର ଭାରତର
ନୂଆଦିଲ୍ଲୀ,୧୦।୯: ଶେଷରେ ପାକିସ୍ତାନ ମାନିଛି ଯେ ଜମ୍ମୁ-କଶ୍ମୀର ହେଉଛି ଭାରତର ରାଜ୍ୟ। ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମେହମ୍ମୁଦ କ୍ୟୁରେସି ଜେନେଭାରେ କଶ୍ମୀରକୁ ନେଇ ଭାରତକୁ ଟାର୍ଗେଟ କରିବାକୁ ଉଦ୍ୟମ କରିଛନ୍ତି। ହେଲେ ସତ୍ୟ କ’ଣ ତାହା ତାଙ୍କ ମୁହଁରୁ ଆପଣାଛାଏଁ…
ମିଛ ବିଇଡି ସାର୍ଟିଫିକେଟ୍ ଦେଇ ସରକାରୀ ଶିକ୍ଷକ ହୋଇଥିଲେ, ଏବେ ୨୦ ବର୍ଷର ଦରମା ଫେରେଇବେ
ଲକ୍ଷ୍ନୌ, ୧୦।୯: ନକଲି ବିଇଡି ସାର୍ଟିଫିକେଟ୍ ଦେଇ ଚାକିରି କରୁଥିଲେ। ବର୍ଷେ କି ଦୁଇ ବର୍ଷ ନୁହେଁ, ଦୀର୍ଘ ୨୦ ବର୍ଷ ସରକାରୀ ଶିକ୍ଷକ ଭାବେ ରହିବା ପରେ ଏବେ ପୋଲିସ ହାତରେ ଧରାପଡିଛନ୍ତି ଭଣ୍ଡ ଶିକ୍ଷକ ନାରାୟଣ ଯାଦବ। ଉତ୍ତରପ୍ରଦେଶର…
ଚାଲାଣ କାଟିବାରୁ ବଞ୍ଚିବାକୁ ଯାଇ ନୂଆ ଉପାୟ ଆପଣାଇଲେ ଯୁବକ
ଗାନ୍ଧିନଗର,୧୦।୯: ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ସାଧାରଣ ଜନତାଙ୍କ ଚିନ୍ତା ବଢି ଯାଇଛି। କାରଣ ଏବେ ଗାଡିର ଦାମ୍ ଅପେକ୍ଷା ଅଧିକ ଚାଲାଣ କଟାଯାଉଥିବାରୁ ଏହା ସମସ୍ତଙ୍କର ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ନିକଟରେ ଗୁଜରାଟ ଭଦୋଦରାର…
ଶ୍ରୀ ସାର୍ ସୟାଜି ଜେନରାଲ ହସ୍ପିଟାଲର ଶିଶୁ ବିଭାଗରେ ନିଆଁ
ଭଦୋଦରା,୧୦।୯: ଗୁଜୁରାଟ ଭଦୋଦରାରେ ଥିବା ଶ୍ରୀ ସାର୍ ସୟାଜି ଜେନରାଲ ହସ୍ପିଟାଲରେ ଥିବା ଶିଶୁ ବିଭାଗରେ ମଙ୍ଗଳବାର ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଓ୍ବାର୍ଡରେ ଥିବା ସମସ୍ତ ଶିଶୁ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ସୁରକ୍ଷିତ ଭାବେ ବାହାରକୁ ବାହାର କରାଯାଇଥିବା…
ଆପତ୍ତିଜନକ ଅବସ୍ଥାରେ ପ୍ରେମୀ ଯୁଗଳଙ୍କୁ ଦେଖି ତୁରନ୍ତ ବିବାହ କରାଇଦେଲେ ଗ୍ରାମବାସୀ
ପାଟନା,୧୦।୯: ବିହାରର ସୁପୌଲ ଜିଲାରେ ଏକ ପ୍ରେମୀ ଯୁଗଳଙ୍କୁ ଆପତ୍ତିଜନକ ସ୍ଥିତିରେ ଦେଖିବା ପରେ ଗ୍ରାମବାସୀ ରାଗି ଯାଇଥିଲେ। ଆଉ ଏହାର ଫଳ ସ୍ବରୂପ ସେମାନେ ଯୋର ଜବରଦସ୍ତ ପ୍ରେମୀ ଯୁଗଳଙ୍କୁ ନିକଟରେ ଥିବା ମନ୍ଦିରକୁ ନେଇ ବିବାହ କରାଇ ଦେଇଥିବା…
କମଲନାଥ ସରକାର ଖେଳିଲେ ଏସ୍ଟି କାର୍ଡ: ଶିଶୁ ଜନ୍ମରେ ଜନଜାତି ପରିବାରଙ୍କୁ ମିଳିବ ୫୦ କିଗ୍ରା ଖାଦ୍ୟାନ୍ନ
ଭୋପାଳ,୧୦।୯: ମଧ୍ୟପ୍ରଦେଶରେ କମଳନାଥ ସରକାର ଝାବୁଆ ବିଧାନସଭା ଉପନିର୍ବାଚନ ପୂର୍ବରୁ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ଏସ୍ଟି କାର୍ଡ ଖେଳିଛନ୍ତି। ରାଜ୍ୟର ଜନଜାତି ବହୁଳ ୬ଟି ଜିଲା ପାଇଁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସହାୟତା ଯୋଜନା ଘୋଷଣା କରିଛନ୍ତି। ଏହି କାର୍ଯ୍ୟକ୍ରମ…

